ବନ୍ଦେ ମାତରମର ଦେଢ ଶହ ବର୍ଷ ପୂର୍ତି ଉପଲକ୍ଷେ ଲୋକସଭାରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 08th, 12:30 pm
ମୁଁ ଆପଣଙ୍କୁ ଓ ଗୃହର ସବୁ ମାନନୀୟ ସଦସ୍ୟଙ୍କୁ ଏହି ଅବସରରେ ଏକ ସାମୂହିକ ଚର୍ଚ୍ଚାର ମାହୋଲ ସୃଷ୍ଟି କରିଥିବାରୁ ହୃଦୟରୁ ଧନ୍ୟବାଦ ଜଣାଉଛି । ଯେଉଁ ମନ୍ତ୍ର ଓ ଯେଉଁ ଜୟଘୋଷ ଦେଶର ସ୍ୱାଧୀନତା ଆନ୍ଦୋଳନକୁ ଊର୍ଜ୍ଜା ଓ ପ୍ରେରଣା ଦେଇଥିଲା, ତ୍ୟାଗ ଓ ତପସ୍ୟାର ମାର୍ଗ ଦେଖାଇଥିଲା, ସେହି ବନ୍ଦେ ମାତରମର ପୁଣ୍ୟ ସ୍ମରଣ କରିବା, ଏହି ପବିତ୍ର ଗୃହରେ ଆମ ସମସ୍ତଙ୍କ ଲାଗି ବହୁତ ବଡ ସୌଭାଗ୍ୟ । ଆଉ ଆମ ସମସ୍ତଙ୍କ ଲାଗି ଗର୍ବର କଥା ଯେ, ବନ୍ଦେ ମାତରମର ଦେଢ ଶହ ବର୍ଷ ନିମିତ ଏହି ଐତିହାସିକ ଅବସରରେ ଆମେ ସାକ୍ଷୀ ପ୍ରସ୍ତୁତ କରୁଛୁ । ଏହା ଏପରି ଏକ କାଳଖଣ୍ଡ ଯାହା ଆମ ଇତିହାସର ଅଗଣିତ ଘଟଣାବଳୀକୁ ଆଗକୁ ନେଇ ଆସୁଛି । ଏହି ଚର୍ଚ୍ଚା ସଂସଦର ପ୍ରତିବଦ୍ଧତାକୁ ପ୍ରକଟ କରୁଛି । ଯଦି ଆମେ ମିଳିମିଶି ଏହାର ସଦୁପଯୋଗ କରନ୍ତି ତେବେ ଆସୁଥିବା ପିଢି ଲାଗି, ପ୍ରତି ପିଢି ଲାଗି ଏହା ଶିକ୍ଷାର କାରଣ ହୋଇପାରିବ ।"ବନ୍ଦେ ମାତରମ୍"ର ୧୫୦ ବର୍ଷ ପୂର୍ତ୍ତି ଅବସରରେ ଲୋକସଭାର ସ୍ୱତନ୍ତ୍ର ଆଲୋଚନାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
December 08th, 12:00 pm
ଶ୍ରୀ ମୋଦୀ କହିଛନ୍ତି ଯେ ଏହା ଏପରି ଏକ ସମୟ ଯେତେବେଳେ ଇତିହାସର ଅନେକ ପ୍ରେରଣାଦାୟକ ଅଧ୍ୟାୟ ପୁନର୍ବାର ଜୀବିତ ହେଉଛି। ସେ ଉଲ୍ଲେଖ କରିଥିଲେ ଯେ ଦେଶ ସମ୍ପ୍ରତି ସମ୍ବିଧାନର ୭୫ ବର୍ଷକୁ ଗର୍ବର ସହିତ ପାଳନ କରିଛି। ସେ ଉଲ୍ଲେଖ କରିଛନ୍ତି ଯେ, ଦେଶ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଏବଂ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମବାର୍ଷିକୀ ମଧ୍ୟ ପାଳନ କରୁଛି । ସେ ଆହୁରି ମଧ୍ୟ କହିଛନ୍ତି ଯେ ସମ୍ପ୍ରତି ଦେଶ ଗୁରୁ ତେଗ ବାହାଦୁର ଜୀଙ୍କ ୩୫୦ତମ ସହିଦ ଦିବସ ପାଳନ କରିଛି।କୁରୁକ୍ଷେତ୍ରରେ ଶ୍ରୀ ଗୁରୁ ତେଗ ବାହାଦୁର ଜୀଙ୍କର ୩୫୦ ତମ ସହୀଦ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 25th, 04:40 pm
ହରିୟାଣା ରାଜ୍ୟପାଳ ଅସୀମ ଘୋଷ ଜୀ, ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନାୟବ ସିଂହ ସାଇନି ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ, ମନୋହର ଲାଲ ଜୀ, ରାଓ ଇନ୍ଦ୍ରଜିତ ସିଂହ ଜୀ, କ୍ରିଷନ ପାଲ ଜୀ, ହରିୟାଣା ଏସଜିପିସି ସଭାପତି ଜଗଦୀଶ ସିଂହ ଝିଣ୍ଡା ଜୀ, ଏବଂ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଓ ସଜ୍ଜନମାନେ ।ହରିୟାଣାର କୁରୁକ୍ଷେତ୍ରଠାରେ ଶ୍ରୀ ଗୁରୁ ତେଗ ବାହାଦୁର ଜୀଙ୍କ 350ତମ ସହିଦ ଦିବସ ବାର୍ଷିକୀ ସମାରୋହରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 25th, 04:38 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହରିୟାଣାର କୁରୁକ୍ଷେତ୍ରରେ ଶ୍ରୀ ଗୁରୁ ତେଗ ବାହାଦୁର ଜୀଙ୍କ 350ତମ ସହିଦ ଦିବସ ବାର୍ଷିକୀ ସମାରୋହ ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ତାଙ୍କ ଅଭିଭାଷଣରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଆଜିର ଦିନ ଭାରତର ଐତିହ୍ୟରେ ଏକ ସୁନ୍ଦର ସଙ୍ଗମ। ଆଜି ସକାଳେ ସେ ରାମାୟଣର ନଗରୀ ଅଯୋଧ୍ୟାରେ ଥିଲେ ଏବଂ ଏବେ ସେ ଗୀତାର ନଗରୀ କୁରୁକ୍ଷେତ୍ରରେ ଅଛନ୍ତି ବୋଲି ସେ ଉଲ୍ଲେଖ କରିଥିଲେ। ଶ୍ରୀ ମୋଦୀ କହିଥିଲେ, ସମସ୍ତେ ଆଜି ଶ୍ରୀ ଗୁରୁ ତେଗ ବାହାଦୁର ଜୀଙ୍କ 350ତମ ସହିଦ ବାର୍ଷିକୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଉଛନ୍ତି। ପ୍ରଧାନମନ୍ତ୍ରୀ କାର୍ଯ୍ୟକ୍ରମରେ ଉପସ୍ଥିତ ସନ୍ଥ ଏବଂ ସମ୍ମାନିତ ସଂଗତମାନଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ ଏବଂ ସମସ୍ତଙ୍କ ପ୍ରତି ନିଜର ଶ୍ରଦ୍ଧା ବ୍ୟକ୍ତ କରିଥିଲେ।ଶ୍ରୀ ଗୁରୁ ତେଗ ବାହାଦୁର ଜୀଙ୍କ ୩୫୦ତମ ସହିଦ ଦିବସରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
November 25th, 09:56 am
ଶ୍ରୀ ଗୁରୁ ତେଗ ବାହାଦୁର ଜୀଙ୍କ ୩୫୦ ତମ ସହିଦ ଦିବସରେ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାଙ୍କ ଅତୁଳନୀୟ ସାହସ ଏବଂ ସର୍ବୋଚ୍ଚ ବଳିଦାନକୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତିPM pays tribute to Sri Guru Teg Bahadur on the auspicious Parkash Purab
April 18th, 12:26 pm
The Prime Minister paid tribute to Sri Guru Teg Bahadur on the auspicious Parkash Purab today. Shri Modi remarked that Sri Guru Teg Bahadur’s life epitomises courage and compassionate service, who was unwavering in fighting injustice.PM bows to Sri Guru Teg Bahadur Ji on his martyrdom day
December 06th, 08:07 pm
The Prime Minister, Shri Narendra Modi has paid tributes to Sri Guru Teg Bahadur Ji on his martyrdom day. Prime Minister, Shri Narendra Modi recalled the unparalleled courage and sacrifice of Sri Guru Teg Bahadur Ji for the values of justice, equality and the protection of humanity.BJP is emphasizing the true social empowerment of Dalits and OBC: PM Modi in Patiala, Punjab
May 23rd, 05:00 pm
Ahead of the impending Lok Sabha elections in 2024, Prime Minister Narendra Modi addressed a powerful rally amid a passionate welcome by the people of Patiala, Punjab. PM Modi began his address by paying rich tributes to the land of ‘Guru Tegh Bahadur.’ He said, “After the five phases of voting, the message of the people of India resonates with ‘Fir ek Baar, Modi Sarkar’.” He urged Punjab to vote for the BJP to ensure a ‘Viksit Bharat.’ପଞ୍ଜାବରେ ଏକ ଶକ୍ତିଶାଳୀ ରାଲିକୁ ସମ୍ବୋଧିତ କରିବା ଅବସରରେ ପଟିଆଲାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଉତ୍ସାହଜନକ ସ୍ୱାଗତ
May 23rd, 04:30 pm
୨୦୨୪ରେ ହେବାକୁ ଥିବା ଲୋକସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ଶକ୍ତିଶାଳୀ ରାଲିକୁ ସମ୍ବୋଧିତ କରିଥିବା ବେଳେ ପଞ୍ଜାବର ପଟିଆଲାବାସୀ ଏହାକୁ ଉତ୍ସାହର ସହ ସ୍ୱାଗତ କରିଛନ୍ତି। ଗୁରୁ ତେଗ ବାହାଦୁରଙ୍କ ଭୂମିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ଅଭିଭାଷଣ ଆରମ୍ଭ କରିଥିଲେ। ସେ କହିଛନ୍ତି, ୫ଟି ପର୍ଯ୍ୟାୟ ମତଦାନ ପରେ ଭାରତବାସୀଙ୍କ ବାର୍ତ୍ତା 'ଫିର ଏକ ବାର, ମୋଦି ସରକାର'ରେ ପ୍ରତିଫଳିତ ହେଉଛି। 'ବିକଶିତ ଭାରତ' ସୁନିଶ୍ଚିତ କରିବା ପାଇଁ ସେ ପଞ୍ଜାବକୁ ବିଜେପିକୁ ଭୋଟ୍ ଦେବାକୁ ଅନୁରୋଧ କରିଛନ୍ତି।ଶ୍ରୀ ଗୁରୁ ତେଗ୍ ବାହାଦୂରଙ୍କୁ ତାଙ୍କ ସହୀଦ ଦିବସରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
December 17th, 01:24 pm
ଶ୍ରୀ ଗୁରୁ ତେଗ୍ ବାହାଦୂରଙ୍କୁ ତାଙ୍କ ସହୀଦ ଦିବସରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି, ସ୍ୱାଧୀନତା ଏବଂ ମାନବିକ ମର୍ଯ୍ୟାଦା ପାଇଁ ଶ୍ରୀ ତେଗ୍ ବାହାଦୂରଙ୍କ ଅତୁଳନୀୟ ବଳିଦାନ ସମୟ ସହ ପ୍ରତିଫଳିତ, ଯାହା କି ମାନବିକତାକୁ ଅଖଣ୍ଡତା ଏବଂ କରୁଣାର ସହ ବଞ୍ଚିବାକୁ ପ୍ରେରଣା ଦିଏ ।ଶ୍ରୀ ଗୁରୁ ତେଗ ବାହାଦୂର ଜୀଙ୍କୁ ତାଙ୍କ ବଳିଦାନ ଦିବସରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ
November 28th, 12:27 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀ ଗୁରୁ ତେଗ ବାହାଦୂର ଜୀଙ୍କୁ ତାଙ୍କ ବଳିଦାନ ଦିବସରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।ନୂଆଦିଲ୍ଲୀରେ ନିଜ ବାସଭବନରେ ଏକ ଶିଖ୍ ପ୍ରତିନିଧି ମଣ୍ଡଳଙ୍କୁ ସାକ୍ଷାତ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
April 29th, 05:31 pm
ଏନଆଇଡିର ମୁଖ୍ୟ ସଂରକ୍ଷକ ଏବଂ ଚଣ୍ଡୀଗଡ଼ ବିଶ୍ୱବିଦ୍ୟାଳୟର କୁଳପତି ମୋର ବନ୍ଧୁ ଶ୍ରୀ ସତନାମ ସିଂହସାନ୍ଧୁଜୀ, ଏନଆଡ଼ି ଫାଉଣ୍ଡେସନର ସମସ୍ତ ସଦସ୍ୟଗଣ ଏବଂ ସମସ୍ତ ସମ୍ମାନିତ ସାଥୀଗଣ! ଆପଣମାନଙ୍କ ଭିତରୁ କେତେକ ସଦସ୍ୟଙ୍କୁ ମୁଁ ପୂର୍ବରୂ ଜାଣିଛି, ଭେଟିବାର ସୁଯୋଗ ମୋତେ ମିଳିଛି । ଗୁରୁଦ୍ୱାରମାନଙ୍କୁ ଦର୍ଶନ ପାଇଁ ଯିବା, ସେବାରେ ସମୟ ଅତିବାହିତ କରିବା, ଲରଙ୍ଗ ପ୍ରାପ୍ତ ହେବା, ଶିଖ ପରିବାରଙ୍କ ଘରେ ରହିବା, ଏହା ମୋ ଜୀବନର ଏକ ବହୁତ ବଡ଼ ସ୍ୱାଭାବିକ ଅଂଶ ରହିଆସିଛି । ଏଠାରେ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ସୁଦ୍ଧା ସମୟେ ସମୟେ ଶିଖ ସନ୍ଥମାନଙ୍କ ଚରଣ ସ୍ପର୍ଶ କରିବାର ସୌଭାଗ୍ୟ ମୋତେ ମିଳିଥାଏ ଏବଂ ଏହା ମୋର ପରମ ସୌଭାଗ୍ୟ ବୋଲି ମୁଁ ମନେକରେ । ସେମାନଙ୍କ ସହିତ ବାର୍ତ୍ତାଳାପ କରିବା ଏକ ପରମ ସୌଭାଗ୍ୟ ବୋଲି ମୁଁ ସଦାବେଳେ କହିଆସିଛି ଏବଂ ସେମାନଙ୍କୁ ସମୟାନ୍ତରେ ଭେଟିଆସୁଛି ।Prime Minister Narendra Modi interacts with Sikh delegation at his residence
April 29th, 05:30 pm
PM Modi hosted a Sikh delegation at 7 Lok Kalyan Marg. Bowing to the great contribution and sacrifices of the Gurus, the PM recalled how Guru Nanak Dev ji awakened the consciousness of the entire nation and brought the nation out of darkness and took it on the path of light.No place for corruption in 'Nawa Punjab', law and order will prevail: PM Modi
February 15th, 11:46 am
Prime Minister Narendra Modi addressed a public meeting in Jalandhar, Punjab. He said, “Punjab has supported me, given me a lot. I will always be indebted to this place; hence I will always work to uplift the state. It's certain that an NDA will form a government in Punjab. Nawa Punjab, Bhajpa De Naal.”PM Modi campaigns in Punjab’s Jalandhar
February 14th, 04:37 pm
Prime Minister Narendra Modi addressed a public meeting in Jalandhar, Punjab. He said, “Punjab has supported me, given me a lot. I will always be indebted to this place; hence I will always work to uplift the state. It's certain that an NDA will form a government in Punjab. Nawa Punjab, Bhajpa De Naal.”Today, the mantra of the country is – Ek Bharat, Shreshtha Bharat: PM Modi
December 25th, 03:05 pm
Addressing Gurpurab celebrations of Guru Nanak Dev Ji at Gurudwara Lakhpat Sahib in Gujarat via video conferencing, PM Modi said that efforts were being made at every level for the message of Guru Nanak Dev Ji to reach the whole world. The countrymen had been wishing for easy access to Kartarpur Sahib. In 2019, our government completed the work of the Kartarpur Corridor, he added.PM addresses Gurpurab celebrations of Guru Nanak Dev Ji at Gurudwara Lakhpat Sahib, Gujarat
December 25th, 12:09 pm
Addressing Gurpurab celebrations of Guru Nanak Dev Ji at Gurudwara Lakhpat Sahib in Gujarat via video conferencing, PM Modi said that efforts were being made at every level for the message of Guru Nanak Dev Ji to reach the whole world. The countrymen had been wishing for easy access to Kartarpur Sahib. In 2019, our government completed the work of the Kartarpur Corridor, he added.ପ୍ରଧାନମନ୍ତ୍ରୀ ଶ୍ରୀ ଗୁରୁ ତେଗ ବାହାଦୂର ଜୀଙ୍କୁ ତାଙ୍କ ବଳିଦାନ ଦିବସରେ ପ୍ରଣାମ ଜଣାଇଛନ୍ତି
December 08th, 01:52 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀ ଗୁରୁ ତେଗ ବାହାଦୂର ଜୀଙ୍କୁ ତାଙ୍କ ବଳିଦାନ ଦିବସରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।400ତମ ପ୍ରକାଶ ପର୍ବ ଅବସରରେ ଶ୍ରୀ ଗୁରୁ ତେଗ ବାହାଦୂର ଜୀଙ୍କୁ ପ୍ରଣିପାତ କଲେ ପ୍ରଧାନମନ୍ତ୍ର
May 01st, 09:14 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 400ତମ ପ୍ରକାଶ ପର୍ବ ଅବସରରେ ଶ୍ରୀ ଗୁରୁ ତେଗ ବାହାଦୂର ଜୀଙ୍କୁ ପ୍ରଣାମ କରିଛନ୍ତି ।ଶ୍ରୀ ଗୁରୁ ତେଗ ବାହାଦୂରଙ୍କ 400 ତମ ଜନ୍ମ ବାର୍ଷିକୀ (ପ୍ରକାଶ ପର୍ବ) କୁ ସ୍ମରଣୀୟ କରିବା ପାଇଁ ଉଚ୍ଚ ସ୍ତରୀୟ କମିଟି ବୈଠକରେ ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
April 07th, 11:07 am
ଶ୍ରୀ ଗୁରୁ ତେଗ ବାହାଦୂରଙ୍କ 400ତମ ଜନ୍ମ ବାର୍ଷିକୀ (ପ୍ରକାଶ ପର୍ବ)କୁ ସ୍ମରଣୀୟ କରିବା ପାଇଁ ଏପ୍ରିଲ 08, 2021 ପୂର୍ବାହ୍ନ 11:00 ସମୟରେ ଆୟୋଜିତ ଏକ ଉଚ୍ଚ ସ୍ତରୀୟ କମିଟି (ଏଚଏଲସି) ବୈଠକରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଧ୍ୟକ୍ଷତା କରିବେ । ବୈଠକରେ କେନ୍ଦ୍ର ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହ ମଧ୍ୟ ଯୋଗଦେବେ । ଏହି ବିଶେଷ ଉତ୍ସବ ପାଳନ ପାଇଁ ବର୍ଷସାରା ଯୋଜନା କରାଯାଉଥିବା କାର୍ଯ୍ୟକ୍ରମଗୁଡିକ ଉପରେ ବୈଠକରେ ଆଲୋଚନା ହେବ ।