Assam has picked up a new momentum of development: PM Modi at the foundation stone laying of Ammonia-Urea Fertilizer Project in Namrup
December 21st, 04:25 pm
In a major boost to the agricultural sector, PM Modi laid the foundation stone of Ammonia-Urea Fertilizer Project at Namrup in Assam. He highlighted the start of new industries, the creation of modern infrastructure, semiconductor manufacturing, new opportunities in agriculture, the advancement of tea gardens and their workers as well as the growing potential of tourism in Assam. The PM reiterated his commitment to preserving Assam’s identity and culture.PM Modi lays foundation stone of Ammonia-Urea Fertilizer Project of Assam Valley Fertilizer and Chemical Company Limited at Namrup, Assam
December 21st, 12:00 pm
In a major boost to the agricultural sector, PM Modi laid the foundation stone of Ammonia-Urea Fertilizer Project at Namrup in Assam. He highlighted the start of new industries, the creation of modern infrastructure, semiconductor manufacturing, new opportunities in agriculture, the advancement of tea gardens and their workers as well as the growing potential of tourism in Assam. The PM reiterated his commitment to preserving Assam’s identity and culture.The North East will lead India's future growth: PM Modi at inauguration of Lokapriya Gopinath Bardoloi International Airport in Guwahati, Assam
December 20th, 03:20 pm
Marking a transformative milestone in Assam’s connectivity, PM Modi inaugurated the new terminal building of Lokapriya Gopinath Bardoloi International Airport in Guwahati. He emphasised that for him, the development of Assam is not only a necessity but also a responsibility and an accountability. The PM highlighted that in the past eleven years, development projects worth lakhs of crores of rupees have been initiated for Assam and the Northeast.PM Modi inaugurates New Terminal Building of Lokapriya Gopinath Bardoloi International Airport in Guwahati, Assam
December 20th, 03:10 pm
Marking a transformative milestone in Assam’s connectivity, PM Modi inaugurated the new terminal building of Lokapriya Gopinath Bardoloi International Airport in Guwahati. He emphasised that for him, the development of Assam is not only a necessity but also a responsibility and an accountability. The PM highlighted that in the past eleven years, development projects worth lakhs of crores of rupees have been initiated for Assam and the Northeast.PM to visit Assam on 20-21 December
December 19th, 02:29 pm
PM Modi will visit Assam on 20-21 December to launch multiple development projects. In Guwahati, the PM will pay tribute to martyrs at Swahid Smarak Kshetra and also inaugurate the new terminal building of Lokapriya Gopinath Bardoloi International Airport. Additionally, the PM will perform the Bhoomipujan of the new brownfield Ammonia-Urea Fertilizer Project at Namrup, which will benefit farmers across the region.ଅରୁଣାଚଳ ପ୍ରଦେଶର ଇଟାନଗରରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 22nd, 11:36 am
ଅରୁଣାଚଳ ପ୍ରଦେଶର ରାଜ୍ୟପାଳ ଶ୍ରୀ କେ.ଟି ପରନାୟକ ଜୀ, ରାଜ୍ୟର ଲୋକପ୍ରିୟ ଏବଂ ଯୁବ ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ, କିରେନ ରିଜିଜୁ, ରାଜ୍ୟ ସରକାରଙ୍କ ମନ୍ତ୍ରୀଗଣ, ମୋର ସାଥୀ ସାଂସଦ ନବମ ରେବିଆ ଜୀ ଏବଂ ତାପିର ଗାଓ ଜୀ, ସମସ୍ତ ବିଧାୟକଗଣ, ଅନ୍ୟ ଜନ ପ୍ରତିନିଧିଗଣ, ଏବଂ ଅରୁଣାଚଳ ପ୍ରଦେଶର ମୋର ପ୍ରିୟ ଭାଇ ଓ ଭଉଣୀମାନେ !ଅରୁଣାଚଳ ପ୍ରଦେଶ ଇଟାନଗରରେ ୫୧୦୦ କୋଟିରୁ ଅଧିକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
September 22nd, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି, ଅରୁଣାଚଳ ପ୍ରଦେଶର ଇଟାନଗରରେ ପ୍ରାୟ ୫୧୦୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିଛନ୍ତି। ଉପସ୍ଥିତ ସମାବେଶକୁ ସମ୍ବୋଧନ କରି, ସେ ପରମାତ୍ମା ଡୋନୟି ପୋଲୋଙ୍କୁ ସ୍ମରଣ କରିବା ସହ ସମସ୍ତଙ୍କ ଉପରେ ତାଙ୍କର କୃପା ରହୁ ବୋଲି ପ୍ରାର୍ଥନା କରିଥିଲେ।ଆସାମର ଦରାଙ୍ଗରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
September 14th, 11:30 am
ଅହୋମର ବିକାଶ ଯାତ୍ରାର ଏଇ ଐତିହାସିକ ଦିନଟୁତ ଦରଙ୍ଗବାସିର ଲାଁଗତେ, ହମାଁଗ୍ର ଅଁହୋମବାସିକ ମୟ ଆନ୍ତରିକ ଓଲୋଗ ଆରୁ ଅଭିନୋନ୍ଦୋନ ଜୋନାଇଶୁ।ଆସାମର ଦରାଙ୍ଗରେ ପ୍ରାୟ ୬୫୦୦ କୋଟି ଟଙ୍କାର ବିକାଶମୂଳକ କାର୍ଯ୍ୟର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 14th, 11:00 am
ଆଜି, ସମଗ୍ର ଦେଶ ଏକ ବିକଶିତ ଭାରତ ନିର୍ମାଣ ପାଇଁ ଏକତ୍ରିତ ଭାବରେ ଆଗକୁ ବଢ଼ୁଛି; ବିଶେଷକରି ଆମର ଯୁବ ନାଗରିକମାନଙ୍କ ପାଇଁ, ଏକ ବିକଶିତ ଭାରତ ଏକ ସ୍ୱପ୍ନ ଏବଂ ଏକ ସଂକଳ୍ପ, ଏହି ସଂକଳ୍ପ ପୂରଣ କରିବାରେ ଉତ୍ତର-ପୂର୍ବର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି: ପ୍ରଧାନମନ୍ତ୍ରୀଉଦୀୟମାନ ଉତ୍ତର-ପୂର୍ବ ନିବେଶକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 23rd, 11:00 am
କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଜୀ, ସୁକାନ୍ତା ମଜୂମଦାର ଜୀ, ମଣିପୁରର ରାଜ୍ୟପାଳ ଅଜୟ ଭଲ୍ଲା ଜୀ, ଆସାମର ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱ ଶର୍ମା ଜୀ, ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁ ଜୀ, ତ୍ରିପୁରାର ମୁଖ୍ୟମନ୍ତ୍ରୀ ମାଣିକ ସାହା ଜୀ, ମେଘାଳୟର ମୁଖ୍ୟମନ୍ତ୍ରୀ କୋନରାଡ ସାଙ୍ଗମା ଜୀ, ସିକିମର ମୁଖ୍ୟମନ୍ତ୍ରୀ ପ୍ରେମ ସିଂହ ତମାଙ୍ଗ ଜୀ, ନାଗାଲାଣ୍ଡର ମୁଖ୍ୟମନ୍ତ୍ରୀ ନେଫିଉ ରିଓ ଜୀ, ମିଜୋରାମର ମୁଖ୍ୟମନ୍ତ୍ରୀ ଲାଲଦୁହୋମା ଜୀ, ସମସ୍ତ ଶିଳ୍ପପତି, ନିବେଶକ, ଭଦ୍ର ମହିଳା ଏବଂ ଭଦ୍ରଲୋକ!ରାଇଜିଂ ନର୍ଥ ଇଷ୍ଟ ନିବେଶକ ସମ୍ମିଳନୀ ୨୦୨୫କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
May 23rd, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମରେ ରାଇଜିଂ ନର୍ଥ ଇଷ୍ଟ ନିବେଶକ ସମ୍ମିଳନୀ ୨୦୨୫କୁ ଉଦଘାଟନ କରିଛନ୍ତି। କାର୍ଯ୍ୟକ୍ରମରେ ଉପସ୍ଥିତ ସମସ୍ତ ବିଶିଷ୍ଟ ବ୍ୟକ୍ତିଙ୍କୁ ସ୍ୱାଗତ ଜଣାଇ ପ୍ରଧାନମନ୍ତ୍ରୀ ଉତ୍ତର-ପୂର୍ବାଞ୍ଚଳର ଭବିଷ୍ୟତ ପ୍ରତି ଗର୍ବ, ଉତ୍ସାହ ଏବଂ ଅପାର ବିଶ୍ୱାସ ପ୍ରକାଶ କରିଥିଲେ। ଭାରତ ମଣ୍ଡପମରେ ଅନୁଷ୍ଠିତ ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ମନେ ପକାଇ ସେ ଉଲ୍ଲେଖ କରିଥିଲେ ଯେ ଆଜିର କାର୍ଯ୍ୟକ୍ରମ ଉତ୍ତର-ପୂର୍ବରେ ନିବେଶର ଉତ୍ସବ। ପ୍ରଧାନମନ୍ତ୍ରୀ ସମ୍ମିଳନୀରେ ଶିଳ୍ପ ନେତାମାନଙ୍କର ଗୁରୁତ୍ୱପୂର୍ଣ୍ଣ ଉପସ୍ଥିତିକୁ ଉଲ୍ଲେଖ କରିଥିଲେ ଏବଂ ଏହି କ୍ଷେତ୍ରରେ ସୁଯୋଗ ବିଷୟରେ ସେମାନଙ୍କର ଉତ୍ସାହ ବିଷୟରେ ଆଲୋଚନା କରିଥିଲେ। ସମସ୍ତ ମନ୍ତ୍ରଣାଳୟ ଏବଂ ରାଜ୍ୟ ସରକାରଙ୍କୁ ଅଭିନନ୍ଦନ ଜଣାଇ ପ୍ରଧାନମନ୍ତ୍ରୀ ଏକ ଅନୁକୂଳ ନିବେଶ ପରିବେଶ ସୃଷ୍ଟି କରିବାରେ ସେମାନଙ୍କ ପ୍ରୟାସକୁ ପ୍ରଶଂସା କରିଥିଲେ। ନିଜର ଶୁଭକାମନା ଜଣାଇ ପ୍ରଧାନମନ୍ତ୍ରୀ ରାଇଜିଂ ନର୍ଥ ଇଷ୍ଟ ନିବେଶକ ସମ୍ମିଳନୀକୁ ପ୍ରଶଂସା କରିଥିଲେ ଏବଂ ଏହି ଅଞ୍ଚଳର ନିରନ୍ତର ଅଭିବୃଦ୍ଧି ଏବଂ ସମୃଦ୍ଧି ପ୍ରତି ତାଙ୍କର ପ୍ରତିବଦ୍ଧତାକୁ ଦୋହରାଇଥିଲେ।ମୁମ୍ୱାଇରେ ୱେଭସ୍ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 01st, 03:35 pm
ୱେଭସ ଶିଖର ସମ୍ମିଳନୀରେ ଉପସ୍ଥିତ ମହାରାଷ୍ଟ୍ରର ରାଜ୍ୟପାଳ ସି. ପି. ରାଧାକ୍ରିଷ୍ଣନ ଜୀ, ମହାରାଷ୍ଟ୍ରର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଅଶ୍ୱିନୀ ବୈଷ୍ଣବ ଜୀ, ଏଲ. ମୁରୁଗନ ଜୀ, ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଜୀ, ଅଜିତ ପାୱାର ଜୀ, ବିଶ୍ୱର କୋଣ ଅନୁକୋଣରୁ ଯୋଡି ହୋଇଥିବା ସୃଜନଶୀଳ ବିଶ୍ୱର ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି, ବିଭିନ୍ନ ଦେଶରୁ ଆସି ଯୋଗଦେଇଥିବା ସୂଚନା, ଯୋଗାଯୋଗ, କଳା ଏବଂ ସଂସ୍କୃତି ବିଭାଗର ମନ୍ତ୍ରୀଗଣ, ବିଭିନ୍ନ ଦେଶର ରାଷ୍ଟ୍ରଦୂତ, ବିଶ୍ୱର କୋଣ ଅନୁକୋଣରୁ ଆସି ଏଠାରେ ଯୋଗଦେଇଥିବା ସୃଜନଶୀଳ ବିଶ୍ୱର ବ୍ୟକ୍ତିବିଶେଷ, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଗଣ, ମହିଳା ଏବଂ ଭଦ୍ରବ୍ୟକ୍ତିଗଣ!ୱେଭ୍ସ ୨୦୨୫କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
May 01st, 11:15 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମୁମ୍ବାଇର ଜିଓ ୱାର୍ଲ୍ଡ ସେଣ୍ଟରରେ ଭାରତର ପ୍ରଥମ ବିଶ୍ୱ ଅଡିଓ ଭିଜୁଆଲ୍ ଏବଂ ମନୋରଞ୍ଜନ ସମ୍ମିଳନୀ-ୱେଭ୍ସ ୨୦୨୫କୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି, ସେ ଆଜି ପାଳିତ ହେଉଥିବା ମହାରାଷ୍ଟ୍ର ଦିବସ ଏବଂ ଗୁଜରାଟ ରାଜ୍ୟ ପ୍ରତିଷ୍ଠା ଦିବସ ପାଇଁ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ । ସମସ୍ତ ଅନ୍ତର୍ଜାତୀୟ ସ୍ତରର ବିଶିଷ୍ଟ ବ୍ୟକ୍ତି, ରାଷ୍ଟ୍ରଦୂତ ଏବଂ ସୃଜନଶୀଳ ଶିଳ୍ପପତିଙ୍କ ଉପସ୍ଥିତିକୁ ପ୍ରଶଂସା କରି ପ୍ରଧାନମନ୍ତ୍ରୀ ଏହି ସମାବେଶର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ। ସେ ଗୁରୁତ୍ୱାରୋପ କରି କହିଥିଲେ ଯେ ୧୦୦ ରୁ ଅଧିକ ଦେଶର କଳାକାର, ନବସୃଜନକାରୀ, ନିବେଶକ ଏବଂ ନୀତି ନିର୍ଦ୍ଧାରକମାନେ ପ୍ରତିଭା ଏବଂ ସୃଜନଶୀଳତାର ଏକ ବିଶ୍ୱ ପରିବେଶ ପାଇଁ ମୂଳଦୁଆ ସ୍ଥାପନ କରିବା ଲାଗି ଏକାଠି ହୋଇଛନ୍ତି। ‘‘ୱେଭ୍ସ କେବଳ ଏକ ସଂକ୍ଷିପ୍ତ ଶବ୍ଦ ନୁହେଁ ବରଂ ସଂସ୍କୃତି, ସୃଜନଶୀଳତା ଏବଂ ସାର୍ବଜନୀନ ସଂଯୋଗକୁ ପ୍ରତିନିଧିତ୍ୱ କରୁଥିବା ଏକ ତରଙ୍ଗ’’ । ସେ ଆହୁରି ଉଲ୍ଲେଖ କରିଥିଲେ ଯେ ଏହି ସମ୍ମିଳନୀ ଚଳଚ୍ଚିତ୍ର, ସଙ୍ଗୀତ, ଗେମିଂ, ଆନିମେସନ୍ ଏବଂ କାହାଣୀ କହିବାର ବ୍ୟାପକ ବିଶ୍ୱକୁ ପ୍ରଦର୍ଶନ କରେ, ଯାହା କଳାକାର ଏବଂ ସ୍ରଷ୍ଟାମାନଙ୍କୁ ସଂଯୋଗ ଏବଂ ସହଯୋଗ କରିବା ପାଇଁ ଏକ ବିଶ୍ୱସ୍ତରୀୟ ପ୍ଲାଟଫର୍ମ ପ୍ରଦାନ କରେ। ପ୍ରଧାନମନ୍ତ୍ରୀ ଏହି ଐତିହାସିକ ଅବସରରେ ସମସ୍ତ ଅଂଶଗ୍ରହଣକାରୀଙ୍କୁ ଅଭିନନ୍ଦନ ଜଣାଇଥିଲେ ଏବଂ ଭାରତ ଏବଂ ବିଦେଶର ବିଶିଷ୍ଟ ଅତିଥିମାନଙ୍କୁ ସ୍ୱାଗତ ଜଣାଇଥିଲେ।Even in global uncertainty, one thing is certain - India's rapid growth: PM Modi at Advantage Assam Summit
February 25th, 11:10 am
PM Modi inaugurated the Advantage Assam 2.0 Investment & Infrastructure Summit 2025 in Guwahati, highlighting Assam’s role in India’s growth journey. He emphasized the Northeast’s immense potential and praised Assam’s economic progress, which has doubled to ₹6 lakh crore in six years. Stressing improved connectivity, infrastructure, and investment opportunities, he urged industry leaders to harness Assam’s potential and join the journey towards Viksit Bharat.ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ‘‘ଆଡଭାଣ୍ଟେଜ୍ ଆସାମ ୨.୦ ନିବେଶ ଏବଂ ଭିତ୍ତିଭୂମି ସମ୍ମିଳନୀ ୨୦୨୫" ଉଦଘାଟିତ
February 25th, 10:45 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆସାମର ଗୌହାଟୀଠାରେ 'ଆଡଭାଣ୍ଟେଜ୍ ଆସାମ ୨.୦ ନିବେଶ ଏବଂ ଭିତ୍ତିଭୂମି ସମ୍ମିଳନୀ ୨୦୨୫' କୁ ଉଦଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ସ୍ୱାଗତ କରି ଶ୍ରୀ ମୋଦୀ କହିଛନ୍ତି, ପୂର୍ବ ଭାରତ ଏବଂ ଉତ୍ତର-ପୂର୍ବ ଭାରତ ଆଜି ଭବିଷ୍ୟତର ଏକ ନୂତନ ଯାତ୍ରା ଆରମ୍ଭ କରୁଛନ୍ତି ଏବଂ ଆସାମର ଅବିଶ୍ୱସନୀୟ ସମ୍ଭାବନା ଓ ପ୍ରଗତିକୁ ବିଶ୍ୱ ସହିତ ଯୋଡ଼ିବା ପାଇଁ ଆଡଭାଣ୍ଟେଜ୍ ଆସାମ ଏକ ବୃହତ ପଦକ୍ଷେପ। ସେ ଆହୁରି ମଧ୍ୟ କହିଛନ୍ତି ଯେ ଭାରତର ସମୃଦ୍ଧିରେ ପୂର୍ବ ଭାରତର ପ୍ରମୁଖ ଭୂମିକା ଇତିହାସର ସାକ୍ଷୀ ଅଟେ। ପ୍ରଧାନମନ୍ତ୍ରୀ ଆଶାବ୍ୟକ୍ତ କରି କହିଥିଲେ, ଆଜି ଯେତେବେଳେ ଆମେ ବିକଶିତ ଭାରତ ଦିଗରେ ଅଗ୍ରସର ହେଉଛୁ, ସେତେବେଳେ ପୂର୍ବ ଭାରତ ଏବଂ ଉତ୍ତର-ପୂର୍ବ କ୍ଷେତ୍ର ନିଜର ପ୍ରକୃତ ସାମର୍ଥ୍ୟ ପ୍ରଦର୍ଶନ କରିବେ। ସେ କହିଥିଲେ ଯେ ଆଡଭାଣ୍ଟେଜ୍ ଆସାମ ସେହି ଭାବନାର ପ୍ରତିନିଧିତ୍ୱ କରୁଛି ଏବଂ ଏଭଳି ଏକ ଭବ୍ୟ କାର୍ଯ୍ୟକ୍ରମ ଆୟୋଜନ କରିଥିବାରୁ ସେ ଆସାମ ସରକାର ଏବଂ ମୁଖ୍ୟମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଥିଲେ। ସେ ୨୦୧୩ ମସିହାର ତାଙ୍କ ବକ୍ତବ୍ୟଗୁଡ଼ିକୁ ମନେ ପକାଇଥିଲେ, ଯେତେବେଳେ ସେ କହିଥିଲେ ଯେ 'ଏ ଫର୍ ଆସାମ’ ଯେବେ ପ୍ରଚଳିତ ହେବ ତାହା ବେଶୀ ଦୂର ନୁହେଁ।BJP government is not only developing Assam but also serving the ‘Tea Tribe’ community: PM Modi in Guwahati
February 24th, 06:40 pm
PM Modi participated in the Jhumoir Binandini 2025, a Mega Jhumoir programme in Guwahati. PM Modi praised the impressive preparations by all the artists of the Jhumoir. PM also spoke about the pride of Assam, the brave warrior Lachit Borphukan. He exclaimed Assamese language being granted the status of a classical language and Charaideo Moidam being included in the UNESCO World Heritage list, as significant achievements of their Government. PM assured their Government is developing Assam and serving the 'Tea Tribe' community as well.ଆସାମର ଗୁଆହାଟୀ ଠାରେ ଝୁମୋଇର ବିନାନ୍ଦିନୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 24th, 06:39 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆସାମର ଗୁଆହାଟୀ ଠାରେ ଏକ ମେଗା ଝୁମୋଇର କାର୍ଯ୍ୟକ୍ରମ, ଝୁମୋଇର ବିନାନ୍ଦିନୀ ୨୦୨୫ ରେ ଅଂଶଗ୍ରହଣ କରିଛନ୍ତି । ସଭାକୁ ସମ୍ବୋଧିତ କରି ସେ କହିଥିଲେ ଯେ ଏହି କାର୍ଯ୍ୟକ୍ରମରେ ଖୁସି, ଉତ୍ସାହ ଓ ଉଦ୍ଦୀପନାଭରା ବାତାବରଣ ସୃଷ୍ଟି ହୋଇଥିଲା। ଝୁମୋଇର ପରିବେଷଣ କରୁଥିବା ସମସ୍ତ କଳାକାରଙ୍କ ଚମତ୍କାର ପ୍ରସ୍ତୁତି ବିଷୟରେ ସେ ଉଲ୍ଲେଖ କରିଥିଲେ, ଯାହା ଚା' ବଗିଚାର ସୁଗନ୍ଧ ଏବଂ ସୌନ୍ଦର୍ଯ୍ୟକୁ ପ୍ରତିଫଳିତ କରିଥିଲା । ଝୁମୋଇର ଓ ଚା' ବଗିଚା ସଂସ୍କୃତି ସହିତ ଯେମିତି ଲୋକମାନଙ୍କର ବିଶେଷ ସମ୍ପର୍କ ରହିଛି, ସେହିଭଳି ତାଙ୍କର ମଧ୍ୟ ସମାନ ସମ୍ପର୍କ ରହିଛି ବୋଲି ସେ ଉଲ୍ଲେଖ କରିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ ଆଜି ଏତେ ସଂଖ୍ୟକ କଳାକାର ଝୁମୋଇର ନୃତ୍ୟ ପରିବେଷଣ କରି ରେକର୍ଡ ସୃଷ୍ଟି କରିବେ। ୨୦୨୩ ମସିହାରେ ଆସାମ ଗସ୍ତକୁ ମନେ ପକାଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ, ସେହି ସମୟରେ ୧୧,୦୦୦ କଳାକାର ବିହୁ ନୃତ୍ୟ ପରିବେଷଣ କରି ଏକ ରେକର୍ଡ ସୃଷ୍ଟି କରିଥିବା ବେଳେ ଏହା ତାଙ୍କ ପାଇଁ ଏକ ଅବିସ୍ମରଣୀୟ ମୁହୂର୍ତ ହୋଇ ରହିଯାଇଛି ଏବଂ ସେ ଅନୁରୂପ ଆକର୍ଷଣୀୟ ପ୍ରଦର୍ଶନ ଆଶା କରୁଛନ୍ତି । ଏକ ଭବ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରିଥିବାରୁ ସେ ଆସାମ ସରକାର ଏବଂ ଏହାର ମୁଖ୍ୟମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଥିଲେ । ସେ ଉଲ୍ଲେଖ କରିଥିଲେ ଯେ. ଆଜି ଆସାମ ପାଇଁ ଏକ ଗୌରବର ଦିନ, ଚା' ସମ୍ପ୍ରଦାୟ ଏବଂ ଆଦିବାସୀ ଲୋକମାନେ ଏହି ଉତ୍ସବରେ ଅଂଶଗ୍ରହଣ କରୁଛନ୍ତି। ଏହି ସ୍ୱତନ୍ତ୍ର ଦିନରେ ସେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ।ନଭେମ୍ବର ୩୦ରୁ ଡିସେମ୍ବର ପହିଲା ପର୍ଯ୍ୟନ୍ତ ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ପୁଲିସ ମହାନିର୍ଦ୍ଦେଶକ/ମହାନିରୀକ୍ଷକଙ୍କ ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେବେ ପ୍ରଧାନମନ୍ତ୍ରୀ
November 29th, 09:54 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ୱରସ୍ଥିତ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ନଭେମ୍ବର ୩୦ରୁ ୧ ଡିସେମ୍ବର ୨୦୨୪ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ପୁଲିସ ମହାନିର୍ଦ୍ଦେଶକ/ମହାନିରୀକ୍ଷକମାନଙ୍କ ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେବେ ।ଧନ୍ୱନ୍ତରୀ ଜୟନ୍ତୀ ଓ ନବମ ଆୟୁର୍ବେଦ ଦିବସ ଅବସରରେ ଅକ୍ଟୋବର ୨୯ରେ ପ୍ରଧାନମନ୍ତ୍ରୀ ସ୍ୱାସ୍ଥ୍ୟ କ୍ଷେତ୍ରରେ ୧୨,୮୫୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବେ
October 28th, 12:47 pm
ଧନ୍ୱନ୍ତରୀ ଜୟନ୍ତୀ ଓ ନବମ ଆୟୁର୍ବେଦ ଦିବସ ଅବସରରେ ଅକ୍ଟୋବର ୨୯ ତାରିଖ ମଧ୍ୟାହ୍ନ ୧୨ଟା ୩୦ରେ ନୂଆଦିଲ୍ଲୀର ଅଲ୍ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ଆୟୁର୍ବେଦ (ଏଆଇଆଇଏ)ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱାସ୍ଥ୍ୟ କ୍ଷେତ୍ରରେ ୧୨,୮୫୦ କୋଟି ଟଙ୍କାର ବହୁମୁଖୀ ପ୍ରକଳ୍ପର ଶୁଭାରମ୍ଭ, ଉଦଘାଟନ ଏବଂ ଶିଳାନ୍ୟାସ କରିବେ ।Cabinet approves 8 National High-Speed Road Corridor Projects at a total capital cost of Rs. 50,655 crore
August 02nd, 08:42 pm
The Cabinet Committee on Economic Affairs chaired by the Prime Minister Shri Narendra Modi has approved the development of 8 important National High Speed Corridor projects with a Length of 936 km at a cost of Rs. 50,655 crore across the country. Implementation of these 8 projects will generate an estimated 4.42 crore mandays of direct and indirect employment.