The future of farming lies not merely in "Produce More,” but in "Produce Better": PM Modi at FAO
May 20th, 11:00 pm
Accepting the Agricola Medal for 2026 from the FAO, PM Modi said the recognition reflected India’s commitment to human welfare, food security and sustainable development. He dedicated the honour to Indian farmers and the country’s agricultural scientific community. He also highlighted initiatives such as ‘Per Drop More Crop’, micro-irrigation and precision farming, which are guiding India’s agricultural policies.Prime Minister receives Agricola Medal from the Food and Agriculture Organization (FAO) of the United Nations in Rome
May 20th, 10:55 pm
Accepting the Agricola Medal for 2026 from the FAO, PM Modi said the recognition reflected India’s commitment to human welfare, food security and sustainable development. He dedicated the honour to Indian farmers and the country’s agricultural scientific community. He also highlighted initiatives such as ‘Per Drop More Crop’, micro-irrigation and precision farming, which are guiding India’s agricultural policies.ଭାରତ-ଇଟାଲୀ ମିଳିତ ଘୋଷଣା
May 20th, 10:28 pm
ଉଭୟ ପ୍ରଧାନମନ୍ତ୍ରୀ ଉଚ୍ଚସ୍ତରୀୟ ଆଦାନପ୍ରଦାନର ଦୃଢ଼ ଗତିକୁ ସ୍ୱାଗତ କରିଥିଲେ ଏବଂ ବହୁପାକ୍ଷିକ କାର୍ଯ୍ୟକ୍ରମର ପାର୍ଶ୍ଵରେ ନେତାମାନଙ୍କ ବାର୍ଷିକ ବୈଠକ, ନିୟମିତ ମନ୍ତ୍ରୀସ୍ତରୀୟ ଏବଂ ପ୍ରତିଷ୍ଠାନସ୍ତରୀୟ ବୈଠକ ଆୟୋଜନ କରିବାକୁ ରାଜି ହୋଇଥିଲେ।ଇଟାଲୀ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ
May 20th, 07:21 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦ ମଇ, ୨୦୨୬ରେ ରୋମଠାରେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନିଙ୍କ ସହ ଆନୁଷ୍ଠାନିକ ଆଲୋଚନା କରିଛନ୍ତି ।ଇଟାଲୀ ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତ୍ତି ପ୍ରଦାନ କଲେ ପ୍ରଧାନମନ୍ତ୍ରୀ
May 20th, 05:00 pm
ରୋମ ବିଶ୍ୱସ୍ତରରେ 'ଶାଶ୍ୱତ ନଗରୀ ' ଭାବରେ ଜଣାଶୁଣା। ଭାରତରେ, ମୋର ଲୋକସଭା ନିର୍ବାଚନମଣ୍ଡଳୀ କାଶୀକୁ ମଧ୍ୟ ଏକ ପ୍ରାଚୀନ ଏବଂ ଶାଶ୍ୱତ ନଗର ଭାବରେ ବିବେଚନା କରାଯାଏ। ଯେତେବେଳେ ଦୁଇଟି ସଭ୍ୟତା ଏକାଠି ହୁଅନ୍ତି, ସେତେବେଳେ ଆଲୋଚନା କେବଳ କାର୍ଯ୍ୟସୂଚୀରେ ସୀମିତ ହୋଇ ରହେ ନାହିଁ; ବରଂ, ଏଥିରେ ଇତିହାସର ଗଭୀରତା, ଭବିଷ୍ୟତ ପାଇଁ ଏକ ଦୃଷ୍ଟିକୋଣ ଏବଂ ବନ୍ଧୁତାର ସହଜତା - ଏ ତିନୋଟି ଏକାସାଥିରେ ପ୍ରତିଫଳିତ ହୁଏ।ପ୍ରମୁଖ କାର୍ଯ୍ୟକ୍ରମ ପାଇଁ ଇଟାଲୀରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ
May 20th, 12:30 am
ପ୍ରଧାନମନ୍ତ୍ରୀ କିଛି ସମୟ ପୂର୍ବରୁ ଇଟାଲୀର ରୋମରେ ପହଞ୍ଚିଛନ୍ତି । ସେ ଇଟାଲୀ ଗଣତନ୍ତ୍ରର ରାଷ୍ଟ୍ରପତି ମହାମହିମ ଶ୍ରୀ ସର୍ଜିଓ ମାଟାରେଲାଙ୍କୁ ଭେଟିବେ ଏବଂ ପ୍ରଧାନମନ୍ତ୍ରୀ ମେଲୋନିଙ୍କ ସହ ଆଲୋଚନା କରିବେ ଏବଂ ଭାରତ-ମଧ୍ୟପ୍ରାଚ୍ୟ-ୟୁରୋପ ଅର୍ଥନୈତିକ କରିଡର (ଆଇଏମଇସି) ଉପରେ ଧ୍ୟାନ କେନ୍ଦ୍ରିତ କରି ଆଲୋଚନା କରିବେ ।Prime Minister’s Departure Statement ahead of his visit to the UAE, Netherlands, Sweden, Norway, and Italy
May 15th, 07:56 am
PM Modi is embarking on a five-nation visit to the UAE, the Netherlands, Sweden, Norway and Italy from 15-20 May 2026. During the visit, he will meet various Heads of State and hold discussions to further strengthen partnerships across key sectors. Highlights of the visit include his participation in the European Round Table for Industry in Sweden and the 3rd India-Nordic Summit in Oslo.ପ୍ରଧାନମନ୍ତ୍ରୀଙ୍କ ୟୁଏଇ, ନେଦରଲ୍ୟାଣ୍ଡ, ସ୍ୱିଡେନ, ନରୱେ ଏବଂ ଇଟାଲୀ ଗସ୍ତ (ମେ' 15 - 20, 2026)
May 11th, 09:00 pm
ପ୍ରଧାନମନ୍ତ୍ରୀ ମୋଦୀ 15 ମେ' ରୁ 20 ମେ' , 2026 ପର୍ଯ୍ୟନ୍ତ ୟୁଏଇ, ନେଦରଲ୍ୟାଣ୍ଡ, ସ୍ୱିଡେନ, ନରୱେ ଏବଂ ଇଟାଲୀ ଗସ୍ତ କରିବେ। ଏହି ଗସ୍ତ ସମୟରେ, ସେ ୟୁଏଇ ରାଷ୍ଟ୍ରପତି ଶେଖ ମହମ୍ମଦ ବିନ୍ ଜାଏଦ ଅଲ୍ ନାହ୍ୟାନଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ମତ ବିନିମୟ କରିବେ। ନେଦରଲ୍ୟାଣ୍ଡରେ, ପ୍ରଧାନମନ୍ତ୍ରୀ ରାଜା ୱିଲେମ-ଆଲେକଜାଣ୍ଡାରଙ୍କୁ ଭେଟି ପ୍ରଧାନମନ୍ତ୍ରୀ ରବ ଜେଟେନଙ୍କ ସହ ଆଲୋଚନା କରିବେ। ସ୍ୱିଡେନରେ, ସେ ପ୍ରଧାନମନ୍ତ୍ରୀ କ୍ରିଷ୍ଟରସନଙ୍କ ସହ ଆଲୋଚନା କରିବେ। ନରୱେରେ, ସେ ରାଜା ହାରାଲ୍ଡ ପଞ୍ଚମଙ୍କୁ ସାକ୍ଷାତ କରିବେ ଏବଂ ପ୍ରଧାନମନ୍ତ୍ରୀ ଜୋନାସ ଗାହର ଷ୍ଟୋରଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବେ। ପରେ, ସେ ପ୍ରଧାନମନ୍ତ୍ରୀ ଜୋର୍ଜିଆ ମେଲୋନିଙ୍କ ସହ ଆଲୋଚନା କରିବା ପାଇଁ ଇଟାଲୀ ଗସ୍ତ କରିବେ।ଜି-୨୦ ଶିଖର ସମ୍ମିଳନୀ ୨୦୨୫ ଅବସରରେ ଇଟାଲୀର ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
November 23rd, 09:44 pm
ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗଠାରେ ଜି-୨୦ ଶିଖର ସମ୍ମିଳନୀ ଅବସରରେ ଇଟାଲୀର ପ୍ରଧାନମନ୍ତ୍ରୀ ମହାମହିମ ସୁଶ୍ରୀ ଜର୍ଜିଆ ମେଲୋନିଙ୍କୁ ଭେଟିଛନ୍ତି। ଚଳିତ ବର୍ଷ ଜୁନ୍ ମାସରେ କାନାଡାର କାନାନାସ୍କିସରେ ଜି-୭ ଶିଖର ସମ୍ମିଳନୀ ଅବସରରେ ଉଭୟ ନେତା ସଂକ୍ଷିପ୍ତ ଭାବେ ମତ ବିନିମୟ କରିଥିଲେ।PM Modi expresses gratitude to world leaders for birthday wishes
September 17th, 03:03 pm
The Prime Minister Shri Narendra Modi expressed his gratitude to the world leaders for greetings on his 75th birthday, today.ଜର୍ଜିଆ ମେଲୋନିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ
September 10th, 06:20 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇଟାଲୀ ପ୍ରଧାନମନ୍ତ୍ରୀ ମହାମହିମ ସୁଶ୍ରୀ ଜର୍ଜିଆ ମେଲୋନିଙ୍କ ସହ ଟେଲିଫୋନ୍ ଯୋଗେ ଆଲୋଚନା କରିଛନ୍ତି।G7 ଶିଖର ସମ୍ମିଳନୀ ଅବସରରେ ଇଟାଲୀର ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି ପ୍ରଧାନମନ୍ତ୍ରୀ
June 18th, 02:59 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୭ ଜୁନ୍ ୨୦୨୫ରେ କାନାଡାର କାନାନାସ୍କିସ୍ ଠାରେ ୫୧ତମ G7 ଶିଖର ସମ୍ମିଳନୀ ଅବସରରେ ଇଟାଲୀର ପ୍ରଧାନମନ୍ତ୍ରୀ ମହାମହିମ ସୁଶ୍ରୀ ଜର୍ଜିଆ ମେଲୋନିଙ୍କୁ ଭେଟିଥିଲେ। ଶ୍ରୀ ମୋଦୀ କହିଥିଲେ ଯେ ଇଟାଲୀ ସହିତ ଭାରତର ବନ୍ଧୁତା ଆହୁରି ନିବିଡ ହେବ, ଯାହା ଆମ ଲୋକଙ୍କୁ ବହୁତ ଲାଭ ଦେବ।ଜମ୍ମୁ କାଶ୍ମୀରରେ ପହଲଗାମ ଆତଙ୍କବାଦୀ ଆକ୍ରମଣର ଦୃଢ଼ ନିନ୍ଦା କରିଛି ବିଶ୍ୱ
April 24th, 03:29 pm
22 ଏପ୍ରିଲ, 2025 ରେ ଜମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣରେ ନିରୀହ ଲୋକଙ୍କ ଜୀବନ ଯାଇଥିବା ବେଳେ ବିଶ୍ୱ ନେତାମାନଙ୍କଠାରୁ ଏକତାର ଏକ ଦୃଢ଼ ଲହରୀ ସୃଷ୍ଟି କରିଛି । ପ୍ରଧାନମନ୍ତ୍ରୀ ମୋଦୀ ବିଶ୍ୱବ୍ୟାପୀ ସମର୍ଥନ ପାଇଁ କୃତଜ୍ଞତା ପ୍ରକାଶ କରି ପ୍ରତିଜ୍ଞା କରିଛନ୍ତି ଯେ ଭାରତ ଆତଙ୍କବାଦୀ ଏବଂ ସେମାନଙ୍କ ସମର୍ଥକମାନଙ୍କୁ ପୃଥିବୀର ଶେଷ ସୀମା ପର୍ଯ୍ୟନ୍ତ ପିଛା କରିବ।ଇଟାଲୀ-ଭାରତ ମିଳିତ ରଣନୀତିକ କାର୍ଯ୍ୟ ଯୋଜନା ୨୦୨୫-୨୦୨୯
November 19th, 09:25 am
ଭାରତ ଏବଂ ଇଟାଲୀ ମଧ୍ୟରେ ରଣନୈତିକ ଭାଗିଦାରୀର ଅନନ୍ୟ ସମ୍ଭାବନାକୁ ଅନୁଭବ କରି ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଇଟାଲୀର ପ୍ରଧାନମନ୍ତ୍ରୀ ସୁଶ୍ରୀ ଜର୍ଜିଆ ମେଲୋନି ୧୮ ନଭେମ୍ବର ୨୦୨୪ରେ ବ୍ରାଜିଲର ରିଓ ଡି ଜେନେରିକଠାରେ ଅନୁଷ୍ଠିତ ଜି-୨୦ ଶିଖର ସମ୍ମିଳନୀରେ ସେମାନଙ୍କର ବୈଠକରେ ନିମ୍ନଲିଖିତ କେନ୍ଦ୍ରୀଭୂତ, ସମୟବଦ୍ଧ ପଦକ୍ଷେପ ଏବଂ ରଣନୈତିକ କାର୍ଯ୍ୟର ମିଳିତ ଯୋଜନା ମାଧ୍ୟମରେ ଏହାକୁ ଅଧିକ ପ୍ରୋତ୍ସାହିତ କରିବାକୁ ନିଷ୍ପତ୍ତି ନେଇଥିଲେ । ଏହି ଉଦ୍ଦେଶ୍ୟରେ ଇଟାଲୀ ଏବଂ ଭାରତ ନିମ୍ନଲିଖିତ ବିଷୟରେ ସହମତ ହୋଇଛନ୍ତି:ଇଟାଲୀ ମନ୍ତ୍ରୀ ପରିଷଦ ଅଧ୍ୟକ୍ଷଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
November 19th, 08:34 am
ରିଓ ଡି ଜେନେରୋରେ ଜି-୨୦ ଶିଖର ସମ୍ମିଳନୀ ଅବସରରେ ଇଟାଲୀ ମନ୍ତ୍ରୀ ପରିଷଦ ଅଧ୍ୟକ୍ଷ ମହାମହି ଜିଓର୍ଜିଆ ମେଲୋନିଙ୍କୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭେଟିଛନ୍ତି । ବିଗତ ଦୁଇ ବର୍ଷ ମଧ୍ୟରେ ଏହା ଦୁଇ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ପଞ୍ଚମ ଭେଟ । ୨୦୨୪ ଜୁନ୍ରେ ଇଟାଲୀର ପୁଗଲିଆ ଠାରେ ପ୍ରଧାନମପନ୍ତ୍ରୀ ମେଲୋନିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଜି-୭ ଶିଖର ସମ୍ମିଳନୀ ଅବସରରେ ଦୁଇ ନେତାଙ୍କ ମଧ୍ୟରେ ଶେଷ ଥର ଭେଟ ହୋଇଥିଲା । ଏକ ଆହ୍ୱାନପୂର୍ଣ୍ଣ ସମୟରେ ଜି-୭ର ନେତୃତ୍ୱ ନେଇଥିବାରୁ ପ୍ରଧାନମନ୍ତ୍ରୀ ମେଲୋନିଙ୍କୁ ପ୍ରଧାନମନ୍ତ୍ରୀ ଅଭିନନ୍ଦନ ଜଣାଇଥିଲେ ।PM Modi expresses gratitude to world leaders for birthday wishes
September 17th, 10:53 pm
The Prime Minister Shri Narendra Modi expressed his gratitude to the world leaders for birthday wishes today.୭୮ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଶୁଭେଚ୍ଛା ଜଣାଇଥିବାରୁ ବିଶ୍ୱ ନେତୃତ୍ୱଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 15th, 09:20 pm
୭୮ତମ ସ୍ୱାଧୀନତା ଦିବସ ଅବସରରେ ଶୁଭେଚ୍ଛା ଓଅଭିନନ୍ଦନ ଜଣାଇଥିବାରୁ ବିଶ୍ୱ ନେତୃତ୍ୱଙ୍କୁଧନ୍ୟବାଦ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ରମୋଦୀ ।ଜି-୭ ଶିଖର ବୈଠକ ପୃଷ୍ଠଭୂମିରେ ଇଟାଲି ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
June 14th, 11:40 pm
ଇଟାଲିର ଅପୁଲିଆଠାରେ ଚାଲିଥିବା ଜି-୭ ଶିଖର ବୈଠକ ପୃଷ୍ଠଭୂମିରେ ଆଜି ଇଟାଲି ପ୍ରଧାନମନ୍ତ୍ରୀ ଜିଓରଜିଆ ମେଲୋନୀଙ୍କ ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସାକ୍ଷାତ ଆଲୋଚନା କରିଛନ୍ତି । ପ୍ରଧାନମନ୍ତ୍ରୀ ମେଲୋନୀ ନରେନ୍ଦ୍ର ମୋଦୀ ଲାଗାତାର ତୃତୀୟ ଥର ଭାରତର ପ୍ରଧାନମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଥିବାରୁ ତାଙ୍କୁ ଅଭିନନ୍ଦନ ଜ୍ଞାପନ କରିଥିଲେ । ଜି-୭ ଆଉଟ୍ ରିଚ୍ ଶିଖର ସମ୍ମିଳନୀରେ ଯୋଗ ତାଙ୍କୁ ନିମନ୍ତ୍ରଣ କରିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଇଟାଲି ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ । ଏଥି ସହିତ ଏହି ଶିଖର ସମ୍ମିଳନୀକୁ ସଫଳତାର ସହ ସଂପାଦନ କରିଥିବାରୁ ତାଙ୍କ ଉଦ୍ୟମକୁ ପ୍ରଶଂସା କରିଥିଲେ ।ଜି- ୭ ଆପୁଲିଆ ଶିଖର ସମ୍ମିଳନୀ ପାଇଁ ଇଟାଲୀ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ପ୍ରସ୍ଥାନକାଳୀନ ବକ୍ତବ୍ୟ
June 13th, 05:51 pm
ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନିଙ୍କ ନିମନ୍ତ୍ରଣକ୍ରମେ , ମୁଁ ୧୪ ଜୁନ ୨୦୨୪ରେ ଅନୁଷ୍ଠିତ ହେବାକୁ ଯାଉଥିବା ଜି-୭ ଆଉଟରିଚ୍ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବା ପାଇଁ ଇଟାଲୀର ଆପୁଲିଆ ଅଞ୍ଚଳ ଗସ୍ତ କରୁଛି ।Prime Minister Narendra Modi speaks with the Italian Prime Minister Georgia Meloni
April 25th, 08:58 pm
Prime Minister Shri Narendra Modi had a telephone conversation today with Georgia Meloni, Prime Minister of Italy. PM extended his greetings to PM Meloni and the people of Italy on the occasion of 79th anniversary of Liberation Day.