ଜାତୀୟ ଡାକ୍ତର ଦିବସ ଅବସରରେ ଡାକ୍ତରମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

July 01st, 12:22 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜାତୀୟ ଡାକ୍ତର ଦିବସ ଅବସରରେ ସାରା ଦେଶର ଡାକ୍ତରମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ଦେଶ ପ୍ରତି ସେମାନଙ୍କ ଅତୁଟ ସେବା, କରୁଣା ଏବଂ ପ୍ରତିବଦ୍ଧତା ପାଇଁ କୃତଜ୍ଞତା ବ୍ୟକ୍ତ କରିଛନ୍ତି।

ଓଡ଼ିଶା ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

June 20th, 01:10 pm

ଆମ ଓଡ଼ିଶାରେ ଏବେ ଉତ୍ସବର ଆନନ୍ଦ ଚାଲିଛି। ଏଠାକାର ଗଣପର୍ବ ‘ରଜ’ ଗତ ସପ୍ତାହରେ ହିଁ ବେଶ୍‌ ଧୂମଧାମରେ ପାଳିତ ହୋଇଯାଇଛି। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ପ୍ରସ୍ତୁତି ମଧ୍ୟ ଜୋରସୋରରେ ଚାଲିଛି। ମୟୂରଭଞ୍ଜର ବାରିପଦା ମଧ୍ୟ ରଥଯାତ୍ରାକୁ ନେଇ ଉତ୍ସାହର ପରିବେଶ ଜମୁଛି। ଏବଂ, ଏସବୁ ଭିତରେ ଗଣତନ୍ତ୍ରର ବିକାଶର ଉତ୍ସବ ମଧ୍ୟ ଚାଲିଛି। ଓଡ଼ିଶାର ବିଜେପି ସରକାର ନିଜର ୨ ବର୍ଷ ମଧ୍ୟ ପୂର୍ଣ୍ଣ କରିଛନ୍ତି। ଏହି ଅବସରରେ ଆପଣମାନଙ୍କ ଗହଣକୁ ଆସିବା, ମୟୂରଭଞ୍ଜ ଆସିବାର ଏହି ସୌଭାଗ୍ୟ ଏବଂ ଏତେ ବଡ଼ ସଂଖ୍ୟାରେ ଆପଣମାନଙ୍କ ଉପସ୍ଥିତି, ମୋ ପାଇଁ ଅତ୍ୟନ୍ତ ସ୍ୱତନ୍ତ୍ର। ଆପଣମାନଙ୍କର ଏହି ଆପଣାପଣ ମୋତେ ବାରମ୍ବାର ଏଠାକୁ ଟାଣି ଆଣେ। ମୁଁ ଆପଣ ସମସ୍ତଙ୍କୁ ହୃଦୟରୁ ବହୁତ ବହୁତ ଅଭିନନ୍ଦନ ଜଣାଉଛି। ଏବଂ ଓଡ଼ିଶାର ଜନସାଧାରଣଙ୍କୁ ଡବଲ୍ ଇଞ୍ଜିନ ସରକାରରେ ବିକାଶ ଯାତ୍ରାର ମଧ୍ୟ ବଧେଇ ଜଣାଉଛି, ଶୁଭକାମନା ଜଣାଉଛି। ଏଥିସହିତ, ଏହି ଅବସରରେ ମୁଁ ପଣ୍ଡିତ ରଘୁନାଥ ମୁର୍ମୁ, ଡକ୍ଟର ଦମୟନ୍ତୀ ବେଶ୍ରା ଏବଂ ଶ୍ରୀ ଚରଣ ହେମ୍ବ୍ରମଙ୍କ ଭଳି ମହାନ ବ୍ୟକ୍ତିତ୍ୱମାନଙ୍କୁ ମଧ୍ୟ ପ୍ରଣାମ କରୁଛି। ଶ୍ରୀ ରଘୁନାଥ ମୁର୍ମୁ ସନ୍ଥାଳୀ ଭାଷା ପାଇଁ ‘ଅଲ୍ ଚିକି’ ଲିପିର ସୃଷ୍ଟି କରିଥିଲେ। ଆମ ସରକାର ସନ୍ଥାଳୀ ଭାଷାରେ ଭାରତର ସମ୍ବିଧାନକୁ ପ୍ରସ୍ତୁତ କରିଛନ୍ତି। ଓଡ଼ିଶାର ସନ୍ତାନମାନଙ୍କୁ ପଦ୍ମ ସମ୍ମାନରେ ସମ୍ମାନିତ କରିଛନ୍ତି। ବିଗତ ୨ ବର୍ଷ ମଧ୍ୟରେ ଓଡ଼ିଶା ସରକାର ମଧ୍ୟ ଏହି ସମସ୍ତ ମହାନୁଭବଙ୍କ ସ୍ୱପ୍ନକୁ ସାକାର କରିବା ପାଇଁ ଦିନରାତି ପରିଶ୍ରମ କରୁଛନ୍ତି।

ଓଡ଼ିଶା ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରେ ୪୭,୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

June 20th, 01:00 pm

ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମୟୂରଭଞ୍ଜ ଜିଲ୍ଲାର ପାହାଡପୁର ଗ୍ରାମ ଗସ୍ତ କରିଛନ୍ତି। ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ପବିତ୍ର ସାନ୍ତାଳୀ ଜାହେର ଏବଂ ହୋ ଜାହେରରେ ପୂଜାର୍ଚ୍ଚନା କରିଛନ୍ତି । ସେମାନେ ମଧ୍ୟ ପାହାଡ଼ପୁରଠାରେ ଦକ୍ଷତା କେନ୍ଦ୍ର ଏବଂ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି । ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ଓଡ଼ିଶା ସରକାରଙ୍କ ଦୁଇ ବର୍ଷ ପୂରଣ ଅବସରରେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରେ ଏକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। କାର୍ଯ୍ୟକ୍ରମର ବିଷୟବସ୍ତୁ ଥିଲା- ‘ବିକାଶ ର ଧାରା, ଓଡ଼ିଶା ସାରା’। ଏହି କାର୍ଯ୍ୟକ୍ରମରେ ୪୭,୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି।

Prime Minister expresses gratitude to Rashtrapati Ji for her warm wishes and kind words

June 10th, 07:18 pm

Prime Minister Shri Narendra Modi today expressed gratitude to Rashtrapati Ji for her warm wishes and kind words. The Prime Minister stated that whatever has been achieved over the years is the result of the collective efforts and aspirations of the people of India.

The trust of 140 crore Indians is our greatest strength and responsibility: PM Modi at the NDA Leaders’ Conclave

June 10th, 06:33 pm

PM Modi addressed the NDA Leaders' Conclave in New Delhi, highlighting the government's commitment to fulfilling the aspirations of 140 crore Indians and accelerating India's journey towards a Viksit Bharat. Speaking at the NDA Conclave at Bharat Mandapam after becoming the longest continuously serving elected Prime Minister of India, he said, To have the opportunity to serve Maa Bharti for such a long time is possible only through God's blessings. For me, 'Janta Janardan' is God.

PM Modi addresses NDA Leaders' Conclave, reaffirms commitment to Viksit Bharat

June 10th, 06:30 pm

PM Modi addressed the NDA Leaders' Conclave in New Delhi, highlighting the government's commitment to fulfilling the aspirations of 140 crore Indians and accelerating India's journey towards a Viksit Bharat. Speaking at the NDA Conclave at Bharat Mandapam after becoming the longest continuously serving elected Prime Minister of India, he said, To have the opportunity to serve Maa Bharti for such a long time is possible only through God's blessings. For me, 'Janta Janardan' is God.

Prime Minister pays heartfelt tributes to Gurudev Rabindranath Tagore on the occasion of Pochishe Boishakh

May 09th, 09:10 am

The Prime Minister, Shri Narendra Modi today paid heartfelt tributes to Gurudev Rabindranath Tagore on the special occasion of Pochishe Boishakh.

ଉତ୍ସବ ଅବସରରେ କୃଷକମାନଙ୍କୁ କୃତଜ୍ଞତା ବ୍ୟକ୍ତ କରି ଏକ ସଂସ୍କୃତ ସୁଭାଶିତମ୍ ସେୟାର କରିଛନ୍ତି ପ୍ରଧାନମନ୍ତ୍ରୀ

April 15th, 07:58 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଦେଶର ବିଭିନ୍ନ ଭାଗରେ ଅନେକ ପର୍ବ ପାଳନ କରାଯାଉଛି। ସେ ଉଲ୍ଲେଖ କରିଥିଲେ ଯେ ଆନନ୍ଦ ଏବଂ ଉତ୍ସାହରେ ପରିପୂର୍ଣ୍ଣ ଏଭଳି ଅବସରରେ ଦେଶ ନିଜର ପରିଶ୍ରମୀ କୃଷକ ଭାଇ ଓ ଭଉଣୀମାନଙ୍କ ପ୍ରତି କୃତଜ୍ଞ, ଯେଉଁମାନେ ସମଗ୍ର ଦେଶକୁ ପୋଷଣ ଦେଉଛନ୍ତି।

ରାଜ୍ୟର ନାମ ପରିବର୍ତ୍ତନ କରି କେରଳମ୍‍ ରଖିବା ପାଇଁ କୃତଜ୍ଞତା ଜଣାଇବା ନିମନ୍ତେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି ବିଶିଷ୍ଟ ମାଲାୟାଲି ସାହିତ୍ୟିକ

February 27th, 07:34 pm

ବିଶିଷ୍ଟ ମାଲାୟାଲି ସାହିତ୍ୟିକଙ୍କ ଏକ ଗୋଷ୍ଠୀ ଆଜି ପ୍ରଧାନମନ୍ତ୍ରୀଙ୍କୁ ଭେଟି କେରଳର ନାମ ପରିବର୍ତ୍ତନ କରି କେରଳମ୍‍ କରାଯାଇଥିବା ନେଇ କୃତଜ୍ଞତା ବ୍ୟକ୍ତ କରିଛନ୍ତି।

Prime Minister Expresses Gratitude to President of Sri Lanka for Inaugurating the Exposition of the Holy Devnimori Relics

February 05th, 10:45 am

PM Modi conveyed his gratitude to Sri Lankan President Anura Kumara Dissanayake for inaugurating the Exposition of the Holy Devnimori Relics at the sacred Gangaramaya Temple in Colombo. He recalled his visit to Sri Lanka in April 2025, during which the decision to bring the revered relics to the country was taken. The PM expressed hope that Lord Buddha’s timeless message of compassion, peace and harmony will continue to guide humanity.

ସୌମ୍ୟନାରାୟଣ ପେରୁମଲ ମନ୍ଦିରର ପୂଜାରୀମାନଙ୍କୁ ଭେଟିଛନ୍ତି ପ୍ରଧାନମନ୍ତ୍ରୀ

January 23rd, 11:42 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସକାଳେ ସୌମ୍ୟନାରାୟଣ ପେରୁମଲ ମନ୍ଦିରର ସମ୍ମାନିତ ପୂଜକମାନଙ୍କୁ ଭେଟିଥିଲେ।

ସଶସ୍ତ୍ର ବାହିନୀ ପତାକା ଦିବସ ଅବସରରେ ସଶସ୍ତ୍ର ବାହିନୀ ପ୍ରତି କୃତଜ୍ଞତା ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ

December 07th, 10:58 am

ପ୍ରଧାନମନ୍ତ୍ରୀ ଆଜି ସଶସ୍ତ୍ର ବାହିନୀ ପତାକା ଦିବସ ଅବସରରେ ସଶସ୍ତ୍ର ବାହିନୀର ସାହସୀ ପୁରୁଷ ଓ ମହିଳାମାନଙ୍କୁ ଗଭୀର କୃତଜ୍ଞତା ଜ୍ଞାପନ କରିଛନ୍ତି।

ଦିଲ୍ଲୀ ଘଟଣା ପରେ ଭୂଟାନର ଏକତା ପ୍ରଦର୍ଶନ ପାଇଁ କୃତଜ୍ଞତା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

November 11th, 03:01 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭୂଟାନର ମହାମହିମ ରାଜା ଚତୁର୍ଥଙ୍କ ୭୦ତମ ଜୟନ୍ତୀ ପାଳନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଭୁଟାନର ଜନସାଧାରଣଙ୍କ ପ୍ରତି ହୃଦୟରୁ କୃତଜ୍ଞତା ବ୍ୟକ୍ତ କରିଛନ୍ତି। ଦିଲ୍ଲୀରେ ଘଟିଥିବା ଦୁଃଖଦ ଘଟଣା ପରେ ଭୂଟାନର ଲୋକମାନେ ପୀଡ଼ିତ ଏବଂ ସେମାନଙ୍କ ପରିବାର ପାଇଁ ଏକ ଅନନ୍ୟ ପ୍ରାର୍ଥନା କରିଥିଲେ। ପ୍ରଧାନମନ୍ତ୍ରୀ କରୁଣା ଏବଂ ଏକତାର ଏହି ଗଭୀର କାର୍ଯ୍ୟକୁ ସ୍ୱୀକାର କରି କହିଛନ୍ତି, ମୁଁ ଏହି ପଦକ୍ଷେପକୁ କେବେବି ଭୁଲିବି ନାହିଁ ।

ସରକାରଙ୍କ ମୁଖ୍ୟ ଭାବେ ୨୫ତମ ବର୍ଷରେ ପଦାର୍ପଣ କରିବା ଅବସରରେ ଜନତାଙ୍କ ପ୍ରତି କୃତଜ୍ଞତା ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

October 07th, 10:52 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସରକାରଙ୍କ ମୁଖ୍ୟ ଭାବେ, ତାଙ୍କ ୨୫ତମ ସେବା ବର୍ଷରେ ପଦାର୍ପଣ କରିବା ଅବସରରେ ଭାରତର ଜନସାଧାରଣଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଛନ୍ତି। ୨୦୦୧ ମସିହା ଆଜିର ଦିନରେ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବା ପରଠାରୁ ତାଙ୍କ ଯାତ୍ରାକୁ ମନେ ପକାଇ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଲୋକଙ୍କ ଜୀବନକୁ ଉନ୍ନତ କରିବା ଏବଂ ଦେଶର ପ୍ରଗତିରେ ଯୋଗଦାନ ଦେବା ତାଙ୍କର ନିରନ୍ତର ପ୍ରୟାସ।

ଦାର୍ଜିଲିଂରେ ବର୍ଷା ଏବଂ ଭୂସ୍ଖଳନ ପ୍ରଭାବିତଙ୍କୁ ସହାୟତା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିଶ୍ରୁତି

October 05th, 04:18 pm

ପ୍ରବଳ ବର୍ଷା ଏବଂ ଭୂସ୍ଖଳନ ଦ୍ୱାରା ଗୁରୁତର ଭାବେ ପ୍ରଭାବିତ ହୋଇଥିବା ଦାର୍ଜିଲିଂ ଏବଂ ଆଖପାଖ ଅଞ୍ଚଳର ପରିସ୍ଥିତି ଉପରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଉଦବେଗ ପ୍ରକାଶ କରିଛନ୍ତି।

ଜନ୍ମଦିନରେ ଶୁଭେଚ୍ଛା ଓ ଆଶୀର୍ବାଦ ପାଇଁ ସମସ୍ତଙ୍କୁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ

September 17th, 08:27 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନିଜର ୭୫ତମ ଜନ୍ମଦିନରେ ଦେଶବ୍ୟାପୀ ଓ ବିଦେଶରୁ ଅସଂଖ୍ୟ ଶୁଭକାମନା ବାର୍ତ୍ତା, ଆଶୀର୍ବାଦ ଏବଂ ସ୍ନେହ ପାଇଁ ଜନଶକ୍ତିକୁ କୃତଜ୍ଞତା ଜ୍ଞାପନ କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି କି ଏହି ସ୍ନେହ ତାଙ୍କୁ ସଶକ୍ତ ବନାଇବା ସହ ପ୍ରେରଣା ଦେଉଛି ।

PM Modi expresses gratitude to world leaders for birthday wishes

September 17th, 03:03 pm

The Prime Minister Shri Narendra Modi expressed his gratitude to the world leaders for greetings on his 75th birthday, today.

ଜନ୍ମଦିନ ଶୁଭେଚ୍ଛା ପାଇଁ ଓମ୍ ବିର୍ଲାଙ୍କୁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

September 17th, 09:28 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ୭୫ତମ ଜନ୍ମ ଦିବସରେ ଶୁଭେଚ୍ଛା ଜଣାଇଥିବାରୁ ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “ଆପଣଙ୍କ ସ୍ନେହ ଦେଶର ସେବା ଜାରି ରଖିବାକୁ ପ୍ରେରଣା ଦେଉଛି”

ଜନ୍ମଦିନ ଶୁଭେଚ୍ଛା ପାଇଁ ଉପରାଷ୍ଟ୍ରପତିଙ୍କୁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

September 17th, 09:22 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ୭୫ତମ ଜନ୍ମ ଦିବସରେ ଶୁଭେଚ୍ଛା ଜଣାଇଥିବାରୁ ଭାରତର ଉପରାଷ୍ଟ୍ରପତି ଶ୍ରୀ ସି.ପି. ରାଧାକ୍ରିଷ୍ଣନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “ଆପଣଙ୍କ ଶୁଭେଚ୍ଛା ସମର୍ପିତ ଭାବନାରେ ଦେଶର ସେବା କରିବା ପାଇଁ ସଂକଳ୍ପକୁ ଆହୁରି ସୁଦୃଢ଼ କରିବ ।”

ଜନ୍ମଦିନ ଶୁଭେଚ୍ଛା ପାଇଁ ରାଷ୍ଟ୍ରପତିଙ୍କୁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

September 17th, 09:14 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ୭୫ତମ ଜନ୍ମ ଦିନ ଅବସରରେ ଶୁଭେଚ୍ଛା ପାଇଁ ଭାରତର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ କୃତଜ୍ଞତା ଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “୧୪୦ କୋଟି ଦେଶବାସୀଙ୍କ ସ୍ନେହ ଓ ସହଯୋଗରେ ଦୃଢ଼, ଦକ୍ଷ ଏବଂ ଆତ୍ମନିର୍ଭର ଭାରତ ଗଠନ ଦିଗରେ ଆମେ ସର୍ବଦା ଉତ୍ସର୍ଗୀତ ରହିବୁ । ଏହି ଦିଗରେ ଆପଣଙ୍କ ଦୂରଦୃଷ୍ଟି ଓ ଭାବନା ଆମ ପାଇଁ ସର୍ବଦା ପ୍ରେରଣାଦାୟକ ।”