କର୍ଣ୍ଣାଟକ ହାସନ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ

September 13th, 08:36 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ଣ୍ଣାଟକର ହାସନରେ ଘଟିଥବା ଏକ ଦୁର୍ଘଟଣାରେ ହୋଇଥିବା ପ୍ରାଣହାନୀ ପାଇଁ ଶୋକ ପ୍ରକାଶ କରିଛନ୍ତି । ସେ ପ୍ରତ୍ୟେକ ମୃତକଙ୍କ ପରିବାର ପାଇଁ ପିଏମ୍‌ଏନ୍‌ଆର୍‌ଏଫ୍‌ରୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କ ପାଇଁ ୫୦,୦୦୦ ହଜାର ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ।