ନୋଏଡାରେ ‘ଉତ୍ତର ପ୍ରଦେଶ ଅନ୍ତର୍ଜାତୀୟ ବାଣିଜ୍ୟ ପ୍ରଦର୍ଶନୀ’ର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 25th, 10:22 am
ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ, ଉତ୍ତର ପ୍ରଦେଶ ସରକାରଙ୍କ ମନ୍ତ୍ରୀଗଣ, ଉତ୍ତର ପ୍ରଦେଶ ବିଜେପି ସଭାପତି ଭୂପେନ୍ଦ୍ର ଚୌଧୁରୀ , ଶିଳ୍ପ ଜଗତର ସମସ୍ତ ବନ୍ଧୁ, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ସଜ୍ଜନଗଣ।ଗ୍ରେଟର ନୋଏଡାରେ ‘ଉତ୍ତର ପ୍ରଦେଶ ଅନ୍ତର୍ଜାତୀୟ ବାଣିଜ୍ୟ ପ୍ରଦର୍ଶନୀ’କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 25th, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ଗ୍ରେଟର ନୋଏଡାରେ ‘ଉତ୍ତର ପ୍ରଦେଶ ଅନ୍ତର୍ଜାତୀୟ ବାଣିଜ୍ୟ ପ୍ରଦର୍ଶନୀ -୨୦୨୫’କୁ ଉଦଘାଟନ ଏବଂ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଉତ୍ତର ପ୍ରଦେଶ ଅନ୍ତର୍ଜାତୀୟ ବାଣିଜ୍ୟ ପ୍ରଦର୍ଶନୀରେ ଯୋଗ ଦେଇଥିବା ସମସ୍ତ ବ୍ୟବସାୟୀ, ନିବେଶକ, ଉଦ୍ୟୋଗୀ ଏବଂ ଯୁବ ଅଂଶଗ୍ରହଣକାରୀଙ୍କୁ ସ୍ୱାଗତ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ୨,୨୦୦ ରୁ ଅଧିକ ପ୍ରଦର୍ଶକ ସେମାନଙ୍କର ଉତ୍ପାଦ ଏବଂ ସେବା ପ୍ରଦର୍ଶନ କରୁଥିବାରୁ ସେ ଖୁସି ବ୍ୟକ୍ତ କରିଛନ୍ତି। ଶ୍ରୀ ମୋଦୀ ଏହି ବାଣିଜ୍ୟ ପ୍ରଦର୍ଶନୀର ସଂସ୍କରଣ ପାଇଁ ଋଷ ଦେଶ ଅଂଶୀଦାର ବୋଲି ଆଲୋକପାତ କରିଛନ୍ତି, ଯାହା ଏକ ପରୀକ୍ଷିତ ସହଭାଗୀ ସୁଦୃଢ଼ତାର ଗୁରୁତ୍ୱ ବହନ କରୁଛି। ସେ ଏହି କାର୍ଯ୍ୟକ୍ରମ ଆୟୋଜନ ପାଇଁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ସରକାରୀ ସହକର୍ମୀ ଏବଂ ଅନ୍ୟାନ୍ୟ ଅଂଶୀଦାରମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ଏହି ଅବସରଟି ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜନ୍ମଜୟନ୍ତୀ ସହିତ ସମ୍ପୃକ୍ତ ଅଟେ, ଯିଏ ସମାଜର ସବୁଠୁ ପଛରେ ପଡ଼ିଥିବା ବ୍ୟକ୍ତିଙ୍କ ଉନ୍ନତି ପାଇଁ - ଅନ୍ତ୍ୟୋଦୟ ପଥ ଉପରେ ଦେଶକୁ ନେତୃତ୍ୱ ଦେଇଥିଲେ। ସେ ଜୋର ଦେଇ କହିଛନ୍ତି ଯେ, ଅନ୍ତ୍ୟୋଦୟ ଅର୍ଥ ହେଉଛି ବିକାଶକୁ ତ୍ରୁଣମୂଳସ୍ତର ପର୍ଯ୍ୟନ୍ତ ପହଞ୍ଚାଇବା, ସମସ୍ତ ପ୍ରକାରର ଭେଦଭାବକୁ ଦୂର କରିବା। ସେ ଆହୁରି ମଧ୍ୟ ମନ୍ତବ୍ୟ ଦେଇଛନ୍ତି ଯେ, ଭାରତ ବର୍ତ୍ତମାନ ଏହି ସମାବେଶୀମୂଳକ ଉନ୍ନତିର ମଡେଲ୍କୁ ବିଶ୍ୱ ସାମ୍ନାରେ ଏକ ଉଦାହରଣ ଭାବରେ ପ୍ରଦର୍ଶନ କରୁଛି।ସେପ୍ଟେମ୍ବର ୨୫ରେ ପ୍ରଧାନମନ୍ତ୍ରୀଙ୍କ ଉତ୍ତର ପ୍ରଦେଶ ଏବଂ ରାଜସ୍ଥାନ ଗସ୍ତ
September 24th, 06:25 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୨୫ରେ ଉତ୍ତର ପ୍ରଦେଶ ଓ ରାଜସ୍ଥାନ ଗସ୍ତ କରିବେ। ସକାଳ ପ୍ରାୟ ୯ଟା ୩୦ରେ ସେ ଗ୍ରେଟର ନୋଏଡ଼ାରେ ଉତ୍ତର ପ୍ରଦେଶ ଆନ୍ତର୍ଜାତିକ ବାଣିଜ୍ୟ-ଶୋ ୨୦୨୫କୁ ଉଦଘାଟନ କରି ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରିବେ ।ଉତ୍ତର ପ୍ରଦେଶର ଗ୍ରେଟର ନୋଏଡାଠାରେ ସେମିକନ୍ ଇଣ୍ଡିଆ ୨୦୨୪ରେ ଶୀର୍ଷ ସେମିକଣ୍ଡକ୍ଟର ସିଇଓମାନେ ଭାରତ ଏବଂ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱକୁ ପ୍ରଶଂସା କରିଛନ୍ତି
September 11th, 04:28 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ଗ୍ରେଟର ନୋଏଡାଠାରେ ଇଣ୍ଡିଆ ଏକ୍ସପୋ ମାର୍ଟରେ ସେମିକନ୍ ଇଣ୍ଡିଆ ୨୦୨୪କୁ ଉଦଘାଟନ କରିଛନ୍ତି । ସେମିକନ୍ ଇଣ୍ଡିଆ ୨୦୨୪ ସେପ୍ଟେମ୍ବର ୧୧ରୁ ୧୩ ତାରିଖ ପର୍ଯ୍ୟନ୍ତ 'ସେପିଂ ଦ ସେମିକଣ୍ଡକ୍ଟର ଫ୍ୟୁଚର' ଶୀର୍ଷକରେ ଆୟୋଜନ କରାଯାଉଛି। ତିନି ଦିନ ଧରି ଚାଲିବାକୁ ଥିବା ଏହି ସମ୍ମିଳନୀରେ ଭାରତର ସେମିକଣ୍ଡକ୍ଟର କୌଶଳ ଏବଂ ନୀତିକୁ ପ୍ରଦର୍ଶିତ କରାଯାଇଛି ଯାହା ଭାରତକୁ ସେମିକଣ୍ଡକ୍ଟର ପାଇଁ ଏକ ବିଶ୍ୱସ୍ତରୀୟ କେନ୍ଦ୍ରରେ ପରିଣତ କରିବାକୁ ଲକ୍ଷ୍ୟ ରଖିଛି। ଗ୍ଲୋବାଲ ସେମିକଣ୍ଡକ୍ଟର ଜାଏଣ୍ଟର ଶୀର୍ଷ ନେତୃତ୍ୱମାନେ ଏହି ସମ୍ମିଳନୀରେ ଅଂଶଗ୍ରହଣ କରୁଛନ୍ତି ଯାହା ବିଶ୍ୱସ୍ତରୀୟ ନେତା, କମ୍ପାନୀ ଏବଂ ସେମିକଣ୍ଡକ୍ଟର ଶିଳ୍ପର ବିଶେଷଜ୍ଞମାନଙ୍କୁ ଏକାଠି କରିବ । ଏହି ସମ୍ମିଳନୀରେ ୨୫୦ ରୁ ଅଧିକ ପ୍ରଦର୍ଶକ ଓ ୧୫୦ ବକ୍ତା ଅଂଶଗ୍ରହଣ କରୁଛନ୍ତି।Prime Minister Narendra Modi to inaugurate SEMICON India 2024 in Greater Noida
September 09th, 08:08 pm
PM Modi will inaugurate SEMICON India 2024 on 11th September at India Expo Mart, Greater Noida. The event, held from 11-13 September, will showcase India's semiconductor strategy and policy, aiming to position India as a global hub for semiconductor design, manufacturing, and technology. The conference will feature over 250 exhibitors, 150 speakers, and participation from top global semiconductor leaders.