ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍‌

March 25th, 05:35 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ୨୦୩୧-୨୦୩୫ ଅବଧି ପାଇଁ ଭାରତର ଜାତୀୟ ନିର୍ଦ୍ଧାରିତ ଅବଦାନ (ଏନଡିସି)କୁ ମଞ୍ଜୁରୀ ଦେଇଛି। ଏହା ଭାରତର କାର୍ଯ୍ୟକୁ ମଜବୁତ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ଏହା ଜଳବାୟୁ ପରିବର୍ତ୍ତନ ଉପରେ ମିଳିତ ଜାତିସଂଘ ଫ୍ରେମୱାର୍କ କନଭେନସନ (ୟୁଏନଏଫସିସିସି) ଏବଂ ଏହାର ପ୍ୟାରିସ ଚୁକ୍ତିନାମା ଅଧୀନରେ ଦେଶର ମହତ୍ତ୍ୱାକାଂକ୍ଷାକୁ ପ୍ରୋତ୍ସାହିତ କରିବ ଏବଂ ଦୀର୍ଘସ୍ଥାୟୀ ବିକାଶ ଏବଂ ଜଳବାୟୁ ନ୍ୟାୟ ପ୍ରତି ଏହାର ପ୍ରତିବଦ୍ଧତାକୁ ମଧ୍ୟ ମଜବୁତ କରିବ।

ଶକ୍ତି ସୁରକ୍ଷା ଉପରେ G7 ଆଉଟରିଚ୍ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

June 18th, 11:15 am

G-7 ଶିଖର ସମ୍ମିଳନୀକୁ ଆମକୁ ନିମନ୍ତ୍ରଣ କରିବା ଏବଂ ଆମର ଭବ୍ୟ ସ୍ୱାଗତ ପାଇଁ ମୁଁ ପ୍ରଧାନମନ୍ତ୍ରୀ କାର୍ନିଙ୍କୁ ମୋର ହୃଦୟରୁ କୃତଜ୍ଞତା ଜଣାଉଛି। G-7 ଗୋଷ୍ଠୀର ୫୦ ବର୍ଷ ପୂରଣର ଐତିହାସିକ ଅବସରରେ ମୁଁ ଆମର ସମସ୍ତ ବନ୍ଧୁଙ୍କୁ ଅଭିନନ୍ଦନ ଜଣାଉଛି।

ଜି7 ଆଉଟରିଚ୍ ଅଧିବେଶନକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

June 18th, 11:13 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କନାନସ୍କିସରେ ଜି-7 ଶିଖର ସମ୍ମିଳନୀର ଆଉଟରିଚ ଅଧିବେଶନରେ ଅଂଶଗ୍ରହଣ କରିଛନ୍ତି। ସେ ‘ଶକ୍ତି ସୁରକ୍ଷା: ପରିବର୍ତ୍ତିତ ବିଶ୍ୱରେ ଉପଲବ୍ଧତା ଓ ସୁଲଭତା ସୁନିଶ୍ଚିତ କରିବା ଲାଗି ବିବିଧକରଣ, ପ୍ରଯୁକ୍ତି ବିଦ୍ୟା ଏବଂ ଭିତ୍ତିଭୂମି’ ବିଷୟ ଉପରେ ଆୟୋଜିତ ଅଧିବେଶନକୁ ସମ୍ବୋଧିତ କରିଛନ୍ତି । ଏଥିସହିତ ଶ୍ରୀ ମୋଦୀ ତାଙ୍କ ନିମନ୍ତ୍ରଣ ପାଇଁ କାନାଡା ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ମାର୍କ କାର୍ନିଙ୍କୁ ଧନ୍ୟବାଦ ଜଣାଇବା ସହିତ ଜି-7 ଯାତ୍ରାର ୫୦ ବର୍ଷ ପୂରଣ ଅବସରରେ ଅଭିନନ୍ଦନ ଜଣାଇଥିଲେ।

ସୋସିଆଲ ମିଡିଆ କର୍ଣ୍ଣର 17 ଅକ୍ଟୋବର

October 17th, 11:42 am

ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟ ର ପ୍ରତିଦିନ ଡୋଜ ।ଗଭରନାନ୍ସ ରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ

Address by the President of India, Shri Pranab Mukherjee to the Joint Session of both houses of Parliament

February 23rd, 12:47 pm



PM’s speech at the Demonstration of Retrofit Electric Bus at Parliament House

December 21st, 02:43 pm



PM attends function for the Demonstration of Retrofit Electric Bus at Parliament House

December 21st, 02:42 pm



Symbolize the tree as a form of a social asset: CM

March 30th, 07:38 pm

Symbolize the tree as a form of a social asset: CM

Showcasing Gandhinagar growth story on its 48th Birthday

August 02nd, 07:40 am

Showcasing Gandhinagar growth story on its 48th Birthday

Hon'ble CM inaugrates 'Green Ahmedabad' Campaign

July 31st, 11:19 am

Hon'ble CM inaugrates 'Green Ahmedabad' Campaign