ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଗୁଜରାଟର ରାଜ୍ୟପାଳ

June 25th, 10:50 pm

ଗୁଜରାଟର ରାଜ୍ୟପାଳ ଶ୍ରୀ ଆଚାର୍ଯ୍ୟ ଦେବବ୍ରତ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

PM chairs 11th Governing Council Meeting of NITI Aayog

June 11th, 08:09 pm

While addressing the 11th Governing Council Meeting of NITI Aayog, PM Modi called for collective efforts by States and the Centre to achieve Viksit Bharat@2047. He also highlighted the importance of youth empowerment, women-led development, AI-driven growth, MSMEs, defence manufacturing and inclusive human development across the country.

Governor of Haryana meets the Prime Minister

May 02nd, 12:46 pm

Governor of Haryana, Prof. Ashim Kumar Ghosh, met Prime Minister Shri Narendra Modi today.

Governor of Telangana meets Prime Minister

April 10th, 01:40 pm

The Governor of Telangana, Shri Shiv Pratap Shukla, met with Prime Minister Shri Narendra Modi today.

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଉତ୍ତରାଖଣ୍ଡର ରାଜ୍ୟପାଳ

April 08th, 06:41 pm

ଉତ୍ତରାଖଣ୍ଡର ରାଜ୍ୟପାଳ ଲେଫ୍ଟନାଣ୍ଟ ଜେନେରାଲ ଗୁରମିତ୍ ସିଂହ (ଅବସରପ୍ରାପ୍ତ) ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପଶ୍ଚିମବଙ୍ଗ ରାଜ୍ୟପାଳ

April 02nd, 01:16 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ନୂଆଦିଲ୍ଲୀରେ ପଶ୍ଚିମବଙ୍ଗ ରାଜ୍ୟପାଳ ଶ୍ରୀ ଆର.ଏନ.ରବି ଭେଟିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବିହାର ରାଜ୍ୟପାଳ

March 25th, 06:15 pm

ବିହାରର ରାଜ୍ୟପାଳ ଶ୍ରୀ ସୟଦ ଅତା ହସନୈନ୍ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମହାରାଷ୍ଟ୍ର ରାଜ୍ୟପାଳ

March 25th, 12:40 pm

ମହାରାଷ୍ଟ୍ରର ରାଜ୍ୟପାଳ ଶ୍ରୀ ଜିଷ୍ଣୁ ଦେବ ବର୍ମା ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।

Governor of Nagaland meets Prime Minister

March 24th, 02:09 pm

Governor of Nagaland, Shri Nand Kishore Yadav met Prime Minister, Shri Narendra Modi in New Delhi.

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି ମଧ୍ୟପ୍ରଦେଶ ରାଜ୍ୟପାଳ

March 18th, 07:12 pm

ମଧ୍ୟପ୍ରଦେଶର ରାଜ୍ୟପାଳ ଶ୍ରୀ ମଙ୍ଗୁଭାଇ ପଟେଲ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ରାଜ୍ୟପାଳ

March 16th, 12:46 pm

ଓଡିଶାର ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ହିମାଚଳ ପ୍ରଦେଶ ରାଜ୍ୟପାଳ

December 13th, 11:11 am

ହିମାଚଳ ପ୍ରଦେଶର ରାଜ୍ୟପାଳ ଶ୍ରୀ ଶିବ ପ୍ରତାପ ଶୁକ୍ଳା ଆଜି ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।

ଶ୍ରୀ ସ୍ୱରାଜ କୌଶଲଜୀଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ

December 04th, 06:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀ ସ୍ୱରାଜ କୌଶଲ ଜୀଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ ଶ୍ରୀ ସ୍ୱରାଜ କୌଶଲ ଜୀ ଜଣେ ଓକିଲ ଏବଂ ଜଣେ ବ୍ୟକ୍ତି ଭାବେ ନିଜକୁ ପ୍ରତିଷ୍ଠିତ କରିଥିଲେ, ଯିଏକି ଆଇନ ବୃତ୍ତିର ଉପଯୋଗ କରି ଅବହେଳିତଙ୍କ ଜୀବନରେ ଉନ୍ନତି ଆଣିବାରେ ବିଶ୍ୱାସ କରୁଥିଲେ। ସେ ଭାରତର ସର୍ବକନିଷ୍ଠ ରାଜ୍ୟପାଳ ହୋଇଥିଲେ ଏବଂ ତାଙ୍କ ରାଜ୍ୟପାଳ କାର୍ଯ୍ୟକାଳରେ ମିଜୋରାମର ଲୋକଙ୍କ ଉପରେ ଏକ ସ୍ଥାୟୀ ଛାପ ଛାଡ଼ିଥିଲେ। ଜଣେ ସାଂସଦ ଭାବେ ତାଙ୍କର ଅନ୍ତର୍ଦୃଷ୍ଟି ମଧ୍ୟ ଉଲ୍ଲେଖନୀୟ ଥିଲା ବୋଲି ଶ୍ରୀ ମୋଦୀ କହିଛନ୍ତି।

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷତ କରିଛନ୍ତି ସିକିମ୍‍ ରାଜ୍ୟପାଳ

November 04th, 01:33 pm

ସିକିମର ରାଜ୍ୟପାଳ ଶ୍ରୀ ଓମ୍‍ ପ୍ରକାଶ ମାଥୁର ଆଜି ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି।

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ତ୍ରିପୁରାର ରାଜ୍ୟପାଳ

October 10th, 06:08 pm

ତ୍ରିପୁରାର ରାଜ୍ୟପାଳ ଶ୍ରୀ ଇନ୍ଦ୍ରସେନ ରେଡ୍ଡୀ ନଲ୍ଲୁ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ରାଜସ୍ଥାନ ରାଜ୍ୟପାଳ

September 08th, 02:11 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ନୂଆଦିଲ୍ଲୀ ଠାରେ ରାଜସ୍ଥାନର ରାଜ୍ୟପାଳ ଶ୍ରୀ ହରିଭାଉ ବାଗଡ଼େ ଭେଟିଛନ୍ତି ।

ପ୍ରାଦେଶିକ ରାଜ୍ୟପାଳମାନଙ୍କ ସହିତ ଆଲୋଚନା ସମୟରେ, ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟ

August 30th, 08:00 am

ଆପଣମାନଙ୍କ ସହିତ ଆଜି ଯୋଗ ଦେଇ ମୁଁ ବହୁତ ଖୁସି। ଆପଣମାନେ ସମସ୍ତେ ଜାପାନର ବିବିଧତା ଏବଂ ଶକ୍ତିର ଏକ ଜୀବନ୍ତ ଉଦାହରଣ।

ଜାପାନର ବିଭିନ୍ନ ପ୍ରାନ୍ତର ରାଜ୍ୟପାଳଙ୍କ ସହ ଭାବ ବିନିମୟ କଲେ ପ୍ରଧାନମନ୍ତ୍ରୀ

August 30th, 07:34 am

ପ୍ରଧାନମନ୍ତ୍ରୀ ତାଙ୍କ ସମ୍ବୋଧନରେ କହିଥିଲେ ଯେ, ଭାରତ -ଜାପାନ ସମସାମୟିକ ସମ୍ବନ୍ଧ, ଦୁଇ ଦେଶ ମଧ୍ୟରେ ଥିବା ଶତାବ୍ଦୀ ପୁରୁଣା ସମ୍ପର୍କରୁ ମିଳୁଥିବା ଜୀବନ ଶକ୍ତି ଦିନକୁ ଦିନ ସମୃଦ୍ଧ ହେବାରେ ଲାଗିଛି । ଭାରତ-ଜାପାନ ସ୍ୱତନ୍ତ୍ର ରଣନୀତିକ ଭାଗିଦାରୀତାକୁ ଗୁରୁତ୍ୱ ଦେଇ ସେ କହିଥିଲେ, ସମୟ ଆସିବରାଜ୍ୟ-ପ୍ରାନ୍ତ ସମ୍ପର୍କକୁ ଗୁରୁତ୍ୱ ମିଳିବ ଏବଂ ଟୋକିଓ-ଦିଲ୍ଲୀ କୈନ୍ଦ୍ରିକ ସମ୍ପର୍କରୁ ଏହା ଆହୁରି ଆଗକୁ ଯାଇପାରିବ । ଏହି ପରିପ୍ରେକ୍ଷୀରେ ସେ ପଞ୍ଚଦଶ ଶିଖର ସମ୍ମିଳନୀରେ ଆରମ୍ଭ ହୋଇଥିବା ରାଜ୍ୟ-ପ୍ରାନ୍ତ ସହଯୋଗିତାକୁ ଗୁରୁତ୍ୱ ଦେଇଥିଲେ । ଯାହାକି ଦୁଇ ଦେଶ ମଧ୍ୟରେ ବାଣିଜ୍ୟ, ଟେକ୍ନୋଲୋଜି, ପର୍ଯ୍ୟଟନ, ଦକ୍ଷତା, ସୁରକ୍ଷା ଏବଂ ସାଂସ୍କୃତିକ ସମ୍ବନ୍ଧକୁ ବଢ଼ାଇବାରେ ସହାୟକ ହୋଇପାରିବ । ସେ ଗଭର୍ଣ୍ଣର ମାନଙ୍କୁ ଓ ଭାରତର ରାଜ୍ୟ ସରକାରମାନଙ୍କୁ ନିର୍ମାଣ କ୍ଷେତ୍ର, ଟେକ୍ନୋଲୋଜି, ନବାଚାର, ଗତିଶୀଳତା, ପରବର୍ତ୍ତୀ ପିଢ଼ି ମୌଳିକ ଭିତ୍ତିଭୂମି, ଷ୍ଟାର୍ଟଅପ ଏବଂ ଏସଏମଇ କ୍ଷେତ୍ରରେ ନୂତନ ସମ୍ଭାବନାର ଲାଭ ଉଠାଇବା ସହ ସହଭାଗିତା କରିବାକୁ ଆହ୍ୱାନ ଦେଇଥିଲେ ।

ନାଗାଲାଣ୍ଡର ରାଜ୍ୟପାଳ ଥିରୁ ଲା ଗଣେଶନଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

August 15th, 08:28 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନାଗାଲାଣ୍ଡର ରାଜ୍ୟପାଳ ଥିରୁଲା ଗଣେଶନଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି । ଶ୍ରୀ ମୋଦୀତାଙ୍କୁ ଜଣେ ସମର୍ପିତ ରାଷ୍ଟ୍ରବାଦୀ ଭାବରେ ପ୍ରଶଂସା କରିଛନ୍ତି, ଯିଏସେବା ଏବଂ ରାଷ୍ଟ୍ର ନିର୍ମାଣ ପାଇଁ ନିଜ ଜୀବନ ଉତ୍ସର୍ଗ କରିଥିଲେ ।

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଗୋଆର ରାଜ୍ୟପାଳ

August 04th, 05:04 pm

ଗୋଆର ରାଜ୍ୟପାଳ ଶ୍ରୀ ପୁସାପତି ଅଶୋକ ଗଜପତି ରାଜୁ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।