Joint Press Release on the State Visit to Bhutan by Prime Minister of India
November 12th, 10:00 am
At the invitation of His Majesty Jigme Khesar Namgyel Wangchuck, the King of Bhutan, PM Modi undertook a two-day State Visit to Bhutan from 11–12 November 2025. During the visit, the PM joined the 70th Birth Anniversary celebrations of His Majesty the Fourth Druk Gyalpo, participated in the ongoing Global Peace Prayer Festival, inaugurated the 1020 MW Punatsangchhu-II Hydroelectric Project and witnessed the signing of several agreements and MoUs between India and Bhutan.ପ୍ରଧାନମନ୍ତ୍ରୀ ଭୂଟାନର ଚତୁର୍ଥ ରାଜାଙ୍କୁ ସାକ୍ଷାତ ସହ ବିଶ୍ୱ ଶାନ୍ତି ପ୍ରାର୍ଥନା ଉତ୍ସବରେ ଅଂଶଗ୍ରହଣ କଲେ
November 12th, 09:54 am
ଥିମ୍ପୁଠାରେ ଚାଲିଥିବା ବିଶ୍ୱ ଶାନ୍ତି ପ୍ରାର୍ଥନା ମହୋତ୍ସବର ଅଂଶବିଶେଷ ସ୍ୱରୂପ ଚାଙ୍ଗ୍ଲିମିଥାଙ୍ଗ ଷ୍ଟାଡିୟମରେ ଆୟୋଜିତ କାଳଚକ୍ର ଦୀକ୍ଷା ସମାରୋହରେ ପ୍ରଧାନମନ୍ତ୍ରୀ, ମହାମହିମ, ଭୂଟାନର ରାଜା, ମହାମହିମ ଭୁଟାନର ଚତୁର୍ଥ ରାଜା ଏବଂ ଭୂଟାନର ପ୍ରଧାନମନ୍ତ୍ରୀଙ୍କ ସହ ଯୋଗ ଦେଇଥିଲେ। ଏହି ପ୍ରାର୍ଥନାର ଅଧ୍ୟକ୍ଷତା କରିଥିଲେ ଭୂଟାନର ମୁଖ୍ୟ ମହାମହିମ ଜେ ଖେନପୋ।ଭୂଟାନର ରାଜାଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ
November 11th, 06:14 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ଥିମ୍ପୁଠାରେ ଭୂଟାନର ମହାମହିମ ରାଜା ଜିଗମେ ଖେସର ନାମଗ୍ୟେଲ ୱାଙ୍ଗଚୁକ ସ୍ୱାଗତ କରିଛନ୍ତି। ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ଲାଗି ଦୁଇ ନେତା ମତ ବିନିମୟ କରିଥିଲେ। ପାରସ୍ପରିକ ସ୍ୱାର୍ଥ ସମ୍ବଳିତ ଆଞ୍ଚଳିକ ଏବଂ ବୈଶ୍ୱିକ ପ୍ରସଙ୍ଗ ଉପରେ ମଧ୍ୟ ସେମାନେ ଆଲୋଚନା କରିଥିଲେ। ଦିଲ୍ଲୀ ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପ୍ରତି ମହାମାନ୍ୟ ସମବେଦନା ଜଣାଇଥିଲେ।ଭୂଟାନ ରାଜାଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 11th, 12:00 pm
କିନ୍ତୁ ମୁଁ ଆଜି ଏଠାକୁ ବ୍ୟଥିତ ହୃଦୟରେ ଆସିଛି । କାଲି ସନ୍ଧ୍ୟାରେ ଦିଲ୍ଲୀରେ ହୋଇଥିବା ଭୟାବହ ଘଟଣା ସମସ୍ତଙ୍କ ମନକୁ ବ୍ୟଥିତ କରିଦେଇଛି । ମୁଁ ଅପୂରଣୀୟ କ୍ଷତିର ସମ୍ମୁଖୀନ ହୋଇଥିବା ପୀଡ଼ିତ ପରିବାରଙ୍କ ଦୁଃଖ ବୁଝିପାରୁଛି । ଆଜି ସମଗ୍ର ଦେଶ ସେମାନଙ୍କ ସହ ସହାୟତା ପାଇଁ ଛିଡ଼ା ହୋଇଛି ।ଭୂଟାନର ଚତୁର୍ଥ ରାଜାଙ୍କ ୭୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
November 11th, 11:39 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭୂଟାନର ଥିମ୍ପୁର ଚାଙ୍ଗଲିମେଥାଙ୍ଗ ସେଲିବ୍ରେସନ୍ ଗ୍ରାଉଣ୍ଡରେ ଏକ ସମାବେଶରେ ଉଦବୋଧନ ଦେଇଥିଲେ। ପ୍ରଧାନମନ୍ତ୍ରୀ ଭୁଟାନର ରାଜା, ମହାମହିମ ଜିଗମେ ଖେସର ନାମଗ୍ୟେଲ ୱାଙ୍ଗଚୁକ୍ ଏବଂ ଚତୁର୍ଥ ରାଜା, ମହାମହିମ ଜିଗମେ ସିଙ୍ଗୟେ ୱାଙ୍ଗଚୁକ୍ ଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଥିଲେ। ସେ ରାଜପରିବାରର ସମ୍ମାନିତ ସଦସ୍ୟ, ଭୂଟାନର ପ୍ରଧାନମନ୍ତ୍ରୀ, ମହାମହିମ ଶ୍ରୀଯୁକ୍ତ ଶେରିଂ ତୋବଗେ ଏବଂ ଉପସ୍ଥିତ ଅନ୍ୟାନ୍ୟ ବିଶିଷ୍ଟ ବ୍ୟକ୍ତିଙ୍କୁ ସମ୍ମାନର ସହିତ ସ୍ୱାଗତ କରିଥିଲେ।ଭୂଟାନ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି
November 11th, 07:28 am
ମୁଁ ୧୧-୧୨ ନଭେମ୍ବର ୨୦୨୫ରେ ଭୁଟାନ ଗସ୍ତ କରିବି।