ପ୍ୟାରିସ ଏଆଇ ଆକ୍ସନ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦଯାପନୀ ବକ୍ତବ୍ୟ
February 11th, 05:35 pm
ଆମକୁ ‘‘ଏଆଇ ପାଇଁ ବୈଶ୍ୱିକ ଭାଗିଦାରୀ’’କୁ ମଧ୍ୟ ବାସ୍ତବରେ ବୈଶ୍ୱିକ କରିବାକୁ ହେବ। ଏହା ଗ୍ଲୋବାଲ୍ ସାଉଥ୍ ଏବଂ ଏହାର ପ୍ରାଥମିକତା, ଚିନ୍ତା ଏବଂ ଆବଶ୍ୟକତାକୁ ଅଧିକ ଅନ୍ତର୍ଭୁକ୍ତ କରିବା ଉଚିତ।