ଭିଡିଓ କନଫରେନ୍ସିଂ ମାଧ୍ୟମରେ ନାଭି ମୁମ୍ବାଇରେ ଶ୍ରୀ ଗୁରୁ ତେଗ୍ ବାହାଦୁର ଜୀଙ୍କ ୩୫୦ତମ ସହିଦ୍ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 01st, 06:28 pm
ଯୋ ବୋଲେ ସୋ ନିହାଲ, ସତ୍ ଶ୍ରୀ ଅକାଲ ! ଆଜି ଆମେ ସମସ୍ତେ, 'ହିନ୍ଦ୍ ଦି ଚାଦର' ଶ୍ରୀ ଗୁରୁ ତେଗ୍ ବାହାଦୁର ସାହିବ ଜୀଙ୍କ ତିନି ଶହ ପଚାଶ ତମ ସହିଦ ପର୍ବର ପୂଣ୍ୟ ତିଥିରେ ତାଙ୍କୁ ସ୍ମରଣ କରୁଛୁ। ଏହି ସହିଦ ସଭାରେ ଉପସ୍ଥିତ ସମସ୍ତ ଜନସାଧାରଣଙ୍କୁ ମୋର ପ୍ରଣାମ। PM Modi addresses 350th Shaheedi Samagam of Sri Guru Teg Bahadur Ji; highlights initiatives for the Sikh community and social unity
March 01st, 06:00 pm
PM Modi addressed the 350th Martyrdom Year (Shaheedi Samagam) of ‘Hind di Chadar’ Sri Guru Teg Bahadur Sahib Ji. Paying his respects, the PM stated that today we all remember the great Guru on this significant anniversary and expressed that it is a matter of great fortune to be part of such a historic and sacred event.ମାଲେସିଆର ଭାରତୀୟ ସମୁଦାୟକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
February 07th, 03:59 pm
ଏହି ସାମୁଦାୟିକ ସମାରୋହରେ ସାମିଲ ହୋଇଥିବାରୁ ସର୍ବପ୍ରଥମେ ମୁଁ ମୋର ପ୍ରିୟ ବନ୍ଧୁ ପ୍ରଧାନମନ୍ତ୍ରୀ ଅନଓ୍ୱର ଇବ୍ରାହିମଙ୍କୁ ଧନ୍ୟବାଦ ଜ୍ଞାପନ କରୁଛି। ଏବେ ଏବେ ଭାରତ-ମାଲେସିଆର ବନ୍ଧୁତ୍ୱର ବ୍ୟାପକତା ଓ ଭବିଷ୍ୟତର ସମ୍ଭାବନା ନେଇ ସେ ଯେଉଁ ସୁନ୍ଦର ଅଭିଭାଷଣ ରଖିଲେ, ସେଥିପାଇଁ ମଧ୍ୟ ମୁଁ ତାଙ୍କୁ ଧନ୍ୟବାଦ ଅର୍ପଣ କରୁଛି।ମାଲେସିଆର କ୍ୱାଲାଲମ୍ପୁର ଠାରେ ଏକ ଜନସଭାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 07th, 03:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମାଲେସିଆର କ୍ୱାଲାଲମ୍ପୁରରେ ଏକ ଜନ ସଭାରେ ଉଦବୋଧନ ଦେଇଛନ୍ତି । ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ସ୍ନେହପୂର୍ଣ୍ଣ ଅଭିବାଦନ ସାଧାରଣ ସଂସ୍କୃତିର ସୁନ୍ଦର ବିବିଧତାକୁ ପ୍ରତିଫଳିତ କରେ। ସେ ତାଙ୍କର ପ୍ରିୟ ବନ୍ଧୁ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କୁ ଏହି ଜନ ସଭାରେ ଯୋଗଦେବା ପାଇଁ ଧନ୍ୟବାଦ ଜଣାଇଥିଲେ। ଶ୍ରୀ ମୋଦୀ କହିଥିଲେ, ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ତାଙ୍କୁ ସ୍ୱାଗତ କରିବା ପାଇଁ ବିମାନବନ୍ଦରକୁ ଆସିଥିଲେ ଏବଂ ତାଙ୍କ କାରରେ ତାଙ୍କୁ କାର୍ଯ୍ୟକ୍ରମରେ ଆଣିଥିଲେ। ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ଏହି ବିଶେଷ ଭାବନା ଭାରତ ଏବଂ ଉପସ୍ଥିତ ଲୋକଙ୍କ ପ୍ରତି ସ୍ନେହ ଓ ସମ୍ମାନକୁ ପ୍ରତିଫଳିତ କରେ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।ଶ୍ରୀ ଗୁରୁ ନାନକ ଦେବ ଜୀଙ୍କ ପ୍ରକାଶ ପର୍ବ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
November 05th, 10:26 am
‘‘ଶ୍ରୀ ଗୁରୁ ନାନକ ଦେବ ଜୀଙ୍କ ଜୀବନ ଏବଂ ବାର୍ତ୍ତା ମାନବଜାତିକୁ ସମୟୋଚିତ ଜ୍ଞାନ ସହିତ ମାର୍ଗଦର୍ଶନ ଜାରି ରଖିଛି। କରୁଣା, ସମାନତା, ନମ୍ରତା ଏବଂ ସେବାର ତାଙ୍କର ଶିକ୍ଷା ଅତ୍ୟନ୍ତ ପ୍ରେରଣାଦାୟୀ। ତାଙ୍କର ପ୍ରକାଶ ପର୍ବ ଅବସରରେ ଶୁଭେଚ୍ଛା। ତାଙ୍କର ଦିବ୍ୟ ଆଲୋକ ଆମ ଗ୍ରହକୁ ସବୁଦିନ ପାଇଁ ଆଲୋକିତ କରୁ ।Our Jawans have proved their mettle on every challenging occasion: PM Modi in Kutch
October 31st, 07:05 pm
PM Modi celebrated Diwali with the personnel of the BSF, Army, Navy and Air Force near the Indo-Pak border, at Lakki Nala in Sir Creek area in Gujarat's Kutch. The Prime Minister conveyed his deep appreciation for the soldiers' service to the nation, acknowledging the sacrifices they make in challenging environments.PM Modi celebrates Diwali with security personnel in Kutch,Gujarat
October 31st, 07:00 pm
PM Modi celebrated Diwali with the personnel of the BSF, Army, Navy and Air Force near the Indo-Pak border, at Lakki Nala in Sir Creek area in Gujarat's Kutch. The Prime Minister conveyed his deep appreciation for the soldiers' service to the nation, acknowledging the sacrifices they make in challenging environments.Congress, with its Emergency-era mentality, has lost faith in democracy: PM Modi in Rudrapur
April 02nd, 12:30 pm
Ahead of the Lok Sabha election 2024, Prime Minister Narendra Modi spoke to a large audience in Rudrapur, Uttarakhand today. Beginning his speech, PM Modi remarked, This marks my inaugural electoral rally in the 'Devbhumi,' Uttarakhand. Moreover, this rally unfolds in an area frequently labeled as Mini India. You all have come here to bless us in such large numbers. We are deeply grateful to all of you.PM Modi delivers a powerful speech at a public meeting in Rudrapur, Uttarakhand
April 02nd, 12:00 pm
Ahead of the Lok Sabha election 2024, Prime Minister Narendra Modi spoke to a large audience in Rudrapur, Uttarakhand today. Beginning his speech, PM Modi remarked, This marks my inaugural electoral rally in the 'Devbhumi,' Uttarakhand. Moreover, this rally unfolds in an area frequently labeled as Mini India. You all have come here to bless us in such large numbers. We are deeply grateful to all of you.'ଏବେ କୃଷକମାନେ ସମର୍ଥନ ପାଇଁ ଆଶ୍ବସ୍ତ ଅନୁଭବ କରୁଛନ୍ତି' ବୋଲି ପଞ୍ଜାବର ଚାଷୀମାନେ ପ୍ରଧାନମନ୍ତ୍ରୀଙ୍କୁ କହିଛନ୍ତି
January 08th, 03:21 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ଏହି କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ, ସାଂସଦ, ବିଧାୟକ ଓ ସ୍ଥାନୀୟ ସ୍ତରର ପ୍ରତିନିଧିଙ୍କ ସମେତ ଦେଶର ବିଭିନ୍ନ ସ୍ଥାନରୁ ହଜାର ହଜାର ବିକଶିତ ଭାରତ ସଂକଳ୍ପ ଯାତ୍ରା ହିତାଧିକାରୀ ଯୋଗ ଦେଇଥିଲେ।ଶ୍ରୀ ଗୁରୁ ନାନକ ଦେବ ଜୀଙ୍କ ପ୍ରକାଶ ପର୍ବ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
November 27th, 09:53 am
ଶ୍ରୀ ଗୁରୁ ନାନକ ଦେବ ଜୀଙ୍କ ପ୍ରକାଶ ପର୍ବ ଶୁଭ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶକୁ ଶୁଭେଚ୍ଛା ଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି ଯେ, ଅନ୍ୟମାନଙ୍କ ସେବା ଏବଂ ଭାଇଚାରା ବଢ଼ାଇବା ଲାଗି ଶ୍ରୀ ଗୁରୁ ନାନକ ଦେବ ଜୀଙ୍କ ଅବଦାନ ଦୁନିଆରେ ଲକ୍ଷ ଲକ୍ଷ ଲୋକଙ୍କୁ ଶକ୍ତି ଦେଇଥାଏ ।ମଥୁରାରେ ସନ୍ଥ ମୀରାବାଈଙ୍କ ୫୨୫ତମ ଜନ୍ମଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 23rd, 07:00 pm
ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ବ୍ରଜର ପୂଜ୍ୟ ସନ୍ଥଗଣ, ଉତ୍ତରପ୍ରଦେଶର ରାଜ୍ୟପାଳ ଆନନ୍ଦୀବେନ ପଟେଲ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଜୀ, ଆମର ଦୁଇ ଉପମୁଖ୍ୟମନ୍ତ୍ରୀଗଣ, ମନ୍ତ୍ରିମଣ୍ଡଳର ସହଯୋଗୀ ଓ ସହଯୋଗୀଗଣ, ମଥୁରାର ସାଂସଦ ଭଉଣୀ ହେମାମାଳିନୀ ଜୀ ଏବଂ ମୋର ପ୍ରିୟ ବ୍ରଜବାସୀମାନେ!ଉତ୍ତରପ୍ରଦେଶର ମଥୁରାରେ ସନ୍ଥ ମୀରାବାଇଙ୍କ ଜନ୍ମୋତ୍ସବରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
November 23rd, 06:27 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ମଥୁରାଠାରେ ସନ୍ଥ ମୀରାବାଇଙ୍କ ୫୨୫ତମ ଜୟନ୍ତୀ ପାଳନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମ ସନ୍ଥ ମୀରାବାଇ ଜନ୍ମୋତ୍ସବରେ ଅଂଶଗ୍ରହଣ କରିଛନ୍ତି । ସନ୍ଥ ମୀରା ବାଇଙ୍କ ସମ୍ମାନରେ ପ୍ରଧାନମନ୍ତ୍ରୀ ମୋଦୀ ଏକ ସ୍ମାରକୀ ଟିକଟ ଏବଂ ମୁଦ୍ରା ଉନ୍ମୋଚନ କରିଛନ୍ତି । ସେ ଏକ ପ୍ରଦର୍ଶନୀରେ ବୁଲିବା ସହିତ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଦେଖିଛନ୍ତି। ଏହି ଅବସରରେ ସନ୍ଥ ମୀରାବାଇଙ୍କ ସ୍ମୃତିରେ ବର୍ଷବ୍ୟାପୀ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଥିଲା।PM Narendra Modi addresses public meetings in Pali & Pilibanga, Rajasthan
November 20th, 12:00 pm
Amidst the ongoing election campaigning in Rajasthan, PM Modi’s rally spree continued as he addressed public meetings in Pali and Pilibanga. Addressing a massive gathering, PM Modi emphasized the nation’s commitment to development and the critical role Rajasthan plays in India’s advancement in the 21st century. The Prime Minister underlined the development vision of the BJP government and condemned the misgovernance of the Congress party in the state.ଗ୍ରୀସର ଏଥେନ୍ସରେ ଭାରତୀୟ ସମୁଦାୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 25th, 09:30 pm
ଯେତେବେଳେ ଉତ୍ସବର ମାହୋଲ ହୋଇଥାଏ, ଉତ୍ସବର ବାତାବରଣ ହୋଇଥାଏ ସେତେବେଳେ ମନ ହୋଇଥାଏ ଶୀଘ୍ର ଶୀଘ୍ର ନିଜ ପରିବାରର ଲୋକଙ୍କ ଗହଣରେ ପହଞ୍ଚିଯିବା, ମୁଁ ମଧ୍ୟ ନିଜ ପରିବାରଜନଙ୍କ ମଧ୍ୟକୁ ଆସିଯାଇଛି । ଶ୍ରାବଣ ମାସ ଏକ ପ୍ରକାରରେ ହେଉଛି ଶିବଙ୍କ ମାସ, ଆଉ ଏହି ପବିତ୍ର ମାସରେ ଦେଶ ପୁଣି ଥରେ ଏକ ନୂଆ ଉପଳବ୍ଧି ହାସଲ କରିଛି । ଭାରତ ଚନ୍ଦ୍ରମାର ଅନ୍ଧକାର କ୍ଷେତ୍ର ଡାର୍କ ଜୋନ୍ ରେ ଦକ୍ଷିଣ ମେରୁରେ ଅବତରଣ କରିବାବାଲା ବିଶ୍ୱର ପ୍ରଥମ ଦେଶ ପାଲଟି ଗଲା । ଭାରତ ଚନ୍ଦ୍ରମାରେ ତିରଙ୍ଗା ଲହରାଇ ସମଗ୍ର ବିଶ୍ୱକୁ ଭାରତର ସାମର୍ଥ୍ୟ ସହିତ ପରିଚୟ କରାଇଛି । ସାରା ବିଶ୍ୱରୁ ଶୁଭେଚ୍ଛା ସନ୍ଦେଶ ମାନ ଆସୁଛି, ଲୋକ ନିଜର ଶୁଭକାମନା ପଠାଉଛନ୍ତି ଆଉ ମୋର ଦୃଢ଼ ବିଶ୍ୱାସ ଯେ ଲୋକମାନେ ଆପଣମାନଙ୍କୁ ମଧ୍ୟ ଶୁଭେଚ୍ଛା ଜଣାଉଥିବେ, ଦେଉଛନ୍ତି ନା ? ଅନେକ ଗୁଡ଼ିଏ ଶୁଭେଚ୍ଛା ଆପଣମାନଙ୍କୁ ମଧ୍ୟ ମିଳଛି ନା ? ପ୍ରତ୍ୟେକ ହିନ୍ଦୁସ୍ତାନୀଙ୍କୁ ମିଳୁଛି । ସମଗ୍ର ସାମାଜିକ ଗଣମାଧ୍ୟମ ଶୁଭେଚ୍ଛା ସନ୍ଦେଶରେ ଭରପୂର ହୋଇ ରହିଛି । ଯେତେବେଳେ ସଫଳତା ଏତେ ବଡ଼ ହୋଇଥାଏ ସେତେବେଳେ ସଫଳତାର ଉତ୍ସାହ ଏହା ମଧ୍ୟ କ୍ରମାଗତ ଭାବେ ବଜାୟ ରହିଥାଏ । ଆପଣମାନଙ୍କ ଚେହେରା ମଧ୍ୟ କହୁଛି ବିଶ୍ୱର କେଉଁଠାରେ ମଧ୍ୟ ରୁହନ୍ତୁ କିନ୍ତୁ ଆପଣମାନଙ୍କ ହୃଦୟ ଭାରତ ପାଇଁ ସ୍ପନ୍ଦିତ ହେଉଛି । ଆପଣମାନଙ୍କ ହୃଦୟରେ ସ୍ପନ୍ଦିତ ହେଉଛି ଭାରତ, ଆପଣମାନଙ୍କ ହୃଦୟରେ ସ୍ପନ୍ଦିତ ହେଉଛି ଭାରତ, ଆପଣମାନଙ୍କ ହୃଦୟରେ ସ୍ପନ୍ଦିତ ହେଉଛି ଭାରତ । ମୁଁ ଆଜି ଗ୍ରୀସରେ ଆପଣମାନଙ୍କ ଗହଣକୁ ଆସି ପୁଣି ଥରେ ସମସ୍ତଙ୍କୁ ଚନ୍ଦ୍ରଯାନ, ତାହାର ଭବ୍ୟ ସଫଳତା ପାଇଁ ବହୁତ- ବହୁତ ଶୁଭେଚ୍ଛା ଜଣାଉଛି ।ଏଥେନ୍ସରେ ଭାରତୀୟ ସମୁଦାୟକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ
August 25th, 09:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୩ ଅଗଷ୍ଟ ୨୫ରେ ଏଥେନ୍ସର ଏଥେନ୍ସ କଞ୍ଜରଭଟୋଏରଠାରେ ଭାରତୀୟ ସମୁଦାୟକୁ ସମ୍ବୋଧନ କରିଥିଲେ ।'ଏକ ଭାରତ, ଶ୍ରେଷ୍ଠ ଭାରତ'ର ଭାବନା ଆମ ଦେଶକୁ ଶକ୍ତିଶାଳୀ କରୁଛି: 'ମନ୍ କୀ ବାତ୍'ରେ ପ୍ରଧାନମନ୍ତ୍ରୀ ମୋଦୀ
March 26th, 11:00 am
ମୋର ପ୍ରିୟ ଦେଶବାସୀଗଣ, ‘ମନ କି ବାତ୍’ରେ ଆମେ ଏଭଳି ହଜାର ହଜାର ଲୋକଙ୍କ ବିଷୟରେ ଆଲୋଚନା କରିଛୁ, ଯେଉଁମାନେ ଅନ୍ୟମାନଙ୍କ ସେବା ପାଇଁ ନିଜର ଜୀବନକୁ ସମର୍ପିତ କରିଦେଇଥାଆନ୍ତି । ଏଭଳି ଅନେକ ଲୋକ ଥାଆନ୍ତି, ଯେଉଁମାନେ ଝିଅମାନଙ୍କ ଶିକ୍ଷା ପାଇଁ ନିଜର ସାରା ପେନ୍ସନ୍ ଖର୍ଚ୍ଚ କରିଦେଇଥାଆନ୍ତି । କେହି ନିଜ ଜୀବନଯାକର ଉପାର୍ଜନକୁ ପରିବେଶ ଓ ପ୍ରାଣୀ ସେବା ପାଇଁ ସମର୍ପିତ କରିଦେଇଥାଏ । ଆମ ଦେଶରେ ପରମାର୍ଥକୁ ଏତେ ଉଚ୍ଚ ସ୍ଥାନ ଦିଆଯାଇଛି ଯେ, ଅନ୍ୟମାନଙ୍କ ସୁଖ ପାଇଁ ଲୋକେ ନିଜର ସର୍ବସ୍ୱ ଦାନ କରିବାରେ ମଧ୍ୟ କୁଣ୍ଠାବୋଧ କରନ୍ତି ନାହିଁ । ସେଇଥିପାଇଁ ତ ଆମକୁ ପିଲାଦିନେ ଶିବି ଓ ଦଧିଚିଙ୍କ ଭଳି ଦେହ-ଦାନୀଙ୍କ କାହାଣୀ କୁହାଯାଇଥାଏ।ଭାରତ ଗଣତନ୍ତ୍ରର ଜନନୀ: ମନ୍ କୀ ବାତ୍ ସମୟରେ ପ୍ରଧାନମନ୍ତ୍ରୀ ମୋଦୀ
January 29th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଏହା ୨୦୨୩ର ପ୍ରଥମ ‘ମନ୍ କି ବାତ୍’ ହୋଇଥିବା ସଙ୍ଗେ ସଙ୍ଗେ ଏହି କାର୍ଯ୍ୟକ୍ରମର ୯୭ତମ ଅଧ୍ୟାୟ । ଆପଣ ସମସ୍ତଙ୍କ ସହିତ ପୁଣିଥରେ କଥା ହୋଇ ମୋତେ ବହୁତ ଖୁସି ଲାଗୁଛି । ପ୍ରତିବର୍ଷ ଜାନୁଆରୀ ମାସଟି ବହୁତ ଘଟଣାବହୁଳ ହୋଇଥାଏ । ଏହି ମାସରେ ୧୪ ଜାନୁଆରୀ ପାଖାପାଖି ଉତ୍ତରରୁ ଦକ୍ଷିଣ ଯାଏଁ ଓ ପୂର୍ବରୁ ପଶ୍ଚିମ ଯାଏଁ ସାରା ଦେଶରେ ଉତ୍ସବର ଯାକଯମକ ଥାଏ। ଏହାପରେ ଦେଶ ନିଜର ଗଣତନ୍ତ୍ର ଉତ୍ସବ ମଧ୍ୟ ପାଳନ କରିଥାଏ। ଏଥର ମଧ୍ୟ ଗଣତନ୍ତ୍ର ଦିବସର ଅନେକ ଉଚ୍ଚପ୍ରଶଂସା ହେଉଛି। ଜୈସଲମେରରୁ ପୁଲକିତ ମୋତେ ଲେଖିଛନ୍ତି ଯେ, ଜାନୁଆରୀ ୨୬ର ପରେଡ୍ ସମୟରେ କର୍ତ୍ତବ୍ୟ ପଥର ନିର୍ମାଣ କରିଥିବା ଶ୍ରମିକମାନଙ୍କୁ ଦେଖି ବହୁତ ଭଲ ଲାଗିଲା । କାନପୁରରୁ ଜୟା ଲେଖିଛନ୍ତି ଯେ, ପରେଡରେ ସାମିଲ ହୋଇଥିବା ପ୍ରଜ୍ଞାପନ ମେଢ଼ଗୁଡ଼ିକରେ ଭାରତୀୟ ସଂସ୍କୃତିର ବିଭିନ୍ନ ରୂପକୁ ଦେଖି ଆନନ୍ଦ ଅନୁଭବ ହେଲା । ଏହି ପରେଡରେ ପ୍ରଥମ ଥର ପାଇଁ ଅଂଶଗ୍ରହଣ କରିଥିବା ମହିଳା ଓଟ ସବାର୍ ଏବଂ କେନ୍ଦ୍ରୀୟ ରିଜର୍ଭ ପୁଲିସ ବାହିନୀର ମହିଳା ଦଳର ମଧ୍ୟ ଉଚ୍ଚ ପ୍ରଶଂସା ହେଉଛି ।ଶ୍ରୀ ଗୁରୁ ନାନକ ଦେବ ଜୀଙ୍କ ପ୍ରକାଶ ପରବ ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
November 08th, 10:17 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଶ୍ରୀ ଗୁରୁ ନାନକ ଦେବ ଜୀଙ୍କ ପ୍ରକାଶ ପରବ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।ୱାହେଗୁରୁ ଜୀ କା ଖାଲସା, ୱାହେଗୁରୁ ଜୀ କା ଫତହ, ଜୋ ବୋଲେ ସୋ ନିହାଲ! ସତ୍ ଶ୍ରୀ ଅକାଲ!
November 07th, 08:13 pm
ମୁଁ ଆପଣମାନଙ୍କୁ ସମସ୍ତଙ୍କୁ, ଆଉ ସମସ୍ତ ଦେଶବାସୀଙ୍କୁ ଗୁରୁପୂରବର, ପ୍ରକାଶ ପର୍ବର ଅନେକ- ଅନେକ ଶୁଭକାମନା ଜଣାଉଛି । ଆଜି ହିଁ ଦେଶରେ ଦେବ- ଦୀପାବଳୀ ମଧ୍ୟ ପାଳନ କରାଯାଉଛି। ବିଶେଷ କରି କାଶୀରେ ବହୁତ ହିଁ ଭବ୍ୟ ଭାବେ ଆୟୋଜନ ହେଉଛି, ଲକ୍ଷ- ଲକ୍ଷ ଦୀପ ଦ୍ୱାରା ଦେବୀ-ଦେବତାଙ୍କର ସ୍ୱାଗତ କରାଯାଉଛି । ମୁଁ ଦେବ- ଦୀପାବଳୀ ପାଇଁ ମଧ୍ୟ ହାର୍ଦ୍ଦିକ ଶୁଭକାମନା ଜଣାଉଛି ।