ପ୍ରାଦେଶିକ ରାଜ୍ୟପାଳମାନଙ୍କ ସହିତ ଆଲୋଚନା ସମୟରେ, ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟ
August 30th, 08:00 am
ଆପଣମାନଙ୍କ ସହିତ ଆଜି ଯୋଗ ଦେଇ ମୁଁ ବହୁତ ଖୁସି। ଆପଣମାନେ ସମସ୍ତେ ଜାପାନର ବିବିଧତା ଏବଂ ଶକ୍ତିର ଏକ ଜୀବନ୍ତ ଉଦାହରଣ।Our government is making the vision of women-led development the axis of development: PM Modi in Bhopal, Madhya Pradesh
May 31st, 11:00 am
PM Modi participated in the Devi Ahilyabai Mahila Sashaktikaran Mahasammelan and launched multiple projects in Bhopal, Madhya Pradesh. Quoting Devi Ahilyabai, he reiterated that true governance means serving the people and improving their lives. Emphasising the government’s commitment to increasing women's participation in policymaking, the PM highlighted the progressive steps taken over the past decade.ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ପ୍ରଦେଶର ଭୋପାଳ ଠାରେ ଲୋକମାତା ଦେବୀ ଅହିଲ୍ୟାବାଇ ହୋଲକରଙ୍କ 300ତମ ଜନ୍ମବାର୍ଷିକୀ ଅବସରରେ ମହିଳା ସଶକ୍ତୀକରଣ ମହାସମ୍ମେଳନକୁ ସମ୍ବୋଧିତ କରିଛନ୍ତି
May 31st, 10:27 am
ଲୋକମାତା ଦେବୀ ଅହିଲ୍ୟାବାଇ ହୋଲକରଙ୍କ 300ତମ ଜନ୍ମବାର୍ଷିକୀ ଅବସରରେ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶର ଭୋପାଳରେ ଲୋକମାତା ଦେବୀ ଅହିଲ୍ୟାବାଇ ମହିଳା ସଶକ୍ତୀକରଣ ମହାସମ୍ମେଳନକୁ ସମ୍ବୋଧିତ କରିଥିଲେ। ସେ ଭୋପାଳରେ ଅନେକ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ ମଧ୍ୟ କରିଥିଲେ। ଏହି କାର୍ଯ୍ୟକ୍ରମରେ ସେ 'ମା ଭାରତୀ'ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଏବଂ ଭାରତର ମହିଳାମାନଙ୍କ ଶକ୍ତିକୁ ସ୍ୱୀକାର କରି ତାଙ୍କ ବକ୍ତବ୍ୟ ଆରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ଆଶୀର୍ବାଦ ଦେବାକୁ ଆସିଥିବା ଭଉଣୀ ଏବଂ ଝିଅମାନଙ୍କର ବିଶାଳ ସମାବେଶ ପାଇଁ ସେ କୃତଜ୍ଞତା ପ୍ରକାଶ କରିଥିଲେ, କହିଥିଲେ ଯେ ସେମାନଙ୍କ ଉପସ୍ଥିତିରେ ସେ ସମ୍ମାନିତ ଅନୁଭବ କରୁଛନ୍ତି। ପ୍ରଧାନମନ୍ତ୍ରୀ ଆଲୋକପାତ କରିଥିଲେ ଯେ, ଆଜି ଲୋକମାତା ଦେବୀ ଅହିଲ୍ୟାବାଇ ହୋଲକରଙ୍କ 300ତମ ଜନ୍ମବାର୍ଷିକୀ, 140 କୋଟି ଭାରତୀୟଙ୍କ ପାଇଁ ପ୍ରେରଣାର ଏକ ଅବସର ଏବଂ ରାଷ୍ଟ୍ର ନିର୍ମାଣର ସ୍ମାରକୀ ପ୍ରୟାସରେ ଯୋଗଦାନ ଦେବାର ଏକ ମୁହୂର୍ତ୍ତ। ଦେବୀ ଅହିଲ୍ୟାବାଇଙ୍କ ଉଦ୍ଧୃତି ଦେଇ, ସେ ପୁନର୍ବାର କହିଥିଲେ ଯେ, ପ୍ରକୃତ ଶାସନ ଅର୍ଥ ହେଉଛି ଲୋକଙ୍କ ସେବା କରିବା ଏବଂ ସେମାନଙ୍କ ଜୀବନକୁ ଉନ୍ନତ କରିବା। ସେ ମନ୍ତବ୍ୟ ଦେଇଥିଲେ ଯେ, ଆଜିର କାର୍ଯ୍ୟକ୍ରମ ତାଙ୍କ ଦୃଷ୍ଟିକୋଣକୁ ପ୍ରତିଫଳିତ କରେ ଏବଂ ତାଙ୍କ ଆଦର୍ଶକୁ ଆଗକୁ ବଢ଼ାଏ। ପ୍ରଧାନମନ୍ତ୍ରୀ ଇନ୍ଦୋର ମେଟ୍ରୋର ଶୁଭାରମ୍ଭ ଏବଂ ଦାତିଆ ଏବଂ ସତନା ପାଇଁ ବିମାନ ସଂଯୋଗୀକରଣ ସମ୍ପର୍କରେ ଉଲ୍ଲେଖ କରିଥିଲେ। ସେ ଗୁରୁତ୍ୱାରୋପ କରିଥିଲେ ଯେ, ଏହି ପ୍ରକଳ୍ପଗୁଡ଼ିକ ମଧ୍ୟପ୍ରଦେଶରେ ଭିତ୍ତିଭୂମିକୁ ବୃଦ୍ଧି କରିବ, ବିକାଶକୁ ତ୍ୱରାନ୍ୱିତ କରିବ ଏବଂ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ସେ ଉପସ୍ଥିତ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ।ଗାନ୍ଧୀନଗରରେ ଗୁଜରାଟର ସହରାଞ୍ଚଳ ବିକାଶର ୨୦ ବର୍ଷ ପାଳନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 27th, 11:30 am
ମଞ୍ଚ ଉପରେ ଉପସ୍ଥିତ ଗୁଜରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଜୀ, ସ୍ଥାନୀୟ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ ଜୀ, କେନ୍ଦ୍ରରେ ମନ୍ତ୍ରୀମଣ୍ଡଳ ସହଯୋଗୀ ମନୋହର ଲାଲ ଜୀ, ସି. ଆର. ପାଟିଲ ଜୀ, ଗୁଜରାଟ ସରକାରଙ୍କ ଅନ୍ୟ ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକଗଣ ଏବଂ ଗୁଜରାଟର କୋଣ-ଅନୁକୋଣରୁ ଏଠାକୁ ଆସି ଉପସ୍ଥିତ ଥିବା ମୋର ପ୍ରିୟ ଭାଇ ଓ ଭଉଣୀମାନେ।ଗୁଜରାଟ ସହରାଞ୍ଚଳ ବିକାଶ କାହାଣୀର 20 ବର୍ଷ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନ
May 27th, 11:09 am
୧୯୪୭ ମସିହାରେ ଭାରତକୁ ତିନୋଟି ଭାଗରେ ବିଭାଜିତ କରାଯିବା ପରେ ଭାରତ ଉପରେ ହୋଇଥିବା ପ୍ରଥମ ଆତଙ୍କବାଦୀ ଆକ୍ରମଣକୁ ମନେ ପକାଇ ଶ୍ରୀ ମୋଦୀ କହିଥିଲେ ଯେ, ପାକିସ୍ତାନ ଆତଙ୍କବାଦୀମାନଙ୍କୁ ଆଶ୍ରୟ ଦେଇ ଗୋଟିଏ ଅଂଶ ହଡ଼ପ କରିଥିଲା। ସେ ସର୍ଦ୍ଦାର ପଟେଲଙ୍କ ଦୃଷ୍ଟିକୋଣକୁ ମନେ ପକାଇଥିଲେ ଏବଂ କହିଥିଲେ ଯେ ପାକିସ୍ତାନ ଅଧିକୃତ କାଶ୍ମୀର ( ପିଓକେ ) ପୁନରୁଦ୍ଧାର ନହେବା ପର୍ଯ୍ୟନ୍ତ ଭାରତୀୟ ସେନା ଅଟକିବା ଉଚିତ୍ ନୁହେଁ। ତଥାପି, ପଟେଲଙ୍କ ପରାମର୍ଶ ପାଳନ କରାଯାଇ ନଥିଲା ବୋଲି ସେ କହିଥିଲେ। ଶ୍ରୀ ମୋଦୀ ଗୁରୁତ୍ୱାରୋପ କରି କହିଥିଲେ ଯେ, ଆତଙ୍କବାଦର ଏହି ଐତିହ୍ୟ ଗତ 75 ବର୍ଷ ଧରି ଜାରି ରହିଛି ଏବଂ ପହଲଗାଓଁରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଏହାର ଆଉ ଏକ ଭୟଙ୍କର ରୂପ ଥିଲା। ସେ ଦୃଢ଼ତାର ସହିତ କହିଥିଲେ ଯେ କୂଟନୈତିକ ଖେଳ ଖେଳିବା ସତ୍ତ୍ୱେ, ପାକିସ୍ତାନ ବାରମ୍ବାର ଯୁଦ୍ଧରେ ଭାରତର ସାମରିକ ଶକ୍ତିର ସମ୍ମୁଖୀନ ହୋଇଛି। ସେ ଉଲ୍ଲେଖ କରିଥିଲେ ଯେ , ତିନି ଥର ଭାରତର ସଶସ୍ତ୍ର ବାହିନୀ ପାକିସ୍ତାନକୁ ନିର୍ଣ୍ଣାୟକ ଭାବରେ ପରାସ୍ତ କରିଥିଲା, ଯାହା ସ୍ପଷ୍ଟ କରେ ଯେ, ପାକିସ୍ତାନ ସିଧାସଳଖ ସାମରିକ ସଂଘର୍ଷରେ ବିଜୟୀ ହୋଇପାରିବ ନାହିଁ। ପାକିସ୍ତାନ ତାର ସୀମା ସମ୍ପର୍କରେ ଜାଣିଛି ବୋଲି ସ୍ୱୀକାର କରି ଶ୍ରୀ ମୋଦୀ କହିଥିଲେ ଯେ , ପଡ଼ୋଶୀ ଦେଶ ଛାୟା ଯୁଦ୍ଧ ଆରମ୍ଭ କରିଛି। ସେ ବ୍ୟାଖ୍ୟା କରିଥିଲେ ଯେ, ପ୍ରଶିକ୍ଷିତ ଆତଙ୍କବାଦୀମାନଙ୍କୁ ରୀତିମତ ସାମରିକ ତାଲିମ ମାଧ୍ୟମରେ ଭାରତରେ ଅନୁପ୍ରବେଶ କରାଯାଉଥିଲା , ଯାହାର ଲକ୍ଷ୍ୟ ଥିଲା ଶାନ୍ତିପୂର୍ଣ୍ଣ ତୀର୍ଥଯାତ୍ରା କରୁଥିବା ଲୋକଙ୍କ ସମେତ ନିରୀହ ଏବଂ ନିରସ୍ତ୍ର ସାଧାରଣ ଲୋକଙ୍କୁ ଟାର୍ଗେଟ କରିବା।ବଜେଟ ପରେ ଭିଡିଓ କନଫରେନ୍ସିଂ ଜରିଆରେ ନିଯୁକ୍ତି ସୃଷ୍ଟିକୁ ପ୍ରୋତ୍ସାହିତ କରିବା ଉପରେ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ ।
March 05th, 01:35 pm
ଏହି ଗୁରୁତ୍ୱପୂର୍ଣ୍ଣ ବଜେଟ୍ ୱେବିନାରରେ ଆପଣ ସମସ୍ତଙ୍କୁ ସ୍ୱାଗତ, ଅଭିନନ୍ଦନ । ଲୋକ, ଅର୍ଥନୀତି ଏବଂ ଉଦ୍ଭାବନ କ୍ଷେତ୍ରରେ ପୁଞ୍ଜିନିବେଶ ହେଉଛି ଏକ ବିଷୟବସ୍ତୁ ଯାହା ଏକ ବିକଶିତ ଭାରତର ରୋଡମ୍ୟାପ୍ କୁ ନିର୍ଦ୍ଧାରଣ କରେ | ଚଳିତ ବର୍ଷବଜେଟରେ ଏହାର ପ୍ରଭାବ ବହୁତ ବଡ ଧରଣର ଦେଖିବାକୁ ମିଳିବ । ତେଣୁ ଏହି ବଜେଟ୍ ଭାରତର ଭବିଷ୍ୟତ ପାଇଁ ବ୍ଲୁ ପ୍ରିଣ୍ଟ ଭାବେ ଉଭା ହୋଇଛି। ଭିତ୍ତିଭୂମି ଏବଂ ଶିଳ୍ପରେ ପୁଞ୍ଜିନିବେଶକୁ ଆମେ ଯେତିକି ପ୍ରାଥମିକତା ଦେଇଛୁ, ସେତିକି ଲୋକ, ଅର୍ଥନୀତି ଓ ଉଦ୍ଭାବନକୁ ମଧ୍ୟ ପ୍ରାଥମିକତା ଦେଇଛୁ। ଆପଣ ସମସ୍ତେ ଜାଣନ୍ତି ଯେ ଦକ୍ଷତା ବୃଦ୍ଧି ଏବଂ ପ୍ରତିଭା ବିକାଶ ଦେଶର ପ୍ରଗତିର ଭିତ୍ତିପ୍ରସ୍ତର ଭାବରେ କାର୍ଯ୍ୟ କରେ । ତେଣୁ ବିକାଶର ପରବର୍ତ୍ତୀ ପର୍ଯ୍ୟାୟରେ ଆମକୁ ଏସବୁ କ୍ଷେତ୍ରରେ ଅଧିକ ପୁଞ୍ଜିନିବେଶ କରିବାକୁ ପଡ଼ିବ। ଏଥିପାଇଁ ସମସ୍ତ ହିତାଧିକାରୀ ଆଗେଇ ଆସିବା ଦରକାର। କାରଣ ଦେଶର ଅର୍ଥନୈତିକ ସଫଳତା ପାଇଁ ଏହା ଜରୁରୀ । ଏଥିସହିତ ଏହା ହିଁ ପ୍ରତ୍ୟେକ ସଂଗଠନର ସଫଳତାର ଆଧାର ମଧ୍ୟ।‘ନିଯୁକ୍ତି ସୁଯୋଗ ବୃଦ୍ଧି- ଜନତା, ଅର୍ଥବ୍ୟବସ୍ଥା ଏବଂ ନବସୃଜନରେ ନିବେଶ’ ଶୀର୍ଷକ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 05th, 01:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ନିଯୁକ୍ତି ଉପରେ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ସମାବେଶକୁ ସମ୍ବୋଧିତ କରି ସେ ୱେବିନାରର ବିଷୟବସ୍ତୁ ଜନତା, ଅର୍ଥନୀତି ଏବଂ ନବସୃଜନରେ ନିବେଶ ର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ, ଯାହା ବିକାଶିତ ଭାରତ ପାଇଁ ରୋଡମ୍ୟାପକୁ ବ୍ୟାଖ୍ୟା କରେ। ସେ କହିଥିଲେ ଯେ ଚଳିତ ବର୍ଷର ବଜେଟ୍ ଏହି ବିଷୟବସ୍ତୁକୁ ବ୍ୟାପକ ସ୍ତରରେ ପ୍ରତିଫଳିତ କରୁଛି ଏବଂ ଭାରତର ଭବିଷ୍ୟତ ପାଇଁ ଏକ ବ୍ଲୁପ୍ରିଣ୍ଟ ଭାବେ କାର୍ଯ୍ୟ କରୁଛି। ଭିତ୍ତିଭୂମି, ଶିଳ୍ପ, ଲୋକ, ଅର୍ଥନୀତି ଏବଂ ନବସୃଜନ କ୍ଷେତ୍ରରେ ନିବେଶକୁ ସମାନ ପ୍ରାଥମିକତା ଦିଆଯାଇଛି ବୋଲି ସେ ଗୁରୁତ୍ୱାରୋପ କରିଥିଲେ। ଦେଶର ପ୍ରଗତି ପାଇଁ ସାମର୍ଥ୍ୟ ନିର୍ମାଣ ଏବଂ ପ୍ରତିଭାର ବିକାଶ ମୂଳଦୁଆ ବୋଲି ଉଲ୍ଲେଖ କରି ଶ୍ରୀ ମୋଦୀ ସମସ୍ତ ଅଂଶୀଦାରମାନଙ୍କୁ ଆଗକୁ ବଢ଼ିବା ଏବଂ ବିକାଶର ପରବର୍ତ୍ତୀ ପର୍ଯ୍ୟାୟର ଆବଶ୍ୟକତା ଅନୁଯାୟୀ ଏହି କ୍ଷେତ୍ରରେ ଅଧିକ ନିବେଶ କରିବା ପାଇଁ ଅନୁରୋଧ କରିଥିଲେ। ସେ ଗୁରୁତ୍ୱାରୋପ କରିଥିଲେ ଯେ ଦେଶର ଆର୍ଥିକ ସଫଳତା ପାଇଁ ଏହା ଅପରିହାର୍ଯ୍ୟ ଏବଂ ପ୍ରତ୍ୟେକ ସଙ୍ଗଠନର ସଫଳତାର ଆଧାରକୁ ଗଠନ କରିଥାଏ।Hackathon solutions are proving to be very useful for the people of the country: PM Modi
December 11th, 05:00 pm
PM Modi interacted with young innovators at the Grand Finale of Smart India Hackathon 2024 today, via video conferencing. He said that many solutions from the last seven hackathons were proving to be very useful for the people of the country.ସ୍ମାର୍ଟ ଇଣ୍ଡିଆ ହାକାଥନ୍ ୨୦୨୪ର ଅଂଶଗ୍ରହଣକାରୀମାନଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 11th, 04:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ସ୍ମାର୍ଟ ଇଣ୍ଡିଆ ହାକାଥନ୍ ୨୦୨୪ର ଗ୍ରାଣ୍ଡ ଫାଇନାଲରେ ଯୁବ ଉଦ୍ଭାବକମାନଙ୍କ ସହ ଆଲୋଚନା କରିଛନ୍ତି । ଏହି ଅବସରରେ ଜନସାଧାରଣଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଲାଲକିଲ୍ଲାରୁ ତାଙ୍କ ଅଭିଭାଷଣରୁ 'ସବକା ପ୍ରୟାସ'ର ପୁନରାବୃତ୍ତି ବିଷୟରେ ମନେ ପକାଇଥିଲେ। ଆଜିର ଭାରତ 'ସବକା ପ୍ରୟାସ' କିମ୍ବା ସମସ୍ତଙ୍କ ପ୍ରୟାସ ଦ୍ୱାରା ଦ୍ରୁତ ଗତିରେ ଅଗ୍ରଗତି କରିପାରିବ ଏବଂ ଆଜିର ଅବସର ଏକ ଉଦାହରଣ ବୋଲି ସେ କହିଛନ୍ତି। ମୁଁ ସ୍ମାର୍ଟ ଇଣ୍ଡିଆ ହାକାଥନର ଗ୍ରାଣ୍ଡ ଫାଇନାଲକୁ ଉତ୍ସାହର ସହ ଅପେକ୍ଷା କରିଛି, ପ୍ରଧାନମନ୍ତ୍ରୀ କହିଥିଲେ ଯେ ଯେତେବେଳେ ସେ ଯୁବ ଉଦ୍ଭାବକମାନଙ୍କ ମଧ୍ୟରେ ଥାଆନ୍ତି ସେତେବେଳେ ତାଙ୍କୁ କିଛି ନୂଆ ଶିଖିବାର ଏବଂ ବୁଝିବାର ସୁଯୋଗ ମିଳିଥାଏ । ଯୁବ ଉଦ୍ଭାବକମାନଙ୍କ ପ୍ରତି ତାଙ୍କର ଉଚ୍ଚ ଆଶା ବିଷୟରେ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏକବିଂଶ ଶତାବ୍ଦୀର ଭାରତକୁ ଭିନ୍ନ ଦୃଷ୍ଟିରେ ଦେଖିବା ନିମନ୍ତେ ସେମାନଙ୍କର ଦୃଷ୍ଟିକୋଣ ରହିଛି । ତେଣୁ, ଶ୍ରୀ ମୋଦୀ କହିଥିଲେ, ଆପଣଙ୍କର ସମାଧାନ ମଧ୍ୟ ଭିନ୍ନ ଏବଂ ଯେତେବେଳେ ଏକ ନୂତନ ଚ୍ୟାଲେଞ୍ଜ ଆସେ, ଆପଣ ନୂତନ ଏବଂ ଅନନ୍ୟ ସମାଧାନ ବାହାର କରନ୍ତି। ପ୍ରଧାନମନ୍ତ୍ରୀ ଅତୀତରେ ହୋଇଥିବା ହାକାଥନ କଥା ମନେ ପକାଇ କହିଥିଲେ, ସେଥିରେ ପ୍ରଦାନ କରାଯାଇଥିବା ସମାଧାନଗୁଡ଼ିକୁ ବିଭିନ୍ନ ମନ୍ତ୍ରଣାଳୟରେ ବ୍ୟବହାର କରାଯାଉଛି । ଶ୍ରୀ ମୋଦୀ ଅଂଶଗ୍ରହଣକାରୀଙ୍କ ବିଷୟରେ ଅଧିକ ଜାଣିବାପାଇଁ ଆଗ୍ରହ ପ୍ରକାଶ କରିଥିଲେ ଏବଂ ବାର୍ତ୍ତାଳାପ ଆରମ୍ଭ କରିଥିଲେ ।BJP is the only pan-India party from east to west and from north to south: PM Modi
March 28th, 06:37 pm
Prime Minister Narendra Modi addressed party karyakartas at the BJP headquarters during the inauguration of residential complex and auditorium of BJP. Addressing the gathering, he said, “I remember, in February 2018, when I had come to inaugurate this headquarters, I had said that the soul of this office is our karyakartas. Today when we are expanding this office, it is also not just an expansion of a building. Rather, it is an extension of the dreams of every BJP worker, it is an extension of BJP's resolve to serve.”PM Modi addresses Party Karyakartas at BJP HQ in Delhi
March 28th, 06:36 pm
Prime Minister Narendra Modi addressed party karyakartas at the BJP headquarters during the inauguration of residential complex and auditorium of BJP. Addressing the gathering, he said, “I remember, in February 2018, when I had come to inaugurate this headquarters, I had said that the soul of this office is our karyakartas. Today when we are expanding this office, it is also not just an expansion of a building. Rather, it is an extension of the dreams of every BJP worker, it is an extension of BJP's resolve to serve.”ପ୍ରଧାନମନ୍ତ୍ରୀ ୩୯ ତମ ପ୍ରଗତି ବୈଠକରେ ଅଧ୍ୟକ୍ଷତା କରିଛନ୍ତି
November 24th, 07:39 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୩୯ ତମ ପ୍ରଗତି ବୈଠକରେ ଅଧ୍ୟକ୍ଷତା କରିଛନ୍ତି; ଯାହାକି କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସାମିଲ କରି ସକରାତ୍ମକ ପ୍ରଶାସନ ଏବଂ ଠିକଣା ସମୟରେ କାର୍ଯ୍ୟକାରୀତା ପାଇଁ ଏକ ଆଇସିଟି ଆଧାରିତ ମଲ୍ଟି ମୋଡାଲ ପ୍ଲାଟଫର୍ମ ଅଟେ ।ସିଡନୀ ଡାଏଲଗରେ ପ୍ରଧାନମନ୍ତ୍ରୀଙ୍କ ଦୀକ୍ଷାନ୍ତ ଭାଷଣ
November 18th, 09:19 am
ଭାରତବାସୀଙ୍କ ନିମନ୍ତେ ଏକ ସମ୍ମାନର ବିଷୟ ଯେ ଆପଣମାନେ ମତେ ସିଡନୀ ଡାଏଲଗର ଉଦଘାଟନୀ ଦୀକ୍ଷାନ୍ତ ଭାଷଣ ପାଇଁ ଆମନ୍ତ୍ରଣ କରିଛନ୍ତି । ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳ ଓ କ୍ରମବର୍ଦ୍ଧିଷ୍ଣୁ ଡିଜିଟାଲ ବିଶ୍ୱରେ ଭାରତର ମୁଖ୍ୟ ଭୂମିକାର ସ୍ୱୀକୃତି ସ୍ୱରୂପ ଏହି ଆମନ୍ତ୍ରଣକୁ ମୁଁ ବିବେଚନା କରୁଛି । ଦୁଇ ଦେଶ ମଧ୍ୟରେ ବିସ୍ତୃତ ରଣନୀତିକ ଅଂଶୀଦାରିତା, ଆଞ୍ଚଳିକ ଓ ବିଶ୍ୱର ହିତ ପାଇଁ ଏହା ଏକ ଶ୍ରଦ୍ଧାଞ୍ଜଳି ବୋଲି ମୁଁ ମନେ କରେ । ଧରାପୃଷ୍ଠରେ ପାଦ ଦେଇଆସୁଥିବା ସାଇବର ବୈଷୟିକ ଜ୍ଞାନ ଉପରେ ଆଲୋକପାତ କରୁଥିବାରୁ ମୁଁ ସିଡନୀ ଡାଏଲଗକୁ ଅଭିନନ୍ଦନ ଜଣାଉଛି ।‘ସିଡନୀ ଡାଏଲଗ୍’ରେ ଦୀକ୍ଷାନ୍ତ ଭାଷଣ ଦେଲେ ପ୍ରଧାନମନ୍ତ୍ରୀ ଭାରତର ପ୍ରଯୁକ୍ତି ବିକାଶ ଓ ବିପ୍ଳବ ଉପରେ କଲେ ଆଲୋକପାତ
November 18th, 09:18 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ‘ସିଡନୀ ଡାଏଲଗ’ର ଉଦଘାଟନୀ ଅଧିବେଶନରେ ଦୀକ୍ଷାନ୍ତ ଭାଷଣ ପ୍ରଦାନ କରିଛନ୍ତି । ଭାରତର ପ୍ରଯୁକ୍ତି ବିକାଶ ଓ ବିପ୍ଳବ ବିଷୟରେ ପ୍ରଧାନମନ୍ତ୍ରୀ ନିଜର ବକ୍ତବ୍ୟ ରଖିଥିଲେ । ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ସ୍କଟ୍ ମୋରିସନ ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି ଉଦଘାଟନୀ ବକ୍ତବ୍ୟ ପ୍ରଦାନ କରିଥିଲେ ।ନାସକମ୍ ଟେକ୍ନୋଲୋଜି ଓ ନେତୃତ୍ୱ ଫୋରମରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
February 17th, 12:31 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଆଜି ନାସକମ୍ ପ୍ରଯୁକ୍ତି ଓ ନେତୃତ୍ୱ ମଞ୍ଚ (NTLF) କୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ କରୋନା କାଳରେ ପ୍ରଯୁକ୍ତି ଶିଳ୍ପ ଦେଖାଇଥିaବା ନମନୀୟତାର ଉଚ୍ଚପ୍ରଶଂସା କରିଥିଲେ । “ଯେତେବେଳେ ଚିପ୍ସ କାମ କରିବାରେ ଅକ୍ଷମ ହେଲା, ସେତେବେଳେ ଆପଣଙ୍କ କୋଡ କାମ ଜାରି ରଖିଲା” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି । ଅଭିବୃଦ୍ଧି ଆଶା ଯେତେବେଳେ ନିରାଶାରେ ପରିଣତ ହୋଇଥିଲା, ସେତେବେଳେ ଏହି କ୍ଷେତ୍ରରେ ଶତକଡା ଦୁଇଗୁଣ ଅଭିବୃଦ୍ଧି ହେବା ସହ ଚାରି ବିଲିୟନ ଡଲାର ରାଜସ୍ୱ ଆଦାୟ ହୋଇଛି ।ନାସ୍କମ୍ ପ୍ରଯୁକ୍ତି ଓ ନେତୃତ୍ୱ ମଞ୍ଚରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 17th, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଆଜି ନାସକମ୍ ପ୍ରଯୁକ୍ତି ଓ ନେତୃତ୍ୱ ମଞ୍ଚ (NTLF) କୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ କରୋନା କାଳରେ ପ୍ରଯୁକ୍ତି ଶିଳ୍ପ ଦେଖାଇଥିaବା ନମନୀୟତାର ଉଚ୍ଚପ୍ରଶଂସା କରିଥିଲେ । “ଯେତେବେଳେ ଚିପ୍ସ କାମ କରିବାରେ ଅକ୍ଷମ ହେଲା, ସେତେବେଳେ ଆପଣଙ୍କ କୋଡ କାମ ଜାରି ରଖିଲା” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି । ଅଭିବୃଦ୍ଧି ଆଶା ଯେତେବେଳେ ନିରାଶାରେ ପରିଣତ ହୋଇଥିଲା, ସେତେବେଳେ ଏହି କ୍ଷେତ୍ରରେ ଶତକଡା ଦୁଇଗୁଣ ଅଭିବୃଦ୍ଧି ହେବା ସହ ଚାରି ବିଲିୟନ ଡଲାର ରାଜସ୍ୱ ଆଦାୟ ହୋଇଛି ।ପ୍ରଧାନମନ୍ତ୍ରୀଙ୍କୁ ପଞ୍ଚଦଶ ଅର୍ଥ ଆୟୋଗଙ୍କ ରିପୋର୍ଟ କପି ହସ୍ତାନ୍ତର
November 16th, 07:28 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି 2021-22ରୁ 2025-26 ପର୍ଯ୍ୟନ୍ତ ପଞ୍ଚଦଶ ଅର୍ଥ ଆୟୋଗଙ୍କ ରିପୋର୍ଟ କପି ହସ୍ତାନ୍ତର କରାଯାଇଛି । ଆୟୋଗର ଅଧ୍ୟକ୍ଷ ଏବଂ ସଦସ୍ୟମାନଙ୍କ ଉପସ୍ଥିତିରେ ପ୍ରଧାନମନ୍ତ୍ରୀଙ୍କୁ ରିପୋର୍ଟ କପି ପ୍ରଦାନ କରାଯାଇଥିଲା । ଆୟୋଗ ନିଜର ରିପୋର୍ଟ 4 ନଭେମ୍ବର 2020ରେ ରାଷ୍ଟ୍ରପତିଙ୍କୁ ଅର୍ପଣ କରିଥିଲା ।ପ୍ରତ୍ୟେକ ନାଗରିକଙ୍କ ଆର୍ଥିକ ସଶକ୍ତିକରଣ ଲାଗି କେନ୍ଦ୍ରୀୟ ବଜେଟ 2020ରେ ଗୁରୁତ୍ଵାରୋପ କରାଯାଇଛି : ପ୍ରଧାନମନ୍ତ୍ରୀ
February 01st, 04:58 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ,ବଜେଟରେ ଯେଉଁ ନୂଆ ସୁଧାର ଘୋଷଣା କରାଯାଇଛି, ତାହା ଅର୍ଥ ବ୍ୟବସ୍ଥାକୁ ଗତିଶୀଳ କରାଇବ, ଦେଶର ପ୍ରତ୍ୟେକ ନାଗରିକଙ୍କୁ ଆର୍ଥିକ ଭାବେ ସଶକ୍ତ କରିବ ଓ ଏହି ଦଶକରେ ଅର୍ଥ ବ୍ୟବସ୍ଥାର ମୂଳଦୁଆ ମଜବୁତ କରିବ ।ପ୍ରତ୍ୟେକ ନାଗରିକଙ୍କ ଆର୍ଥିକ ସଶକ୍ତିକରଣ ଲାଗି କେନ୍ଦ୍ରୀୟ ବଜେଟ 2020ରେ ଗୁରୁତ୍ଵାରୋପ କରାଯାଇଛି : ପ୍ରଧାନମନ୍ତ୍ରୀ
February 01st, 04:57 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏହି ଦଶକର ପ୍ରଥମ ବଜେଟକୁ ସଂକଳ୍ପ ଓ ପଦକ୍ଷେପ ଆଧାରିତ ବୋଲି ବର୍ଣ୍ଣନା କରିଛନ୍ତି ।107ତମ ଭାରତୀୟ ବିଜ୍ଞାନ କଂଗ୍ରେସର ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 03rd, 10:51 am
ବନ୍ଧୁଗଣ, ଉଦ୍ୟାନ ନଗରୀ ବେଙ୍ଗାଲୁରୁ ଏବେ ଷ୍ଟାର୍ଟ ଅପମାନଙ୍କ ସକାଶେ ଏକ ଅଭିନବ କ୍ଷେତ୍ରରେ ପରିଣତ ହୋଇଛି । ସାରା ବିଶ୍ୱରୁ ଏଠାକୁ ଲୋକ ଅଭିନବତ୍ୱ ସକାଶେ ଆସୁଛନ୍ତି । ଗବେଷଣା ଓ ବିକାଶର ଏକ ଏଭଳି ବାତାବରଣ ଏହି ସହରରେ ବିକଶିତ ହୋଇଛି ଯାହା ସହ ଯୋଡ଼ି ହେବାପାଇଁ ପ୍ରତ୍ୟେକ ଯୁବ ବୈଜ୍ଞାନିକ, ପ୍ରତ୍ୟେକ ଅଭିନବତ୍ୱ ସୃଷ୍ଟିକାରୀ, ପ୍ରତ୍ୟେକ ଇଂଜିନିୟରଙ୍କ ସ୍ୱପ୍ନ ହୋଇଥାଏ । କିନ୍ତୁ ଏହି ସ୍ୱପ୍ନର ଆଧାର କ’ଣ କେବଳ ନିଜର ପ୍ରଗତି ? ନିଜର କ୍ୟାରିଅର୍ ? ନା, ଏ ସ୍ୱପ୍ନ ରାଷ୍ଟ୍ର ସହ ମଧ୍ୟ ଜଡ଼ିତ ଯେ ଦେଶ ପାଇଁ କିଛି କରି ଦେଖାଇବାର ଭାବନା ସହ ଜଡ଼ିତ । ନିଜର ସଫଳତାକୁ ଦେଶର ସଫଳତାରେ ପରିଣତ କରିବାର ପ୍ରୟାସ ।