Harivansh Ji plays a key role in instilling confidence that the country can make a significant leap forward: PM Modi in the Rajya Sabha
April 17th, 11:10 am
Addressing the Rajya Sabha, PM Modi extended heartfelt congratulations to Shri Harivansh on his election as Dy Chairman of the House. Lauding Harivansh Ji’s remarkable contributions to journalism, the PM said that new Members of Parliament from both Houses could learn immensely from his insights. The PM also highlighted the significant work done by Harivansh Ji across various sectors.ରାଜ୍ୟସଭାରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
April 17th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାରେ ଉଦବୋଧନ ଦେଇଛନ୍ତି । ଏହି ଅବସରରେ ସେ ଲଗାତାର ତୃତୀୟ ଥର ପାଇଁ ରାଜ୍ୟସଭାର ଉପାଧ୍ୟକ୍ଷ ଭାବରେ ନିର୍ବାଚିତ ହୋଇଥିବା ଶ୍ରୀ ହରିବଂଶଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି। ଏହି ଐତିହାସିକ ସଫଳତା ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ଏହା ଶ୍ରୀ ହରିବଂଶଙ୍କ ପ୍ରତି ସଦନର ଗଭୀର ବିଶ୍ୱାସ ଏବଂ ଏହି ଅନୁଷ୍ଠାନକୁ ସେ ଆଣିଥିବା ମୂଲ୍ୟବାନ ଅଭିଜ୍ଞତାକୁ ପ୍ରତିଫଳିତ କରିଥାଏ । କ୍ରମାଗତ ତୃତୀୟ ଥର ପାଇଁ ନିର୍ବାଚିତ ହେବା ତାଙ୍କର ଅଭିଜ୍ଞତା, ସମାବେଶୀ ଆଭିମୁଖ୍ୟ ଏବଂ ମର୍ଯ୍ୟାଦାପୂର୍ଣ୍ଣ କାର୍ଯ୍ୟଶୈଳୀ ଉପରେ ସଦନର ଅନୁମୋଦନ ବୋଲି ଶ୍ରୀ ମୋଦୀ କହିଥିଲେ ।Prime Minister extends his best wishes to Shri Harivansh upon his nomination to the Rajya Sabha
April 10th, 02:20 pm
PM Modi extended his heartiest best wishes to Shri Harivansh for his upcoming parliamentary tenure following his nomination to the Rajya Sabha. He remarked that Shri Harivansh has made an invaluable contribution to both journalism and public life, establishing himself as a respected intellectual and thinker. He also pointed out that his profound thoughts and insights have significantly enriched the proceedings of the House over the past few years.ସର୍ବଭାରତୀୟ ପ୍ରିଜାଇଡିଂ ଅଫିସର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତା
January 27th, 04:00 pm
ଲୋକସଭା ବାଚସ୍ପତି ଶ୍ରୀ ଓମ୍ ବିର୍ଲା ଜୀ, ରାଜ୍ୟସଭା ଉପାଧ୍ୟକ୍ଷ ଶ୍ରୀ ହରିବଂଶ ଜୀ, ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଜୀ, ବିଧାନସଭା ବାଚସ୍ପତି ରାହୁଲ ନର୍ଭେକର ଜୀ ଏବଂ ବିଭିନ୍ନ ରାଜ୍ୟ ବିଧାନସଭାରୁ ଆସିଥିବା ପ୍ରିଜାଇଡିଂ ଅଫିସରମାନେ,ଅଖିଳ ଭାରତୀୟ ପ୍ରିଜାଇଡିଂ ଅଧିକାରୀ ମାନଙ୍କର ସମ୍ମିଳନୀକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
January 27th, 03:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅଖିଳ ଭାରତୀୟ ପ୍ରିଜାଇଡିଂ ଅଫିସର ସମ୍ମିଳନୀକୁ ଭିଡିଓ ବାର୍ତ୍ତା ମାଧ୍ୟମରେ ସମ୍ବୋଧିତ କରିଛନ୍ତି ।ଶ୍ରୀ ହରିବଂଶ ନାରାୟଣ ସିଂହ ରାଜ୍ୟସଭାର ଉପାଧ୍ୟକ୍ଷ ଭାବେ ନିର୍ବାଚିତ ହେବା ପରେ ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟ
September 14th, 05:49 pm
ଶ୍ରୀ ହରିବଂଶ ନାରାୟଣ ସିଂହ ଦ୍ୱିତୀୟ ଥର ପାଇଁ ଏହି ସଦନର ଉପାଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଥିବାରୁ ମୁଁ ସମସ୍ତ ସଦନ ତଥା ସମଗ୍ର ଦେଶବାସୀଙ୍କ ତରଫରୁ ବହୁତ ବହୁତ ଅଭିନନ୍ଦନ ଜଣାଉଛି।ରାଜ୍ୟସଭା ଉପାଧ୍ୟକ୍ଷ ଭାବେ ନିର୍ବାଚିତ ହରିବଂଶ ନାରାୟଣ ସିଂହଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
September 14th, 05:48 pm
ଶ୍ରୀ ହରିବଂଶ ନାରାୟଣ ସିଂହ ଦ୍ୱିତୀୟ ଥର ପାଇଁ ରାଜ୍ୟସଭା ଉପାଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ସଂସଦର ଉଭୟ ସଦନ ଓ ଦେଶବାସୀଙ୍କ ତରଫରୁ ଶୁଭେଚ୍ଛା ଜଣାଇଛନ୍ତି ।ରାଜ୍ୟସଭାର ଉପାଧ୍ୟକ୍ଷ ଭାବେ ଶ୍ରୀ ହରିବଂଶ ନିର୍ବାଚିତ ହେବା ଅବସରରେ ସଂସଦରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 09th, 11:59 am
ମୁଁ ସର୍ବପ୍ରଥମେ ସଂସଦ ତରଫରୁ ଏବଂ ମୋ ତରଫରୁ ନବନିର୍ବାଚିତ ଉପସଭାପତି ଶ୍ରୀମାନ ହରିବଂଶଙ୍କୁ ହୃଦୟର ସହିତ ଅଶେଷ ଧନ୍ୟବାଦ ଜ୍ଞାପନ କରୁଛି । ଆମ ପାଇଁ ଖୁସିର କଥା ଯେ ସୁସ୍ଥ ହେବା ପରେ ଆମ ଅରୁଣଜୀ ଆଜି ଆମମାନଙ୍କ ପାଖରେ ଉପସ୍ଥିତ ଅଛନ୍ତି । ଆଜି ଅଗଷ୍ଟ 9 ତାରିଖ ।ଶ୍ରୀ ହରିବଂଶ ରାଜ୍ୟସଭାର ଉପାଧ୍ୟକ୍ଷ ନିର୍ବାଚିତ ହେବା ପରେ ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟ
August 09th, 11:58 am
ରାଜ୍ୟସଭାର ଉପାଧ୍ୟକ୍ଷ ଭାବେ ନିର୍ବାଚିତ ହେବା ପରେ ଶ୍ରୀ ହରିବଂଶଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।