ଅଷ୍ଟ୍ରେଲିଆରେ ଆତଙ୍କବାଦୀ ଆକ୍ରମଣକୁ ପ୍ରଧାନମନ୍ତ୍ରୀଙ୍କ ନିନ୍ଦା
December 14th, 05:23 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅଷ୍ଟ୍ରେଲିଆର ବୋଣ୍ଡି ବିଚ୍ରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣର କଡା ନିନ୍ଦା କରିଛନ୍ତି । ଏହି ଆକ୍ରମଣରେ ଯିହୂଦୀ ପର୍ବ ହନୁକ୍କାର ପ୍ରଥମ ଦିନ ପାଳନ କରୁଥିବା ଲୋକମାନଙ୍କୁ ଟାର୍ଗେଟ କରାଯାଇଥିଲା ।ବେଞ୍ଜାମିନ ନେତନ୍ୟାହୁଙ୍କୁ ହନୁକା ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
December 25th, 06:27 pm
ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ ଏବଂ ସମଗ୍ର ବିଶ୍ୱରେ ହନୁକା ଉତ୍ସବ ପାଳନ କରୁଥିବା ଜନସାଧାରଣଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହନୁକା ଶୁଭେଚ୍ଛା ଜଣାଇଛନ୍ତି ।ହନୁକ୍କା ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
December 07th, 07:55 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତ ତଥା ବିଶ୍ୱରେ ରହୁଥିବା ଇହୁଦୀ ଲୋକଙ୍କୁ ହନୁକ୍କା ଶୁଭେଚ୍ଛା ଜଣାଇଛନ୍ତି । ସେ ତାଙ୍କ ପୋଷ୍ଟରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କୁ ଟ୍ୟାଗ୍ କରିଛନ୍ତି ।