ଆସାମର ନାମରୂପରେ ୟୁରିଆ ପ୍ଲାଣ୍ଟର ଭୂମି ପୂଜନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 21st, 04:25 pm
ଆସାମର ରାଜ୍ୟପାଳ ଶ୍ରୀ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ, ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱ ଶର୍ମା, କେନ୍ଦ୍ର ସରକାରରେ ମୋର ସାଥୀ ଏବଂ ଏଠାରେ ଉପସ୍ଥିତ ଆପଣମାନଙ୍କର ପ୍ରତିନିଧି, ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋୱାଲ, ଆସାମ ସରକାରଙ୍କ ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକବୃନ୍ଦ, ଅନ୍ୟ ମହାନୁଭବଗଣ, ଏବଂ ବିଶାଳ ସଂଖ୍ୟାରେ ଆମକୁ ଆଶୀର୍ବାଦ ଦେବା ପାଇଁ ଆସିଥିବା ମୋର ସମସ୍ତ ଭାଇ ଓ ଭଉଣୀମାନେ । ମୁଁ ସେଠାରେ ଏହାଠାରୁ ଅଧିକ ଉତ୍ସାହୀ ଲୋକମାନଙ୍କୁ ଦେଖିପାରୁଛି ।ଆସାମ ଭ୍ୟାଲି ଫର୍ଟିଲାଇଜର ଆଣ୍ଡ କେମିକାଲ କମ୍ପାନୀ ଲିମିଟେଡର ଆମୋନିଆ-ୟୁରିଆ ସାର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 21st, 12:00 pm
ଶ୍ରୀ ମୋଦୀ କହିଥିଲେ ଯେ ସେ ଦେଖୁଛନ୍ତି ଯେ, ଆଗକୁ ବହୁ ସଂଖ୍ୟାରେ ଲୋକମାନେ ଏକାଠି ହୋଇ ସେମାନଙ୍କ ଭଲପାଇବାକୁ ବଢାଉଛନ୍ତି । ସେ ବିଶେଷ କରି ମାଆ ଏବଂ ଭଉଣୀମାନଙ୍କ ଉପସ୍ଥିତି ଉପରେ ଆଲୋକପାତ କରି କହିଥିଲେ ଯେ ସେମାନେ ଆଣିଥିବା ପ୍ରେମ ଏବଂ ଆଶୀର୍ବାଦ ଅସାଧାରଣ ଥିଲା। ସେ କହିଥିଲେ ଯେ ଅନେକ ଭଉଣୀ ଆସାମର ଚା' ବଗିଚାର ସୁଗନ୍ଧ ନେଇ ଆସିଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହି ସୁଗନ୍ଧ ଆସାମ ସହିତ ତାଙ୍କର ସମ୍ପର୍କରେ ଏକ ଅନନ୍ୟ ଅନୁଭବ ସୃଷ୍ଟି କରିଥାଏ। ସେ ଉପସ୍ଥିତ ସମସ୍ତଙ୍କୁ ପ୍ରଣାମ କରିଥିଲେ ଏବଂ ସେମାନଙ୍କ ସ୍ନେହ ଓ ଭଲପାଇବା ପାଇଁ କୃତଜ୍ଞତା ବ୍ୟକ୍ତ କରିଥିଲେ।RJD forced Congress to surrender its CM claim at gunpoint: PM Modi in Bhagalpur, Bihar
November 06th, 12:01 pm
In the Bhagalpur rally, PM Modi criticised RJD and Congress for never understanding the value of self-reliance or Swadeshi. He reminded the people that the Congress can never erase the stain of the Bhagalpur riots. Outlining NDA’s roadmap for progress, PM Modi said the government is working to make Bihar a hub for textiles, tourism and technology.No IIT, no IIM, no National Law University — a whole generation’s future was devoured by RJD’s leadership: PM Modi in Araria, Bihar
November 06th, 11:59 am
PM Modi addressed a large public gathering in Araria, Bihar, where people turned up in huge numbers to express their support for the NDA. Speaking with conviction, PM Modi said that the people of Bihar have already made up their minds – ‘Phir Ekbar, NDA Sarkar!’PM Modi stirs up massive rallies with his addresses in Araria & Bhagalpur, Bihar
November 06th, 11:35 am
PM Modi addressed large public gatherings in Araria & Bhagalpur, Bihar, where people turned up in huge numbers to express their support for the NDA. Speaking with conviction, PM Modi said that the people of Bihar have already made up their minds – ‘Phir Ekbar, NDA Sarkar!’ବିହାରର ସିୱାନଠାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 20th, 01:00 pm
ରଉଆର ସମସ୍ତ ଲୋକଙ୍କୁ ମୁଁ ପ୍ରଣାମ କରୁଛି। ବାବା ମହେନ୍ଦ୍ର ନାଥ, ବାବା ହଂସନାଥ, ସୋହାଗରା ଧାମ, ମା ଥାୱେ ଭବାନୀ, ମା ଅମ୍ବିକା ଭବାନୀ, ପ୍ରଥମ ରାଷ୍ଟ୍ରପତି ଭାରତରତ୍ନ ଡକ୍ଟର ରାଜେନ୍ଦ୍ର ପ୍ରସାଦ, ଲୋକନାୟକ ଜୟପ୍ରକାଶ ନାରାୟଣଙ୍କ ପବିତ୍ର ଭୂମିରେ ରଉଆ ର ଜନସାଧାରଣଙ୍କୁ ଅଭିନନ୍ଦନ ଜଣାଇଛି ।ବିହାରର ସିୱାନରେ ୫୨୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶ କାର୍ଯ୍ୟର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
June 20th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ସିୱାନରେ ୫୨୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଅନେକ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସଭାରେ ଉପସ୍ଥିତ ସମସ୍ତଙ୍କୁ ଅଭିବାଦନ ଜଣାଇ ପ୍ରଧାନମନ୍ତ୍ରୀ ବାବା ମହେନ୍ଦ୍ର ନାଥ ଏବଂ ବାବା ହଂସନାଥଙ୍କୁ ଭକ୍ତିପୂତ ପ୍ରଣାମ କରିଥିଲେ ଏବଂ ପବିତ୍ର ସୋହଗରା ଧାମକୁ ସମ୍ମାନ ଜଣାଇଥିଲେ । ସେ ମା’ ଥାଓ୍ବେ ଭବାନୀ ଏବଂ ମା’ ଅମ୍ବିକା ଭବାନୀଙ୍କୁ ମଧ୍ୟ ଭକ୍ତିପୂତ ପ୍ରଣାମ କରିଥିଲେ। ପ୍ରଧାନମନ୍ତ୍ରୀ ଦେଶର ପ୍ରଥମ ରାଷ୍ଟ୍ରପତି ଦେଶରତ୍ନ ଡକ୍ଟର ରାଜେନ୍ଦ୍ର ପ୍ରସାଦ ଓ ଲୋକନାୟକ ଜୟପ୍ରକାଶ ନାରାୟଣଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।ଧନ୍ୱନ୍ତରୀ ଜୟନ୍ତୀ ଓ ନବମ ଆୟୁର୍ବେଦ ଦିବସ ଅବସରରେ ଅକ୍ଟୋବର ୨୯ରେ ପ୍ରଧାନମନ୍ତ୍ରୀ ସ୍ୱାସ୍ଥ୍ୟ କ୍ଷେତ୍ରରେ ୧୨,୮୫୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବେ
October 28th, 12:47 pm
ଧନ୍ୱନ୍ତରୀ ଜୟନ୍ତୀ ଓ ନବମ ଆୟୁର୍ବେଦ ଦିବସ ଅବସରରେ ଅକ୍ଟୋବର ୨୯ ତାରିଖ ମଧ୍ୟାହ୍ନ ୧୨ଟା ୩୦ରେ ନୂଆଦିଲ୍ଲୀର ଅଲ୍ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ଆୟୁର୍ବେଦ (ଏଆଇଆଇଏ)ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱାସ୍ଥ୍ୟ କ୍ଷେତ୍ରରେ ୧୨,୮୫୦ କୋଟି ଟଙ୍କାର ବହୁମୁଖୀ ପ୍ରକଳ୍ପର ଶୁଭାରମ୍ଭ, ଉଦଘାଟନ ଏବଂ ଶିଳାନ୍ୟାସ କରିବେ ।ଜାତୀୟ ମାନଚିତ୍ରରେ ଶ୍ରାବସ୍ତିକୁ ଏକ ସ୍ୱତନ୍ତ୍ର ପରିଚୟ ଦେବା ପାଇଁ ପ୍ରୟାସ ଚାଲିଛି: ୟୁପିର ଶ୍ରାବସ୍ତିରେ ପ୍ରଧାନମନ୍ତ୍ରୀ ମୋଦୀ
May 22nd, 12:45 pm
୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦୀ ୟୁପିର ଶ୍ରାବସ୍ତିରେ ନିଜର ସ୍ୱତନ୍ତ୍ର ଉପସ୍ଥିତି ଜାହିର କରିଥିଲେ ଏବଂ ବିରୋଧୀଙ୍କ ବିରୋଧରେ ଲଢ଼େଇ ଜାରି ରଖିବାକୁ ପ୍ରତିଶ୍ରୁତି ଦେଇଥିଲେ। ସେ 'ବିକଶିତ ଉତ୍ତରପ୍ରଦେଶ' ପାଇଁ ତାଙ୍କର ଅତୁଟ ଦୃଷ୍ଟିକୋଣ ଉପରେ ଗୁରୁତ୍ୱାରୋପ କରିଥିଲେ। ରାଷ୍ଟ୍ରର ଉନ୍ନତି ପାଇଁ ଗଣତାନ୍ତ୍ରିକ ପ୍ରକ୍ରିୟାରେ ସକ୍ରିୟ ଭାବରେ ଅଂଶଗ୍ରହଣ କରିବାକୁ ପ୍ରଧାନମନ୍ତ୍ରୀ ନାଗରିକମାନଙ୍କୁ ଅନୁରୋଧ କରିଥିଲେ ।ଆଜି ବିଶ୍ୱ ସ୍ତରରେ ଭାରତର ମର୍ଯ୍ୟାଦା ଓ ସମ୍ମାନ ଯଥେଷ୍ଟ ବୃଦ୍ଧି ପାଇଛି: ବସ୍ତିରେ ପ୍ରଧାନମନ୍ତ୍ରୀ ମୋଦୀ
May 22nd, 12:35 pm
୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦୀ ୟୁପିର ବସ୍ତିରେ ନିଜର ସ୍ୱତନ୍ତ୍ର ଉପସ୍ଥିତି ଜାହିର କରିବା ସହ ବିରୋଧୀଙ୍କ ବିରୋଧରେ ଲଢ଼େଇ ଜାରି ରଖିବାକୁ ପ୍ରତିଶ୍ରୁତି ଦେଇଥିଲେ। ସେ 'ବିକଶିତ ଉତ୍ତରପ୍ରଦେଶ' ପାଇଁ ତାଙ୍କର ଅତୁଟ ଦୃଷ୍ଟିକୋଣ ଉପରେ ଗୁରୁତ୍ୱାରୋପ କରିଥିଲେ। ରାଷ୍ଟ୍ରର ଉନ୍ନତି ପାଇଁ ଗଣତାନ୍ତ୍ରିକ ପ୍ରକ୍ରିୟାରେ ସକ୍ରିୟ ଭାବରେ ଅଂଶଗ୍ରହଣ କରିବାକୁ ପ୍ରଧାନମନ୍ତ୍ରୀ ନାଗରିକମାନଙ୍କୁ ଅନୁରୋଧ କରିଥିଲେ ।ୟୁପିର ବସ୍ତି ଏବଂ ଶ୍ରାବସ୍ତୀ ରାଲିରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ପ୍ରବଳ ଜନସମାଗମ
May 22nd, 12:30 pm
୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦୀ ୟୁପିର ବସ୍ତି ଓ ଶ୍ରାବସ୍ତିରେ ନିଜର ସ୍ୱତନ୍ତ୍ର ଉପସ୍ଥିତି ଜାହିର କରିବା ସହ ବିରୋଧୀଙ୍କ ବିରୋଧରେ ଲଢ଼େଇ ଜାରି ରଖିବାକୁ ପ୍ରତିଶ୍ରୁତି ଦେଇଥିଲେ। ସେ 'ବିକଶିତ ଉତ୍ତରପ୍ରଦେଶ' ପାଇଁ ତାଙ୍କର ଅତୁଟ ଦୃଷ୍ଟିକୋଣ ଉପରେ ଗୁରୁତ୍ୱାରୋପ କରିଥିଲେ। ରାଷ୍ଟ୍ରର ଉନ୍ନତି ପାଇଁ ଗଣତାନ୍ତ୍ରିକ ପ୍ରକ୍ରିୟାରେ ସକ୍ରିୟ ଭାବରେ ଅଂଶଗ୍ରହଣ କରିବାକୁ ପ୍ରଧାନମନ୍ତ୍ରୀ ନାଗରିକମାନଙ୍କୁ ଅନୁରୋଧ କରିଥିଲେ ।ବିହାରର ରାଜ୍ୟପାଳ ଶ୍ରୀ ରାଜେନ୍ଦ୍ର ଆର୍ଲେକର ଜୀ, ମୁଖ୍ୟମନ୍ତ୍ରୀ ଶ୍ରୀ ନୀତୀଶ କୁମାର ଜୀ, ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ ଗିରିରାଜ ସିଂ ଜୀ, ହରଦୀପ ସିଂ ପୁରୀ ଜୀ, ଉପମୁଖ୍ୟମନ୍ତ୍ରୀ ବିଜୟ ସିହ୍ନା ଜୀ, ସମ୍ରାଟ ଚୌଧୁରୀ ଜୀ, ମଞ୍ଚରେ ବସିଥିବା ଅନ୍ୟ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ବେଗୁସରାଇରୁ ଆସିଥିବା ମୋର ପ୍ରିୟ ଭାଇ ଭଉଣୀମାନେ ।
March 02nd, 08:06 pm
ବିହାରର ରାଜ୍ୟପାଳ ଶ୍ରୀ ରାଜେନ୍ଦ୍ର ଆର୍ଲେକର ଜୀ, ମୁଖ୍ୟମନ୍ତ୍ରୀ ଶ୍ରୀ ନୀତୀଶ କୁମାର ଜୀ, ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ ଗିରିରାଜ ସିଂ ଜୀ, ହରଦୀପ ସିଂ ପୁରୀ ଜୀ, ଉପମୁଖ୍ୟମନ୍ତ୍ରୀ ବିଜୟ ସିହ୍ନା ଜୀ, ସମ୍ରାଟ ଚୌଧୁରୀ ଜୀ, ମଞ୍ଚରେ ବସିଥିବା ଅନ୍ୟ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ବେଗୁସରାଇରୁ ଆସିଥିବା ମୋର ପ୍ରିୟ ଭାଇ ଭଉଣୀମାନେ ।ବିହାରର ବେଗୁସରାଇରେ ଏକାଧିକ ବିକାଶମୂଳକ ପ୍ରକଳ୍ପର ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବା ସହ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ
March 02nd, 04:50 pm
: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ବେଗୁସରାଇଠାରେ ଦେଶବ୍ୟାପୀ ପ୍ରାୟ ୧.୪୮ ଲକ୍ଷ କୋଟି ଟଙ୍କାର ଏକାଧିକ ତୈଳ ଓ ଗ୍ୟାସ କ୍ଷେତ୍ର ପ୍ରକଳ୍ପ ଏବଂ ବିହାରରେ ୧୩,୪୦୦ ଟଙ୍କାରୁ ଅଧିକ ମୂଲ୍ୟର ଅନେକ ଉନ୍ନୟନ ମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ।ଝାଡ଼ଖଣ୍ଡର ସିନ୍ଧ୍ରୀରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 01st, 11:30 am
ଝାଡ଼ଖଣ୍ଡର ରାଜ୍ୟପାଳ ଶ୍ରୀ ସିପି ରାଧାକ୍ରିଷ୍ଣନ ଜୀ, ମୁଖ୍ୟମନ୍ତ୍ରୀ ଶ୍ରୀ ଚମ୍ପାଇ ସୋରେନ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହକର୍ମୀ ଅର୍ଜୁନ ମୁଣ୍ଡାଜୀ, ବିଧାନସଭାରେ ବିରୋଧୀ ଦଳ ନେତା, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ଝାଡ଼ଖଣ୍ଡର ଭାଇ ଭଉଣୀ, ଜୋହାର! ଆଜି ଝାଡ଼ଖଣ୍ଡକୁ ୩୫ ହଜାର କୋଟି ରୁ ଅଧିକ ଟଙ୍କାର ଯୋଜନାର ଉପହାର ମିଳିଛି । ମୁଁ ମୋର କୃଷକ ଭାଇ, ମୋର ଆଦିବାସୀ ସମାଜର ଜନସାଧାରଣଙ୍କୁ ଏବଂ ଝାଡ଼ଖଣ୍ଡବାସୀଙ୍କୁ ଏହି ଯୋଜନା ପାଇଁ ବହୁତ ବହୁତ ଶୁଭେଚ୍ଛା ଜଣାଉଛି।ଝାଡ଼ଖଣ୍ଡର ଧାନବାଦରେ ପ୍ରଧାନମନ୍ତ୍ରୀ ୩୫,୭୦୦ କୋଟି ଟଙ୍କାର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ଓ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି
March 01st, 11:04 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଝାଡ଼ଖଣ୍ଡର ସିନ୍ଦ୍ରି, ଧାନବାଦ ଠାରେ ୩୫,୭୦୦ କୋଟି ଟଙ୍କାର ଏକାଧିକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ଆଜିର ବିକାଶ ମୂଳକ ପ୍ରକଳ୍ପଗୁଡିକ ସାର, ରେଳ, ଶକ୍ତି ଏବଂ କୋଇଲା କ୍ଷେତ୍ରକୁ ଅନ୍ତର୍ଭୁକ୍ତ କରେ । ଶ୍ରୀ ମୋଦୀ ଏଚ୍ୟୁଆର୍ଏଲ୍ ମଡେଲ୍ ପରିଦର୍ଶନ କରିବା ସହ ସିନ୍ଦ୍ରି ପ୍ଲାଣ୍ଟ କଣ୍ଟ୍ରୋଲ ରୁମ୍କୁ ମଧ୍ୟ ଯାଇଥିଲେ ।ଉତ୍ତରପ୍ରଦେଶର ଗୋରଖପୁର ରେଳ ଷ୍ଟେସନରୁ ପ୍ରଧାନମନ୍ତ୍ରୀ ଦୁଇଟି ବନ୍ଦେ ଭାରତ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି
July 07th, 08:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ଗୋରଖପୁର ରେଳ ଷ୍ଟେସନରୁ ଦୁଇଟି ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ଦୁଇଟି ବନ୍ଦେ ଭାରତ ଟ୍ରେନ୍ ହେଉଛି ଗୋରଖପୁର - ଲକ୍ଷ୍ନୌ ବନ୍ଦେ ଭାରତ ଏକ୍ସପ୍ରେସ ଏବଂ ଯୋଧପୁର - ଅହମ୍ମଦାବାଦ (ସାବରମତୀ) ବନ୍ଦେ ଭାରତ ଏକ୍ସପ୍ରେସ । ପ୍ରଧାନମନ୍ତ୍ରୀ ଗୋରଖପୁର ରେଳ ଷ୍ଟେସନର ପୁନଃବିକାଶ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ , ଯାହା ପାଇଁ ଆନୁମାନିକ ବ୍ୟୟ ପ୍ରାୟ ୪୯୮ କୋଟି ଟଙ୍କା ରହିଛି ଏବଂ ସେ ପ୍ରସ୍ତାବିତ ଗୋରଖପୁର ରେଳ ଷ୍ଟେସନର ମଡେଲକୁ ମଧ୍ୟ ଯାଞ୍ଚ କରିଥିଲେ ।ଉତ୍ତର ପ୍ରଦେଶର ଗୋରଖପୁରରେ ଗୀତା ପ୍ରେସର ଶତବାର୍ଷିକୀ ସମାରୋହ ଉଦଯାପନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
July 07th, 04:00 pm
ଶ୍ରାବଣର ପବିତ୍ର ମାସ, ଇନ୍ଦ୍ର ଦେବଙ୍କ ଆଶୀର୍ବାଦ, ଶିବାବତାର ଗୁରୁ ଗୋରଖନାଥଙ୍କ ତପସ୍ୟାସ୍ଥଳୀ, ଏବଂ ଅନେକ-ଅନେକ ସନ୍ଥଙ୍କ କର୍ମସ୍ଥଳୀ ହେଉଛି ଏହି ଗୀତା ପ୍ରେସ ଗୋରଖପୁର! ଯେତେବେଳେ ସନ୍ଥମାନଙ୍କର ଆଶୀର୍ବାଦ ଫଳବତୀ ହୋଇଥାଏ, ସେତେବେଳେ ଏଭଳି ସୁଖଦ ସୁଯୋଗର ଲାଭ ମିଳିଥାଏ । ଚଳିତ ଥରର ମୋର ଗୋରଖପୁର ଗସ୍ତ, ‘ବିକାଶ ମଧ୍ୟ, ପରମ୍ପରା ମଧ୍ୟ’ ଏହି ନୀତିର ହେଉଛି ଏକ ଅଦ୍ଭୁତ ଉଦାହରଣ । ମୋତେ ଏବେ ସଚିତ୍ର ଶିବପୁରାଣ ଏବଂ ନେପାଳୀ ଭାଷାରେ ଶିବପୁରାଣର ଉନ୍ମୋଚନ କରିବାର ସୌଭାଗ୍ୟ ମିଳିଛି। ଗୀତା ପ୍ରେସର ଏହି କାର୍ଯ୍ୟକ୍ରମ ପରେ ହିଁ ଗୋରଖପୁର ରେଳ ଷ୍ଟେସନ ଯିବି । ଆଜିଠାରୁ ହିଁ ଗୋରଖପୁର ରେଳ ଷ୍ଟେସନର ଆଧୁନିକୀକରଣ କାର୍ଯ୍ୟ ମଧ୍ୟ ଆରମ୍ଭ ହେବାକୁ ଯାଉଛି । ଆଉ ମୁଁ ଯେବେ ଠାରୁ ସାମାଜିକ ଗଣମାଧ୍ୟମରେ ଏହାର ଫଟୋଚ୍ଚିତ୍ର ପକାଇଛି, ଲୋକମାନେ ଆଶ୍ଚର୍ଯ୍ୟର ସହିତ ଦେଖୁଛନ୍ତି । ଲୋକମାନେ କେବେ ମଧ୍ୟ ଭାବି ନ ଥିଲେ ଯେ ରେଳ ଷ୍ଟେସନର ମଧ୍ୟ ଏଭଳି ଭାବେ କାୟାକଳ୍ପ ହୋଇ ପାରିବ । ଆଉ ଏହି କାର୍ଯ୍ୟକ୍ରମରେ, ମୁଁ ଗୋରଖପୁରରୁ ଲକ୍ଷନୌଉ ପାଇଁ ବନ୍ଦେ ଭାରତ ଟ୍ରେନକୁ ସବୁଜ ପତାକା ଦେଖାଇବି । ଆଉ ସେହି ସମୟରେ ଯୋଧପୁରରୁ ଅହମ୍ମଦାବାଦ ମଧ୍ୟରେ ଚାଲିବାକୁ ଥିବା ବନ୍ଦେ ଭାରତ ଏକ୍ସପ୍ରେସର ମଧ୍ୟ ଯାତ୍ରା ଆରମ୍ଭ ହେବ। ବନ୍ଦେ ଭାରତ ଟ୍ରେନ, ଦେଶର ମଧ୍ୟମ ବର୍ଗଙ୍କୁ ସୁବିଧାଗୁଡ଼ିକ ସହିତ ସୁଲଭ ଯାତ୍ରାର ନୂତନ ଉଡ଼ାଣ ଦେଇଛି। ଗୋଟିଏ ସମୟ ଥିଲା, ଯେତେବେଳେ ନେତାମାନେ ଚିଠି ଲେଖୁଥିଲେ ଯେ ଆମ ଅଞ୍ଚଳରେ ଏହି ଟ୍ରେନ ରହଣୀ ପାଇଁ ମଞ୍ଜୁରୀ ଦିଅନ୍ତୁ, ସେହି ଟ୍ରେନର ପାସେଞ୍ଜର ହଲ୍ଟ ନିର୍ମାଣ କରାନ୍ତୁ । କିନ୍ତୁ ଆଜି ଦେଶରେ କୋଣ- ଅନୁକୋଣରୁ ନେତାମାନେ ମୋତେ ଚିଠି ଲେଖି କହୁଛନ୍ତି ଯେ ଆମ ଅଞ୍ଚଳରେ ମଧ୍ୟ ବନ୍ଦେ ଭାରତ ଚଳାନ୍ତୁ । ଏହା ହେଉଛି ବନ୍ଦେ ଭାରତର ଏକ ସ୍ୱତନ୍ତ୍ର ଆକର୍ଷଣ । ଏହି ସମସ୍ତ ଆୟୋଜନ ପାଇଁ ମୁଁ ଗୋରଖପୁରର ଲୋକମାନଙ୍କୁ, ଦେଶର ଲୋକମାନଙ୍କୁ ବହୁତ- ବହୁତ ଶୁଭେଚ୍ଛା ଜଣାଉଛି।ଉତ୍ତରପ୍ରଦେଶର ଗୋରଖପୁରରେ ଗୀତା ପ୍ରେସର ଶତବାର୍ଷିକୀ ପାଳନର ଉଦଯାପନୀ ସମାରୋହକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ
July 07th, 03:23 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ଗୋରଖପୁରରେ ଐତିହାସିକ ଗୀତା ପ୍ରେସର ଶତବାର୍ଷିକୀ ପାଳନର ଉଦ୍ଯାପନୀ ସମାରୋହକୁ ସମ୍ବୋଧିତ କରି ଚିତ୍ରମାୟା ଶିବ ପୁରାଣ ଗ୍ରନ୍ଥକୁ ଉନ୍ମୋଚନ କରିଛନ୍ତି । ପ୍ରଧାନମନ୍ତ୍ରୀ ଗୀତା ପ୍ରେସରେ ଲୀଳା ଚିତ୍ର ମନ୍ଦିର ପରିଦର୍ଶନ କରି ଭଗବାନ ଶ୍ରୀ ରାମଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।7-8 ଜୁଲାଇରେ 4 ଟି ରାଜ୍ୟକୁ ପରିଦର୍ଶନ କରିବେ ଏବଂ ପ୍ରାୟ 50,000 କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ
July 05th, 11:48 am
7 ଜୁଲାଇ ଦିନ ପ୍ରାୟ 10:45 ସମୟରେ ପ୍ରଧାନମନ୍ତ୍ରୀ ରାୟପୁରରେ ଏକ ସାଧାରଣ କାର୍ଯ୍ୟକ୍ରମରେ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ଏବଂ ଦେଶକୁ ବିଭିନ୍ନ ବିକାଶମୂଳକ ପ୍ରକଳ୍ପ ଉତ୍ସର୍ଗ କରିବେ। ପ୍ରଧାନମନ୍ତ୍ରୀ ଉତ୍ତର ପ୍ରଦେଶର ଗୋରଖପୁରରେ ପହଞ୍ଚିବେ, ପ୍ରାୟ ଦିନ ଦୁଇଟା ତିରିଶରେ ସେ ଗୀତା ପ୍ରେସ ଗୋରଖପୁରର ଶତବାର୍ଷିକୀ ସମାରୋହରେ ଅଂଶଗ୍ରହଣ କରିବେ ଏବଂ ଗୋରଖପୁର ରେଳ ଷ୍ଟେସନରେ ବନ୍ଦେ ଭାରତ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିବେ। ଏହା ପରେ, ପ୍ରାୟ 5 ଟା ସମୟରେ ପ୍ରଧାନମନ୍ତ୍ରୀ ବାରାଣାସୀରେ ପହଞ୍ଚିବେ, ଯେଉଁଠାରେ ସେ ଏକ ସାଧାରଣ କାର୍ଯ୍ୟକ୍ରମରେ ଯୋଗଦେବେ, ଯେଉଁଠାରେ ସେ ଅନେକ ପ୍ରକଳ୍ପର ଶିଳାନ୍ୟାସ କରିବେ, ଦେଶ ନିମନ୍ତେ ଏକାଧିକ ବିକାଶମୂଳକ ପ୍ରକଳ୍ପର ଉଦଘାଟନ କରିବେ।ଗାନ୍ଧୀ ଶାନ୍ତି ପୁରସ୍କାର ୨୦୨୧ ପାଇଁ ଗୋରଖପୁର ଗୀତା ପ୍ରେସକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
June 18th, 09:03 pm
ଗାନ୍ଧୀ ଶାନ୍ତି ପୁରସ୍କାର ୨୦୨୧ ପାଇଥିôବା ଗୋରଖପୁର ଗୀତା ପ୍ରେସକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।