List of Outcomes: Official visit of the Prime Minister to Malaysia

February 08th, 11:05 am

The state visit of PM Modi to Malaysia resulted in several key MoUs and agreements covering disaster management, combating corruption, UN peacekeeping, semiconductors, insurance, education, security, health and medicine. An MoU for the Audio-Visual Co-production Agreement was signed and the report of the 10th Malaysia–India CEO Forum was also presented.

ମାଲେସିଆ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ ବିବୃତ୍ତି

February 08th, 08:35 am

ପ୍ରଥମେ, ମୁଁ ମୋର ଘନିଷ୍ଠ ବନ୍ଧୁ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କୁ ତାଙ୍କର ହୃଦୟସ୍ପର୍ଶୀ ଓ ଭବ୍ୟ ସ୍ୱାଗତ ପାଇଁ ସହୃଦୟତାର ସହିତ କୃତଜ୍ଞତା ଜଣାଉଛି। ଗତ ବର୍ଷ, ମୁଁ ଏସିଆନ୍ ଶିଖର ସମ୍ମିଳନୀ ପାଇଁ ମାଲେସିଆ ଯାତ୍ରା କରିପାରି ନଥିଲି। କିନ୍ତୁ ମୁଁ ମୋର ପ୍ରିୟ ବନ୍ଧୁଙ୍କୁ ପ୍ରତିଶ୍ରୁତି ଦେଇଥିଲି ଯେ, ମୁଁ ଯଥାଶୀଘ୍ର ମାଲେସିଆ ଗସ୍ତ କରିବି। ଆଜି, ୨୦୨୬ର ମୋର ପ୍ରଥମ ବିଦେଶ ଯାତ୍ରାରେ, ମୁଁ ମାଲେସିଆ ଆସିଛି।

India Malaysia Joint Statement on the occasion of the Official visit by Prime minister of India to Malaysia

February 08th, 08:30 am

At the invitation of Prime Minister of Malaysia, His Excellency, Dato’ Seri Anwar Ibrahim, His Excellency, Shri Narendra Modi, Prime Minister of the Republic of India, undertook an official visit to Malaysia from 7 to 8 February 2026. The visit reflected the deep-rooted friendship and enduring people-to-people ties, based on civilizational connections between the two countries. It reaffirmed the shared commitment of the two Leaders to further consolidate and expand the India–Malaysia Comprehensive Strategic Partnership.

ଅକ୍ଟୋବର ୨୯ରେ ମୁମ୍ବାଇ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

October 27th, 10:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୯ ଅକ୍ଟୋବରରେ ମୁମ୍ବାଇ ଗସ୍ତ କରିବେ । ଅପରାହ୍ନ ପ୍ରାୟ ୪ଟା ସମୟରେ ମୁମ୍ବାଇର ନେସ୍କୋ ପ୍ରଦର୍ଶନୀ କେନ୍ଦ୍ରରେ ଅନୁଷ୍ଠିତ ‘ଇଣ୍ଡିଆ ମାରିଟାଇମ ୱିକ୍-୨୦୨୫’ରେ ସେ ମାରିଟାଇମ ଲିଡର୍ସ କନକ୍ଲେଭକୁ ସମ୍ବୋଧିତ କରିବା ସହ ଗ୍ଲୋବାଲ ମାରିଟାଇମ ସିଇଓ ଫୋରମରେ ଅଧ୍ୟକ୍ଷତା କରିବେ ।