ଫଳାଫଳ ତାଲିକା : ପ୍ରଧାନମନ୍ତ୍ରୀଙ୍କ ଇଥିଓପିଆ ଗସ୍ତ
December 16th, 10:41 pm
ଦ୍ୱିପାକ୍ଷିକ ସମ୍ପର୍କ ‘ରଣନୈତିକ ସହଭାଗୀତା’ ସ୍ତରକୁ ବୃଦ୍ଧି କରିବାମଙ୍ଗୋଲିଆର ରାଷ୍ଟ୍ରପତିଙ୍କ ସହ ମିଳିତ ପ୍ରେସ ବିବୃତି ସମୟରେ ପ୍ରଧାନମନ୍ତ୍ରୀଙ୍କ ପ୍ରେସ ବିବୃତି
October 14th, 01:15 pm
ଛଅ ବର୍ଷ ପରେ ମଙ୍ଗୋଲିଆ ରାଷ୍ଟ୍ରପତିଙ୍କ ଭାରତ ଗସ୍ତ ଏକ ଅତ୍ୟନ୍ତ ସ୍ୱତନ୍ତ୍ର ଅବସର ଆଣିଦେଇଛି। ଏବଂ ଏହି ଗସ୍ତ ସେତେବେଳେ ଆସିଛି ଯେତେବେଳେ ଭାରତ ଏବଂ ମଙ୍ଗୋଲିଆ ୭୦ ବର୍ଷର କୂଟନୈତିକ ସମ୍ପର୍କ ଏବଂ ୧୦ ବର୍ଷର ରଣନୈତିକ ସହଭାଗୀତା ପାଳନ କରୁଛନ୍ତି। ଏହି ଅବସରକୁ ପାଳନ କରିବା ପାଇଁ, ଆମେ ଏକ ମିଳିତ ଡାକ ଟିକେଟ ଜାରି କରିଛୁ, ଯାହାକି ଆମର ସହଭାଗୀ ଐତିହ୍ୟ, ବିବିଧତା ଏବଂ ଗଭୀର ସଭ୍ୟତାଗତ ସମ୍ପର୍କର ପ୍ରତୀକ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଟ୍ରମ୍ପ
September 16th, 10:13 pm
ଆମେରିକାର ରାଷ୍ଟ୍ରପତି ଶ୍ରୀ ଡୋନାଲ୍ଡ ଜେ. ଟ୍ରମ୍ପ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଟେଲିଫୋନ କଲ କରିଥିଲେ ।ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାବନାକୁ ଗମ୍ଭୀରତାର ସହିତ ସ୍ୱୀକାର କରୁଛି ଏବଂ ଏହାକୁ ପୂର୍ଣ୍ଣ ସମର୍ଥନ ଜଣାଉଛି: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 06th, 10:27 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, ଭାରତ-ଆମେରିକା ସମ୍ପର୍କକୁ ନେଇ ରାଷ୍ଟ୍ରପତି ଟ୍ରମ୍ପଙ୍କ ଭାବନା ଏବଂ ସକାରାତ୍ମକ ଆକଳନକୁ ସେ ଗମ୍ଭୀରତାର ସହିତ ସ୍ୱୀକାର କରୁଛନ୍ତି ଏବଂ ଏହାକୁ ପୂର୍ଣ୍ଣ ସମର୍ଥନ କରୁଛନ୍ତି । ‘‘ଭାରତ ଏବଂ ଆମେରିକା ମଧ୍ୟରେ ଅତ୍ୟନ୍ତ ସକାରାତ୍ମକ ଏବଂ ଦୂରଦର୍ଶୀ, ବ୍ୟାପକ ତଥା ବିଶ୍ୱସ୍ତରୀୟ ରଣନୀତିକ ଭାଗିଦାରୀ ରହିଛି’’, ଶ୍ରୀ ମୋଦୀ କହିଛନ୍ତି।ରୁଷ ରାଷ୍ଟ୍ରପତିଙ୍କ ସହ ସାକ୍ଷାତ ସମୟରେ, ପ୍ରଧାନମନ୍ତ୍ରୀଙ୍କ ପ୍ରାରମ୍ଭିକ ବିବୃତ୍ତି
September 01st, 01:24 pm
ଆପଣଙ୍କୁ ସାକ୍ଷାତ କରି ବହୁତ ଖୁସି ଲାଗୁଛି ଏବଂ ମୁଁ ପ୍ରତି ମୁହୂର୍ତ୍ତରେ ଅନୁଭବ କରେ ଯେ, ଆପଣଙ୍କୁ ସାକ୍ଷାତ କରିବା ଏକ ସ୍ମରଣୀୟ ମୁହୂର୍ତ୍ତ ହୋଇଥାଏ । ଆମକୁ ଅନେକ ପ୍ରସଙ୍ଗରେ ସୂଚନା ଆଦାନପ୍ରଦାନ କରିବାର ସୁଯୋଗ ମଧ୍ୟ ମିଳିଥାଏ ।ରୁଷ ରାଷ୍ଟ୍ରପତିଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ
September 01st, 01:08 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଚୀନର ତିଆନଜିନ୍ ଠାରେ ସାଂଘାଇ ସହଯୋଗ ସଂଗଠନ ଶିଖର ସମ୍ମିଳନୀ ଅବସରରେ ରୁଷ ରାଷ୍ଟ୍ରପତି ଶ୍ରୀ ଭ୍ଲାଦିମିର ପୁଟିନଙ୍କ ସହ ସାକ୍ଷାତ କରିଛନ୍ତି।ପ୍ରଧାନମନ୍ତ୍ରୀଙ୍କ ଜାପାନ ଗସ୍ତର ସଫଳତା
August 29th, 06:23 pm
ଦଶବର୍ଷିୟା ଅଷ୍ଟ ସୂତ୍ରୀ ଅର୍ଥନୈତିକ ସହଭାଗିତା, ନିରାପତା, ଜୀବ ମଣ୍ଡଳର ସ୍ଥାୟିତ୍ୱ, ପ୍ରଯୁକ୍ତି ବିଦ୍ୟା, ଆବିଷ୍କାର, ସ୍ୱାସ୍ଥ୍ୟ ପରି କ୍ଷେତ୍ରରେ ଭିଜନଜାପାନ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀଙ୍କର ପ୍ରେସ ବିବୃତ୍ତି
August 29th, 03:59 pm
ଆଜି ଆମର ଆଲୋଚନା ଫଳପ୍ରଦ ଏବଂ ଉଦ୍ଦେଶ୍ୟମୂଳକ ଥିଲା। ଆମେ ଦୁହେଁ ଏକମତ ଯେ, ବିଶ୍ୱର ଦୁଇଟି ବୃହତ ଅର୍ଥ ବ୍ୟବସ୍ଥା ଏବଂ ସ୍ପନ୍ଦନଶୀଳ ଗଣତନ୍ତ୍ର ଭାବେ, ଆମର ସହଭାଗୀତା କେବଳ ଆମ ଦୁଇ ଦେଶ ପାଇଁ ନୁହେଁ ବରଂ ବିଶ୍ୱ ଶାନ୍ତି ଏବଂ ସ୍ଥିରତା ପାଇଁ ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଅଟେ।କ୍ରୋଏସିଆ ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତି ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 18th, 09:56 pm
ଐତିହାସିକ ଏବଂ ସୁନ୍ଦର ସହର ଜାଗ୍ରେବରେ ମୋତେ ଯେଉଁ ଭବ୍ୟ ସ୍ବାଗତ, ଉତ୍ସାହ ଏବଂ ସ୍ନେହ ମିଳିଛି, ସେଥିପାଇଁ ମୁଁ ପ୍ରଧାନମନ୍ତ୍ରୀ ଏବଂ କ୍ରୋଏସିଆ ସରକାରଙ୍କୁ ହୃଦୟରୁ କୃତଜ୍ଞତା ଜଣାଉଛି।ସାଇପ୍ରସ୍ ଓ ଭାରତ ମଧ୍ୟରେ ବ୍ୟାପକ ସହଭାଗିତା କାର୍ଯ୍ୟାନ୍ୱୟନ ଉପରେ ମିଳିତ ଘୋଷଣାନାମା
June 16th, 03:20 pm
୧୫ ରୁ ୧୬ ଜୁନ୍ ୨୦୨୫ ଯାଏ ସାଇପ୍ରସକୁ ସରକାରୀ ଗସ୍ତରେ ଯାଇଥିବା ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭବ୍ୟ ସ୍ୱାଗତ କରିଥିଲେ ସାଇପ୍ରସ୍ର ରାଷ୍ଟ୍ରପତି ଶ୍ରୀ ନିକୋସ୍ କ୍ରିଷ୍ଟୋଡୋଲିଡେସ୍। ପ୍ରଧାନମନ୍ତ୍ରୀ ମୋଦୀଙ୍କ ଏହି ଗସ୍ତ ହେଉଛି ଦୁଇ ଦଶନ୍ଧିରୁ ଅଧିକ ସମୟ ମଧ୍ୟରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ପ୍ରଥମ ସାଇପ୍ରସ୍ ଗସ୍ତ। ଶ୍ରୀ ମୋଦୀଙ୍କ ଏହି ଗସ୍ତ ହେଉଛି ଏକ ମାଇଲଖୁଣ୍ଟ ଯାହା ଦୁଇ ଦେଶ ମଧ୍ୟରେ ଥିବା ଗଭୀର ଓ ସ୍ଥାୟୀ ବନ୍ଧୁତାକୁ ଦୋହରାଉଛି। ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତ କେବଳ ଏକ ସହଭାଗୀ ଇତିହାସ ନୁହେଁ, ବରଂ ଏକ ମିଳିତ ରଣନୀତିକ ଦୂରଦୃଷ୍ଟି, ପାରସ୍ପରିକ ବିଶ୍ୱାସ ଓ ସମ୍ମାନ ଉପରେ ଆଧାରିତ ଏକ ଭବିଷ୍ୟତମୁଖୀ ସହଭାଗିତାକୁ ପ୍ରଦର୍ଶିତ କରୁଛି।PM Modi's remarks during joint press meet with President Christodoulides of Cyprus
June 16th, 01:45 pm
During the joint press meet with President Christodoulides of Cyprus, PM Modi said his visit to Cyprus marked a new chapter in bilateral ties. He announced plans for a strategic roadmap for the next five years, focusing on defence, cyber and maritime security and real-time intelligence sharing. He thanked Cyprus for supporting India's fight against terrorism and its bid for a permanent seat in the UN Security Council.Strategic Reset: PM Modi’s Saudi Visit to Deepen India’s Role in West Asia
April 21st, 04:51 pm
Prime Minister Narendra Modi’s April 22–23, 2025 visit to Saudi Arabia comes at a critical stage — one shaped by shifting global power dynamics and a fast-transforming West Asia.ଶ୍ରୀଲଙ୍କା ରାଷ୍ଟ୍ରପତିଙ୍କ ସହିତ ସାମ୍ବାଦିକ ସମ୍ମିଳନୀରେ ମିଳିତ ପ୍ରେସ୍ ବିବୃତି ପ୍ରଦାନ କଲେ ପ୍ରଧାନମନ୍ତ୍ରୀ
April 05th, 11:30 am
ଆଜି ରାଷ୍ଟ୍ରପତି ଦିଶାନାୟକଙ୍କ ଦ୍ୱାରା 'ଶ୍ରୀଲଙ୍କା ମିତ୍ର ବିଭୂଷଣ' ସମ୍ମାନରେ ସମ୍ମାନିତ ହେବା ମୋ ପାଇଁ ଅତ୍ୟନ୍ତ ଗର୍ବ ଓ ଗୌରବର ବିଷୟ। ଏହି ପୁରସ୍କାର କେବଳ ମୋତେ ସମ୍ମାନିତ କରି ନାହିଁ, ବରଂ ୧୪୦ କୋଟି ଭାରତୀୟଙ୍କୁ ସମ୍ମାନିତ କରିଛି। ଏହା ଏକ ଶ୍ରଦ୍ଧାଞ୍ଜଳି । ଏହା ଭାରତ ଏବଂ ଶ୍ରୀଲଙ୍କାର ଜନସାଧାରଣଙ୍କ ମଧ୍ୟରେ ଐତିହାସିକ ସମ୍ପର୍କ ଏବଂ ଗଭୀର ବନ୍ଧୁତାକୁ ପ୍ରତିଫଳିତ କରିଛି।ଥାଇଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମିଳିତ ପ୍ରେସ୍ ବିବୃତି
April 03rd, 03:01 pm
ମାର୍ଚ୍ଚ ୨୮ରେ ଘଟିତ ଭୂମିକମ୍ପରେ ପ୍ରାଣ ହରାଇଥିବା ବ୍ୟକ୍ତିବିଶେଷଙ୍କ ପରିବାରବର୍ଗଙ୍କୁ ମୁଁ ଭାରତବାସୀଙ୍କ ତରଫରୁ ଗଭୀର ସମବେଦନା ଜଣାଉଛି । ଆମେ ସମସ୍ତେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛୁ।ଗ୍ରାଣ୍ଡ କମାଣ୍ଡର୍ ଅଫ୍ ଦ ଅର୍ଡର ଅଫ୍ ଦ ଷ୍ଟାର୍ ଆଣ୍ଡ କି ଅଫ୍ ଦ ଇଣ୍ଡିଆନ ଓସନ୍ (ଜିସିଏସକେ) ପୁରସ୍କାରରେ ସମ୍ମାନିତ ହେବା ପରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
March 12th, 03:00 pm
ମରିସସର ସର୍ବୋଚ୍ଚ ଜାତୀୟ ପୁରସ୍କାର ପାଇଥିବାରୁ ମୁଁ ହାର୍ଦ୍ଦିକ କୃତଜ୍ଞତା ବ୍ୟକ୍ତ କରୁଛି। ଏହି ସମ୍ମାନ କେବଳ ମୋ ପାଇଁ ନୁହେଁ। ଏହା ୧୪୦ କୋଟି ଭାରତୀୟଙ୍କ ସମ୍ମାନ। ଏହା ଭାରତ ଏବଂ ମରିସସ୍ ମଧ୍ୟରେ ଶହ ଶହ ବର୍ଷ ପୁରୁଣା ସାଂସ୍କୃତିକ ଏବଂ ଐତିହାସିକ ଆତ୍ମୀୟ ବନ୍ଧନ ପ୍ରତି ଏକ ସମ୍ମାନ। ଏହା ହେଉଛି ଆଞ୍ଚଳିକ ଶାନ୍ତି, ପ୍ରଗତି, ସୁରକ୍ଷା ଏବଂ ଦୀର୍ଘସ୍ଥାୟୀ ବିକାଶ ପ୍ରତି ଆମର ସହଭାଗୀ ପ୍ରତିବଦ୍ଧତାର ସ୍ୱୀକୃତି। ଆଉ ଏହା ଗ୍ଲୋବାଲ ସାଉଥ୍ ର ସହଭାଗୀ ଆଶା ଓ ଆକାଂକ୍ଷାର ପ୍ରତୀକ। ମୁଁ ଏହି ପୁରସ୍କାରକୁ ସମ୍ପୂର୍ଣ୍ଣ ବିନମ୍ରତା ଏବଂ କୃତଜ୍ଞତାର ସହ ଗ୍ରହଣ କରୁଛି। ଶହ ଶହ ବର୍ଷ ପୂର୍ବେ ଭାରତରୁ ମରିସସକୁ ଆସିଥିବା ଆପଣମାନଙ୍କ ପୂର୍ବପୁରୁଷମାନଙ୍କୁ ଏବଂ ସେମାନଙ୍କ ସମସ୍ତ ପିଢ଼ିକୁ ମୁଁ ଏହାକୁ ଉତ୍ସର୍ଗ କରୁଛି। ସେମାନଙ୍କର କଠିନ ପରିଶ୍ରମ ଦ୍ୱାରା, ସେମାନେ ମରିସସର ବିକାଶରେ ଏକ ସୁବର୍ଣ୍ଣ ଅଧ୍ୟାୟ ଲେଖିଥିଲେ ଏବଂ ଏହାର ଜୀବନ୍ତ ବିବିଧତାରେ ଯୋଗଦାନ କରିଥିଲେ। ମୁଁ ମଧ୍ୟ ଏହି ସମ୍ମାନକୁ ଏକ ଦାୟିତ୍ୱ ଭାବେ ଗ୍ରହଣ କରୁଛି। ଆମେ ଭାରତ-ମରିସସ୍ ରଣନୀତିକ ଭାଗିଦାରୀକୁ ଅଧିକ ଉପରକୁ ନେଇଯିବା ଲାଗି ପ୍ରୟାସ ଜାରି ରଖିବୁ, ଏଥିପାଇଁ ମୁଁ ଆମର ପ୍ରତିବଦ୍ଧତାକୁ ଦୋହରାଉଛି।India-Mauritius Joint Vision for an Enhanced Strategic Partnership
March 12th, 02:13 pm
PM Modi, during his visit to Mauritius, held productive talks with PM Dr. Navinchandra Ramgoolam, reaffirming the deep-rooted ties between India and Mauritius, built on shared history, culture, and values. They acknowledged the growing Comprehensive Strategic Partnership across trade, infrastructure, climate, and healthcare, committed to fostering prosperity, sustainable development, and regional stability.Our vision for the Global South will go beyond SAGAR-it will be MAHASAGAR: PM Modi
March 12th, 12:30 pm
During his visit to Mauritius, PM Modi emphasized the deep-rooted ties between the two nations, announcing an 'Enhanced Strategic Partnership' with PM Ramgoolam. India will assist in building a new Parliament, modernizing infrastructure, and strengthening security. With a focus on digital innovation, trade, and cultural ties, PM Modi reaffirmed India’s commitment to regional growth and cooperation.ୟୁରୋପିଆନ୍ କମିଶନର ଅଧ୍ୟକ୍ଷ ମିସ୍ ଉର୍ସୁଲା ଭନ୍ ଡେର୍ ଲେୟେନଙ୍କ ଭାରତ ଗସ୍ତ (ଫେବୃଆରୀ ୨୭-୨୮, ୨୦୨୫)
February 28th, 06:05 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ୟୁରୋପିଆନ କମିଶନର ପ୍ରେସିଡେଣ୍ଟ ମିସ୍ ଉର୍ସୁଲା ଭନ୍ ଡେର୍ ଲେୟେନ୍ ଦୃଢ଼ୋକ୍ତି ପ୍ରକାଶ କରିଥିଲେ ଯେ ୟୁରୋପୀୟ ସଂଘ-ଭାରତର ରଣନୈତିକ ଭାଗିଦାରୀ ସେମାନଙ୍କ ଜନସାଧାରଣ ଏବଂ ବିଶ୍ୱ କଲ୍ୟାଣ ପାଇଁ ବୃହତ୍ ଲାଭ ପ୍ରଦାନ କରିଛି । ଭାରତ-ୟୁରୋପୀୟ ସଂଘ ରଣନୈତିକ ଭାଗିଦାରୀର ୨୦ ବର୍ଷ ଏବଂ ଭାରତ-ଇସି ସହଯୋଗ ଚୁକ୍ତିର ୩୦ ବର୍ଷରୁ ଅଧିକ ସମୟକୁ ଆଧାର କରି ସେମାନେ ଏହି ଭାଗିଦାରୀକୁ ଉଚ୍ଚ ସ୍ତରକୁ ନେବାକୁ ସେମାନଙ୍କର ପ୍ରତିଶ୍ରୁତିବଦ୍ଧତାକୁ ଦୋହରାଇଥିଲେ।ୟୁରୋପୀୟ ଆୟୋଗର ଅଧ୍ୟକ୍ଷଙ୍କ ସହ ପୂର୍ଣ୍ଣାଙ୍ଗ ଅଧିବେଶନରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦ୍ଘାଟନୀ ଭାଷଣ (ଫେବୃଆରୀ ୨୮, ୨୦୨୫)
February 28th, 01:50 pm
ମୁଁ ଆପଣ ସମସ୍ତଙ୍କୁ ଭାରତକୁ ସ୍ୱାଗତ କରୁଛି । ଏତେ ବ୍ୟାପକ ସ୍ତରରେ ଗୋଟିଏ ଦେଶ ସହ ଇୟୁ କଲେଜ ଅଫ୍ କମିଶନରଙ୍କ ଯୋଗଦାନ ଅଭୂତପୂର୍ବ ଅଟେ । ଆମ ପାଇଁ ଏହା ପ୍ରଥମ ଥର, ଯେ ମୋର ଅନେକ କ୍ୟାବିନେଟ୍ ସହଯୋଗୀ ଦ୍ୱିପାକ୍ଷିକ ଆଲୋଚନା ପାଇଁ ଏକତ୍ରିତ ହୋଇଛନ୍ତି। ମୋର ମନେ ଅଛି, ୨୦୨୨ ରେ ରାଇସିନା ଡାଏଲଗରେ ଆପଣ ଉଲ୍ଲେଖ କରିଥିଲେ ଯେ ଭାରତ ଏବଂ ୟୁରୋପୀୟ ସଂଘ ପ୍ରାକୃତିକ ଅଂଶୀଦାର ଅଟନ୍ତି । ଆଉ ଆଗାମୀ ଦଶନ୍ଧିରେ ଭାରତ ସହ ସମ୍ପର୍କ ସୁଦୃଢ଼ କରିବା ଏବଂ ସେମାନଙ୍କୁ ଉତ୍ସାହିତ କରିବା ୟୁରୋପୀୟ ସଂଘ ପାଇଁ ଏକ ପ୍ରମୁଖ ପ୍ରାଥମିକତା ହେବ । ଏବଂ ବର୍ତ୍ତମାନ, ଆପଣଙ୍କର ନୂତନ କାର୍ଯ୍ୟକାଳର ଆରମ୍ଭରେ, ଆପଣ ଭାରତକୁ ଏକ ଗନ୍ତବ୍ୟସ୍ଥଳରେ ପରିଣତ କରିଛନ୍ତି । ଭାରତ-ୟୁରୋପୀୟ ସଂଘ ସମ୍ପର୍କରେ ଏହା ଏକ ମାଇଲଖୁଣ୍ଟ ମୁହୂର୍ତ୍ତ ଅଟେ ।ଭାରତର ପ୍ରଧାନମନ୍ତ୍ରୀଙ୍କ ଆମେରିକା ଗସ୍ତ ସମୟରେ ଭାରତ - ଆମେରିକା ମିଳିତ ବିବୃତି
February 14th, 09:07 am
ଯୁକ୍ତରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି ମାନନୀୟ ଡୋନାଲ୍ଡ ଜେ. ଟ୍ରମ୍ପ ୧୩ ଫେବୃଆରୀ, ୨୦୨୫ରେ ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ୱାଶିଂଟନ ଡିସିରେ ଏକ ସରକାରୀ କାର୍ଯ୍ୟକ୍ରମ ଗସ୍ତ ଅବସରରେ ସ୍ଵାଗତ କରିଥିଲେ ।