ଓମାନର ସୁଲତାନଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

March 19th, 04:39 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓମାନର ସୁଲତାନ ହାଇଥାମ୍ ବିନ୍ ତାରିକଙ୍କ ସହ ପାର୍ବଣର ଶୁଭେଚ୍ଛା ଆଦାନପ୍ରଦାନ ସହ ଅଞ୍ଚଳର ପରିବର୍ତ୍ତିତ ପରିସ୍ଥିତି ବାବଦରେ ଏକ ଫଳପ୍ରଦ ଆଲୋଚନା କରିଛନ୍ତି ।

ଓମାନ ସୁଲତାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଟେଲିଫୋନ ବାର୍ତ୍ତାଳାପ

April 07th, 05:50 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓମାନ ସୁଲତାନ ମହାମହିମ ହାଇଥାମ ବିନ ତାରିକଙ୍କ ସହ ଟେଲିଫୋନ ଯୋଗେ ବାର୍ତ୍ତାଳାପ କରିଛନ୍ତି ।