The inauguration of Micron’s semiconductor facility marks a milestone in India’s journey towards technology leadership: PM Modi in Sanand, Gujarat
February 28th, 02:45 pm
During the inauguration of the Micron ATMP facility in Sanand, Gujarat, PM Modi said that India is now rapidly strengthening its identity in the hardware sector. He highlighted the project’s rapid progress and emphasized that the facility is a testament to the robust India-US partnership. He expressed confidence that the Micron facility would anchor a new semiconductor ecosystem in the country and asserted that India is ready, reliable and delivers.PM Modi inaugurates Micron Technology’s Semiconductor Assembly, Test and Packaging (ATMP) facility in Sanand,Gujarat
February 28th, 02:37 pm
During the inauguration of the Micron ATMP facility in Sanand, Gujarat, PM Modi said that India is now rapidly strengthening its identity in the hardware sector. He highlighted the project’s rapid progress and emphasized that the facility is a testament to the robust India-US partnership. He expressed confidence that the Micron facility would anchor a new semiconductor ecosystem in the country and asserted that India is ready, reliable and delivers.Uttar Pradesh is set to emerge as a major hub for the nation’s Semiconductor Ecosystem: PM Modi
February 21st, 05:30 pm
PM Modi participated in the groundbreaking ceremony of HCL-Foxconn Semiconductor Unit in Uttar Pradesh. Speaking via VC, he lauded the ceremony as a historic milestone in India’s journey toward becoming a global semiconductor hub. He remarked that India has accelerated its pace in 2026 and highlighted major milestones such as Viksit Bharat Young Leaders Dialogue, National Startup Day and India Energy Summit. The PM credited the Double-Engine Government for changing the identity of Uttar Pradesh.ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉତ୍ତର ପ୍ରଦେଶରେ ଏଚସିଏଲ୍-ଫକ୍ସକନ୍ ସେମିକଣ୍ଡକ୍ଟର ୟୁନିଟର ଶିଳାନ୍ୟାସ ଉତ୍ସବରେ ଯୋଗ ଦେଇଛନ୍ତି ନରେନ୍ଦ୍ର ମୋଦୀ
February 21st, 05:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉତ୍ତର ପ୍ରଦେଶରେ ଏଚସିଏଲ୍-ଫକ୍ସକନ୍ ସେମିକଣ୍ଡକ୍ଟର ୟୁନିଟର ଶିଳାନ୍ୟାସ ଉତ୍ସବରେ ଯୋଗ ଦେଇଛନ୍ତି। ନୂଆଦିଲ୍ଲୀରେ ଅନୁଷ୍ଠିତ ଗ୍ଲୋବାଲ୍ ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ପରେ ଭାରତ ବିଶ୍ୱସ୍ତରୀୟ ସେମିକଣ୍ଡକ୍ଟର ହବ୍ ହେବା ଦିଗରେ ଯାତ୍ରାରେ ଏହି ସମାରୋହ ଏକ ଐତିହାସିକ ମାଇଲଖୁଣ୍ଟ।ଭିଡିଓ କନଫରେନ୍ସିଂ ଜରିଆରେ 'ଇଣ୍ଡିଆଜ୍ ଟେକେଡ ଚିପ୍ସ ଫର୍ ବିକଶିତ ଭାରତ'ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 13th, 11:30 am
କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର କ୍ୟାବିନେଟ୍ ସହଯୋଗୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଜୀ, ରାଜୀବ ଚନ୍ଦ୍ରଶେଖରଜୀ, ଆସାମ ଓ ଗୁଜରାଟର ମୁଖ୍ୟମନ୍ତ୍ରୀ, ଟାଟା ଗ୍ରୁପର ଅଧ୍ୟକ୍ଷ ଶ୍ରୀ ଏନ ଚନ୍ଦ୍ରଶେଖରନ, ସିଜି ପାୱାରର ଅଧ୍ୟକ୍ଷ ଭେଲାୟାନ ସୁବିୟା ଏବଂ କେନ୍ଦ୍ର, ରାଜ୍ୟ ଏବଂ ଶିଳ୍ପ ସହିତ ଜଡିତ ଅନ୍ୟ ସମସ୍ତ ବିଶିଷ୍ଟ ବ୍ୟକ୍ତି । ମହିଳା ଏବଂ ଭଦ୍ର ବ୍ୟକ୍ତି ମାନେ!'ଇଣ୍ଡିଆଜ୍ ଟେକ୍ଏଡ୍: ଚିପ୍ସ ଫର୍ ବିକଶିତ ଭାରତ' କାର୍ଯ୍ୟକ୍ରମରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
March 13th, 11:12 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ 'ଇଣ୍ଡିଆଜ୍ ଟେକ୍ଏଡ୍: ଚିପ୍ସ ଫର୍ ବିକଶିତ ଭାରତ' କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବା ସହ ପ୍ରାୟ ୧.୨୫ ଲକ୍ଷ କୋଟି ଟଙ୍କାର ତିନୋଟି ସେମିକଣ୍ଡକ୍ଟର ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଆଜି ଉଦ୍ଘାଟିତ ହୋଇଥିବା ସୁବିଧାଗୁଡ଼ିକ ହେଲା- ଗୁଜରାଟର ଧୋଲେରା ସ୍ୱତନ୍ତ୍ର ପୁଞ୍ଜି ନିବେଶ କ୍ଷେତ୍ର (ଡିଏସ୍ଆଇଆର)ରେ ସେମିକଣ୍ଡକ୍ଟର ଫେବ୍ରିକେସନ୍ ସୁବିଧା, ଆସାମର ମୋରିଗାଓଁରେ ଆଉଟସୋର୍ସଡ୍ ସେମିକଣ୍ଡକ୍ଟର ଆସେମ୍ବଲିଂ ଆଣ୍ଡ ଟେଷ୍ଟ (ଓଏସ୍ଏଟି) ସୁବିଧା ଏବଂ ଗୁଜରାଟର ସାନନ୍ଦ ଠାରେ ଆଉଟସୋର୍ସଡ୍ ସେମିକଣ୍ଡକ୍ଟର ଆସେମ୍ବଲିଂ ଆଣ୍ଡ ଟେଷ୍ଟ (ଓଏସ୍ଏଟି) ସୁବିଧା ।ଇଣ୍ଡିଆ ମୋବାଇଲ କଂଗ୍ରେସ ସପ୍ତମ ସଂସ୍କରଣର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
October 27th, 10:56 am
ଇଣ୍ଡିଆ ମୋବାଇଲ କଂଗ୍ରେସର ଏହି ସପ୍ତମ ସଂସ୍କରଣରେ ଆପଣ ସମସ୍ତଙ୍କ ଗହଣକୁ ଆସିବା ନିଜକୁ ନିଜ ମଧ୍ୟରେ ହେଉଛି ଏକ ସୁଖଦ ଅନୁଭବ । ଏକବିଂଶ ଶତାବ୍ଦୀର ଦ୍ରୁତଗତିରେ ବଦଳୁଥିବା ବିଶ୍ୱରେ ଏହି ଆୟୋଜନ କୋଟି- କୋଟି ଲୋକଙ୍କ ଭାଗ୍ୟ ପରିବର୍ତ୍ତନ କରିବାର କ୍ଷମତା ରଖୁଛି । ଗୋଟିଏ ସମୟ ଥିଲା, ଯେତେବେଳେ ଆମେ ଭବିଷ୍ୟତର କଥା କହୁଥିଲେ, ସେତେବେଳେ ଏହାର ଅର୍ଥ ଆଗାମୀ ଦଶକ, ଅବା 20-30 ବର୍ଷ ପରର ସମୟ, ଅବା ପୁଣି ଆଗାମୀ ଶତାବ୍ଦୀ ହେଉ ଥିଲା । କିନ୍ତୁ ଆଜି ପ୍ରତ୍ୟେକ ଦିନ ପ୍ରଯୁକ୍ତିବିଦ୍ୟାରେ ଦ୍ରୁତ ଗତିରେ ହେଉଥିବା ପରିବର୍ତ୍ତନର କାରଣରୁ ଆମେ କହୁଛୁ ଯେ, ‘ଭବିଷ୍ୟତ ହେଉଛି ଏଠାରେ ଏବଂ ବର୍ତମାନ’, ଏବେ କିଛି ମିନିଟ ପୂର୍ବେ, ମୁଁ ଏଠାରେ ଲାଗିଥିବା ପ୍ରଦର୍ଶନୀର କିଛି ଷ୍ଟଲସବୁ ବୁଲି ଦେଖିଲି । ଏହି ପ୍ରଦର୍ଶନୀରେ ମୁଁ ସେହି ଭବିଷ୍ୟତର ଝଲକ ଦେଖିବାକୁ ପାଇଲି । ସେ ଟେଲିକମ୍ ହେଉ, ପ୍ରଯୁକ୍ତିବିଦ୍ୟା ହେଉ ଅବା ପୁଣି ଯୋଗାଯୋଗ, 6-G ହେଉ, ଏଆଇ ହେଉ, ସାଇବର ନିରାପତ୍ତା ହେଉ, ସେମିକଣ୍ଡକ୍ଟଟର ହେଉ, ଡ୍ରୋନ ଅବା ମହାକାଶ କ୍ଷେତ୍ର ହେଉ, ଗଭୀର ସମୁଦ୍ର ହେଉ, ଗ୍ରୀନ୍ ଟେକ୍ ହେଉ ଅବା ପୁଣି ଅନ୍ୟାନ୍ୟ କ୍ଷେତ୍ର, ଆଗାମୀ ସମୟ ହିଁ ସମ୍ପୂର୍ଣ୍ଣ ଭାବେ ଭିନ୍ନ ହେବାକୁ ଯାଉଛି । ଆଉ ଏହା ହେଉଛି ଆମ ସମସ୍ତଙ୍କ ପାଇଁ ଖୁସିର କଥା ଯେ, ଆମ ଯୁବ ପିଢୀ ଦେଶର ଭବିଷ୍ୟତର ନେତୃତ୍ୱ ନେଉଛି, ଆମର ପ୍ରଯୁକ୍ତି ବିପ୍ଳବର ନେତୃତ୍ୱ ନେଉଛନ୍ତି।ସପ୍ତମ ଇଣ୍ଡିଆ ମୋବାଇଲ କଂଗ୍ରେସ (ଆଇଏମ୍ ସି)କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
October 27th, 10:35 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମ ଠାରେ ସପ୍ତମ ଇଣ୍ଡିଆ ମୋବାଇଲ କଂଗ୍ରେସ ୨୦୨୩କୁ ଉଦଘାଟନ କରିଛନ୍ତି । ଇଣ୍ଡିଆ ମୋବାଇଲ୍ କଂଗ୍ରେସ (ଆଇଏମସି) ହେଉଛି ଏସିଆର ସର୍ବବୃହତ୍ ଟେଲିକମ୍, ଗଣମାଧ୍ୟମ ଏବଂ ଟେକ୍ନୋଲୋଜି ଫୋରମ୍ ଯାହା ଅକ୍ଟୋବର ୨୭ରୁ ୨୯ ତାରିଖ ପର୍ଯ୍ୟନ୍ତ 'ଗ୍ଲୋବାଲ୍ ଡିଜିଟାଲ୍ ଇନୋଭେସନ୍' ଶୀର୍ଷକରେ ଆୟୋଜିତ ହେବ। ଆଇଏମସି ୨୦୨୩ ର ଲକ୍ଷ୍ୟ ହେଉଛି ପ୍ରମୁଖ ଅତ୍ୟାଧୁନିକ ଜ୍ଞାନକୌଶଳର ବିକାଶକାରୀ, ନିର୍ମାତା ଏବଂ ରପ୍ତାନିକାରୀ ଭାବରେ ଭାରତର ସ୍ଥିତିକୁ ସୁଦୃଢ଼ କରିବା । ଏହି କାର୍ଯ୍ୟକ୍ରମ ରେ ପ୍ରଧାନମନ୍ତ୍ରୀ ଦେଶର ଶିକ୍ଷାନୁଷ୍ଠାନଗୁଡ଼ିକୁ ୧୦୦ଟି '୫ଜି ୟୁଜ୍ କେସ୍ ଲ୍ୟାବ୍' ପ୍ରଦାନ କରିଥିଲେ।ଆଇଟି ହାର୍ଡୱେର ପାଇଁ ଉତ୍ପାଦନ ଭିତ୍ତିକ ପ୍ରୋତ୍ସାହନ ଯୋଜନା – ୨.୦କୁ କ୍ୟାବିନେଟ ମଞ୍ଜୁରି
May 17th, 03:59 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଆଇଟି ହାର୍ଡୱେର ପାଇଁ ଉତ୍ପାଦନ ଭିତ୍ତିକ ପ୍ରୋତ୍ସାହନ (ପିଏଲଆଇ) ଯୋଜନା ୨.୦କୁ ମଞ୍ଜୁରି ମିଳିଛି । ଏହି ଯୋଜନା ପାଇଁ ମୋଟ୍ ୧୭ ହଜାର କୋଟି ଟଙ୍କାର ବଜେଟ୍ ବ୍ୟୟବରାଦ କରାଯାଇଛି ।