India is becoming a global hub for MRO, green shipping and maritime services: PM Modi at the Norway-India Business and Research Summit

May 18th, 11:49 pm

PM Modi attended and addressed the India-Norway Business and Research Summit at Oslo. In his speech, the PM appreciated the growth in bilateral trade and investments following the entry into force of TEPA. He encouraged greater Norwegian investments in India in key sectors and urged the business communities of both countries to forge new partnerships, identify emerging areas of collaboration and strengthen economic cooperation.

ଭାରତ-ନରଓ୍ବେ ବ୍ୟବସାୟ ଓ ଗବେଷଣା ଶିଖର ସମ୍ମିଳନୀରେ ଯୋଗଦେଲେ ପ୍ରଧାନମନ୍ତ୍ରୀ

May 18th, 08:50 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓସ୍‌ଲୋଠାରେ ଭାରତ-ନରଓ୍ବେ ବ୍ୟବସାୟ ଓ ଗବେଷଣା ଶିଖର ସମ୍ମିଳନୀରେ ଯୋଗଦେଇଥିଲେ। ଏଥିରେ ନରୱେର ଯୁବରାଜ ହାକନ୍ ଏବଂ ପ୍ରଧାନମନ୍ତ୍ରୀ ଜୋନାସ୍ ଗାହର ଷ୍ଟୋର୍ ମଧ୍ୟ ଅଂଶଗ୍ରହଣ କରିଥିଲେ।

ନରୱେ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ୍ ବିବୃତ୍ତି

May 18th, 04:44 pm

ଗତବର୍ଷ ମୋର ନରୱେ ଗସ୍ତ କରିବାର କାର୍ଯ୍ୟକ୍ରମ ଥିଲା, କିନ୍ତୁ ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଯୋଗୁଁ ଏହି ଯାତ୍ରା ସ୍ଥଗିତ ରଖିବାକୁ ପଡିଥିଲା। ସେହି କଠିନ ସମୟରେ, ନରୱେ ଆତଙ୍କବାଦ ବିରୁଦ୍ଧରେ ଲଢ଼େଇରେ ଭାରତ ସହିତ ଦୃଢ଼ ଭାବରେ ଠିଆ ହୋଇ ପ୍ରକୃତ ବନ୍ଧୁତା ପ୍ରଦର୍ଶନ କରିଥିଲା। ଆଜି, ମୁଁ ନରୱେ ଗସ୍ତ କରୁଥିବା ସମୟରେ, ସେହି ସମର୍ଥନ ପାଇଁ ମୁଁ ମୋର ହୃଦୟରୁ କୃତଜ୍ଞତା ପ୍ରକାଶ କରୁଛି।

ଡେନ୍‌ମାର୍କର ପ୍ରଧାନମନ୍ତ୍ରୀ ମେଟେ ଫ୍ରେଡରିକ୍ସନଙ୍କ ସହ ଟେଲିଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

April 15th, 06:02 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଡେନମାର୍କର ପ୍ରଧାନମନ୍ତ୍ରୀ ସୁଶ୍ରୀ ମେଟେ ଫ୍ରେଡରିକ୍ସନ ଆଜି ଟେଲିଫୋନରେ କଥା ହୋଇଛନ୍ତି । ଉଭୟ ନେତା ଦ୍ୱିପାକ୍ଷିକ ସମ୍ପର୍କ ସମେତ ବିଶ୍ୱସ୍ତରୀୟ ବିକାଶର ବିଭିନ୍ନ ଦିଗ ଉପରେ ଆଲୋଚନା କରିଛନ୍ତି ।