Let us together make the India-Austria partnership innovation-centric and future-ready: PM Modi at the India-Austria Joint Press Meet
April 16th, 11:55 am
In his address at the India-Austria Joint Press Meet, PM Modi said that Chancellor Stocker’s visit marks the beginning of a new era in India-Austria relations. Highlighting the partnership in infrastructure, innovation and sustainability, he noted that the visit will inject fresh momentum into trade and investment. He reiterated that military conflict cannot provide solutions to problems, whether in Ukraine or West Asia.ଅହମ୍ମଦାବାଦ ମେଟ୍ରୋ ରେଳପ୍ରକଳ୍ପର ଦ୍ୱିତୀୟ ପର୍ଯ୍ୟାୟ ଏବଂ ସୁରତ୍ ମେଟ୍ରୋ ରେଳ ନିମନ୍ତେ ପ୍ରଧାନମନ୍ତ୍ରୀଙ୍କ ଭୂମିପୂଜ
January 18th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଆଜି ଅହମ୍ମଦାବାଦ ମେଟ୍ରୋରେଳପ୍ରକଳ୍ପର ଦ୍ୱିତୀୟ ପର୍ଯ୍ୟାୟ ଓ ସୁରତ୍ ମେଟ୍ରୋ ରେଳ ପ୍ରକଳ୍ପର ଭୂମି ପୂଜା କରିଛନ୍ତି । ଭିଡିଓ କନ୍ଫରେନ୍ସିଂ ଜରିଆରେ ହୋଇଥିବା ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ, ଗୁଜରାଟ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଆବାସ ଓ ସହରୀକରଣ ମନ୍ତ୍ରୀ ମଧ୍ୟ ଉପସ୍ଥିତ ଥିଲେ ।ଅହମ୍ମଦାବାଦ ମେଟ୍ରୋ ଦ୍ୱିତୀୟ ଫ୍ରେଜ୍ ଏବଂ ସୁରତ୍ ମେଟ୍ରୋ ପ୍ରକଳ୍ପର ଭୂମିପୂଜନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
January 18th, 10:30 am
ଉତ୍ତରାୟଣ ଆରମ୍ଭରୁ ଆଜି ମୁଁ ଅହମ୍ମଦାବାଦ ଏବଂ ସୁରତକୁ ଅତ୍ୟନ୍ତ ମୂଲ୍ୟବାନ ଉପହାର ଦେଇଛି । ଦେଶର ଦୁଇଟି ବ୍ୟବସାୟିକ କେନ୍ଦ୍ର ଅହମ୍ମଦାବାଦ ଏବଂ ସୁରତ୍ରେ ଯୋଗଯୋଗ କ୍ଷେତ୍ରକୁ ମେଟ୍ରୋ ସେବା ସୁଦୃଢ କରିପାରିବ । ଗତକାଲି କେଓଡିଆକୁ ସଂଯୋଗ କରୁଥିବା ନୂତନ ରେଳପଥ ଏବଂ ନୂଆ ଟ୍ରେନ ଚଳାଚଳର ଆରମ୍ଭ ହୋଇଛି । ଅହମ୍ମଦାବାଦରୁ ମଧ୍ୟ ଆଧୁନିକ ଜନଶତାବ୍ଦୀ ଏକ୍ସପ୍ରେସ ବର୍ତ୍ତମାନ କେଓଡିଆ ପର୍ଯ୍ୟନ୍ତ ଯିବ । ଏହିସବୁର ଶୁଭାରମ୍ଭ ପାଇଁ ମୁଁ ଗୁଜରାତର ଲୋକମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ଧନ୍ୟବାଦ ଜଣାଉଛି ।ଭିଡିଓ କନଫରେନ୍ସିଂ ମାଧ୍ୟମରେ ଗୁଜରାଟରେ ତିନୋଟି ପ୍ରମୁଖ ପ୍ରକଳ୍ପ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
October 24th, 10:49 am
ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ବିଜୟ ରୂପାନୀ ମହାଶୟ, ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ ନିତିନ ପଟେଲ ମହାଶୟ, ଗୁଜରାଟ ଭାଜପା ପ୍ରଦେଶ ଅଧ୍ୟକ୍ଷ ଏବଂ ସାଂସଦ, ଶ୍ରୀ ସି. ଆର. ପାଟିଲ ମହାଶୟ, ଅନ୍ୟ ସମସ୍ତ ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକଗଣ, ମୋର କୃଷକ ସାଥୀମାନେ, ଗୁଜରାଟର ସମସ୍ତ ଭାଇ ଓ ଭଉଣୀମାନେ!ଗୁଜରାଟରେ 3ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ
October 24th, 10:48 am
ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀଙ୍କ ଦ୍ୱାରା ଗୁଜରାଟର ଚାଷୀମାନଙ୍କ ପାଇଁ କିଷାନ ସୂର୍ଜ୍ୟୋଦୟ ଯୋଜନା ଉଦ୍ଘାଟିତ ହୋଇଛି । ଏହି ଯୋଜନାରେ ଚାଷୀମାନଙ୍କୁ 16 ଘଣ୍ଟା ପର୍ଯ୍ୟନ୍ତ ଦୈନିକ ବିଜୁଳି ଯୋଗାଇ ଦିଆଯିବ । ସେ ମଧ୍ୟ ୟୁଏନ୍ ମେହେତା ହୃଦ୍ରୋଗ ଓ ଗବେଷଣା ପ୍ରତିଷ୍ଠାନ ସହିତ ସଂଯୁକ୍ତ ଥିବା ଏକ ଶିଶୁ ହୃଦ୍ ଚିକିତ୍ସାଳୟକୁ ଉଦ୍ଘାଟନ କରିଛନ୍ତି । ଏହା ସହିତ ଟେଲି କାର୍ଡିଓଲଜି ସେବା ଯୋଗାଣ ପାଇଁ ଅହମ୍ମଦାବାଦ ସିଭିଲ ହସ୍ପିଟାଲରେ ଏକ ମୋବାଇଲ ଆପ୍ଳିକେସନର ଶୁଭାରମ୍ଭ କରିଛନ୍ତି । ଏହାଛଡା ଗିରନାରଠାରେ ନବନିର୍ମିତ ଏକ ରଜୁପଥ ବା ରୋପୱେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉଦ୍ଘାଟିତ ହୋଇଛି ।