ଗଣତାନ୍ତ୍ରିକ ଭାବରେ ନିର୍ବାଚିତ ଭାରତର ସବୁଠାରୁ ଦୀର୍ଘକାଳୀନ ପ୍ରଧାନମନ୍ତ୍ରୀ ହେବା ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରମୁଖ ବିଶ୍ୱ ନେତା

June 09th, 07:32 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଣତାନ୍ତ୍ରିକ ଭାବରେ ନିର୍ବାଚିତ ଭାରତର ସବୁଠାରୁ ଦୀର୍ଘ ସମୟ ଧରି ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବା ଦିନର ପୂର୍ବ ସନ୍ଧ୍ୟାରେ ବିଶ୍ୱ ନେତାମାନଙ୍କଠାରୁ ତାଙ୍କୁ ଅଭିନନ୍ଦନର ବାର୍ତ୍ତା ମିଳିଛି।

PM Modi expresses gratitude to world leaders for birthday wishes

September 17th, 03:03 pm

The Prime Minister Shri Narendra Modi expressed his gratitude to the world leaders for greetings on his 75th birthday, today.

ପ୍ରଧାନମନ୍ତ୍ରୀଙ୍କ ସହ ପାପୁଆ ନ୍ୟୁ ଗିନିର ପ୍ରଧାନମନ୍ତ୍ରୀଙ୍କ ବୈଠକ

May 22nd, 08:39 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତ-ପ୍ରଶାନ୍ତ ମହାସାଗରୀୟ ଦ୍ବୀପ ସମୂହ ସହଯୋଗ ମଞ୍ଚ (ଏଫଆଇପିଆସି)ର ତୃତୀୟ ଶିଖର ସମ୍ମିଳନୀ ଅବସରରେ 22 ମଇ 2023ରେ ପୋର୍ଟ ମୋରେସବିରେ ପାପୁଆ ନ୍ୟୁ ଗିନି (ପିଏନଜି)ର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ଜେମ୍ସ ମାରାପେଙ୍କ ସହ ଦ୍ବିପାକ୍ଷୀୟ ବୈଠକ କରିଛନ୍ତି ।