୨୪ ଅପ୍ରେଲରେ ବିହାର ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ
April 23rd, 06:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୪ ଅପ୍ରେଲରେ ବିହାର ଗସ୍ତ କରିବେ । ସେ ମଧୁବଣୀ ଯାତ୍ରା କରିବେ ଏବଂ ପ୍ରାୟ ୧୧:୪୫ ସମୟରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ ଅବସରରେ ଏକ କାର୍ଯ୍ୟକ୍ରମରେ ଯୋଗଦେବେ । ଏହି ଅବସରରେ ସେ ୧୩,୪୮୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ, ଶିଳାନ୍ୟାସ ଏବଂ ଦେଶ ଉଦ୍ଦେଶ୍ୟରେ ସମର୍ପିତ କରିବା ସହ ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରିବେ ।Only development can rid Bihar of all it's problems: PM Modi in Gopalganj
October 30th, 02:00 pm
By asking for old days, does Nitish Kumar want days of kidnappings, crimes against dalits & women back? - PM Modi in Bihar
October 30th, 12:19 pm