ଭଗବାନ ବୁଦ୍ଧଙ୍କ ସହ ଜଡିତ ପବିତ୍ର ପିପ୍ରାହୱା ଅବଶେଷର ମହାନ ଆନ୍ତର୍ଜାତୀୟ ପ୍ରଦର୍ଶନୀର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ପାଠ୍ୟ
January 03rd, 12:00 pm
କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ ଗଜେନ୍ଦ୍ର ସିଂହ ଶେଖାୱତ ଜୀ, କିରେନ ରିଜିଜୁ ଜୀ, ରାମଦାସ ଅଠାୱଲେ ଜୀ, ରାଓ ଇନ୍ଦ୍ରଜିତ ଜୀ, ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କର ଏକ କାର୍ଯ୍ୟକ୍ରମ ଥିଲା, ତାଙ୍କୁ ଯିବାକୁ ପଡିଲା ଏବଂ ଦିଲ୍ଲୀର ସମସ୍ତ ମନ୍ତ୍ରୀ ସହକର୍ମୀ, ଦିଲ୍ଲୀର ଲେଫ୍ଟନାଣ୍ଟ ଗଭର୍ଣ୍ଣର ସକ୍ସେନା ଜୀ, ମହାମାନ୍ୟଗଣ, କୂଟନୈତିକ ସମ୍ପ୍ରଦାୟର ସମସ୍ତ ମାନ୍ୟବର ସଦସ୍ୟ, ବୌଦ୍ଧ ବିଦ୍ୱାନ, ଧମ୍ମର ଅନୁଗାମୀ, ମହିଳା ଏବଂ ସଜ୍ଜନଗଣ।ନୂଆଦିଲ୍ଲୀରେ ଭଗବାନ ବୁଦ୍ଧଙ୍କ ପିପ୍ରାହାୱା ପବିତ୍ର ଅବଶେଷର ଭବ୍ୟ ଅନ୍ତର୍ଜାତୀୟ ପ୍ରଦର୍ଶନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 03rd, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ରାଇ ପିଥୋରା ସାଂସ୍କୃତିକ କମ୍ପ୍ଲେକ୍ସରେ ଭଗବାନ ବୁଦ୍ଧଙ୍କ ପବିତ୍ର ଅବଶେଷର ଏକ ମହାନ ଅନ୍ତର୍ଜାତୀୟ ପ୍ରଦର୍ଶନୀ, ଦି ଲାଇଟ୍ ଆଣ୍ଡ୍ ଦି ଲୋଟସ: ରିଲିକ୍ସ ଅଫ୍ ଦି ଆଓ୍ବେକେନଡ୍ ୱାନ୍କୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ଏକ ଶହ ପଚିଶ ବର୍ଷର ଅପେକ୍ଷା ପରେ ଭାରତର ଏହି ମହାନ ଐତିହ୍ୟ ଫେରି ଆସିଛି । ଆଜିଠାରୁ ଭାରତର ଲୋକମାନେ ଭଗବାନ ବୁଦ୍ଧଙ୍କ ଏହି ପବିତ୍ର ଅବଶେଷର ଦର୍ଶନ କରିପାରିବେ ଏବଂ ସେମାନଙ୍କର ଆଶୀର୍ବାଦ ପାଇପାରିବେ। ଶ୍ରୀ ମୋଦୀ ଏହି ପବିତ୍ର ଅବଶେଷର ଆଗମନ ଅବସରରେ ଉପସ୍ଥିତ ସମସ୍ତ ଅତିଥିଙ୍କୁ ସ୍ୱାଗତ ଏବଂ ଅଭିବାଦନ ଜଣାଇଥିଲେ। ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ବୌଦ୍ଧ ପରମ୍ପରା ସହିତ ଜଡିତ ଭିକ୍ଷୁ ଏବଂ ଧର୍ମାଚାର୍ଯ୍ୟମାନଙ୍କ ପ୍ରତି ସେ ନିଜର ସମ୍ମାନ ଜଣାଇଥିଲେ ଓ କହିଥିଲେ ଯେ ସେମାନଙ୍କର ଉପସ୍ଥିତି ଏହି କାର୍ଯ୍ୟକ୍ରମରେ ନୂତନ ଶକ୍ତି ପ୍ରଦାନ କରୁଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ୨୦୨୬ ଆରମ୍ଭରେ ଆୟୋଜିତ ଏହି ପବିତ୍ର ଉତ୍ସବ ଅତ୍ୟନ୍ତ ପ୍ରେରଣାଦାୟକ। ସେ କାମନା କରିଥିଲେ ଯେ ଭଗବାନ ବୁଦ୍ଧଙ୍କ ଆଶୀର୍ବାଦ ସହିତ, ୨୦୨୬ ବିଶ୍ୱ ପାଇଁ ଶାନ୍ତି, ସମୃଦ୍ଧି ଏବଂ ସଦ୍ଭାବର ଏକ ନୂତନ ଯୁଗର ସୂତ୍ରପାତ କରିବ।ଦିଲ୍ଲୀରେ ବିଶ୍ୱ ବୁଦ୍ଧ ମହାସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦଘାଟନୀ ଉଦବୋଧନ
April 20th, 10:45 am
କାର୍ଯ୍ୟକ୍ରମରେ ଉପସ୍ଥିତ କେନ୍ଦ୍ର ମନ୍ତ୍ରିମଣ୍ଡଳର ସଦସ୍ୟ ଶ୍ରୀମାନ କିରଣ ରିଜୀଜୁ ମହାଶୟ, ଜି. କିଶନ ରେଡ୍ଡୀ ମହାଶୟ, ଅର୍ଜୁନ ରାମ ମେଘୱାଲ ମହାଶୟ, ମୀନାକ୍ଷୀ ଲେଖି ମହାଶୟା, ଅନ୍ତରାଷ୍ଟ୍ରୀୟ ବୁଦ୍ଧ ମହାସଂଘର ମହାସଚିବ, ଦେଶ- ବିଦେଶରୁ ଏଠାକୁ ଆସିଥିବା ଏବଂ ଆମ ସହିତ ସାମିଲ ହୋଇଥିବା ସମସ୍ତ ପୂଜ୍ୟ ଭିକ୍ଷୁ ଗଣ, ଅନ୍ୟ ମହାନୁଭବ, ଭଦ୍ର ମହିଳା ଓ ଭଦ୍ର ବ୍ୟକ୍ତିଗଣ!ନୂଆଦିଲ୍ଲୀ ଠାରେ ବିଶ୍ୱ ବୌଦ୍ଧ ଶିଖର ସମ୍ମିଳନୀ ଉଦଘାଟନୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ “ବୁଦ୍ଧ ଚେତନା ଚିରନ୍ତନ”
April 20th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୨୦-୦୪-୨୦୨୩) ନୂଆଦିଲ୍ଲୀର ଅଶୋକ ହୋଟେଲ ଠାରେ ଆୟୋଜିତ ବୈଶ୍ୱିକ ବୌଦ୍ଧ ଶିଖର ସମ୍ମିଳନୀର ଉଦଘାଟନୀ ସମାରୋହରେ ନିଜର ଅଭିଭାଷଣ ପ୍ରଦାନ କରିଛନ୍ତି । ପ୍ରଧାନମନ୍ତ୍ରୀ ସେଠାରେ ଆୟୋଜିତ ଫଟୋ ପ୍ରଦର୍ଶନୀ ବୁଲି ଦେଖିବା ସହ ବୁଦ୍ଧଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ । ସେ ମଧ୍ୟ ୧୯ ଜଣ ପ୍ରସିଦ୍ଧ ସାଧୁଙ୍କୁ ସାଧୁ ପୋଷାକ ପ୍ରଦାନ କରିଥିଲେ ।ବିଗତ ବର୍ଷଗୁଡିକରେ ବୁଦ୍ଧଙ୍କ ସମ୍ପର୍କରେ ଦେଇଥିବା ଭାଷଣଗୁଡିକୁ ନେଇ ପିଆଇବି ପୁସ୍ତିକା ଶେୟାର କଲେ ପ୍ରଧାନମନ୍ତ୍ରୀ
April 19th, 08:48 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଆସନ୍ତାକାଲି ପୂର୍ବାହ୍ନ ୧୦ଟା ବେଳେ ଦିଲ୍ଲୀ ଠାରେ ବିଶ୍ୱ ବୌଦ୍ଧ ଶିଖର ସମ୍ମିଳନୀକୁ ସମ୍ବୋଧିତ କରିବେ ।20 ଏପ୍ରିଲରେ ବିଶ୍ବ ବୌଦ୍ଧ ଶିଖର ସମ୍ମିଳନୀର ଉଦଘାଟନୀ ଅଧିବେଶନକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ
April 18th, 10:58 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 20 ଏପ୍ରିଲ, 2023 ରେ ଦିଲ୍ଲୀର ହୋଟେଲ ଅଶୋକ ଠାରେ ଗ୍ଲୋବାଲ ବୌଦ୍ଧ ସମ୍ମିଳନୀର ଉଦଘାଟନୀ ଅଧିବେଶନକୁ ସମ୍ବୋଧିତ କରିବେ।