ପଞ୍ଜାବର ବନ୍ୟା ପ୍ରଭାବିତ ଅଞ୍ଚଳଗୁଡ଼ିକର ଆକାଶ ମାର୍ଗରେ ସର୍ଭେ କଲେ ପ୍ରଧାନମନ୍ତ୍ରୀ
September 09th, 05:34 pm
ପ୍ରଧାନମନ୍ତ୍ରୀ ଆକାଶ ମାର୍ଗରେ ପଞ୍ଜାବର ବନ୍ୟା ପ୍ରଭାବିତ ଅଞ୍ଚଳର ସର୍ଭେ କରିଥିଲେ। ପରେ, ସେ ଗୁରୁଦାସପୁରରେ ଅଧିକାରୀ ଏବଂ ନିର୍ବାଚିତ ଜନପ୍ରତିନିଧିମାନଙ୍କ ସହିତ ଏକ ସରକାରୀ ସମୀକ୍ଷା ବୈଠକ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦୀ ରିଲିଫ୍ ଏବଂ ପୁନର୍ବାସ ପଦକ୍ଷେପର ସମୀକ୍ଷା କରିଥିଲେ ଏବଂ ପଞ୍ଜାବରେ ବନ୍ୟା ଯୋଗୁଁ ହୋଇଥିବା କ୍ଷୟକ୍ଷତିର ମଧ୍ୟ ମୂଲ୍ୟାଙ୍କନ କରିଥିଲେ।ପଞ୍ଜାବର ଗୁରୁଦାସପୁର ଓ ଜଳନ୍ଧରରେ ବିଶାଳ ଜନସଭାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ମୋଦୀ
May 24th, 03:30 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପଞ୍ଜାବର ଗୁରୁଦାସପୁର ଏବଂ ଜଳନ୍ଧରଠାରେ ଉତ୍ସାହଜନକ ଜନସମାବେଶକୁ ସମ୍ବୋଧିତ କରି ପବିତ୍ର ଭୂମିକୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ପଞ୍ଜାବ ଏବଂ ଭାରତୀୟ ଜନତା ପାର୍ଟି ମଧ୍ୟରେ ଥିବା ବିଶେଷ ସମ୍ପର୍କକୁ ପ୍ରତିଫଳିତ କରିଥିଲେ।