ମୁମ୍ବାଇ ଗ୍ଲୋବାଲ ଫିନଟେକ ଫେଷ୍ଟର ଷଷ୍ଠ ସଂସ୍କରଣରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

October 09th, 02:51 pm

ମହାମହିମ ପ୍ରଧାନମନ୍ତ୍ରୀ କେର ଷ୍ଟାର୍ମର, ଆରବିଆଇ ଗଭର୍ଣ୍ଣର, ଉଦଭାବକ, ନିବେଶକାରୀ, ନେତାଗଣ । ମୁମ୍ବାଇକୁ ଆପଣମାନଙ୍କୁ ସମସ୍ତଙ୍କୁ ସ୍ୱାଗତ ।

‘ଗ୍ଲୋବାଲ୍ ଫିନଟେକ୍ ଫେଷ୍ଟ ୨୦୨୫’କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

October 09th, 02:50 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି, ମହାରାଷ୍ଟ୍ରର ମୁମ୍ବାଇଠାରେ ‘ଗ୍ଲୋବାଲ୍ ଫିନଟେକ୍ ଫେଷ୍ଟ ୨୦୨୫’କୁ ସମ୍ବୋଧିତ କରିଛନ୍ତି। ଉପସ୍ଥିତ ସମସ୍ତଙ୍କୁ ସ୍ୱାଗତ ଜଣାଇ ଶ୍ରୀ ମୋଦୀ ମୁମ୍ବାଇକୁ ଶକ୍ତି, ଉଦ୍ୟୋଗ ଏବଂ ଅସୀମ ସମ୍ଭାବନାର ସହର ଭାବେ ବର୍ଣ୍ଣନା କରିଛନ୍ତି। ସେ ତାଙ୍କ ବନ୍ଧୁ, ବ୍ରିଟେନର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ କୀର ଷ୍ଟାରମରଙ୍କୁ ସ୍ୱତନ୍ତ୍ର ଭାବରେ ସ୍ୱାଗତ କରିଥିଲେ ଏବଂ ‘ଗ୍ଲୋବାଲ୍ ଫିନଟେକ୍ ଫେଷ୍ଟିଭାଲ’ରେ ତାଙ୍କର ଉପସ୍ଥିତି ଏବଂ କାର୍ଯ୍ୟକ୍ରମରେ ସେ ଦେଇଥିବା ସମୟ ପାଇଁ ଧନ୍ୟବାଦ ଜଣାଇଥିଲେ।

ବ୍ରିଟେନର ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତ୍ତି ସମୟରେ ପ୍ରଧାନମନ୍ତ୍ରୀଙ୍କ ପ୍ରେସ ବିବୃତ୍ତି

October 09th, 11:25 am

ପ୍ରଧାନମନ୍ତ୍ରୀ ଷ୍ଟାରମରଙ୍କ ନେତୃତ୍ୱରେ, ଭାରତ-ୟୁକେ ସମ୍ପର୍କରେ ଉଲ୍ଲେଖନୀୟ ପ୍ରଗତି ହୋଇଛି। ଏହି ବର୍ଷ ଜୁଲାଇରେ ମୋର ୟୁକେ ଗସ୍ତ ସମୟରେ, ଆମେ ଐତିହାସିକ ବ୍ୟାପକ ଅର୍ଥନୈତିକ ଏବଂ ବାଣିଜ୍ୟ ଚୁକ୍ତି (ସିଇଟିଏ) ଚୁଡାନ୍ତ କରିଥିଲୁ। ଏହି ଚୁକ୍ତିନାମା ଉଭୟ ଦେଶ ମଧ୍ୟରେ ଆମଦାନୀ ଖର୍ଚ୍ଚ ହ୍ରାସ କରିବ, ଯୁବକମାନଙ୍କ ପାଇଁ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ, ବାଣିଜ୍ୟକୁ ବୃଦ୍ଧି କରିବ ଏବଂ ଆମର ଶିଳ୍ପ ଏବଂ ଗ୍ରାହକ ଉଭୟଙ୍କୁ ଲାଭ ଦେବ।

ପ୍ରଧାନମନ୍ତ୍ରୀ ଅକ୍ଟୋବର ୮-୯ ରେ ମହାରାଷ୍ଟ୍ର ଗସ୍ତ କରିବେ

October 07th, 10:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୮-୯ ତାରିଖରେ ମହାରାଷ୍ଟ୍ର ଗସ୍ତ କରିବେ। ନଭି ମୁମ୍ବାଇରେ ପହଞ୍ଚିବା ପରେ, ପ୍ରଧାନମନ୍ତ୍ରୀ ପ୍ରାୟ ଅପରାହ୍ନ ୩ତ ସମୟରେ ନବନିର୍ମିତ ନଭି ମୁମ୍ବାଇ ଆନ୍ତର୍ଜାତିକ ବିମାନବନ୍ଦରର ପରିଦର୍ଶନ କରିବେ। ଏହା ପରେ, ପ୍ରାୟ ୩ଟା ୩୦ ମିନିଟରେ, ପ୍ରଧାନମନ୍ତ୍ରୀ ନଭି ମୁମ୍ବାଇ ଆନ୍ତର୍ଜାତିକ ବିମାନବନ୍ଦରର ଉଦଘାଟନ କରି ମୁମ୍ବାଇରେ ଅନେକ ଗୁଡ଼ିଏ ପ୍ରକଳ୍ପର ଲୋକାର୍ପଣ କରିବେ। ଉପସ୍ଥିତ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ।

ମୁମ୍ୱାଇରେ ୱେଭସ୍ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

May 01st, 03:35 pm

ୱେଭସ ଶିଖର ସମ୍ମିଳନୀରେ ଉପସ୍ଥିତ ମହାରାଷ୍ଟ୍ରର ରାଜ୍ୟପାଳ ସି. ପି. ରାଧାକ୍ରିଷ୍ଣନ ଜୀ, ମହାରାଷ୍ଟ୍ରର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଅଶ୍ୱିନୀ ବୈଷ୍ଣବ ଜୀ, ଏଲ. ମୁରୁଗନ ଜୀ, ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଜୀ, ଅଜିତ ପାୱାର ଜୀ, ବିଶ୍ୱର କୋଣ ଅନୁକୋଣରୁ ଯୋଡି ହୋଇଥିବା ସୃଜନଶୀଳ ବିଶ୍ୱର ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି, ବିଭିନ୍ନ ଦେଶରୁ ଆସି ଯୋଗଦେଇଥିବା ସୂଚନା, ଯୋଗାଯୋଗ, କଳା ଏବଂ ସଂସ୍କୃତି ବିଭାଗର ମନ୍ତ୍ରୀଗଣ, ବିଭିନ୍ନ ଦେଶର ରାଷ୍ଟ୍ରଦୂତ, ବିଶ୍ୱର କୋଣ ଅନୁକୋଣରୁ ଆସି ଏଠାରେ ଯୋଗଦେଇଥିବା ସୃଜନଶୀଳ ବିଶ୍ୱର ବ୍ୟକ୍ତିବିଶେଷ, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଗଣ, ମହିଳା ଏବଂ ଭଦ୍ରବ୍ୟକ୍ତିଗଣ!

ୱେଭ୍ସ ୨୦୨୫କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

May 01st, 11:15 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମୁମ୍ବାଇର ଜିଓ ୱାର୍ଲ୍ଡ ସେଣ୍ଟରରେ ଭାରତର ପ୍ରଥମ ବିଶ୍ୱ ଅଡିଓ ଭିଜୁଆଲ୍ ଏବଂ ମନୋରଞ୍ଜନ ସମ୍ମିଳନୀ-ୱେଭ୍ସ ୨୦୨୫କୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି, ସେ ଆଜି ପାଳିତ ହେଉଥିବା ମହାରାଷ୍ଟ୍ର ଦିବସ ଏବଂ ଗୁଜରାଟ ରାଜ୍ୟ ପ୍ରତିଷ୍ଠା ଦିବସ ପାଇଁ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ । ସମସ୍ତ ଅନ୍ତର୍ଜାତୀୟ ସ୍ତରର ବିଶିଷ୍ଟ ବ୍ୟକ୍ତି, ରାଷ୍ଟ୍ରଦୂତ ଏବଂ ସୃଜନଶୀଳ ଶିଳ୍ପପତିଙ୍କ ଉପସ୍ଥିତିକୁ ପ୍ରଶଂସା କରି ପ୍ରଧାନମନ୍ତ୍ରୀ ଏହି ସମାବେଶର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ। ସେ ଗୁରୁତ୍ୱାରୋପ କରି କହିଥିଲେ ଯେ ୧୦୦ ରୁ ଅଧିକ ଦେଶର କଳାକାର, ନବସୃଜନକାରୀ, ନିବେଶକ ଏବଂ ନୀତି ନିର୍ଦ୍ଧାରକମାନେ ପ୍ରତିଭା ଏବଂ ସୃଜନଶୀଳତାର ଏକ ବିଶ୍ୱ ପରିବେଶ ପାଇଁ ମୂଳଦୁଆ ସ୍ଥାପନ କରିବା ଲାଗି ଏକାଠି ହୋଇଛନ୍ତି। ‘‘ୱେଭ୍ସ କେବଳ ଏକ ସଂକ୍ଷିପ୍ତ ଶବ୍ଦ ନୁହେଁ ବରଂ ସଂସ୍କୃତି, ସୃଜନଶୀଳତା ଏବଂ ସାର୍ବଜନୀନ ସଂଯୋଗକୁ ପ୍ରତିନିଧିତ୍ୱ କରୁଥିବା ଏକ ତରଙ୍ଗ’’ । ସେ ଆହୁରି ଉଲ୍ଲେଖ କରିଥିଲେ ଯେ ଏହି ସମ୍ମିଳନୀ ଚଳଚ୍ଚିତ୍ର, ସଙ୍ଗୀତ, ଗେମିଂ, ଆନିମେସନ୍ ଏବଂ କାହାଣୀ କହିବାର ବ୍ୟାପକ ବିଶ୍ୱକୁ ପ୍ରଦର୍ଶନ କରେ, ଯାହା କଳାକାର ଏବଂ ସ୍ରଷ୍ଟାମାନଙ୍କୁ ସଂଯୋଗ ଏବଂ ସହଯୋଗ କରିବା ପାଇଁ ଏକ ବିଶ୍ୱସ୍ତରୀୟ ପ୍ଲାଟଫର୍ମ ପ୍ରଦାନ କରେ। ପ୍ରଧାନମନ୍ତ୍ରୀ ଏହି ଐତିହାସିକ ଅବସରରେ ସମସ୍ତ ଅଂଶଗ୍ରହଣକାରୀଙ୍କୁ ଅଭିନନ୍ଦନ ଜଣାଇଥିଲେ ଏବଂ ଭାରତ ଏବଂ ବିଦେଶର ବିଶିଷ୍ଟ ଅତିଥିମାନଙ୍କୁ ସ୍ୱାଗତ ଜଣାଇଥିଲେ।

ଗୁଜରାଟର ଗାନ୍ଧୀନଗରରେ ପୁନଃନିବେଶ ୨୦୨୪ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

September 16th, 11:30 am

ଗୁଜୁରାଟର ରାଜ୍ୟପାଳ ଶ୍ରୀ ଆଚାର୍ଯ୍ୟ ଦେବବ୍ରତ ଜୀ, ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ରଭାଇ ପଟେଲ, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ଚନ୍ଦ୍ରବାବୁ ନାଇଡୁ ଜୀ, ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନ ଲାଲ ଶର୍ମା ଜୀ, ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଯାଦବ ଜୀ, ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ଜୀ ମଧ୍ୟ ଏଠାରେ ଦେଖୁଛି, ଗୋଆରେ ମୁଖ୍ୟମନ୍ତ୍ରୀ ମଧ୍ୟ ଦେଖାଯାଉଛନ୍ତି ଏବଂ ମୁଁ ଅନେକ ରାଜ୍ୟର ଶକ୍ତି ମନ୍ତ୍ରୀମାନଙ୍କୁ ମଧ୍ୟ ଦେଖୁଛି । ସେହିଭଳି ବିଦେଶରୁ ଆସିଥିବା ଅତିଥି, ଜର୍ମାନୀର ଅର୍ଥନୈତିକ ସହଯୋଗ ମନ୍ତ୍ରୀ, ଡେନମାର୍କର ଶିଳ୍ପ ବ୍ୟବସାୟ ମନ୍ତ୍ରୀମଣ୍ଡଳର ମୋର ସହଯୋଗୀ ପ୍ରହ୍ଲାଦ ଯୋଶୀଜୀ, ଶ୍ରୀପଦ ନାଏକ, ଏବଂ ବିଶ୍ୱର ବିଭିନ୍ନ ଦେଶର ସମସ୍ତ ପ୍ରତିନିଧି, ମହିଳା ଓ ଭଦ୍ରବ୍ୟକ୍ତି ମାନେ!

ଗୁଜରାଟର ଗାନ୍ଧୀନଗରଠାରେ ଚତୁର୍ଥ ବିଶ୍ଵ ଅକ୍ଷୟ ଶକ୍ତି ନିବେଶକ ସମ୍ମିଳନୀ ଏବଂ ପ୍ରଦର୍ଶନୀ (ରି-ଇନଭେଷ୍ଟ)କୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

September 16th, 11:11 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଗାନ୍ଧୀନଗରସ୍ଥିତ ମହାତ୍ମା ମନ୍ଦିରଠାରେ ଚତୁର୍ଥ ବିଶ୍ୱ ଅକ୍ଷୟ ଶକ୍ତି ନିବେଶକ ସମ୍ମିଳନୀ ଏବଂ ପ୍ରଦର୍ଶନୀକୁ (ରି-ଇନଭେଷ୍ଟ)କୁ ଉଦଘାଟନ କରିଛନ୍ତି । ୩ ଦିନ ଧରି ଚାଲିବାକୁ ଥିବା ଏହି ଶିଖର ସମ୍ମିଳନୀରେ ୨୦୦ ଗିଗାୱାଟ୍ ରୁ ଅଧିକ ଅଣ-ଜୀବାଶ୍ମ ଇନ୍ଧନ କ୍ଷମତା ହାସଲ କରିବାରେ ଭାରତର ଉଲ୍ଲେଖନୀୟ ଅବଦାନକୁ ସମ୍ମାନିତ କରାଯାଇଛି। ଏହି ପ୍ରଦର୍ଶନୀରେ ସରକାରୀ ଓ ବେସରକାରୀ କମ୍ପାନି, ଷ୍ଟାର୍ଟଅପ୍ ଏବଂ ପ୍ରମୁଖ ଶିଳ୍ପ ସଂସ୍ଥାଗୁଡ଼ିକର ଅତ୍ୟାଧୁନିକ ଉଦ୍ଭାବନକୁ ପ୍ରଦର୍ଶିତ କରାଯାଇଥିଲା।

ମୁମ୍ବାଇରେ ଗ୍ଲୋବାଲ୍ ଫିନ୍ ଟେକ୍ ଫେଷ୍ଟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

August 30th, 12:00 pm

ଆରବିଆଇର ଗଭର୍ଣ୍ଣର ଶ୍ରୀ ଶକ୍ତିକାନ୍ତ ଦାସଜୀ, କ୍ରିସ୍ ଗୋପାଳ କ୍ରିଷ୍ଣନ ଜୀ, ନିୟାମକ ସଦସ୍ୟ, ଫାଇନାନ୍ସ ଇଣ୍ଡଷ୍ଟ୍ରିର ପ୍ରମୁଖ ବ୍ୟକ୍ତିମାନେ, ଫିନଟେକ୍ ଏବଂ ଷ୍ଟାର୍ଟଅପ୍ ଜଗତର ମୋର ସାଥିମାନେ, ଅନ୍ୟ ସମସ୍ତ ବିଶିଷ୍ଟ ବ୍ୟକ୍ତିମାନେ, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ !

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ରର ମୁମ୍ବାଇଠାରେ ଗ୍ଲୋବାଲ ଫିନଟେକ୍ ଫେଷ୍ଟ (ଜିଏଫଏଫ୍) ୨୦୨୪କୁ ସମ୍ବୋଧିତ କରିଛନ୍ତି

August 30th, 11:15 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ରର ମୁମ୍ବାଇସ୍ଥିତ ଜିଓ ୱାର୍ଲ୍ଡ କନଭେନସନ ସେଣ୍ଟରରେ ଗ୍ଲୋବାଲ ଫିନଟେକ୍ ଫେଷ୍ଟ (ଜିଏଫଏଫ୍) ୨୦୨୪କୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ପ୍ରଦର୍ଶିତ ପ୍ରଦର୍ଶନୀକୁ ମଧ୍ୟ ପ୍ରଧାନମନ୍ତ୍ରୀ ବୁଲି ଦେଖିଥିଲେ। ପେମେଣ୍ଟ କାଉନସିଲ ଅଫ୍ ଇଣ୍ଡିଆ, ନ୍ୟାସନାଲ ପେମେଣ୍ଟ କର୍ପୋରେସନ୍ ଅଫ୍ ଇଣ୍ଡିଆ ଏବଂ ଫିନଟେକ୍‍ କନଭରଜେନ୍ସ କାଉନସିଲ୍ ମିଳିତ ଭାବେ ଜିଏଫଏଫ୍ ଆୟୋଜନ କରୁଛନ୍ତି ଏବଂ ଏହାର ଉଦ୍ଦେଶ୍ୟ ହେଉଛି ଫିନଟେକ୍‍ ରେ ଭାରତର ଅଗ୍ରଗତି ପ୍ରଦର୍ଶନ କରିବା ଏବଂ ଏହି କ୍ଷେତ୍ରର ପ୍ରମୁଖ ଅଂଶୀଦାରମାନଙ୍କୁ ଏକାଠି କରିବା ।

ଅଗଷ୍ଟ ୩୦ତାରିଖରେ ମହାରାଷ୍ଟ୍ର ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

August 29th, 04:47 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୩୦, ୨୦୨୪ରେ ମହାରାଷ୍ଟ୍ରର ମୁମ୍ବାଇ ଏବଂ ପାଲଘର ଗସ୍ତ କରିବେ । ପୂର୍ବାହ୍ନ ପ୍ରାୟ ୧୧ଟାରେ ପ୍ରଧାନମନ୍ତ୍ରୀ ମୁମ୍ବାଇର ଜିଓ ୱାର୍ଲ୍ଡ କନଭେନ୍ସନ୍ ସେଣ୍ଟରରେ ଗ୍ଲୋବାଲ ଫିନଟେକ୍ ଫେଷ୍ଟ (ଜିଏଫ୍ଏଫ୍) ୨୦୨୪କୁ ସମ୍ବୋଧିତ କରିବେ। ଏହାପରେ ଅପରାହ୍ନ ପ୍ରାୟ ସାଢ଼େ ୧ଟାରେ ପ୍ରଧାନମନ୍ତ୍ରୀ ପାଲଘରସ୍ଥିତ ସିଡକୋ ପଡ଼ିଆରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ ଘାଟନ ଓ ଶିଳାନ୍ୟାସ କରିବେ।