ହିମାଚଳ ପ୍ରଦେଶର ଚମ୍ବାରେ ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
August 08th, 11:52 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହିମାଚଳ ପ୍ରଦେଶର ଚମ୍ବାରେ ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି। ଶ୍ରୀ ମୋଦୀ କହିଛନ୍ତି, ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପରିବାର ପ୍ରତି ମୋର ସମବେଦନା। ଆହତମାନେ ଶୀଘ୍ର ଆରୋଗ୍ୟ ଲାଭ କରନ୍ତୁ।Participants of Viksit Vibrant Village Programme share their experiences with PM Modi
July 26th, 10:27 pm
PM Modi interacts with participants of the Viksit Vibrant Village Programme 2026, as MYBharat volunteers share inspiring stories from India's border villages. Participants recount how the journey transformed their perspectives through interactions with local communities, firsthand experiences of life in border villages and a deeper understanding of the spirit of Ek Bharat, Shreshtha Bharatବିକଶିତ ଭାଇବ୍ରାଣ୍ଟ ଭିଲେଜ୍ କାର୍ଯ୍ୟକ୍ରମ ୨୦୨୬ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 26th, 05:00 pm
ଆଜିର ଏହି କାର୍ଯ୍ୟକ୍ରମ ଅତ୍ୟନ୍ତ ସ୍ୱତନ୍ତ୍ର। ଦେଶର ପ୍ରାୟ ୨୫୦ଟି ଜିଲ୍ଲାର ଯୁବ ସାଥୀମାନେ ଏହି କାର୍ଯ୍ୟକ୍ରମ ସହ ଯୋଡ଼ି ହୋଇଛନ୍ତି। ମୁଁ ଆପଣମାନଙ୍କ ସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି।PM Modi Interacts with Participants of Viksit Vibrant Village Programme 2026
July 26th, 04:30 pm
PM Modi today interacted with participants of the Viksit Vibrant Village Programme 2026, lauding the young friends of MY Bharat for their commendable work across the country. He highlighted the official redesignation of border settlements from the 'last' to the 'first villages' of India, noted the newly established infrastructure and praised the local inhabitants for living and breathing patriotism.୨୬ ଜୁଲାଇରେ ‘ବିକଶିତ ଭାଇବ୍ରାଣ୍ଟ ଭିଲେଜ ପ୍ରୋଗ୍ରାମ ୨୦୨୬’ର ଅଂଶଗ୍ରହଣକାରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ
July 25th, 11:10 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୬ ଜୁଲାଇ ୨୦୨୬ ଅପରାହ୍ନ ୪:୩୦ ସମୟରେ ଭିଡିଓ କନଫରରେନ୍ସିଂ ମାଧ୍ୟମରେ ‘ବିକଶିତ ଭାଇବ୍ରାଣ୍ଟ ଭିଲେଜ ପ୍ରୋଗ୍ରାମ ୨୦୨୬’ର ଅଂଶଗ୍ରହଣକାରୀମାନଙ୍କ ସହ ଆଲୋଚନା କରିବେ ।ପ୍ରଧାନମନ୍ତ୍ରୀ ମୋଦୀ ପଞ୍ଜାବର ଜଳନ୍ଧରରୁ 5,470 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି
July 17th, 03:45 pm
ପଞ୍ଜାବର ଜଳନ୍ଧରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 5,470 କୋଟି ଟଙ୍କାରୁ ଅଧିକ ମୂଲ୍ୟର ରେଳ ଏବଂ ସଡ଼କ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି, ଯାହାର ଉଦ୍ଦେଶ୍ୟ ହେଉଛି ସଂଯୋଗକୁ ମଜବୁତ କରିବା, ଯାତ୍ରୀଙ୍କ ସୁବିଧାରେ ଉନ୍ନତି ଆଣିବା ଏବଂ ଏହି ଅଞ୍ଚଳରେ ଅର୍ଥନୈତିକ ବିକାଶକୁ ତ୍ୱରାନ୍ୱିତ କରିବା।The development of Chandigarh has always been the absolute priority of our government: PM Modi
July 17th, 02:08 pm
Launching multiple development projects in Chandigarh, PM Modi asserted that the development of Chandigarh has always been an absolute priority of the current government. He detailed the massive structural changes implemented in the region over the past decade. Congratulating the residents on the inauguration of healthcare, education and infrastructure projects, he also praised the city for striving to improve its cleanliness rankings.ଚଣ୍ଡୀଗଡ଼ରେ ₹୪,୭୦୦ କୋଟିରୁ ଅଧିକ ମୂଲ୍ୟର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ ମୋଦୀ
July 17th, 01:45 pm
ପ୍ରାୟ ଦେଢ଼ ବର୍ଷ ପୂର୍ବେ ଦେଶର ନ୍ୟାୟ ବ୍ୟବସ୍ଥାରେ କରାଯାଇଥିବା ଐତିହାସିକ ଏବଂ ବ୍ୟାପକ ପରିବର୍ତ୍ତନକୁ ସ୍ମରଣ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଉପନିବେଶବାଦୀ ଦଣ୍ଡମୂଳକ ଆଇନରୁ ନ୍ୟାୟକେନ୍ଦ୍ରିକ ବ୍ୟବସ୍ଥାକୁ ଦେଶ ରୂପାନ୍ତରିତ ହୋଇଛି। “ଭାରତୀୟ ନ୍ୟାୟ ସଂହିତାର କାର୍ଯ୍ୟାନ୍ୱୟନ ଚଣ୍ଡିଗଡ଼ରୁ ହିଁ ଆରମ୍ଭ ହୋଇଥିଲା,” ବୋଲି ଶ୍ରୀ ମୋଦୀ ମତ ଦେଇଥିଲେ।PM to visit Haryana, Chandigarh and Punjab on 17th July
July 15th, 06:40 pm
PM Modi will visit Haryana, Chandigarh and Punjab on 17th July. During the visit, he will flag off India’s first Hydrogen train between Jind and Sonipat at Jind railway station and lay the foundation stone of the Sikh Museum at Kurukshetra. He will also launch multiple development projects in Jind, Haryana, Chandigarh and Jalandhar, Punjab. The projects span across railways, road, healthcare and education.From waste to wealth: PM Modi showcases Surat’s green development model
June 05th, 04:30 pm
At the launch of development projects in Surat, Gujarat, PM Modi called upon all elected representatives of local bodies to work even harder for the state's progress. Expressing pride in Surat being one of the cleanest cities in the country, he lauded the continuous efforts of all stakeholders. He credited Gujarat for its significant contribution to India's energy self-reliance, noting that the state produces one-fifth (50 GW) of the nation's 250 GW renewable energy capacity.PM Modi inaugurates, dedicates to the nation and lays the foundation stone of multiple development projects worth over ₹18,800 crore in Surat, Gujarat
June 05th, 04:16 pm
At the launch of development projects in Surat, Gujarat, PM Modi called upon all elected representatives of local bodies to work even harder for the state's progress. Expressing pride in Surat being one of the cleanest cities in the country, he lauded the continuous efforts of all stakeholders. He credited Gujarat for its significant contribution to India's energy self-reliance, noting that the state produces one-fifth (50 GW) of the nation's 250 GW renewable energy capacity.Prime Minister greets people of Himachal Pradesh on Himachal Diwas
April 15th, 08:03 am
The Prime Minister, Shri Narendra Modi, has extended greetings to the people of Himachal Pradesh on the occasion of Himachal Diwas.କେରଳମର ପାଲକ୍କଡରେ ପ୍ରଧାନମନ୍ତ୍ରୀ ମୋଦୀ ଦଶନ୍ଧି ଧରି ଏକ ନୀରବ ବୁଝାମଣା ମାଧ୍ୟମରେ କେରଳମକୁ ଲୁଟିଛନ୍ତି: ଏଲଡିଏଫ
March 29th, 03:00 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପାଲକ୍କଡରେ ଏକ ବିଶାଳ ଜନସମାବେଶକୁ ସମ୍ବୋଧିତ କରି କେରଳମରେ ପରିବର୍ତ୍ତନ ପାଇଁ ବଢ଼ୁଥିବା ଗତିକୁ ଆଲୋକପାତ କରିଥିଲେ ଏବଂ ରାଜ୍ୟରେ ବିଜେପି ନେତୃତ୍ୱାଧୀନ ଏନଡିଏ ପାଇଁ ବଢ଼ୁଥିବା ସମର୍ଥନରେ ବିଶ୍ୱାସ ପ୍ରକାଶ କରିଥିଲେ। ମୁଁ ଏଥର ରାଜ୍ୟରେ ଏକ ଭିନ୍ନ ପରିବେଶ ସ୍ପଷ୍ଟ ଭାବରେ ଦେଖିପାରୁଛି। କେରଳମ ପରିବର୍ତ୍ତନର ବାର୍ତ୍ତା ପଠାଉଛି, ସେ କହିଛନ୍ତି।ପ୍ରଧାନମନ୍ତ୍ରୀ ମୋଦୀଙ୍କ ଭାଷଣ କେରଳମର ପାଲକ୍କଡରେ ବିପୁଳ ଉତ୍ସାହ ସୃଷ୍ଟି କରିଛି
March 29th, 02:45 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପାଲକ୍କଡରେ ଏକ ବିଶାଳ ଜନସମାବେଶକୁ ସମ୍ବୋଧିତ କରି କେରଳମରେ ପରିବର୍ତ୍ତନ ପାଇଁ ବଢ଼ୁଥିବା ଗତିକୁ ଆଲୋକପାତ କରିଛନ୍ତି ଏବଂ ରାଜ୍ୟରେ ବିଜେପି ନେତୃତ୍ୱାଧୀନ ଏନଡିଏ ପାଇଁ ବଢ଼ୁଥିବା ସମର୍ଥନରେ ବିଶ୍ୱାସ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ମୁଁ ଏଥର ରାଜ୍ୟରେ ଏକ ଭିନ୍ନ ପରିବେଶ ସ୍ପଷ୍ଟ ଭାବରେ ଦେଖିପାରୁଛି। କେରଳମ ପରିବର୍ତ୍ତନର ବାର୍ତ୍ତା ପଠାଉଛି।Prime Minister greets people of Himachal Pradesh on their Statehood Day
January 25th, 10:22 am
The Prime Minister, Narendra Modi today conveyed warm greetings to the people of Himachal Pradesh on the their Statehood Day.Prime Minister condoles the loss of lives due to a bus mishap in Sirmaur, Himachal Pradesh
January 09th, 07:22 pm
Prime Minister Shri Narendra Modi today condoled the loss of lives due to a bus mishap in Sirmaur, Himachal Pradesh. He announced an ex-gratia of Rs. 2 lakh from PMNRF for the next of kin of each deceased and Rs. 50,000 to the injured.ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ହିମାଚଳ ପ୍ରଦେଶ ରାଜ୍ୟପାଳ
December 13th, 11:11 am
ହିମାଚଳ ପ୍ରଦେଶର ରାଜ୍ୟପାଳ ଶ୍ରୀ ଶିବ ପ୍ରତାପ ଶୁକ୍ଳା ଆଜି ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।ହିମାଚଳ ପ୍ରଦେଶ ବିଳାସପୁର ଅଘଟଣରେ ଜୀବନହାନି ପାଇଁ ପ୍ରଧାନମନ୍ତ୍ରୀଙ୍କ ଦୁଃଖ ପ୍ରକାଶ
October 07th, 09:14 pm
ହିମାଚଳ ପ୍ରଦେଶ ବିଳାସପୁରଠାରେ ଏକ ଅଘଟଣରେ ଜୀବନହାନି ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶ୍ରୀ ମୋଦୀ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।India is continuously contributing to global food security: PM Modi at World Food India 2025
September 25th, 06:16 pm
In his address at World Food India 2025, PM Modi highlighted that global investors are looking towards India with great optimism. Reiterating his message from the Red Fort, the PM declared that this is the right time to invest in and expand in India. He emphasized that the government has established 10,000 FPOs since 2014, connecting lakhs of small farmers and bringing India’s agricultural persity to every household.ୱାର୍ଲ୍ଡ ଫୁଡ୍ ଇଣ୍ଡିଆ 2025 ସମାରୋହକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 25th, 06:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମରେ ୱାର୍ଲ୍ଡ ଫୁଡ୍ ଇଣ୍ଡିଆ 2025 ଅବସରରେ ଏକ ସମାରୋହକୁ ସମ୍ବୋଧିତ କରିଛନ୍ତି। କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ, ଏହି କାର୍ଯ୍ୟକ୍ରମରେ କୃଷକ, ଉଦ୍ୟୋଗୀ, ନିବେଶକ, ଉଦ୍ଭାବକ ଏବଂ ଗ୍ରାହକ ସମସ୍ତେ ଏକତ୍ର ଉପସ୍ଥିତ ହୋଇଛନ୍ତି, ଯାହା ୱାର୍ଲ୍ଡ ଫୁଡ୍ ଇଣ୍ଡିଆ ସମାରୋହକୁ ନୂତନ ସମ୍ପର୍କ, ନୂତନ ସଂଯୋଗ ଏବଂ ସୃଜନଶୀଳତାର ଏକ ମଞ୍ଚରେ ପରିଣତ କରିଛି। ପ୍ରଧାନମନ୍ତ୍ରୀ କହିଥିଲେ, ସେ କିଛି ସମୟ ପୂର୍ବରୁ ବିଭିନ୍ନ ପ୍ରଦର୍ଶନୀ ପରିଦର୍ଶନ କରିଛନ୍ତି ଏବଂ ପୁଷ୍ଟିସାର, ତୈଳ ବ୍ୟବହାର ହ୍ରାସ ଏବଂ ପ୍ୟାକେଜ୍ ହୋଇଥିବା ଉତ୍ପାଦଗୁଡ଼ିକର ସୁସ୍ଥତା ବୃଦ୍ଧି ଉପରେ ମୁଖ୍ୟତଃ ଧ୍ୟାନ ଦିଆଯିବା ଖୁସିର ବିଷୟ। ପ୍ରଧାନମନ୍ତ୍ରୀ କାର୍ଯ୍ୟକ୍ରମର ସମସ୍ତ ଅଂଶଗ୍ରହଣକାରୀଙ୍କୁ ତାଙ୍କର ଅଭିନନ୍ଦନ ଏବଂ ଶୁଭେଚ୍ଛା ଜଣାଇଥିଲେ।