ଫିଜିର ପ୍ରଧାନମନ୍ତ୍ରୀ ସିଟିବେନି ରାବୁକାଙ୍କ ଭାରତ ଗସ୍ତର ପ୍ରଭାବ
August 25th, 01:58 pm
ଫିଜିରେ ଏକ ସୁପର-ସ୍ପେଶାଲିଟି ହସ୍ପିଟାଲର ଡିଜାଇନ୍, ନିର୍ମାଣ, କମିଶନିଂ, ପରିଚାଳନା ଏବଂ ରକ୍ଷଣାବେକ୍ଷଣ ପାଇଁ ଭାରତ ଏବଂ ଫିଜି ସରକାରଙ୍କ ମଧ୍ୟରେ ବୁଝାମଣାପତ୍ର ।Let this Yoga Day mark the beginning of Yoga for Humanity 2.0, where Inner Peace becomes Global Policy: PM Modi
June 21st, 07:06 am
PM Modi addressed the 11th International Day of Yoga event in Visakhapatnam, Andhra Pradesh and took part in the Yoga session. The PM recalled the moment when India proposed the idea of International Yoga Day at the UN. He noted that more than two crore people have joined the Yogandhra Abhiyan, reflecting a vibrant spirit of public participation. He remarked that Yoga transitions inpiduals from Me to We.ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ଏକାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ସମାରୋହରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନ
June 21st, 06:30 am
ଏକାଦଶ ଅନ୍ତର୍ଜାତୀୟ ଯୋଗ ଦିବସ (ଆଇଡିଓ୍ୱାଇ) ଅବସରରେ, ପ୍ରଧାନମନ୍ତ୍ରୀ ବିଶାଖାପାଟଣାରୁ ଜାତୀୟ ସମାରୋହର ନେତୃତ୍ୱ ନେଇଥିଲେ । ସେ ପ୍ରାୟ ୫ ଲକ୍ଷ ଅଂଶଗ୍ରହଣକାରୀଙ୍କ ସହିତ ବିଶାଖାପାଟଣାର ବେଳାଭୂମିରେ ସାଧାରଣ ଯୋଗ ପ୍ରୋଟୋକଲ (ସିଓ୍ୱାଇପି) ଅଧିବେଶନରେ ଅଂଶଗ୍ରହଣ କରିଥିଲେ। ଏହା ସହିତ ଦେଶକୁ ଏକ ସୁସଙ୍ଗତ ଯୋଗ ପ୍ରଦର୍ଶନରେ ନେତୃତ୍ୱ ଦେଇଥିଲେ । ସାରା ଭାରତରେ ୩.୫ ଲକ୍ଷରୁ ଅଧିକ ସ୍ଥାନରେ ଏକକାଳୀନ ଯୋଗ ସଙ୍ଗମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ବର୍ଷ, ମାଇଗଭ୍ ଏବଂ ମାଇ ଭାରତ ଭଳି ପ୍ଲାଟଫର୍ମରେ ଯୋଗ ଅନପ୍ଲଗଡ୍ ଅଧୀନରେ ପରିବାର ସହିତ ଯୋଗ ଏବଂ ଯୁବ-କୈନ୍ଦ୍ରିକ ପଦକ୍ଷେପ ଭଳି ବିଶେଷ ପ୍ରତିଯୋଗିତା ଆରମ୍ଭ କରାଯାଇଛି, ଯାହା ଜନସାଧାରଣଙ୍କ ଅଂଶଗ୍ରହଣକୁ ଉତ୍ସାହିତ କରୁଛି ।ଉଦୀୟମାନ ଉତ୍ତର-ପୂର୍ବ ନିବେଶକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 23rd, 11:00 am
କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଜୀ, ସୁକାନ୍ତା ମଜୂମଦାର ଜୀ, ମଣିପୁରର ରାଜ୍ୟପାଳ ଅଜୟ ଭଲ୍ଲା ଜୀ, ଆସାମର ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱ ଶର୍ମା ଜୀ, ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁ ଜୀ, ତ୍ରିପୁରାର ମୁଖ୍ୟମନ୍ତ୍ରୀ ମାଣିକ ସାହା ଜୀ, ମେଘାଳୟର ମୁଖ୍ୟମନ୍ତ୍ରୀ କୋନରାଡ ସାଙ୍ଗମା ଜୀ, ସିକିମର ମୁଖ୍ୟମନ୍ତ୍ରୀ ପ୍ରେମ ସିଂହ ତମାଙ୍ଗ ଜୀ, ନାଗାଲାଣ୍ଡର ମୁଖ୍ୟମନ୍ତ୍ରୀ ନେଫିଉ ରିଓ ଜୀ, ମିଜୋରାମର ମୁଖ୍ୟମନ୍ତ୍ରୀ ଲାଲଦୁହୋମା ଜୀ, ସମସ୍ତ ଶିଳ୍ପପତି, ନିବେଶକ, ଭଦ୍ର ମହିଳା ଏବଂ ଭଦ୍ରଲୋକ!ରାଇଜିଂ ନର୍ଥ ଇଷ୍ଟ ନିବେଶକ ସମ୍ମିଳନୀ ୨୦୨୫କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
May 23rd, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମରେ ରାଇଜିଂ ନର୍ଥ ଇଷ୍ଟ ନିବେଶକ ସମ୍ମିଳନୀ ୨୦୨୫କୁ ଉଦଘାଟନ କରିଛନ୍ତି। କାର୍ଯ୍ୟକ୍ରମରେ ଉପସ୍ଥିତ ସମସ୍ତ ବିଶିଷ୍ଟ ବ୍ୟକ୍ତିଙ୍କୁ ସ୍ୱାଗତ ଜଣାଇ ପ୍ରଧାନମନ୍ତ୍ରୀ ଉତ୍ତର-ପୂର୍ବାଞ୍ଚଳର ଭବିଷ୍ୟତ ପ୍ରତି ଗର୍ବ, ଉତ୍ସାହ ଏବଂ ଅପାର ବିଶ୍ୱାସ ପ୍ରକାଶ କରିଥିଲେ। ଭାରତ ମଣ୍ଡପମରେ ଅନୁଷ୍ଠିତ ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ମନେ ପକାଇ ସେ ଉଲ୍ଲେଖ କରିଥିଲେ ଯେ ଆଜିର କାର୍ଯ୍ୟକ୍ରମ ଉତ୍ତର-ପୂର୍ବରେ ନିବେଶର ଉତ୍ସବ। ପ୍ରଧାନମନ୍ତ୍ରୀ ସମ୍ମିଳନୀରେ ଶିଳ୍ପ ନେତାମାନଙ୍କର ଗୁରୁତ୍ୱପୂର୍ଣ୍ଣ ଉପସ୍ଥିତିକୁ ଉଲ୍ଲେଖ କରିଥିଲେ ଏବଂ ଏହି କ୍ଷେତ୍ରରେ ସୁଯୋଗ ବିଷୟରେ ସେମାନଙ୍କର ଉତ୍ସାହ ବିଷୟରେ ଆଲୋଚନା କରିଥିଲେ। ସମସ୍ତ ମନ୍ତ୍ରଣାଳୟ ଏବଂ ରାଜ୍ୟ ସରକାରଙ୍କୁ ଅଭିନନ୍ଦନ ଜଣାଇ ପ୍ରଧାନମନ୍ତ୍ରୀ ଏକ ଅନୁକୂଳ ନିବେଶ ପରିବେଶ ସୃଷ୍ଟି କରିବାରେ ସେମାନଙ୍କ ପ୍ରୟାସକୁ ପ୍ରଶଂସା କରିଥିଲେ। ନିଜର ଶୁଭକାମନା ଜଣାଇ ପ୍ରଧାନମନ୍ତ୍ରୀ ରାଇଜିଂ ନର୍ଥ ଇଷ୍ଟ ନିବେଶକ ସମ୍ମିଳନୀକୁ ପ୍ରଶଂସା କରିଥିଲେ ଏବଂ ଏହି ଅଞ୍ଚଳର ନିରନ୍ତର ଅଭିବୃଦ୍ଧି ଏବଂ ସମୃଦ୍ଧି ପ୍ରତି ତାଙ୍କର ପ୍ରତିବଦ୍ଧତାକୁ ଦୋହରାଇଥିଲେ।ବଜେଟ ପରେ ଭିଡିଓ କନଫରେନ୍ସିଂ ଜରିଆରେ ନିଯୁକ୍ତି ସୃଷ୍ଟିକୁ ପ୍ରୋତ୍ସାହିତ କରିବା ଉପରେ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ ।
March 05th, 01:35 pm
ଏହି ଗୁରୁତ୍ୱପୂର୍ଣ୍ଣ ବଜେଟ୍ ୱେବିନାରରେ ଆପଣ ସମସ୍ତଙ୍କୁ ସ୍ୱାଗତ, ଅଭିନନ୍ଦନ । ଲୋକ, ଅର୍ଥନୀତି ଏବଂ ଉଦ୍ଭାବନ କ୍ଷେତ୍ରରେ ପୁଞ୍ଜିନିବେଶ ହେଉଛି ଏକ ବିଷୟବସ୍ତୁ ଯାହା ଏକ ବିକଶିତ ଭାରତର ରୋଡମ୍ୟାପ୍ କୁ ନିର୍ଦ୍ଧାରଣ କରେ | ଚଳିତ ବର୍ଷବଜେଟରେ ଏହାର ପ୍ରଭାବ ବହୁତ ବଡ ଧରଣର ଦେଖିବାକୁ ମିଳିବ । ତେଣୁ ଏହି ବଜେଟ୍ ଭାରତର ଭବିଷ୍ୟତ ପାଇଁ ବ୍ଲୁ ପ୍ରିଣ୍ଟ ଭାବେ ଉଭା ହୋଇଛି। ଭିତ୍ତିଭୂମି ଏବଂ ଶିଳ୍ପରେ ପୁଞ୍ଜିନିବେଶକୁ ଆମେ ଯେତିକି ପ୍ରାଥମିକତା ଦେଇଛୁ, ସେତିକି ଲୋକ, ଅର୍ଥନୀତି ଓ ଉଦ୍ଭାବନକୁ ମଧ୍ୟ ପ୍ରାଥମିକତା ଦେଇଛୁ। ଆପଣ ସମସ୍ତେ ଜାଣନ୍ତି ଯେ ଦକ୍ଷତା ବୃଦ୍ଧି ଏବଂ ପ୍ରତିଭା ବିକାଶ ଦେଶର ପ୍ରଗତିର ଭିତ୍ତିପ୍ରସ୍ତର ଭାବରେ କାର୍ଯ୍ୟ କରେ । ତେଣୁ ବିକାଶର ପରବର୍ତ୍ତୀ ପର୍ଯ୍ୟାୟରେ ଆମକୁ ଏସବୁ କ୍ଷେତ୍ରରେ ଅଧିକ ପୁଞ୍ଜିନିବେଶ କରିବାକୁ ପଡ଼ିବ। ଏଥିପାଇଁ ସମସ୍ତ ହିତାଧିକାରୀ ଆଗେଇ ଆସିବା ଦରକାର। କାରଣ ଦେଶର ଅର୍ଥନୈତିକ ସଫଳତା ପାଇଁ ଏହା ଜରୁରୀ । ଏଥିସହିତ ଏହା ହିଁ ପ୍ରତ୍ୟେକ ସଂଗଠନର ସଫଳତାର ଆଧାର ମଧ୍ୟ।‘ନିଯୁକ୍ତି ସୁଯୋଗ ବୃଦ୍ଧି- ଜନତା, ଅର୍ଥବ୍ୟବସ୍ଥା ଏବଂ ନବସୃଜନରେ ନିବେଶ’ ଶୀର୍ଷକ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 05th, 01:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ନିଯୁକ୍ତି ଉପରେ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ସମାବେଶକୁ ସମ୍ବୋଧିତ କରି ସେ ୱେବିନାରର ବିଷୟବସ୍ତୁ ଜନତା, ଅର୍ଥନୀତି ଏବଂ ନବସୃଜନରେ ନିବେଶ ର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ, ଯାହା ବିକାଶିତ ଭାରତ ପାଇଁ ରୋଡମ୍ୟାପକୁ ବ୍ୟାଖ୍ୟା କରେ। ସେ କହିଥିଲେ ଯେ ଚଳିତ ବର୍ଷର ବଜେଟ୍ ଏହି ବିଷୟବସ୍ତୁକୁ ବ୍ୟାପକ ସ୍ତରରେ ପ୍ରତିଫଳିତ କରୁଛି ଏବଂ ଭାରତର ଭବିଷ୍ୟତ ପାଇଁ ଏକ ବ୍ଲୁପ୍ରିଣ୍ଟ ଭାବେ କାର୍ଯ୍ୟ କରୁଛି। ଭିତ୍ତିଭୂମି, ଶିଳ୍ପ, ଲୋକ, ଅର୍ଥନୀତି ଏବଂ ନବସୃଜନ କ୍ଷେତ୍ରରେ ନିବେଶକୁ ସମାନ ପ୍ରାଥମିକତା ଦିଆଯାଇଛି ବୋଲି ସେ ଗୁରୁତ୍ୱାରୋପ କରିଥିଲେ। ଦେଶର ପ୍ରଗତି ପାଇଁ ସାମର୍ଥ୍ୟ ନିର୍ମାଣ ଏବଂ ପ୍ରତିଭାର ବିକାଶ ମୂଳଦୁଆ ବୋଲି ଉଲ୍ଲେଖ କରି ଶ୍ରୀ ମୋଦୀ ସମସ୍ତ ଅଂଶୀଦାରମାନଙ୍କୁ ଆଗକୁ ବଢ଼ିବା ଏବଂ ବିକାଶର ପରବର୍ତ୍ତୀ ପର୍ଯ୍ୟାୟର ଆବଶ୍ୟକତା ଅନୁଯାୟୀ ଏହି କ୍ଷେତ୍ରରେ ଅଧିକ ନିବେଶ କରିବା ପାଇଁ ଅନୁରୋଧ କରିଥିଲେ। ସେ ଗୁରୁତ୍ୱାରୋପ କରିଥିଲେ ଯେ ଦେଶର ଆର୍ଥିକ ସଫଳତା ପାଇଁ ଏହା ଅପରିହାର୍ଯ୍ୟ ଏବଂ ପ୍ରତ୍ୟେକ ସଙ୍ଗଠନର ସଫଳତାର ଆଧାରକୁ ଗଠନ କରିଥାଏ।India is a living land with a vibrant culture: PM Modi at inauguration of Sri Sri Radha Madanmohanji Temple in Navi Mumbai
January 15th, 04:00 pm
PM Modi inaugurated the Sri Sri Radha Madanmohanji Temple, an ISKCON project in Navi Mumbai. “India is an extraordinary and wonderful land, not just a piece of land bound by geographical boundaries, but a living land with a vibrant culture,” the Prime Minister exclaimed. He emphasised that the essence of this culture is spirituality, and to understand India, one must first embrace spirituality.PM Modi inaugurates the Sri Sri Radha Madanmohanji Temple of ISKCON in Navi Mumbai
January 15th, 03:30 pm
PM Modi inaugurated the Sri Sri Radha Madanmohanji Temple, an ISKCON project in Navi Mumbai. “India is an extraordinary and wonderful land, not just a piece of land bound by geographical boundaries, but a living land with a vibrant culture,” the Prime Minister exclaimed. He emphasised that the essence of this culture is spirituality, and to understand India, one must first embrace spirituality.ଦିଲ୍ଲୀରେ ୧୨,୨୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 05th, 12:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀରେ ୧୨,୨୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ ସାହିବାବାଦ ଆରଆରଟିଏସ ଷ୍ଟେସନରୁ ନ୍ୟୁ ଅଶୋକ ନଗର ଆରଆରଟିଏସ ଷ୍ଟେସନ ପର୍ଯ୍ୟନ୍ତ ନମୋ ଭାରତ ଟ୍ରେନରେ ଯାତ୍ରା କରିଥିଲେ ପ୍ରଧାନମନ୍ତ୍ରୀ । ଆଞ୍ଚଳିକ ଯୋଗାଯୋଗ ବୃଦ୍ଧି ଏବଂ ଯାତ୍ରାକୁ ସହଜ କରିବା ଏହି ପ୍ରକଳ୍ପଗୁଡ଼ିକର ମୁଖ୍ୟ ଲକ୍ଷ୍ୟ ରହିଛି ।