ହରିୟାଣା ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

November 01st, 09:20 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହରିୟାଣା ଦିବସ ଅବସରରେ ରାଜ୍ୟର ଜନସାଧାରଣଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି ।