Ganga Expressway to become new lifeline of Uttar Pradesh’s development: PM Modi in Hardoi

April 29th, 11:35 am

PM Modi inaugurated the 594-km access-controlled Ganga Expressway in Hardoi, calling it a new lifeline for Uttar Pradesh’s development that will boost connectivity, support farmers and create industrial opportunities across multiple districts. He said the expressway will also bring the possibilities of the NCR closer and strengthen the state’s role in the journey towards Viksit Bharat.

ଉତ୍ତରପ୍ରଦେଶର ହରଦୋଇରେ ୫୯୪ କିଲୋମିଟର ଦୀର୍ଘ ଆକ୍ସେସ୍‌ କଣ୍ଟ୍ରୋଲଡ୍‌ ଗ୍ରୀନଫିଲ୍ଡ ଗଙ୍ଗା ଏକ୍ସପ୍ରେସୱେର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

April 29th, 11:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ହରଦୋଇରେ ୫୯୪ କିଲୋମିଟର ଲମ୍ବ ଆକ୍‌ସେସ କଣ୍ଟ୍ରୋଲଡ୍‌ ଗ୍ରୀନଫିଲ୍ଡ ଗଙ୍ଗା ଏକ୍ସପ୍ରେସୱେକୁ ଉଦଘାଟନ କରିଛନ୍ତି। ଭଗବାନ ନରସିଂହଙ୍କ ପବିତ୍ର ଭୂମି ଏବଂ ମାତ୍ର କିଛି କିଲୋମିଟର ଦୂରରେ ପ୍ରବାହିତ ମା ଗଙ୍ଗାଙ୍କ ଦିବ୍ୟ ଉପସ୍ଥିତିକୁ ପ୍ରଣିପାତ କରି ପ୍ରଧାନମନ୍ତ୍ରୀ ତାଙ୍କର ଅଭିଭାଷଣ ଆରମ୍ଭ କରିଥିଲେ। ସେ ଦୃଢ଼ ଭାବରେ କହିଥିଲେ ଯେ ଏ ସମଗ୍ର ଅଞ୍ଚଳ ଗଙ୍ଗାନଦୀର ଆଧ୍ୟାତ୍ମିକ ଏବଂ ପୁଷ୍ଟିକର କୃପାପ୍ରାପ୍ତ ଏକ ତୀର୍ଥସ୍ଥଳ। ଏହି ଏକ୍ସପ୍ରେସୱେ କିଛି ଘଣ୍ଟା ମଧ୍ୟରେ ପବିତ୍ର ସ୍ଥାନକୁ ଯାତ୍ରାକୁ ରୂପାନ୍ତରିତ କରିବ ବୋଲି ଉଲ୍ଲେଖ କରି ମୋଦୀ କହିଥିଲେ,ଉତ୍ତର ପ୍ରଦେଶକୁ ଏକ୍ସପ୍ରେସୱେ ମଧ୍ୟ ମା ଗଙ୍ଗାଙ୍କ ଆଶୀର୍ବାଦ।

PM to visit Uttar Pradesh on 28-29 April

April 26th, 03:46 pm

PM Modi will visit Uttar Pradesh on 28-29 April. During the visit, he will participate in a Mahila Sammelan and also launch various development projects worth around ₹6,350 crore in Varanasi. Later, he will perform darshan and pooja at the Shri Kashi Vishwanath Temple and inaugurate the Ganga Expressway in Hardoi. The expressway will drive holistic economic growth across the state.

The Dehradun-Delhi Economic Corridor will transform the entire region: PM Modi in Uttarakhand

April 14th, 01:25 pm

PM Narendra Modi inaugurated the Delhi-Dehradun Economic Corridor in Dehradun. In his address, he detailed the transformative benefits of the corridor and highlighted the project's multi-dimensional impact on the region. He also spoke about the construction of a nearly 12-kilometre elevated wildlife corridor as part of the expressway and urged tourists and pilgrims to keep sacred spaces clean and plastic-free.

Prime Minister Shri Narendra Modi inaugurates Delhi–Dehradun Economic Corridor

April 14th, 01:20 pm

PM Narendra Modi inaugurated the Delhi-Dehradun Economic Corridor in Dehradun. In his address, he detailed the transformative benefits of the corridor and highlighted the project's multi-dimensional impact on the region. He also spoke about the construction of a nearly 12-kilometre elevated wildlife corridor as part of the expressway and urged tourists and pilgrims to keep sacred spaces clean and plastic-free.

ବାରାଣସୀରେ ଚାରୋଟି ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଲୋକାର୍ପଣ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

November 08th, 08:39 am

ଉତ୍ତର ପ୍ରଦେଶର କର୍ମଠ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସାଥୀ ତଥା ବିକଶିତ ଭାରତର ମଜବୁତ୍ ଭିତ୍ତି ରଖିବା ପାଇଁ ଯେଉଁ ଟେକ୍ନୋଲୋଜି କ୍ଷେତ୍ରରେ ଆଜି ଉତ୍ତମ କାର୍ଯ୍ୟ ହେଉଛି, ତାହାର ନେତୃତ୍ୱ ନେଉଥିବା ଅଶ୍ୱିନୀ ବୈଷ୍ଣବ ଜୀ, ଟେକ୍ନୋଲୋଜି ଜରିଆରେ ଆମ ସହିତ ଏର୍ଣ୍ଣାକୁଲମରୁ ଏହି କାର୍ଯ୍ୟକ୍ରମରେ ଯୋଡ଼ି ହୋଇଥିବା କେରଳର ରାଜ୍ୟପାଳ ଶ୍ରୀ ରାଜେନ୍ଦ୍ର ଆର୍ଲେକର ଜୀ, କେନ୍ଦ୍ରରେ ମୋର ସାଥୀ ସୁରେଶ ଗୋପୀ ଜୀ ଏବଂ ଜର୍ଜ କୁରିଏନ ଜୀ, କେରଳରେ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଅନ୍ୟ ସମସ୍ତ ମନ୍ତ୍ରୀ, ଜନପ୍ରତିନିଧିଗଣ, ଫିରୋଜପୁରରୁ ଯୋଡ଼ି ହୋଇଥିବା କେନ୍ଦ୍ରରେ ମୋର ସାଥୀ, ପଞ୍ଜାବର ନେତା ରବନୀତ ସିଂ ବିଟ୍ଟୁ ଜୀ, ସେଠାରେ ଉପସ୍ଥିତ ସମସ୍ତ ଜନପ୍ରତିନିଧି, ଲକ୍ଷ୍ନୌରୁ ଯୋଡ଼ି ହୋଇଥିବା ଉପମୁଖ୍ୟମନ୍ତ୍ରୀ ବ୍ରଜେଶ ପାଠକ ଜୀ, ଅନ୍ୟ ମହାନୁଭବ ଏବଂ ଏଠାରେ ଉପସ୍ଥିତ କାଶୀର ମୋର ପରିବାରଜନ ।

ବାରାଣସୀରୁ ଚାରୋଟି ନୂତନ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

November 08th, 08:15 am

୦୮.୧୧.୨୦୨୫ : ଭାରତର ଆଧୁନିକ ରେଳ ଭିତ୍ତିଭୂମିକୁ ବିସ୍ତାର କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ବାରାଣସୀରୁ ଚାରୋଟି ନୂତନ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ ସମସ୍ତ ସମ୍ମାନନୀୟ ବ୍ୟକ୍ତିଙ୍କୁ ସ୍ୱାଗତ କରିଥିଲେ ଏବଂ ବାବା ବିଶ୍ୱନାଥଙ୍କ ପବିତ୍ର ନଗରୀ ବାରାଣସୀର ସମସ୍ତ ପରିବାରକୁ ତାଙ୍କର ଶୁଭେଚ୍ଛା ଜଣାଇଥିଲେ। ସେ ଦେବ ଦୀପାବଳି ଉତ୍ସବ ବିଷୟରେ ମତାମତ ଦେଇଥିଲେ ଏବଂ ଉଲ୍ଲେଖ କରିଥିଲେ ଯେ, ଆଜି ଏକ ଶୁଭ ଅବସର ଏବଂ ବିକାଶର ଏହି ପର୍ବ ପାଇଁ ସମସ୍ତଙ୍କୁ ଶୁଭକାମନା ଜଣାଇଥିଲେ।

ଉତ୍ତରାଖଣ୍ଡର ହରିଦ୍ୱାରରେ ଦଳାଚକଟାରେ ଜୀବନହାନି ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ

July 27th, 12:39 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରାଖଣ୍ଡର ହରିଦ୍ୱାରସ୍ଥିତ ମନସା ଦେବୀ ମନ୍ଦିର ରାସ୍ତାରେ ଦଳାଚକଟା ଯୋଗୁ ଜୀବନହାନି ଘଟଣାରେ ଶୋକ ପ୍ରକାଶ କରିଛନ୍ତି ।

ମତ୍ସ୍ୟ ସମ୍ପଦ ମାଧ୍ୟମରେ ଆୟ ଦ୍ୱିଗୁଣିତ କରି ପ୍ରଧାନମନ୍ତ୍ରୀଙ୍କୁ ପ୍ରଭାବିତ କଲେ ହରିଦ୍ୱାର ଚାଷୀ

December 27th, 02:34 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ଜନତାଙ୍କୁ ସମ୍ବୋଧିତ କରିଥିଲେ।

ପଣ୍ଡିତ ମଦନ ମୋହନ ମାଲବ୍ୟଙ୍କ ସଂଗୃହୀତ କାର୍ଯ୍ୟ ଉନ୍ମୋଚନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

December 25th, 04:31 pm

ପ୍ରଥମେ, ଆପଣ ସମସ୍ତଙ୍କୁ ଖ୍ରୀଷ୍ଟମାସର ଅନେକ ଅନେକ ଶୁଭେଚ୍ଛା! ଭାରତ ଓ ଭାରତୀୟତା ଉପରେ ବିଶ୍ୱାସ ରଖିଥିବା କୋଟି କୋଟି ଲୋକଙ୍କ ପାଇଁ ଆଜିର ଦିନ ପ୍ରେରଣା ସାଜିଛି। ଆଜି ମହାମନା ମଦନ ମୋହନ ମାଲବ୍ୟଙ୍କ ଜୟନ୍ତୀ । ଆଜି ହେଉଛି ଅଟଳଜୀଙ୍କ ଜୟନ୍ତୀ । ଏହି ପବିତ୍ର ଦିବସ ଅବସରରେ ମୁଁ ମହାମନା ମାଲବ୍ୟଜୀଙ୍କ ଚରଣକୁ ପ୍ରଣାମ କରିବା ସହ ଅଟଳଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି । ଅଟଳଜୀଙ୍କ ଜୟନ୍ତୀ ଅବସରରେ ଦେଶ ସୁଶାସନ ଦିବସ ପାଳନ କରୁଛି। ସୁଶାସନ ଦିବସ ଅବସରରେ ମୁଁ ସମସ୍ତ ନାଗରିକଙ୍କୁ ଅଭିନନ୍ଦନ ଜଣାଉଛି ।

ପଣ୍ଡିତ ମଦନ ମୋହନ ମାଲବ୍ୟଙ୍କ ୧୬୨ତମ ଜୟନ୍ତୀ ଅବସରରେ ' ପଣ୍ଡିତ ମଦନ ମୋହନ ମାଲବ୍ୟଙ୍କ ସଂଗୃହୀତ କୃତି' ଉନ୍ମୋଚନ କରିଛନ୍ତି ପ୍ରଧାନମନ୍ତ୍ରୀ

December 25th, 04:30 pm

ମହାମନା ପଣ୍ଡିତ ମଦନ ମୋହନ ମାଲବ୍ୟଙ୍କ ୧୬୨ତମ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନ ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ 'ପଣ୍ଡିତ ମଦନ ମୋହନ ମାଲବ୍ୟଙ୍କ ସଂଗୃହୀତ କୃତି' ର ପ୍ରଥମ ଶୃଙ୍ଖଳାର ୧୧ଟି ଖଣ୍ଡକୁ ଉନ୍ମୋଚନ କରିଛନ୍ତି । ପଣ୍ଡିତ ମଦନ ମୋହନ ମାଲବ୍ୟଙ୍କୁ ମଧ୍ୟ ଶ୍ରୀ ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ବନାରସ ହିନ୍ଦୁ ବିଶ୍ୱ ବିଦ୍ୟାଳୟର ପ୍ରତିଷ୍ଠାତା ପଣ୍ଡିତ ମଦନ ମୋହନ ମାଲବ୍ୟ ଆଧୁନିକ ଭାରତର ନିର୍ମାତା ମାନଙ୍କ ମଧ୍ୟରେ ଏକ ଅଗ୍ରଣୀ ସ୍ଥାନ ଅଧିକାର କରିଛନ୍ତି । ସେ ଜଣେ ଉଚ୍ଚକୋଟୀର ବିଦ୍ୱାନ ଏବଂ ସ୍ୱାଧୀନତା ସଂଗ୍ରାମୀ ଭାବରେ ବେଶ୍ ସ୍ମରଣୀୟ , ଯିଏ ଲୋକ ମାନଙ୍କ ମଧ୍ୟରେ ଜାତୀୟ ଚେତନା ସୃଷ୍ଟି କରିବା ପାଇଁ କଠୋର ପରିଶ୍ରମ ମଧ୍ୟ କରିଥିଲେ ।

ଡେରାଡୁନରୁ ଦିଲ୍ଲୀ ବଂଦେ ଭାରତ ଏକ୍ସପ୍ରେସକୁ ସବୁଜ ପତାକା ଦେଖାଇବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ

May 25th, 11:30 am

ଦିଲ୍ଲୀରୁ ଡେରାଡୁନ ମଧ୍ୟରେ ଚାଲିବାକୁ ଥିବା ଏହି ଟ୍ରେନ ଦ୍ରୁତ ଗତିରେ ଦେଶର ରାଜଧାନୀକୁ ଦେବଭୂମି ସହିତ ଯୋଡ଼ିବ, ବର୍ତ୍ତମାନ ଏହି ବଂଦେ ଭାରତ ଟ୍ରେନ ଦ୍ୱାରା ଦିଲ୍ଲୀ-ଡେରାଡୁନ ମଧ୍ୟରେ ଯାତ୍ରାର ସମୟ ମଧ୍ୟ କମ୍ ହୋଇଯିବ। ଏହି ଟ୍ରେନର ବେଗ ତା’ନିଜ ସ୍ଥାନରେ ରହିଛି, କିନ୍ତୁ ସୁବିଧାଗୁଡ଼ିକ ମଧ୍ୟ ଯାତ୍ରା ସମୟରେ ସୁଖଦ ଆଣିଦେବ ।

ଡେରାଡୁନରୁ ଦିଲ୍ଲୀ ବନ୍ଦେ ଭାରତ ଟ୍ରେନ ଯାତ୍ରାକୁ ପତାକା ଦେଖାଇ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

May 25th, 11:00 am

ପ୍ରଧାନମନ୍ତ୍ରୀ ଆଜି (୨୫-୦୫-୨୦୨୩) ଡେରାଡୁନରୁ ଦିଲ୍ଲୀ ପର୍ଯ୍ୟନ୍ତ ବଂଦେ ଭାରତ ଏକ୍ସପ୍ରେସକୁ ଆଭାସୀ ମାଧ୍ୟମରେ ପତାକା ଦେଖାଇ ଯାତ୍ରାର ଶୁଭାରମ୍ଭ କରାଇଛନ୍ତି । ସେ ମଧ୍ୟ ନୂତନ ଭାବେ ବିଦୁତକରଣ ହୋଇଥିବା ରେଳପଥର ଉଦଘାଟନ କରିବା ସହ ଉତ୍ତରାଖଣ୍ଡକୁ ଶତପ୍ରତିଶତ ରେଳ ବିଦୁତକରଣ ରାଜ୍ୟ ଘୋଷଣା କରିଛନ୍ତି ।

ଉତ୍ତରାଖଣ୍ଡର ବିକାଶ ପାଇଁ କାର୍ଯ୍ୟ କରିବା ବିଜେପି ନେତୃତ୍ୱାଧୀନ ସରକାରଙ୍କ ପାଇଁ ପ୍ରାଥମିକତା: ପ୍ରଧାନମନ୍ତ୍ରୀ ମୋଦୀ

February 07th, 02:40 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରାଖଣ୍ଡର ହରିଦ୍ୱାର ଏବଂ ଡେରାଡୁନରେ ଏକ ଭର୍ଚୁଆଲ୍ ବିଜୟ ସଂକଳ୍ପ ସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ, ଉତ୍ତରାଖଣ୍ଡ ଆମ ପାଇଁ ଦେବ ଭୂମି, କିନ୍ତୁ ଏହି ଲୋକମାନେ ଉତ୍ତରାଖଣ୍ଡକୁ ସେମାନଙ୍କର ଭଲ୍ଟ ବୋଲି ବିବେଚନା କରନ୍ତି । ଏହି ଲୋକମାନେ ଭଗବାନ ରାଜ୍ୟକୁ ଦେଇଥିବା ପ୍ରାକୃତିକ ସମ୍ପଦ ଏବଂ ସମ୍ବଳକୁ ଲୁଟ୍ ଜାରି ରଖିବାକୁ ଚାହାଁନ୍ତି, ସେମାନେ ଚାହାଁନ୍ତି ଯେ ଏହା ସେମାନଙ୍କ ପକେଟ ପୂରଣ କରୁ । ଏହା ହେଉଛି ସେମାନଙ୍କର ମାନସିକତା।

ପ୍ରଧାନମନ୍ତ୍ରୀ ମୋଦୀ ଉତ୍ତରାଖଣ୍ଡର ହରିଦ୍ୱାର ଏବଂ ଡେରାଡୁନରେ ଏକ ଭର୍ଚୁଆଲ୍ ବିଜୟ ସଂକଳ୍ପ ସଭାକୁ ସମ୍ବୋଧିତ କରିଛନ୍ତି

February 07th, 02:39 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରାଖଣ୍ଡର ହରିଦ୍ୱାର ଏବଂ ଡେରାଡୁନରେ ଏକ ଭର୍ଚୁଆଲ୍ ବିଜୟ ସଂକଳ୍ପ ସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ, ଉତ୍ତରାଖଣ୍ଡ ଆମ ପାଇଁ ଦେବ ଭୂମି, କିନ୍ତୁ ଏହି ଲୋକମାନେ ଉତ୍ତରାଖଣ୍ଡକୁ ସେମାନଙ୍କର ଭଲ୍ଟ ବୋଲି ବିବେଚନା କରନ୍ତି । ଏହି ଲୋକମାନେ ଭଗବାନ ରାଜ୍ୟକୁ ଦେଇଥିବା ପ୍ରାକୃତିକ ସମ୍ପଦ ଏବଂ ସମ୍ବଳକୁ ଲୁଟ୍ ଜାରି ରଖିବାକୁ ଚାହାଁନ୍ତି, ସେମାନେ ଚାହାଁନ୍ତି ଯେ ଏହା ସେମାନଙ୍କ ପକେଟ ପୂରଣ କରୁ । ଏହା ହେଉଛି ସେମାନଙ୍କର ମାନସିକତା।

ଉତରାଖଣ୍ଡର ଦେହରାଡୁନରେ ଏକାଧିକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

December 04th, 12:35 pm

ଉତରାଖଣ୍ଡ କା, ସଭି ଦାଣା ସୟାଣୌ, ଦିଦି- ଭୂଲିୟୈାଁ, ବଚ୍ଚି-ବୋଡିୟୋଁ ଔର ଭୈ-ବୈଣୋ। ଆପ ସବୁଥେଁ, ମ୍ୟାରୁ ପ୍ରଣାମ! ମିଥୈ ଭରୋସା ଛ, କି ଆପ ଲୋଗ କୁଶଲ ମଙ୍ଗଲ ହୋଲା! ମି ଆପ ଲୋଗୋଁ ଥେ ସେବା ଲଗୌଣ ଛୁ, ଆପ ସ୍ୱୀକାର କରା!

ଡେରାଡୁନରେ ପ୍ରାୟ ୧୮ହଜାର କୋଟି ଟଙ୍କା ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

December 04th, 12:34 pm

ସେ ଅଞ୍ଚଳ ବାରମ୍ବାର ଭୂସ୍ଖଳନ ସମସ୍ୟାର ସମ୍ମୁଖୀନ ହେଉଥିବା ଦୃଷ୍ଟିରୁ ଯାତ୍ରାର ନିରାପତ୍ତା ପାଇଁ ସାତଟି ପ୍ରକଳ୍ପକୁ ଶ୍ରୀ ମୋଦୀ ଉଦ୍‌ଘାଟନ କରିଛନ୍ତି । ଏଥିମଧ୍ୟରେ ୫୮ନମ୍ବର ଜାତୀୟ ରାଜପଥରେ ଦେବପ୍ରୟାଗଠାରୁ ଶ୍ରୀକୋଟ ଓ ବ୍ରହ୍ମପୁରୀରୁ କୋଡିୟାଲା ପର୍ଯ୍ୟନ୍ତ ସଡକ ପ୍ରଶସ୍ତୀକରଣ ପ୍ରକଳ୍ପ, ନମୁନା ନଦୀ ଉପରେ ନିର୍ମିତ ୧୨୦ ମେଗାୱାଟ ବ୍ୟାସୀ ଜଳବିଦ୍ୟୁତ ପ୍ରକଳ୍ପ, ଡେରାଡୁନରେ ହିମାଳୟ ସଂସ୍କୃତି କେନ୍ଦ୍ର, ସୁଗନ୍ଧିଯୁକ୍ତ ସୁଗନ୍ଦ ପରୀକ୍ଷାଗାର(ସୁଗନ୍ଦ ଗୁଳ୍ମ ରାଜି କେନ୍ଦ୍ର) ଡେରାଡୁନ ।

ପ୍ରଧାନମନ୍ତ୍ରୀ ଡିସେମ୍ବର ୪ରେ ଡେରାଡୁନ ଠାରେ ପ୍ରାୟ ୧୮୦୦୦ କୋଟି ଟଙ୍କାର ଅନେକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ

December 01st, 12:06 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୪, ୨୦୨୧ରେ ଡେରାଡୁନ ଗସ୍ତ କରି ମଧ୍ୟାହ୍ନ ୧ଟା ବେଳେ ପ୍ରାୟ ୧୮୦୦୦ କୋଟି ଟଙ୍କାର ଅନେକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ । ଗସ୍ତ ଅବସରରେ ସଡକ ଭିତ୍ତିଭୂମି ଉନ୍ନତିକରଣ ପ୍ରକଳ୍ପଗୁଡିକୁ ଅଧିକ ଗୁରୁତ୍ୱ ପ୍ରଦାନ କରାଯିବ, ଯାହା ଯାତ୍ରାକୁ ସୁଗମ ଓ ସୁରକ୍ଷିତ କରିବା ସହ ଅଞ୍ଚଳରେ ପର୍ଯ୍ୟଟନକୁ ସମୃଦ୍ଧ କରିବ । ପ୍ରଧାନମନ୍ତ୍ରୀଙ୍କ ପରିକଳ୍ପନା ଅନୁରୂପ ଏହି ପ୍ରକଳ୍ପଗୁଡିକ ଦୁର୍ଗମ ଅଞ୍ଚଳଗୁଡିକୁ ସଂଯୁକ୍ତ କରିବା ସହ ସୁଗମ କରିବ ।

ଉତ୍ତରାଖଣ୍ଡରେ ନମାମି ଗଙ୍ଗେ ଅଧୀନରେ 6ଟି ବୃହତ ପ୍ରକଳ୍ପ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

September 28th, 05:32 pm

ନମାମି ଗଙ୍ଗେ ମିଶନ ଅଧୀନରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି 29.09.2020 ଭିଡିଓ କନଫରେନ୍ସ ମାଧ୍ୟମରେ ଉତ୍ତରାଖଣ୍ଡରେ 6ଟି ବୃହତ ପ୍ରକଳ୍ପ ଉଦଘାଟନ କରିବେ ।

ହରିଦ୍ୱାର ଉମୀୟା ଧାମ ଆଶ୍ରମର ଉଦ୍ଘାଟନ ସମାବେଶକୁ ଭିଡିଓ କନଫେରେନ୍ସିଂ ଦ୍ଵାରା ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

October 05th, 10:01 am

ହରିଦ୍ୱାରସ୍ଥିତ ଉମୀୟା ଧାମ ଆଶ୍ରମର ଉଦ୍ଘାଟନ ଉତ୍ସବ ଅବସରରେ ଆୟୋଜିତ ଏକ ସମ୍ମିଳନୀକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫେରେନ୍ସିଂ ଜରିଆରେ ସମ୍ବୋଧିତ କରିଛନ୍ତି ।