
ଡେନ୍ମାର୍କର ପ୍ରଧାନମନ୍ତ୍ରୀ ମେଟେ ଫ୍ରେଡରିକ୍ସନଙ୍କ ସହ ଟେଲିଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
April 15th, 06:02 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଡେନମାର୍କର ପ୍ରଧାନମନ୍ତ୍ରୀ ସୁଶ୍ରୀ ମେଟେ ଫ୍ରେଡରିକ୍ସନ ଆଜି ଟେଲିଫୋନରେ କଥା ହୋଇଛନ୍ତି । ଉଭୟ ନେତା ଦ୍ୱିପାକ୍ଷିକ ସମ୍ପର୍କ ସମେତ ବିଶ୍ୱସ୍ତରୀୟ ବିକାଶର ବିଭିନ୍ନ ଦିଗ ଉପରେ ଆଲୋଚନା କରିଛନ୍ତି ।
ଭଏସ୍ ଅଫ୍ ଗ୍ଲୋବାଲ ସାଉଥ୍ ଶିଖର ସମ୍ମିଳନୀ 3.0 ର ନେତୃସ୍ତରୀୟ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଉଦଯାପନୀ ଅଭିଭାଷଣ
August 17th, 12:00 pm
ଆପଣଙ୍କ ମୂଲ୍ୟବାନ ଚିନ୍ତାଧାରା ଏବଂ ପରାମର୍ଶ ପାଇଁ ମୁଁ ଆପଣ ସମସ୍ତଙ୍କୁ ହୃଦୟରୁ କୃତଜ୍ଞତା ଜଣାଉଛି । ଆପଣମାନେ ସମସ୍ତେ ଆମର ସାଧାରଣ ଚିନ୍ତା ଏବଂ ଆକାଂକ୍ଷାକୁ ଉପସ୍ଥାପନ କରିଛନ୍ତି । ଆପଣଙ୍କ ଚିନ୍ତାଧାରାରୁ ଏହା ସ୍ପଷ୍ଟ ଯେ ଗ୍ଲୋବାଲ ସାଉଥ ଏକଜୁଟ ରହିଛି।