Prime Minister greets people of Himachal Pradesh on Himachal Diwas
April 15th, 08:03 am
The Prime Minister, Shri Narendra Modi, has extended greetings to the people of Himachal Pradesh on the occasion of Himachal Diwas.ହିମାଚଳ ଦିବସରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
April 15th, 11:09 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହିମାଚଳ ଦିବସରେ ହିମାଚଳ ପ୍ରଦେଶର ଲୋକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।ହିମାଚଳ ପ୍ରଦେଶର ଲେପଚାରେ ସୁରକ୍ଷା ବାହିନୀ ସହ ଦୀପାବଳି ପାଳନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 12th, 03:00 pm
ମା' ଭାରତୀଙ୍କର ଜୟଘୋଷର ଏହି ଶବ୍ଦ, ଭାରତୀୟ ସେନା ଓ ସୁରକ୍ଷା ବାହିନୀର ବୀରତ୍ବର ଏହି ସ୍ଲୋଗାନ, ଏହି ଐତିହାସିକ ଭୂମି ଏବଂ ଦୀପାବଳିର ଏହି ପବିତ୍ର ପର୍ବ । ଏହା ଏକ ଚମତ୍କାର ସଂଯୋଗ ଅଟେ, ଏହା ଏକ ଅଦ୍ଭୁତ ମିଳନ ଅଟେ ଏବଂ ଆନନ୍ଦରେ ପରିପୂର୍ଣ୍ଣ ଏହି ମୁହୂର୍ତ୍ତ ମୋ ପାଇଁ ମଧ୍ୟ ଆପଣଙ୍କ ପାଇଁ ଏବଂ ଦେଶବାସୀଙ୍କ ପାଇଁ ମଧ୍ୟ ଦୀପାବଳିରେ ନୂଆ ଆଲୋକ ଆଣିବ ଏହା ମୋର ବିଶ୍ବାସ ଅଛି। ମୁଁ ଆପଣ ସମସ୍ତଙ୍କୁ, ସମସ୍ତ ଦେଶବାସୀଙ୍କୁ ସୀମାର ଶେଷ ଗାଁରୁ, ଯାହାକୁ ମୁଁ ବର୍ତ୍ତମାନ ପ୍ରଥମ ଗାଁ ବୋଲି କହୁଛି, ସେଠାରେ ଆମର ମୁତୟନ ହୋଇଥିବା ସୁରକ୍ଷା ବାହିନୀର ସହଯୋଗୀମାନଙ୍କ ସହିତ ଯେତେବେଳେ ଦୀପାବଳି ପାଳନ କରୁଛି, ସେତେବେଳେ ସମସ୍ତ ଦେଶବାସୀଙ୍କୁ ଦୀପାବଳିର ଏହି ଶୁଭେଚ୍ଛା ବହୁତ ସ୍ବତନ୍ତ୍ର ହୋଇଥାଏ। ଏହି ଅବସରରେ ଦେଶବାସୀଙ୍କୁ ମୋର ବହୁତ ବହୁତ ଶୁଭେଚ୍ଛା, ଦୀପାବଳିର ଶୁଭକାମନା।ହିମାଚଳ ପ୍ରଦେଶର ଲେପ୍ଚାରେ ବୀର ଯବାନଙ୍କ ସହ ଦୀପାବଳି ପାଳନ କରିଛନ୍ତି ପ୍ରଧାନମନ୍ତ୍ରୀ
November 12th, 02:31 pm
ଯବାନମାନଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଦୀପାବଳି ପର୍ବର ମିଶ୍ରଣ ଏବଂ ଯବାନଙ୍କ ସାହସର ପ୍ରତିଫଳନ ଦେଶର ପ୍ରତ୍ୟେକ ନାଗରିକଙ୍କ ପାଇଁ ଏକ ଗର୍ବର ମୁହୂର୍ତ୍ତ । ଦେଶର ଶେଷ ଗାଁ ଭାରତର ସୀମାନ୍ତ ଅଞ୍ଚଳର ଯବାନଙ୍କ ସହ ଦୀପାବଳି ଅବସରରେ ସେ ଶୁଭେଚ୍ଛା ଜଣାଇଥିଲେ, ଯାହା ବର୍ତ୍ତମାନ ପ୍ରଥମ ଗାଁ ଭାବେ ପରିଗଣିତ ହୋଇଛି।ହିମାଚଳ ଦିବସ ଅବସରରେ ହିମାଚଳ ପ୍ରଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
April 15th, 10:07 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ହିମାଚଳ ଦିବସ ଅବସରରେ ହିମାଚଳ ପ୍ରଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।