Prime Minister condoles the loss of lives due to an accident in Gonda, Uttar Pradesh
August 03rd, 01:36 pm
Prime Minister Shri Narendra Modi today condoled the loss of lives due to an accident in Gonda, Uttar Pradesh. He announced an ex-gratia of Rs. 2 lakh from PMNRF for the next of kin of each deceased and Rs. 50,000 to the injured.ଗୁୟାନାରେ ଭାରତୀୟ ସମୁଦାୟଙ୍କୁ ଉଦବୋଧନ କଲେ ପ୍ରଧାନମନ୍ତ୍ରୀ
November 22nd, 03:02 am
ଆଜି ମୁଁ ଆପଣମାନଙ୍କ ସହ ଥିବାରୁ ବହୁତ ଖୁସି । ପ୍ରଥମତ ଆମ ସହ ଯୋଗ ଦେଇଥିବାରୁ ରାଷ୍ଟ୍ରପତି ଇରଫାନ ଅଲ୍ଲୀଙ୍କୁ ଧନ୍ୟବାଦ । ମୁଁ ଆସିବା ଦିନରୁ ମିଳୁଥିବା ଭଲପାଇବା ଓ ସ୍ନେହରେ ମୁଁ ଅଭିଭୂତ । ରାଷ୍ଟ୍ରପତି ଅଲ୍ଲୀ ତାଙ୍କର ଘରର ଦ୍ୱାର ମୋ ପାଇଁ ଖୋଲିଥିବାରୁ ଧନ୍ୟବାଦ । ଦୟାଳୁ ଭାବନା ଓ ଉତ୍ସାହ ପାଇଁ ତାଙ୍କ ପରିବାରଙ୍କୁ ଧନ୍ୟବାଦ । ଆତିଥେୟତାର ଆତ୍ମା ଆମ ସଂସ୍କୃତିର ହୃଦୟରେ ରହିଛି । ବିଗତ ଦୁଇ ଦିନ ଧରି ମୁଁ ତାହା ଅନୁଭବ କରିପାରୁଛି । ରାଷ୍ଟ୍ରପତି ଅଲ୍ଲୀ ଏବଂ ତାଙ୍କ ଜେଜେ ମା’ଙ୍କ ସହ ଆମେ ଏକ ବୃକ୍ଷରୋପଣ କରିଛୁ । ଏହା ‘ଏକ ପେଡ଼୍ ମା କେ ନାମ୍’ ତଥା ‘ମାଆଙ୍କ ନାମରେ ଗୋଟିଏ ଗଛ’ ଅଭିଯାନର ଅଂଶବିଶେଷ । ଏହା ଏକ ଆବେଗିକ ମୁହୂର୍ତ୍ତ ଥିଲା ଯାହା କି ସର୍ବଦା ମୋର ମନେ ରହିବ ।ଗୁୟାନାରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
November 22nd, 03:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁୟାନାର ଜର୍ଜଟାଉନ୍ରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ଗୁୟାନାର ରାଷ୍ଟ୍ରପତି ଡ. ଇରଫାନ୍ ଅଲି, ପ୍ରଧାନମନ୍ତ୍ରୀ ମାର୍କ ଫିଲିପ୍ସ, ଉପରାଷ୍ଟ୍ରପତି ଭାରତ ଜଗଦେବ, ପୂର୍ବ ରାଷ୍ଟ୍ରପତି ଡୋନାଲ୍ଡ ରାମୋତାରଙ୍କ ସହିତ ଅନ୍ୟାନ୍ୟ ଗଣମାନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ । ଏହି ସମାବେଶକୁ ସମ୍ବୋଧିତ କରି ଶ୍ରୀ ମୋଦୀ ରାଷ୍ଟ୍ରପତିଙ୍କୁ ଧନ୍ୟବାଦ ଜଣାଇବା ସହ ତାଙ୍କ ଆଗମନରେ ବିଶେଷ ଉତ୍ସାହ ସହ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦେଇଥିବାରୁ ଖୁସି ବ୍ୟକ୍ତ କରିଥିଲେ । ସେ ଆହୁରି ମଧ୍ୟ ରାଷ୍ଟ୍ରପତି ଏବଂ ତାଙ୍କ ପରିବାରକୁ ସେମାନଙ୍କର ଆତିଥ୍ୟ ଏବଂ ସହୃଦୟତା ପାଇଁ ଧନ୍ୟବାଦ ଦେଇଥିଲେ । ଶ୍ରୀ ମୋଦୀ କହିଛନ୍ତି ଯେ, ଆତିଥ୍ୟର ଭାବନା ଆମ ସଂସ୍କୃତିର ଆତ୍ମାରେ ରହିଛି । ପ୍ରଧାନମନ୍ତ୍ରୀ ମନ୍ତବ୍ୟ ଦେଇଛନ୍ତି ଯେ ସେ ଭାରତ ସରକାରଙ୍କର ‘ଏକ୍ ପେଡ୍ ମାଁ କେ ନାମ୍’ (ଗୋଟିଏ ଗଛ ମାଆଙ୍କ ନାମରେ) ଅଭିଯାନର ଅଂଶ ଭାବରେ ରାଷ୍ଟ୍ରପତି ଏବଂ ତାଙ୍କର ଜେଜେମାଆଙ୍କ ସହ ଏକ ବୃକ୍ଷ ରୋପଣ କରିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ ଏହା ଏକ ଭାବପ୍ରମଣ ମୁହୂର୍ତ୍ତ, ଯାହାକୁ ସେ ସବୁଦିନ ପାଇଁ ମନେ ରଖିବେ ।ସୋସିଆଲ ମିଡିଆ କର୍ଣ୍ଣର 24 ଫେବୃୟାରୀ 2017
February 24th, 07:44 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।Wrong Doings of SP, BSP, Congress Exposed; Urge People to Elect BJP Government: PM Modi
February 24th, 01:56 pm
PM Modi addressed a huge public meeting in Gonda. PM Modi attacked the SP, BSP & Congress. He said all their wrong doings were exposed and people in Uttar Pradesh needed a change in governance. He urged people of the state to elect a BJP Government with full majority. PM also apoke at length about several initiatives of the Central Government that were transforming people's lives.PM Modi addresses public rally in Gonda, Uttar Pradesh
February 24th, 01:52 pm
PM Narendra Modi addressed a huge public meeting in Gonda, Uttar Pradesh. PM Modi attacked the SP, BSP & Congress. He said all their wrong doings were exposed and people in Uttar PRadesh needed a change in governance. He urged people of the state to elect a BJP Government with full majority. PM also apoke at length about several initiatives of the Central Government that were transforming people's lives.