ଅରୁଣାଚଳ ପ୍ରଦେଶର ଇଟାନଗରରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 22nd, 11:36 am
ଅରୁଣାଚଳ ପ୍ରଦେଶର ରାଜ୍ୟପାଳ ଶ୍ରୀ କେ.ଟି ପରନାୟକ ଜୀ, ରାଜ୍ୟର ଲୋକପ୍ରିୟ ଏବଂ ଯୁବ ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ, କିରେନ ରିଜିଜୁ, ରାଜ୍ୟ ସରକାରଙ୍କ ମନ୍ତ୍ରୀଗଣ, ମୋର ସାଥୀ ସାଂସଦ ନବମ ରେବିଆ ଜୀ ଏବଂ ତାପିର ଗାଓ ଜୀ, ସମସ୍ତ ବିଧାୟକଗଣ, ଅନ୍ୟ ଜନ ପ୍ରତିନିଧିଗଣ, ଏବଂ ଅରୁଣାଚଳ ପ୍ରଦେଶର ମୋର ପ୍ରିୟ ଭାଇ ଓ ଭଉଣୀମାନେ !ଅରୁଣାଚଳ ପ୍ରଦେଶ ଇଟାନଗରରେ ୫୧୦୦ କୋଟିରୁ ଅଧିକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
September 22nd, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି, ଅରୁଣାଚଳ ପ୍ରଦେଶର ଇଟାନଗରରେ ପ୍ରାୟ ୫୧୦୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିଛନ୍ତି। ଉପସ୍ଥିତ ସମାବେଶକୁ ସମ୍ବୋଧନ କରି, ସେ ପରମାତ୍ମା ଡୋନୟି ପୋଲୋଙ୍କୁ ସ୍ମରଣ କରିବା ସହ ସମସ୍ତଙ୍କ ଉପରେ ତାଙ୍କର କୃପା ରହୁ ବୋଲି ପ୍ରାର୍ଥନା କରିଥିଲେ।ନବରାତ୍ରୀର ପ୍ରଥମ ଦିନରେ ଦେବୀ ଶୈଳପୁତ୍ରୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରାର୍ଥନା
September 22nd, 09:29 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନବରାତ୍ରୀର ପ୍ରଥମ ଦିନରେ ଦେବୀ ଶୈଳପୁତ୍ରୀଙ୍କୁ ପ୍ରାର୍ଥନା କରିଛନ୍ତି ।