TMC government is run either by goons or only after High Court and Supreme Court orders: PM Modi in Arambagh, West Bengal
April 26th, 01:50 pm
Addressing a Vijay Sankalp rally in Arambagh, West Bengal, PM Modi remarked that after 15 years of intimidation, the people of Bengal are now determined to defeat injustice. He noted that the TMC government acts only after the court intervention. He concluded by urging people to vote decisively for BJP, stating that only a government free from fear, corruption and syndicate control can unlock Bengal’s true potential.The expiry date of this 15-year syndicate TMC raj is 4 May: PM Modi in Bangaon, West Bengal
April 26th, 01:30 pm
Addressing a massive public rally in Bangaon, West Bengal, PM Modi delivered a sharp message against TMC’s corruption, syndicate raj and fear politics. Stating that “Nari Shakti” has been the worst affected under TMC rule, he called upon women to lead the change. He also outlined BJP’s roadmap for development, security and prosperity in West Bengal and recalled the legacy of Syama Prasad Mookerjee.PM Modi’s impactful rallies in Bangaon and Arambagh, West Bengal
April 26th, 01:24 pm
PM Modi addressed massive public gatherings in Bangaon and Arambagh, delivering a sharp message against TMC’s corruption, syndicate raj and fear politics, while presenting BJP’s roadmap for development, security and prosperity in West Bengal.Criminals who have been sheltered under TMC will be punished: PM Modi in Jadavpur, West Bengal
April 24th, 11:45 am
Addressing a massive public meeting in Jadavpur, West Bengal, PM Modi highlighted the scale of participation in the first phase of polling. He asserted that TMC may not even open its account in the first phase and urged voters in the second phase to give a decisive mandate for BJP for a developed Bengal. He also raised concerns about the situation in Jadavpur University and touched upon local issues affecting people.Bengal’s industries and MSMEs have been destroyed under TMC: PM Modi in Dum Dum
April 24th, 11:35 am
Prime Minister Narendra Modi today addressed a massive public gathering in Dum Dum, West Bengal, delivering a high-energy speech that resonated strongly with the people of Bengal. He congratulated the citizens for the visible wave of change and asserted that the first phase of polling had already signaled a decisive shift in the state’s political landscape.PM Modi ignites Dum Dum and Jadavpur with fiery addresses
April 24th, 11:30 am
Prime Minister Narendra Modi today addressed two massive public gatherings in Dum Dum and Jadavpur, West Bengal, delivering high-energy speeches that resonated strongly with the people of the state. He congratulated the citizens on the visible wave of change and asserted that the first phase of polling had already signaled a decisive shift in the state’s political landscape.ନବରାତ୍ରୀ ସମୟରେ ଭକ୍ତିର ଅପାର ଶକ୍ତି ବିଷୟରେ ଉଲ୍ଲେଖ କରିଛନ୍ତି ପ୍ରଧାନମନ୍ତ୍ରୀ
March 22nd, 09:12 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନବରାତ୍ରିର ଆଧ୍ୟାତ୍ମିକ ଗୁରୁତ୍ୱ ଉପରେ ନିଜର ମତବ୍ୟକ୍ତ କରି ମାତା ଦେବୀଙ୍କ ପ୍ରତି ଭକ୍ତିରୁ ମିଳୁଥିବା ଗଭୀର ଶକ୍ତି ଏବଂ ଦକ୍ଷତା ଉପରେ ଗୁରୁତ୍ୱାରୋପ କରିଛନ୍ତି।ମନ୍ କୀ ବାତ୍ ସେପ୍ଟେମ୍ବର 2025
September 28th, 11:00 am
ମୋର ପ୍ରିୟ ଦେଶବାସୀଗଣ, ‘ମନ୍ କି ବାତ୍’ରେ ଆପଣ ସମସ୍ତଙ୍କ ସହିତ ଯୋଡିହେବା, ଆପଣ ସମସ୍ତଙ୍କଠାରୁ ଶିଖିବା, ଦେଶର ଲୋକଙ୍କ ଉପଲବ୍ଧି ବିଷୟରେ ଜାଣିବା, ପ୍ରକୃତରେ ମୋତେ ବହୁତ ସୁଖଦ ଅନୁଭୂତି ପ୍ରଦାନ କରିଥାଏ । ପରସ୍ପର ସହିତ ନିଜ କଥା ବାଣ୍ଟି, ନିଜ ମନର କଥା କହିବା ଭିତରେ ଜଣାପଡ଼ିଲାନି ଯେ, ଏହି କାର୍ଯ୍ୟକ୍ରମ ୧୨୫ ଅଧ୍ୟାୟ ପୂରଣ କରିସାରିଲାଣି । ଆଜି ହେଉଛି ଏହି କାର୍ଯ୍ୟକ୍ରମର ୧୨୬ତମ ଅଧ୍ୟାୟ ଏବଂ ଆଜିର ଦିନ ସହିତ କିଛି ବିଶେଷ କଥା ମଧ୍ୟ ଯୋଡ଼ି ହୋଇ ରହିଛି । ଆଜି ହେଉଛି ଭାରତର ଦୁଇ ମହାନ ବ୍ୟକ୍ତିଙ୍କ ଜୟନ୍ତୀ । ମୁଁ କହୁଛି ଶହୀଦ ଭଗତ ସିଂ ଏବଂ ଲତା ଦିଦିଙ୍କ କଥା ।ଦେଶବାସୀଙ୍କୁ ପବିତ୍ର ମହାଳୟାର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
September 21st, 09:55 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମସ୍ତ ଦେଶବାସୀଙ୍କୁ ପବିତ୍ର ମହାଳୟା ଅବସରରେ ଶୁଭକାମନା ଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “ଦୁର୍ଗାପୂଜାର ପବିତ୍ର ଦିନଗୁଡିକ ନିକଟତର ହେବା ସହିତ, ଆମର ଜୀବନ ଆଲୋକ ଏବଂ ଉଦ୍ଦେଶ୍ୟରେ ପରିପୂର୍ଣ୍ଣ ହେଉ । ମା’ ଦୁର୍ଗାଙ୍କ ଦିବ୍ୟ ଆଶୀର୍ବାଦ ସମସ୍ତଙ୍କ ଜୀବନରେ ଅପାର ଶକ୍ତି, ଅସୀମ ଆନନ୍ଦ ଏବଂ ଉତ୍ତମ ସ୍ୱାସ୍ଥ୍ୟ ଆଣିଦେଉ ।”For the benefits of central schemes to reach Bengal, a BJP government is essential: PM Modi in Kolkata
August 22nd, 06:00 pm
PM Modi addressed an overflowing crowd gathered at a public meeting in Kolkata where he declared that Bengal’s rise is essential for India’s rise. He firmly reassured, “The BJP government at the Centre has continuously supported Bengal’s growth. From highways to railways, Bengal has received three times more funds than under UPA. But the biggest challenge is that funds sent from Delhi are looted by the state government and not spent on people’s welfare. Instead, they are siphoned off to TMC cadres,” he said.PM Modi’s Kolkata rally: Call for a Viksit Bangla, real ‘poriborton’ and end of TMC’s misrule!
August 22nd, 05:57 pm
PM Modi addressed an overflowing crowd gathered at a public meeting in Kolkata where he declared that Bengal’s rise is essential for India’s rise. He firmly reassured, “The BJP government at the Centre has continuously supported Bengal’s growth. From highways to railways, Bengal has received three times more funds than under UPA. But the biggest challenge is that funds sent from Delhi are looted by the state government and not spent on people’s welfare. Instead, they are siphoned off to TMC cadres,” he said.ନବରାତ୍ରିରେ ମା’ ଦୁର୍ଗାଙ୍କ ପୂଜା ଦ୍ୱାରା ଭକ୍ତଙ୍କ ଜୀବନରେ ନୂତନ ଶକ୍ତି ଓ ସଂକଳ୍ପ ସଞ୍ଚାର ହୋଇଥାଏ : ପ୍ରଧାନମନ୍ତ୍ରୀ
April 03rd, 06:57 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନବରାତ୍ରିରେ ମା’ ଦୁର୍ଗାଙ୍କ ପୂଜା ଦ୍ୱାରା ଭକ୍ତଙ୍କ ଜୀବନରେ ନୂତନ ଶକ୍ତି ଏବଂ ସଂକଳ୍ପ ସଞ୍ଚାର ହୋଇଥାଏ ବୋଲି କହିଛନ୍ତି । ଏହି ଅବସରରେ ସେ, ଶ୍ରୀମତୀ ଅନୁରାଧା ପଡୱାଲ୍ଙ୍କର ଏକ ଭଜନ ମଧ୍ୟ ଶେୟାର କରିଛନ୍ତି ।PM reflects on Navratri's sacred journey with worship of Maa Ambe
April 02nd, 10:06 am
The Prime Minister Shri Narendra Modi today reflected on Navratri’s sacred journey with worship of Maa Ambe. Urging everyone to listen, he shared a prayer dedicated to the forms of Devi Maa.ନବରାତ୍ରିରେ ଦେବୀ ମା’ଙ୍କ ପୂଜା ଦ୍ୱାରା ମନକୁ ଶାନ୍ତି ମିଳିଥାଏ : ପ୍ରଧାନମନ୍ତ୍ରୀ
April 01st, 10:02 am
ନବରାତ୍ରିରେ ଦେବୀ ମା’ଙ୍କ ପୂଜା ଦ୍ୱାରା ମନକୁ ଅସୀମ ଶାନ୍ତି ମିଳିଥାଏ ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କହିଛନ୍ତି । ଏଥିସହ ସେ ପଣ୍ଡିତ ଭୀମସେନ ଜୋଶୀଙ୍କର ଏକ ଭଜନ ମଧ୍ୟ ଶେୟାର କରିଛନ୍ତି ।ସୁଖ, ଶାନ୍ତି ଏବଂ ନୂତନ ଉର୍ଜାର ସନ୍ଦେଶ ସହ ନବରାତ୍ରିକୁ ସ୍ମରଣ କଲେ ପ୍ରଧାନମନ୍ତ୍ରୀ
March 31st, 09:10 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେବୀ ଦୁର୍ଗାଙ୍କ ଦିବ୍ୟ ଆଶୀର୍ବାଦ ସମ୍ପର୍କରେ ଉଲ୍ଲେଖ କରି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଏଥିସହ ଦେବୀଙ୍କ କୃପା କିପରି ଭକ୍ତମାନଙ୍କ ପାଇଁ ଶାନ୍ତି, ପ୍ରସନ୍ନତା ଏବଂ ନୂତନ ଶକ୍ତି ଆଣିଦେଇଥାଏ ସେ ଉପରେ ମଧ୍ୟ ପ୍ରଧାନମନ୍ତ୍ରୀ ଆଲୋକପାତ କରିଛନ୍ତି । ଏହି ଅବସରରେ ସେ ଶ୍ରୀମତୀ ରାଜଲକ୍ଷ୍ମୀ ସଞ୍ଜୟଙ୍କ ଏକ ପ୍ରାର୍ଥନା ଶେୟାର କରିଛନ୍ତି ।ପଡକାଷ୍ଟରେ ଲେକ୍ସ ଫ୍ରିଡମ୍ୟାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପର ଓଡ଼ିଆ ଅନୁବାଦ
March 16th, 11:47 pm
ମୋର ଶକ୍ତି ମୋଦୀ ହେବାରେ ନୁହେଁ; ଏହା ୧୪୦ କୋଟି ଭାରତୀୟଙ୍କ ଠାରୁ ଆସିଛି, ହଜାର ହଜାର ବର୍ଷର ଆମ ଦେଶର ସମୃଦ୍ଧ ସାଂସ୍କୃତିକ ଏବଂ ଐତିହାସିକ ପରମ୍ପରାରୁ ଆସିଛି। ଏହା ହିଁ ମୋର ପ୍ରକୃତ ଶକ୍ତି । ମୁଁ ଯେଉଁଠିକୁ ବି ଯାଏ, ମୁଁ ମୋଦୀ ଭାବେ ଯାଏ ନାହିଁ- ବେଦ ଠାରୁ ଆରମ୍ଭ କରି ବିବେକାନନ୍ଦ ପର୍ଯ୍ୟନ୍ତ ଆମ ସଭ୍ୟତାର ହଜାର ହଜାର ବର୍ଷ ପୁରୁଣା ମହାନ ପରମ୍ପରାକୁ ମୁଁ ସାଙ୍ଗରେ ନେଇ ଯାଇଥାଏ। ମୁଁ ୧୪୦ କୋଟି ଲୋକଙ୍କ ପ୍ରତିନିଧିତ୍ବ କରୁଛି, ସେମାନଙ୍କ ସ୍ୱପ୍ନ ଏବଂ ସେମାନଙ୍କ ଆକାଂକ୍ଷାକୁ ପ୍ରତିନିଧିତ୍ୱ କରୁଛି । ସେଥିପାଇଁ ଯେତେବେଳେ ମୁଁ ବିଶ୍ୱର କୌଣସି ନେତାଙ୍କ ସହ ହାତ ମିଳାଉଛି, ତାହା କେବଳ ମୋଦୀଙ୍କ ହାତ ନୁହେଁ- ଏହା ୧୪୦ କୋଟି ଭାରତୀୟଙ୍କ ହାତ। ମୋର ଶକ୍ତି ମୋର ନୁହେଁ; ଏହା ହେଉଛି ଭାରତର ଶକ୍ତି । ଯେତେବେଳେ ବି ଆମେ ଶାନ୍ତି କଥା କହୁଛୁ, ବିଶ୍ୱ ଶୁଣେ, କାରଣ ଏହା ମହାତ୍ମା ଗାନ୍ଧୀଙ୍କ ଦେଶ ବୁଦ୍ଧଙ୍କ ଭୂମି। ଆମେ ସଂଘର୍ଷକୁ ନୁହେଁ; ଆମେ ଶାନ୍ତିକୁ ସମର୍ଥନ କରୁଛୁ। ଆମେ ପ୍ରକୃତି ସହିତ ସଂଘର୍ଷ ଚାହୁଁନାହୁଁ କିମ୍ବା ଜାତି ମାନଙ୍କ ମଧ୍ୟରେ ସଂଘର୍ଷ ଚାହୁଁନାହୁଁ - ଆମେ ଏପରି ଦେଶ ଯିଏ ସହଯୋଗରେ ବିଶ୍ୱାସ କରୁ । ଶାନ୍ତି ପ୍ରତିଷ୍ଠା ଦିଗରେ ଯଦି ଆମେ କୌଣସି ପ୍ରକାର ଅବଦାନ ଦେଇପାରିବା, ତେବେ ଆମେ ସବୁବେଳେ ତାହା କରିବାକୁ ଚେଷ୍ଟା କରୁଛୁ। ମୋ ଜୀବନ ଅତ୍ୟଧିକ ଦାରିଦ୍ର୍ୟରୁ ବାହାରିଥିଲା, ତଥାପି ଆମେ କେବେ ବି ଏହା ଦ୍ୱାରା ବୋଝ ଅନୁଭବ କରିନଥିଲୁ। ସାରା ଜୀବନ ଜୋତା ପିନ୍ଧିଥିବା ବ୍ୟକ୍ତି ଯଦି ହଠାତ୍ ଏହାକୁ ହରାଇଥାନ୍ତି, ତେବେ ସେମାନେ ହୁଏତ ସଂଘର୍ଷ କରିପାରନ୍ତି। କିନ୍ତୁ ଯେଉଁମାନେ କେବେ ଜୋତା ପିନ୍ଧି ନାହାନ୍ତି, ସେମାନଙ୍କ ପାଇଁ ଏଥିରୁ ବଞ୍ଚିତ ହେବାର କୌଣସି ଭାବନା ନଥାଏ- ଆମେ କେବଳ ସେମାନଙ୍କ ଭଳି ଜୀବନ ଅତିବାହିତ କରୁଛୁ।ଏକ ପଡ୍କାଷ୍ଟରେ ଲେକ୍ସ ଫ୍ରିଡ୍ମ୍ୟାନଙ୍କ ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସାକ୍ଷାତକାର
March 16th, 05:30 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ପଡ୍କାଷ୍ଟରେ ଲେକ୍ସ ଫ୍ରିଡ଼ମ୍ୟାନଙ୍କ ସହିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏହି ମନଖୋଲା ଆଲୋଚନାରେ କାହିଁକି ସେ ଉପବାସ କରନ୍ତି ଓ ଉପବାସ କରିବାରେ କିପରି ସକ୍ଷମ ହୁଅନ୍ତି ବୋଲି ପ୍ରଶ୍ନ କରାଯିବାରୁ ଉପବାସକୁ ପ୍ରଧାନମନ୍ତ୍ରୀଙ୍କ ପ୍ରତି ସମ୍ମାନ ଭାବେ ଗ୍ରହଣ କରିଥିବାରୁ ଲେକ୍ସ ଫ୍ରିଡମ୍ୟାନଙ୍କ ପ୍ରତି କୃତଜ୍ଞତା ଜ୍ଞାପନ କରିଥିଲେ ପ୍ରଧାନମନ୍ତ୍ରୀ। ଶ୍ରୀ ମୋଦୀ କହିଥିଲେ, ଭାରତରେ ଧାର୍ମିକ ପରମ୍ପରା ଦୈନନ୍ଦିନ ଜୀବନ ସହିତ ଓତଃପ୍ରୋତ ଭାବେ ଜଡ଼ିତ। ଭାରତର ସୁପ୍ରିମକୋର୍ଟଙ୍କ ବ୍ୟାଖ୍ୟା ଅନୁସାରେ ହିନ୍ଦୁ ଧର୍ମ କେବଳ ଧାର୍ମିକ ବିଧି ବିଧାନ ନୁହେଁ। ବରଂ ଏହା ହେଉଛି ମଣିଷ ଜୀବନକୁ ପଥ ପ୍ରଦର୍ଶନ କରୁଥିବା ଏକ ଦର୍ଶନ। ସେ କହିଥିଲେ ଯେ, ଶୃଙ୍ଖଳିତ ଜୀବନ ପାଇଁ ଉପବାସ ହେଉଛି ବେଶ୍ ଗୁରୁତ୍ୱପୂର୍ଣ୍ଣ। ଏହା ଜଣକର ଅନ୍ତଃ ଓ ବାହ୍ୟ ମଧ୍ୟରେ ସନ୍ତୁଳନ ରକ୍ଷା କରିଥାଏ। ପ୍ରଧାନମନ୍ତ୍ରୀ କହିଥିଲେ, ଉପବାସ ଜଣକର ଇନ୍ଦ୍ରିୟଗୁଡ଼ିକୁ ଆହୁରି ଶକ୍ତିଶାଳୀ କରିଥାଏ, ସେମାନଙ୍କୁ ଆହୁରି ସମ୍ବେଦନଶୀଳ ଓ ସଚେତନ କରିଥାଏ। ସେ ନିଜ ଅନୁଭବରୁ କହିଥିଲେ ଯେ, ଉପବାସ ସମୟରେ କୌଣସି ଟିକିଏ ସୂକ୍ଷ୍ମ କଥାକୁ ମଧ୍ୟ ଜଣେ ସ୍ପଷ୍ଟ ଭାବେ ମନେ ରଖିପାରେ। ସେ ଆହୁରି କହିଥିଲେ, ଚିନ୍ତନ ପ୍ରକ୍ରିୟାକୁ ଆହୁରି ତ୍ୱରାନ୍ୱିତ କରିଥାଏ ଉପବାସ। ଏହା ନୂଆ ଦୃଷ୍ଟିକୋଣ ପ୍ରଦାନ କରିବା ସହିତ ଅଭିନବ ଚିନ୍ତନ ପ୍ରକ୍ରିୟାକୁ ପ୍ରୋତ୍ସାହିତ କରିଥାଏ। ଶ୍ରୀ ମୋଦୀ ସ୍ପଷ୍ଟ କରିଥିଲେ ଯେ, କେବଳ ଖାଦ୍ୟ ନ ଖାଇବା ଉପବାସ ନୁହେଁ, ଏହା ହେଉଛି ପ୍ରସ୍ତୁତି ଓ ବିଶୁଦ୍ଧିକରଣର ଏକ ବୈଜ୍ଞାନିକ ପ୍ରକ୍ରିୟା। ସେ କହିଥିଲେ ଯେ, ଉପବାସ କରିବା ପୂର୍ବରୁ ବେଶ୍ କିଛି ଦିନ ଆୟୁର୍ବେଦିକ୍ ଓ ଯୋଗ ଜରିଆରେ ସେ ନିଜ ଶରୀରକୁ ଉପବାସ ପାଇଁ ପ୍ରସ୍ତୁତ କରନ୍ତି। ଏହି ସମୟରେ ନିୟମିତ ଓ ପର୍ଯ୍ୟାପ୍ତ ଭାବେ ପାଣି ପିଇବା ଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ। ଉପବାସ ଆରମ୍ଭ ହେବା ମାତ୍ରେ ଏହାକୁ ସେ ସମର୍ପଣ ଓ ଆତ୍ମଶୃଙ୍ଖଳା ଏକ କାମ ବୋଲି ବିଚାର କରନ୍ତି। ଏହା ସହିତ ଗଭୀର ଆତ୍ମଚିନ୍ତନ ଓ ଧ୍ୟାନକୁ ଗୁରୁତ୍ୱ ଦିଅନ୍ତି। ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଉପବାସ କରିବାର ଏହି ଅଭ୍ୟାସ ତାଙ୍କର ନିଜ ଜୀବନର ଏକ ଘଟଣାରୁ ଆରମ୍ଭ ହୋଇଥିଲା। ସ୍କୁଲରେ ପଢୁଥିବା ବେଳେ ମହାତ୍ମା ଗାନ୍ଧିଙ୍କ ପ୍ରେରଣାରୁ ହୋଇଥିବା ଏକ ଅଭିଯାନରୁ ଏହା ଆରମ୍ଭ ହୋଇଥିଲା। ଯେତେବେଳେ ସେ ପ୍ରଥମ ଥର ଉପବାସ କରିଥିଲେ, ତାଙ୍କ ଶରୀରରେ ଅଧିକ ଶକ୍ତି ଓ ଚେତନା ଆସିଥିବାର ସେ ଅନୁଭବ କରିଥିଲେ। ଏଥିରୁ ସେ ନିଶ୍ଚିତ ହେଲେ ଯେ, ଉପବାସର ଏକ ବଡ଼ ପରିବର୍ତ୍ତନକାରୀ ଶକ୍ତି ଅଛି। ସେ ଉଲ୍ଲେଖ କରିଥିଲେ, ଉପବାସ ତାଙ୍କୁ ମାନ୍ଦା କରିନଥାଏ, ବରଂ ଏହା ତାଙ୍କ କାର୍ଯ୍ୟଦକ୍ଷତାକୁ ଆହୁରି ବୃଦ୍ଧି କରିଥାଏ। ଉପବାସ ସମୟରେ ତାଙ୍କ ମନକୁ ସ୍ୱତଃପ୍ରବୃତ୍ତ ଭାବେ ସକରାତ୍ମକ ଚିନ୍ତନ ଓ ସୃଜନଶୀଳତା ଆପେ ଆପେ ଆସିଥାଏ। ନିଜକୁ ପରିପ୍ରକାଶ କରିବାରେ ଏହା ଏକ ଅତୁଳନୀୟ ଅନୁଭବ ପ୍ରଦାନ କରିଥାଏ ବୋଲି କହିଥିଲେ ପ୍ରଧାନମନ୍ତ୍ରୀ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ଦ୍ୱାରା ଲିଖିତ ଗର୍ବା ଗୀତ ‘ଆବତୀ କଲାୟା ମାଡି ଭାୟା କଲାୟା’ ଶେୟାର କଲେ
October 07th, 10:44 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦେବୀ ଦୁର୍ଗାଙ୍କୁ ଶ୍ରଦ୍ଧାଞ୍ଜଳି ସ୍ୱରୂପ ଲେଖିଥିବା ‘ଆବତୀ କଲାୟା ମାଡି ଭାୟା କଲାୟା’ ଶୀର୍ଷକ ଗୀତ ଶେୟାର କରିଛନ୍ତି ।ମହାଳୟା ଅବସରରେ ଦେଶବାସୀଙ୍କ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 02nd, 03:13 pm
ମହାଳୟା ଅବସରରେ ଆଜି ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।ଲୋକସଭାରେ ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ
July 02nd, 09:58 pm
ଆମର ସମ୍ମାନୀୟ ରାଷ୍ଟ୍ରପତି ମଦୋଦୟ, ତାଙ୍କ ବକ୍ତବ୍ୟରେ ବିକଶିତ ଭାରତର ସଂକଳ୍ପକୁ ନିଜ ଭାଷଣରେ ବିସ୍ତାର କରିଛନ୍ତି । ମାନନୀୟ ରାଷ୍ଟ୍ରପତି ମଦୋଦୟ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠାଇଛନ୍ତି । ମାନ୍ୟବର ରାଷ୍ଟ୍ରପତି ଆମକୁ ଏବଂ ଆମ ଦେଶକୁ ମାର୍ଗଦର୍ଶନ କରିଛନ୍ତି, ଏଥିପାଇଁ ମୁଁ ରାଷ୍ଟ୍ରପତି ମଦୋଦୟଙ୍କୁ ହୃଦୟରୁ କୃତଜ୍ଞତା ଜଣାଉଛି ।