ପ୍ୟାରିସ୍ରେ ଭାରତୀୟ ସମ୍ପ୍ରଦାୟର କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 18th, 11:41 pm
ଫ୍ରାନ୍ସରେ ରହୁଥିବା ଆପଣମାନେ ଭାରତୀୟ ସମ୍ପ୍ରଦାୟ – ୨୧ଶଦାବ୍ଦୀର ଭାରତ-ଫ୍ରାନ୍ସ ସମ୍ପର୍କରେ ଯେପରି ସଂଯୋଗ ସ୍ଥାପନ କରିଛନ୍ତି, ତାହା ଆମର ରଣନୈତିକ ସହଭାଗୀତା ପାଇଁ ଏକ ପ୍ରମୁଖ ଶକ୍ତିରେ ପରିଣତ ହୋଇଛିି । ମୁଁ ଆପଣମାନଙ୍କ ପାଇଁ ୧୪୦ କୋଟି ଭାରତୀୟଙ୍କ ଶୁଭେଚ୍ଛା ଆଣିଛି । ଏହି ଭବ୍ୟ ଏବଂ ସ୍ନେହପୂର୍ଣ୍ଣ ସ୍ୱାଗତ ପାଇଁ ମୁଁ ଆପଣମାନଙ୍କ ସମସ୍ତଙ୍କ ପ୍ରତି ମୋର ହୃଦୟରୁ କୃତଜ୍ଞତା ପ୍ରକାଶ କରୁଛି ।Prime Minister addresses the Indian Community in Paris
June 18th, 09:30 pm
Addressing the Indian community in Paris, PM Modi highlighted India’s transformative growth over the past 12 years across infrastructure, digital technology, manufacturing, defence, space, innovation, healthcare and social development. He underscored the growing strength of the India-France Strategic Partnership, praised the Indian diaspora for serving as a vital bridge between the two nations and highlighted yoga and football as bonds connecting India and France.ଭାରତ ପ୍ରଧାନମନ୍ତ୍ରୀଙ୍କ ନେଦରଲ୍ୟାଣ୍ଡ ଗସ୍ତ ସମ୍ପର୍କରେ ଭାରତ-ନେଦରଲ୍ୟାଣ୍ଡ ମିଳିତ ବିବୃତ୍ତି
May 17th, 03:45 am
ନେଦରଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ରବ ଜେଟେନଙ୍କ ନିମନ୍ତ୍ରଣ କ୍ରମେ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୬-୧୭ ମେ ୨୦୨୬ ରେ ନେଦରଲ୍ୟାଣ୍ଡକୁ ସରକାରୀ ଗସ୍ତ କରିଥିଲେ। ଏହା ପ୍ରଧାନମନ୍ତ୍ରୀ ମୋଦୀଙ୍କର ନେଦରଲ୍ୟାଣ୍ଡକୁ ଦ୍ୱିତୀୟ ଗସ୍ତ ଥିଲା।Just as the Netherlands is known for tulips, India is known for the lotus: PM Modi in The Hague
May 16th, 01:30 pm
Addressing a massive community programme in The Hague, Netherlands, PM Modi praised the Indian diaspora for its contributions to Dutch society and for serving as a living bridge between India and the Netherlands. He highlighted the sporting linkages that contribute to close people-to-people ties between the two countries. He also called upon the diaspora to actively contribute to India's journey towards Viksit Bharat.ନେଦରଲ୍ୟାଣ୍ଡରେ ପ୍ରବାସୀ ଭାରତୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
May 16th, 01:20 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହେଗରେ ଏକ ଭାରତୀୟ ସମ୍ପ୍ରଦାୟର ସ୍ୱାଗତ ସମାରୋହରେ ଯୋଗଦେଇଥିଲେ। ସେଠାରେ ପହଞ୍ଚିବା ପରେ, ନେଦରଲ୍ୟାଣ୍ଡରେ ବସବାସ କରୁଥିବା ଭାରତୀୟ ପ୍ରବାସୀ ଓ ଭାରତର ବନ୍ଧୁମାନଙ୍କର ଏକ ବିଶାଳ ସମାବେଶ ତାଙ୍କୁ ଭବ୍ୟ ଓ ଉତ୍ସାହପୂର୍ଣ୍ଣ ସ୍ୱାଗତ ଜଣାଇଥିଲା।Gujarat’s biggest strength is that it has kept development moving continuously for the past 25 years: PM Modi in Vav-Tharad
March 31st, 05:00 pm
PM Modi launched and dedicated multiple development projects in Vav-Tharad, Gujarat, worth nearly ₹20,000 crore. Addressing a large gathering, he highlighted initiatives across roads, railways, power, water supply, urban development, healthcare and tourism aimed at boosting connectivity, improving public services and accelerating socio-economic growth in the region while strengthening the vision of a Viksit Bharat.ଗୁଜରାଟର ବାଭ-ଥରାଦରେ ₹ ୨୦୦୦୦ କୋଟିରୁ ଊର୍ଦ୍ଧ୍ୱ ମୂଲ୍ୟର ଉନ୍ନୟନମୂଳକ ପ୍ରକଳ୍ପଗୁଡ଼ିକର ଶିଳାନ୍ୟାସ ଓ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 31st, 04:32 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବନସକାଣ୍ଠା ଜିଲ୍ଲାର ବାଭ-ଥରାଦରେ ଏକ ସାର୍ବଜନୀନ ସମାବେଶକୁ ସମ୍ବୋଧିତ କରିଛନ୍ତି, ଯେଉଁଠାରେ ସେ ଉତ୍ତର ଗୁଜରାଟ ପାଇଁ ପ୍ରାୟ ₹୨୦,୦୦୦ କୋଟି ମୂଲ୍ୟର ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ନବରାତ୍ରୀର ପବିତ୍ର ପର୍ବ ଏବେ ଶେଷ ହୋଇଛି ଏବଂ ଏହି ଦିନ ମଧ୍ୟ ଭଗବାନ ମହାବୀର ଜୟନ୍ତୀ ପାଳନ କରାଯାଉଛି ବୋଲି ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ ମା’ ଅମ୍ବା ଏବଂ ଭଗବାନ ଶ୍ରୀ ଧରଣୀଧରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।ଦିଲ୍ଲୀରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 08th, 03:54 pm
ଆଜି, ଆମେ ସମସ୍ତେ ଦିଲ୍ଲୀରେ ବିକାଶକୁ ଏକ ନୂତନ ଗତି ଦେବା ପାଇଁ ଏଠାରେ ଏକତ୍ର ହୋଇଛୁ। କିଛି ସମୟ ପୂର୍ବରୁ ଏଠାଂରେ ୩୩,୫୦୦ କୋଟି ଟଙ୍କର ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ ହୋଇଛି । ମେଟ୍ରୋର ସମ୍ପ୍ରସାରଣରୁ ଆରମ୍ଭ କରି ହଜାର ହଜାର ସରକାରୀ କର୍ମଚାରୀଙ୍କ ବାସଗୃହ ପର୍ଯ୍ୟନ୍ତ, ଦେଶର ରାଜଧାନୀରେ ସୁବିଧାଗୁଡିକର ନିରନ୍ତର ବିସ୍ତାର ହେଉଛି, ଏକ ନୂଆ ଶକ୍ତି ପ୍ରଦାନ କରାଯାଉଛି । ଆପଣମାନେ ଦିଲ୍ଲୀବାସୀ ଗୋଟିଏ ବର୍ଷ ପୂର୍ବରୁ ଯେଉଁ ନୂତନ ଆଶା ଏବଂ ସଂକଳ୍ପ ସହତ ଏଠାରେ ବିଜେପିର ଡବଲ ଇଞ୍ଜିନ ସରକାର ଗଠନ କରିଥିଲେ, ତାହାର ପରିଣାମ ଆଜି ଏଠାରେ ହୋଇଥିବା ବିକାଶମୂଳକ କାର୍ଯ୍ୟରେ ଦୃଶ୍ୟମାନ ହେଉଛି । ମୁଁ ଦିଲ୍ଲୀର ସମସ୍ତ ନାଗରିକମାନଙ୍କୁ ଏହି ବିକାଶର ଏହି ନିରନ୍ତର ଧାରା ପାଇଁ ଅଭିନନ୍ଦନ ଜଣାଉଛି ।ଦିଲ୍ଲୀରେ ପ୍ରାୟ ₹୩୩,୫୦୦ କୋଟିର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 08th, 10:26 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀଠାରେ ପ୍ରାୟ ୩୩,୫୦୦ କୋଟି ଟଙ୍କା ମୂଲ୍ୟର ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ ଯେ, ଆଜି, ଆମେ ସମସ୍ତେ ଦିଲ୍ଲୀର ବିକାଶକୁ ଏକ ନୂତନ ଗତି ଦେବା ପାଇଁ ଏଠାରେ ଏକତ୍ରିତ ହୋଇଛୁ।Uttar Pradesh is set to emerge as a major hub for the nation’s Semiconductor Ecosystem: PM Modi
February 21st, 05:30 pm
PM Modi participated in the groundbreaking ceremony of HCL-Foxconn Semiconductor Unit in Uttar Pradesh. Speaking via VC, he lauded the ceremony as a historic milestone in India’s journey toward becoming a global semiconductor hub. He remarked that India has accelerated its pace in 2026 and highlighted major milestones such as Viksit Bharat Young Leaders Dialogue, National Startup Day and India Energy Summit. The PM credited the Double-Engine Government for changing the identity of Uttar Pradesh.ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉତ୍ତର ପ୍ରଦେଶରେ ଏଚସିଏଲ୍-ଫକ୍ସକନ୍ ସେମିକଣ୍ଡକ୍ଟର ୟୁନିଟର ଶିଳାନ୍ୟାସ ଉତ୍ସବରେ ଯୋଗ ଦେଇଛନ୍ତି ନରେନ୍ଦ୍ର ମୋଦୀ
February 21st, 05:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉତ୍ତର ପ୍ରଦେଶରେ ଏଚସିଏଲ୍-ଫକ୍ସକନ୍ ସେମିକଣ୍ଡକ୍ଟର ୟୁନିଟର ଶିଳାନ୍ୟାସ ଉତ୍ସବରେ ଯୋଗ ଦେଇଛନ୍ତି। ନୂଆଦିଲ୍ଲୀରେ ଅନୁଷ୍ଠିତ ଗ୍ଲୋବାଲ୍ ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ପରେ ଭାରତ ବିଶ୍ୱସ୍ତରୀୟ ସେମିକଣ୍ଡକ୍ଟର ହବ୍ ହେବା ଦିଗରେ ଯାତ୍ରାରେ ଏହି ସମାରୋହ ଏକ ଐତିହାସିକ ମାଇଲଖୁଣ୍ଟ।ଇଟି ନାଓ ଗ୍ଲୋବାଲ ବ୍ୟାପାର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 13th, 08:30 pm
ଏହି ବିଶ୍ୱ ବାଣିଜ୍ୟ ସମ୍ମିଳନୀକୁ ଆପଣମାନଙ୍କୁ ସମସ୍ତଙ୍କୁ ସ୍ୱାଗତ; ମୁଁ ଆପଣମାନଙ୍କୁ ପ୍ରତ୍ୟେକଙ୍କୁ ଶୁଭେଚ୍ଛା ଜଣାଉଛି । ‘ବିଘ୍ନର ଏକଦଶନ୍ଧି, ପରିବର୍ତ୍ତନର ଏକ ଶତାବ୍ଦୀ’ ବିଷୟବସ୍ତୁ ଉପରେ ଆଲୋଚନା କରିବାକୁ ଆମେମାନେ ଏଠାରେ ଅଛୁ । ବିନୀତ ଜୀଙ୍କ ଭାଷଣ ଶୁଣିବା ପରେ,ମୁଁ ଅନୁଭବ କରୁଛି ଯେ ମୋର କାର୍ଯ୍ୟ ବହୁତ ସହଜ ହୋଇଯାଇଛି । କିନ୍ତୁ ମୁଁ ଏକ ଛୋଟ ଅନୁରୋଧ କରିବାକୁ ଚାହୁଁଛି - ଯେହେତୁ ଆପଣ ବହୁତ କିଛି ଜାଣନ୍ତି, ଏହା କେତେକ ସମୟରେ ଇଟି ରେ ମଧ୍ୟ ପ୍ରତିଫଳିତ ହେବା ଉଚିତ ।PM Modi addresses ET Now Global Business Summit 2026
February 13th, 08:00 pm
PM Modi addressed the ET Now Global Business Summit 2026 in New Delhi, highlighting the theme ‘A Decade of Disruption, A Century of Change.’ He noted that despite global shocks—from the pandemic to wars and supply chain breakdowns, India’s decade has been defined by strong growth, effective delivery, and a vibrant democracy. Recalling that India was the 11th-largest economy a decade ago, he said the nation is now rapidly moving toward becoming the world’s third-largest economy.ଉଦୀୟମାନ ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା ଏବଂ ନବସୃଜନ ସମ୍ମିଳନୀ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 03rd, 11:00 am
ଆମ ମଧ୍ୟରେ ଉପସ୍ଥିତ ଦେଶର ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଡକ୍ଟର ଜିତେନ୍ଦ୍ର ସିଂହ, ଭାରତ ସରକାରଙ୍କ ପ୍ରମୁଖ ବୈଜ୍ଞାନିକ ପରାମର୍ଶଦାତା ଅଜୟ କୁମାର ସୁଦ, ନୋବେଲ ପୁରସ୍କାର ବିଜେତା ସାର ଆଣ୍ଡ୍ରେ ଗାଇମ, ସମସ୍ତ ବୈଜ୍ଞାନିକ, ଉଦ୍ଭାବକ, ଶିକ୍ଷାବିତ୍, ଭାରତ ଏବଂ ବିଦେଶର ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ସଜ୍ଜନଗଣ!ଉଦୀୟମାନ ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା ଓ ନବସୃଜନ ସମ୍ମିଳନୀ ୨୦୨୫କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 03rd, 10:30 am
ଏକବିଂଶ ଶତାବ୍ଦୀକୁ ଅଭୂତପୂର୍ବ ପରିବର୍ତ୍ତନର ସମୟ ଭାବରେ ବର୍ଣ୍ଣନା କରି ଶ୍ରୀ ମୋଦୀ କହିଛନ୍ତି ଯେ ବିଶ୍ୱ ବ୍ୟବସ୍ଥା ଏକ ପରିବର୍ତ୍ତନର ସମ୍ମୁଖୀନ ହେଉଛି, କିନ୍ତୁ ଏହି ପରିବର୍ତ୍ତନର ଗତି ସାଧାରଣ ନୁହେଁ, ବରଂ ଅସାଧାରଣ। ଏହି ପରିପ୍ରେକ୍ଷୀରେ, ଭାରତ ଆଗକୁ ବଢ଼ୁଛି ଏବଂ ଉଦୀୟମାନ ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା ଏବଂ ନବସୃଜନ ସହିତ ଜଡିତ ବିଭିନ୍ନ ଦିଗ ଉପରେ ନିରନ୍ତର ଧ୍ୟାନ ଦେଉଛି। ଉଦାହରଣ ସ୍ୱରୂପ, ସେ ଗବେଷଣା ପାଣ୍ଠି କ୍ଷେତ୍ର ଉପରେ ଆଲୋକପାତ କରିଥିଲେ। ପ୍ରଧାନମନ୍ତ୍ରୀ ଜୟ ଜବାନ, ଜୟ କିଷାନର ପ୍ରସିଦ୍ଧ ଜାତୀୟ ଚିନ୍ତାଧାରାକୁ ମନେ ପକାଇ କହିଥିଲେ ଏବଂ କହିଥିଲେ ଯେ ଗବେଷଣା ଉପରେ ନୂତନ ଗୁରୁତ୍ୱ ଦେଇ, ଏହି ଚିନ୍ତାଧାରାରେ ଜୟ ବିଜ୍ଞାନ ଏବଂ ଜୟ ଅନୁସନ୍ଧାନ ଯୋଗ କରାଯାଇଛି । ସେ ସୂଚନା ଦେଇଥିଲେ ଯେ ଭାରତୀୟ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହିତ କରିବା ପାଇଁ ଜାତୀୟ ଗବେଷଣା ଫାଉଣ୍ଡେସନ ଫର ରିସର୍ଚ୍ଚ ପ୍ରତିଷ୍ଠା କରାଯାଇଛି। ଏହା ବ୍ୟତୀତ, ପ୍ରଧାନମନ୍ତ୍ରୀ ୧ ଲକ୍ଷ କୋଟି ଟଙ୍କାର ଆବଣ୍ଟନ ସହିତ ଗବେଷଣା, ବିକାଶ ଏବଂ ନବସୃଜନ ଯୋଜନା ଆରମ୍ଭ କରିବାର ଘୋଷଣା କରିଥିଲେ। ସେ କହିଥିଲେ ଯେ ଘରୋଇ କ୍ଷେତ୍ରରେ ଗବେଷଣା ଏବଂ ବିକାଶକୁ ପ୍ରୋତ୍ସାହିତ କରିବା ପାଇଁ ମଧ୍ୟ ପ୍ରୟାସ କରାଯାଉଛି। ପ୍ରଥମ ଥର ପାଇଁ, ଅଧିକ ବିପଦ ଥିବା ଓ ଉଚ୍ଚ-ପ୍ରଭାବ ସଂପନ୍ନ ପ୍ରକଳ୍ପ ପାଇଁ ପାଣ୍ଠି ଯୋଗାଇଦିଆଯାଉଛି, ଶ୍ରୀ ମୋଦୀ କହିଥିଲେ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ ‘ମନ୍ କି ବାତ୍’
February 23rd, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’କୁ ଆପଣ ସମସ୍ତଙ୍କୁ ସ୍ୱାଗତ । ଏବେ ଚମ୍ପିଆନ୍ସ ଟ୍ରଫି ଚାଲିଛି ଏବଂ ଚାରିଆଡ଼େ କ୍ରିକେଟ୍ ବିଷୟରେ ଆଲୋଚନା ହେଉଛି । କ୍ରିକେଟରେ ଶତକର ରୋମାଞ୍ଚ କ’ଣ, ତାହା ତ ଆମେ ସମସ୍ତେ ଭଲ ଭାବେ ଜାଣୁଁ, କିନ୍ତୁ ଆଜି ମୁଁ ଆପଣ ସମସ୍ତଙ୍କୁ କ୍ରିକେଟ୍ ନୁହେଁ, ବରଂ ଭାରତ ମହାକାଶରେ ଯେଉଁ ଶତକ ହାସଲ କରିଛି ସେ ବିଷୟରେ କହିବାକୁ ଯାଉଛି । ଗତ ମାସରେ ଦେଶ ଇସ୍ରୋର ୧୦୦ତମ ରକେଟ୍ ପ୍ରେରଣର ସାକ୍ଷୀ ହେଲା । ଏହା କେବଳ ଏକ ସଂଖ୍ୟା ନୁହେଁ, ବରଂ ଏଥିରୁ ମହାକାଶ ବିଜ୍ଞାନରେ ଆମର ନିତ୍ୟନୂତନ ଶିଖର ସ୍ପର୍ଶ କରିବାର ସଂକଳ୍ପ ବିଷୟରେ ମଧ୍ୟ ସୂଚନା ମିଳୁଛି । ଆମର ମହାକାଶ ଯାତ୍ରାର ଶୁଭାରମ୍ଭ ଅତି ସାଧାରଣ ଭାବେ ହୋଇଥିଲା । ଏଥିରେ ପ୍ରତି ପଦକ୍ଷେପରେ ଆହ୍ୱାନ ଥିଲା, କିନ୍ତୁ ଆମ ବୈଜ୍ଞାନିକମାନେ ବିଜୟ ଲାଭ କରି ଆଗକୁ ଆଗକୁ ବଢ଼ିଚାଲିଲେ । ସମୟ ସହିତ ମହାକାଶର ଏହି ଯାତ୍ରାରେ ଆମ ସଫଳତାର ତାଲିକା ଲମ୍ବା ହୋଇ ଚାଲିଲା । ଲଞ୍ଚ ଭେଇକିଲ୍ ନିର୍ମାଣ ହେଉ, ଚନ୍ଦ୍ରଯାନର ସଫଳତା ହେଉ, ମଙ୍ଗଳଯାନ ହେଉ, ଆଦିତ୍ୟ ଏଲ୍- ୱାନ୍ କିମ୍ବା ଗୋଟିଏ ରକେଟରେ ଏକାଥରରେ ୧୦୪ଟି ଉପଗ୍ରହ ପ୍ରେରଣର ଅଭୂତପୂର୍ବ ଅଭିଯାନ ହେଉ – ଇସ୍ରୋର ସଫଳତାର ପରିସର ବିଶାଳ ହୋଇଛି । ଗତ ୧୦ ବର୍ଷରେ ହିଁ ପ୍ରାୟଃ ୪୬୦ ଟି ଉପଗ୍ରହ ଲଞ୍ଚ୍ କରାଯାଇଛି ଏବଂ ଏଥିରେ ଅନ୍ୟ ଦେଶମାନଙ୍କର ମଧ୍ୟ ଅନେକ ଉପଗ୍ରହ ରହିଛି । ଗୋଟିଏ ବଡ଼ କଥା ହେଉଛି ଯେ, ଆମ ମହାକାଶ ବିଜ୍ଞାନୀମାନଙ୍କ ଦଳରେ ନାରୀଶକ୍ତିର ଅଂଶଗ୍ରହଣ କ୍ରମାଗତ ଭାବେ ବୃଦ୍ଧି ପାଉଛି । ଏହାଦେଖି ମଧ୍ୟ ମୋତେ ବହୁତ ଖୁସି ଲାଗୁଛି ଯେ, ଆଜି ମହାକାଶ କ୍ଷେତ୍ର ଆମ ଯୁବବର୍ଗଙ୍କର ପ୍ରିୟ ହୋଇଯାଇଛି । କିଛି ବର୍ଷ ପୂର୍ବେ ଏ କଥା କିଏ ବା ଚିନ୍ତା କରିଥିବ ଯେ, ଏହି କ୍ଷେତ୍ରରେ ଷ୍ଟାର୍ଟ-ଅପ୍ ଏବଂ ଘରୋଇ କମ୍ପାନୀଗୁଡ଼ିକର ସଂଖ୍ୟା ଶହ ଶହ ହୋଇଯିବ । ଆମର ଯେଉଁ ଯୁବକ-ଯୁବତୀ ଜୀବନରେ କିଛି ରୋମାଂଚକର ଏବଂ ଉତ୍ସାହଜନକ କାର୍ଯ୍ୟ କରିବାକୁ ଚାହୁଁଛନ୍ତି, ସେମାନଙ୍କ ପାଇଁ ଏହି ମହାକାଶ କ୍ଷେତ୍ର ଗୋଟିଏ ସୁନ୍ଦର ବିକଳ୍ପ ହେବାକୁ ଯାଉଛି ।G-20 ଭର୍ଚୁଆଲ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦଯାପନୀ ବକ୍ତବ୍ୟ (ନଭେମ୍ବର ୨୨, ୨୦୨୩)
November 22nd, 09:39 pm
ମୁଁ ପୁଣି ଥରେ ଆପଣ ସମସ୍ତଙ୍କ ମୂଲ୍ୟବାନ ମତାମତକୁ ପ୍ରଶଂସା କରୁଛି । ଆପଣମାନେ ଖୋଲା ମନରେ ଯେଉଁ କଥା ହୋଇଛନ୍ତି ସେଥିପାଇଁ ମୁଁ ଆପଣ ସମସ୍ତଙ୍କୁ ହୃଦୟରୁ କୃତଜ୍ଞତା ଜଣାଉଛି ।G-20 ଭର୍ଚୁଆଲ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦଘାଟନୀ ବକ୍ତବ୍ୟ
November 22nd, 06:37 pm
ମୋର ନିମନ୍ତ୍ରଣକୁ ସ୍ୱୀକାର କରି ଆଜି ଏହି ଶିଖର ସମ୍ମିଳନୀରେ ଯୋଗ ଦେଇଥିବାରୁ ମୁଁ ଆପଣ ସମସ୍ତଙ୍କୁ ଧନ୍ୟବାଦ ଜଣାଉଛି । 140 କୋଟି ଭାରତୀୟଙ୍କ ତରଫରୁ ଆପଣ ସମସ୍ତଙ୍କୁ ହାର୍ଦ୍ଦିକ ସ୍ୱାଗତ ।