ଜମ୍ମୁ-କଶ୍ମୀରରେ ସୋନମାର୍ଗ ଟନେଲ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 13th, 12:30 pm
ଉପରାଜ୍ୟପାଳ ଶ୍ରୀ ମନୋଜ ସିହ୍ନା ଜୀ, ଜମ୍ମୁ-କଶ୍ମୀରର ମୁଖ୍ୟମନ୍ତ୍ରୀ ଶ୍ରୀ ଓମାର ଅବଦୁଲ୍ଲା ଜୀ, ମୋ କ୍ୟାବିନେଟ୍ର ସହଯୋଗୀ ଶ୍ରୀ ନୀତିନ ଗଡକରୀ ଜୀ, ଶ୍ରୀ ଜିତେନ୍ଦ୍ର ସିଂ ଜୀ, ଅଜୟ ଟମ୍ଟା ଜୀ, ଡେପୁଟି ସିଏମ ସୁରେନ୍ଦ୍ର କୁମାର ଚୌଧୁରୀ ଜୀ, ବିରୋଧୀ ଦଳ ନେତା ସୁନୀଲ ଶର୍ମା ଜୀ, ସମସ୍ତ ସାଂସଦ, ବିଧାୟକ ଏବଂ ଜମ୍ମୁ ଓ କଶ୍ମୀରର ମୋର ପ୍ରିୟ ଭାଇ ଭଉଣୀ ।ଜମ୍ମୁ ଓ କଶ୍ମୀରରେ ସୋନମାର୍ଗ ଟନେଲର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 13th, 12:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜମ୍ମୁ ଓ କଶ୍ମୀରରେ ସୋନମାର୍ଗ ଟନେଲକୁ ଉଦଘାଟନ କରିଛନ୍ତି । ଏହି ଅବସରରେ ସମାବେଶକୁ ସମ୍ବୋଧିତ କରି ସେ ଶ୍ରମିକମାନଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ, ଯେଉଁମାନେ ଜମ୍ମୁ-କଶ୍ମୀର ଓ ଭାରତର ବିକାଶ ପାଇଁ କଠିନ ପରିଶ୍ରମ କରିଛନ୍ତି ଏବଂ ନିଜ ଜୀବନକୁ ବାଜି ଲଗାଇ ଦେଇଛନ୍ତି। ଶ୍ରୀ ମୋଦୀ କହିଥିଲେ, ଆହ୍ୱାନ ସତ୍ତ୍ୱେ ଆମର ସଂକଳ୍ପ ଥମିବାର ନାଁ ଧରୁନାହିଁ। ଶ୍ରମିକମାନଙ୍କ ଦୃଢ଼ ସଂକଳ୍ପ ଓ ପ୍ରତିବଦ୍ଧତା ଏବଂ ସମସ୍ତ ବାଧାବିଘ୍ନକୁ ଅତିକ୍ରମ କରି କାର୍ଯ୍ୟ ସମ୍ପନ୍ନ କରିଥିବାରୁ ସେ ତାଙ୍କୁ ପ୍ରଶଂସା କରିଥିଲେ। ୭ ଜଣ ଶ୍ରମିକଙ୍କ ମୃତ୍ୟୁରେ ସେ ଶୋକ ପ୍ରକାଶ କରିଥିଲେ।ଜାମ୍ମୁ କାଶ୍ମୀରର ସୌନ୍ଦର୍ଯ୍ୟ ଏବଂ ଆତିଥେୟତା ସଂକ୍ରାନ୍ତରେ ନାଗରିକଙ୍କ ପ୍ରତିକ୍ରିୟାକୁ ସେୟାର କରିଛନ୍ତି ପ୍ରଧାନମନ୍ତ୍ରୀ
October 08th, 10:06 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାମ୍ମୁ-କଶ୍ମୀରର ସୌନ୍ଦର୍ଯ୍ୟ ତଥା ଆତିଥେୟତା ସହିତ ବାଏସରନ୍, ଆରୁ, କୋକେରନାଗ, ଅଖବାଲ, ଗୁଲମର୍ଗ, ଶ୍ରୀନଗର ଏବଂ ଡାଲ ହ୍ରଦର ସୌନ୍ଦର୍ଯ୍ୟ ଉପରେ ଆଲୋକପାତ କରିଥିବା ନାଗରିକଙ୍କ ମତାମତକୁ ସେୟାର କରିଛନ୍ତି ।ଦ୍ୱିତୀୟ ଖେଲୋ ଇଣ୍ଡିଆ ଜାତୀୟ ଶୀତକାଳୀନ କ୍ରୀଡାରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 26th, 11:53 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ଦ୍ୱିତୀୟ ଖେଲୋ ଇଣ୍ଡିଆ ଜାତୀୟ ଶୀତକାଳୀନ କ୍ରୀଡାକୁ ଉଦବୋଧନ ଦେଇଛନ୍ତି ।୨ୟ ଖେଲୋ ଇଣ୍ଡିଆ ଜାତୀୟ ଶୀତକାଳୀନ କ୍ରୀଡାରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ଘାଟନୀ ବକ୍ତବ୍ୟ
February 26th, 11:52 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ଦ୍ୱିତୀୟ ଖେଲୋ ଇଣ୍ଡିଆ ଜାତୀୟ ଶୀତକାଳୀନ କ୍ରୀଡାକୁ ଉଦବୋଧନ ଦେଇଛନ୍ତି ।