ଶ୍ରୀ ଶିବୁ ସୋରେନ ଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦେବାକୁ ସାର ଗଙ୍ଗାରାମ ହସପିଟାଲ ଗଲେ ପ୍ରଧାନମନ୍ତ୍ରୀ

August 04th, 02:17 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରୀ ଶିବୁ ସୋରେନ୍ ଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବାକୁ ସାର ଗଙ୍ଗାରାମ ହସପିଟାଲରେ ପହଞ୍ଚିଥିଲେ ।

ଶ୍ରୀ ଶିବୁ ସୋରେନ ଜୀଙ୍କ ପରଲୋକରେ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ

August 04th, 10:27 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରୀ ଶିବୁ ସୋରେନ ଜୀଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି । ଶ୍ରୀ ମୋଦୀ ଆଦିବାସୀ ସମୁଦାୟ, ଗରିବ ଏବଂ ବଂଚିତ ବର୍ଗଙ୍କୁ ସଶକ୍ତ କରିବା ଦିଗରେ ତାଙ୍କର ଉତ୍ସାହକୁ ପ୍ରଶଂସା କରିଛନ୍ତି ।

ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଥିବାରୁ ହେମନ୍ତ ସୋରେନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

November 28th, 07:27 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଥିବାରୁ ଶ୍ରୀ ହେମନ୍ତ ସୋରେନ୍‌ଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ

November 26th, 05:21 pm

ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଶ୍ରୀ ହେମନ୍ତ ସୋରେନ ଏବଂ ନବନିର୍ବାଚିତ ବିଧାୟକ ଶ୍ରୀମତୀ ସ୍ମୃତି କଳ୍ପନା ସୋରେନ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ

July 15th, 12:12 pm

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଶ୍ରୀ ହେମନ୍ତ ସୋରେନ୍ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।