କଚ୍ଛ ଏବଂ ସୌରାଷ୍ଟ୍ର କ୍ଷେତ୍ର ପାଇଁ ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 11th, 02:45 pm
ଗୁଜରାଟର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ, ଉପମୁଖ୍ୟମନ୍ତ୍ରୀ ହର୍ଷ ସଂଘଭି, ଗୁଜରାଟ ସରକାରଙ୍କ ଅନ୍ୟାନ୍ୟ ମନ୍ତ୍ରୀଗଣ , ସଂସଦ ଏବଂ ବିଧାନସଭାର ସଦସ୍ୟ, ମହାମହିମ , ଶିଳ୍ପ ଜଗତର ପ୍ରତିନିଧି, ଅନ୍ୟ ସମ୍ମାନିତ ଅତିଥିଗଣ , ମହିଳା ଏବଂ ଭଦ୍ର ଲୋକମାନୋରାଜକୋଟଠାରେ କଚ୍ଛ ଏବଂ ସୌରାଷ୍ଟ୍ର କ୍ଷେତ୍ର ପାଇଁ ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
January 11th, 02:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ରାଜକୋଟଠାରେ କଚ୍ଛ ଏବଂ ସୌରାଷ୍ଟ୍ର କ୍ଷେତ୍ର ପାଇଁ ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ, 2026 ବର୍ଷ ଆରମ୍ଭ ପରେ ଏହା ତାଙ୍କର ପ୍ରଥମ ଗୁଜରାଟ ଗସ୍ତ। ସେ ଏହା ଉପରେ ଆଲୋକପାତ କରି କହିଥିଲେ, ସକାଳେ ସେ ଭଗବାନ ସୋମନାଥଙ୍କ ଦିବ୍ୟ ଦର୍ଶନ କରିଥିଲେ ଏବଂ ବର୍ତ୍ତମାନ ରାଜକୋଟରେ ଏକ ମହାନ କାର୍ଯ୍ୟକ୍ରମରେ ଯୋଗ ଦେଉଛନ୍ତି। ‘ବିକାଶ ଭି, ବୀରାସତ ଭି’ (ଐତିହ୍ୟକୁ ନେଇ ବିକାଶ) ମନ୍ତ୍ର ସବୁଠି ଗୁଞ୍ଜରିତ ହେଉଛି। ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀରେ ଯୋଗଦେବା ପାଇଁ ଦେଶ ଏବଂ ବିଶ୍ୱରୁ ଆସିଥିବା ସମସ୍ତ ସହକର୍ମୀଙ୍କୁ ସେ ସ୍ୱାଗତ କରିଥିଲେ ଏବଂ ଶୁଭେଚ୍ଛା ଜଣାଇଥିଲେ।ଗିରଠାରେ ଜାତୀୟ ବନ୍ୟପ୍ରାଣୀ ବୋର୍ଡର ସପ୍ତମ ବୈଠକରେ ଅଧ୍ୟକ୍ଷତା କଲେ ପ୍ରଧାନମନ୍ତ୍ରୀ
March 03rd, 04:48 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସକାଳେ ଗୁଜରାଟର ଗିର୍ ଜାତୀୟ ଉଦ୍ୟାନ ପରିଦର୍ଶନ କରିଛନ୍ତି । ସେଠାରେ ସେ ଜାତୀୟ ବନ୍ୟପ୍ରାଣୀ ବୋର୍ଡର ସପ୍ତମ ବୈଠକରେ ଅଧ୍ୟକ୍ଷତା କରିଛନ୍ତି ।PM Modi goes on Lion Safari at Gir National Park
March 03rd, 12:03 pm
The Prime Minister Shri Narendra Modi today went on a safari in Gir, well known as home to the majestic Asiatic Lion.