ସେପ୍ଟେମ୍ବର ୨୬ରେ “ବିହାରର ମୁଖ୍ୟମନ୍ତ୍ରୀ ମହିଳା ରୋଜଗାର ଯୋଜନା”ର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
September 25th, 06:44 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୨୬ ସକାଳ ପ୍ରାୟ ୧୧ଟା ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିହାରର ‘ମୁଖ୍ୟମନ୍ତ୍ରୀ ମହିଳା ରୋଜଗାର ଯୋଜନା’ର ଶୁଭାରମ୍ଭ କରିବେ । କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀ ବିହାରର ୭୫ ଲକ୍ଷ ମହିଳାଙ୍କ ବ୍ୟାଙ୍କ ଖାତାକୁ ୧୦-୧୦ ହଜାର ଟଙ୍କା, ଅର୍ଥାତ ୭,୫୦୦ କୋଟି ଟଙ୍କା ହସ୍ତାନ୍ତରିତ କରିବେ ।୨୮ ଫେବୃଆରୀରେ ନୂଆଦିଲ୍ଲୀରେ ଜାହାନ-ଏ-ଖୁସ୍ରୋ ୨୦୨୫ରେ ଭାଗ ନେବେ ପ୍ରଧାନମନ୍ତ୍ରୀ
February 27th, 06:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୮ ଫେବୃଆରୀ ସନ୍ଧ୍ୟା ପ୍ରାୟ ୭:୩୦ ସମୟରେ ନୂଆଦିଲ୍ଲୀର ସୁନ୍ଦର ନର୍ସରୀଠାରେ ଭବ୍ୟ ସୁଫି ସଙ୍ଗୀତ ମହୋତ୍ସବ, ଜାହାନ-ଏ-ଖୁସ୍ରୋ ୨୦୨୫ରେ ଅଂଶଗ୍ରହଣ କରିବେ ।