Prime Minister condoles passing of renowned writer Vinod Kumar Shukla ji
December 23rd, 07:35 pm
The Prime Minister, Shri Narendra Modi has condoled passing of renowned writer and Jnanpith Awardee Vinod Kumar Shukla ji. Shri Modi stated that he will always be remembered for his invaluable contribution to the world of Hindi literature.ପ୍ରଖ୍ୟାତ ସାହିତ୍ୟିକ ଏବଂ ଶିକ୍ଷାବିତ ରାମଦରଶ ମିଶ୍ରଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ
November 01st, 02:27 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଖ୍ୟାତ ସାହିତ୍ୟିକ ଏବଂ ଶିକ୍ଷାବିତ ରାମଦରଶ ମିଶ୍ରଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ।ପଡକାଷ୍ଟରେ ଲେକ୍ସ ଫ୍ରିଡମ୍ୟାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପର ଓଡ଼ିଆ ଅନୁବାଦ
March 16th, 11:47 pm
ମୋର ଶକ୍ତି ମୋଦୀ ହେବାରେ ନୁହେଁ; ଏହା ୧୪୦ କୋଟି ଭାରତୀୟଙ୍କ ଠାରୁ ଆସିଛି, ହଜାର ହଜାର ବର୍ଷର ଆମ ଦେଶର ସମୃଦ୍ଧ ସାଂସ୍କୃତିକ ଏବଂ ଐତିହାସିକ ପରମ୍ପରାରୁ ଆସିଛି। ଏହା ହିଁ ମୋର ପ୍ରକୃତ ଶକ୍ତି । ମୁଁ ଯେଉଁଠିକୁ ବି ଯାଏ, ମୁଁ ମୋଦୀ ଭାବେ ଯାଏ ନାହିଁ- ବେଦ ଠାରୁ ଆରମ୍ଭ କରି ବିବେକାନନ୍ଦ ପର୍ଯ୍ୟନ୍ତ ଆମ ସଭ୍ୟତାର ହଜାର ହଜାର ବର୍ଷ ପୁରୁଣା ମହାନ ପରମ୍ପରାକୁ ମୁଁ ସାଙ୍ଗରେ ନେଇ ଯାଇଥାଏ। ମୁଁ ୧୪୦ କୋଟି ଲୋକଙ୍କ ପ୍ରତିନିଧିତ୍ବ କରୁଛି, ସେମାନଙ୍କ ସ୍ୱପ୍ନ ଏବଂ ସେମାନଙ୍କ ଆକାଂକ୍ଷାକୁ ପ୍ରତିନିଧିତ୍ୱ କରୁଛି । ସେଥିପାଇଁ ଯେତେବେଳେ ମୁଁ ବିଶ୍ୱର କୌଣସି ନେତାଙ୍କ ସହ ହାତ ମିଳାଉଛି, ତାହା କେବଳ ମୋଦୀଙ୍କ ହାତ ନୁହେଁ- ଏହା ୧୪୦ କୋଟି ଭାରତୀୟଙ୍କ ହାତ। ମୋର ଶକ୍ତି ମୋର ନୁହେଁ; ଏହା ହେଉଛି ଭାରତର ଶକ୍ତି । ଯେତେବେଳେ ବି ଆମେ ଶାନ୍ତି କଥା କହୁଛୁ, ବିଶ୍ୱ ଶୁଣେ, କାରଣ ଏହା ମହାତ୍ମା ଗାନ୍ଧୀଙ୍କ ଦେଶ ବୁଦ୍ଧଙ୍କ ଭୂମି। ଆମେ ସଂଘର୍ଷକୁ ନୁହେଁ; ଆମେ ଶାନ୍ତିକୁ ସମର୍ଥନ କରୁଛୁ। ଆମେ ପ୍ରକୃତି ସହିତ ସଂଘର୍ଷ ଚାହୁଁନାହୁଁ କିମ୍ବା ଜାତି ମାନଙ୍କ ମଧ୍ୟରେ ସଂଘର୍ଷ ଚାହୁଁନାହୁଁ - ଆମେ ଏପରି ଦେଶ ଯିଏ ସହଯୋଗରେ ବିଶ୍ୱାସ କରୁ । ଶାନ୍ତି ପ୍ରତିଷ୍ଠା ଦିଗରେ ଯଦି ଆମେ କୌଣସି ପ୍ରକାର ଅବଦାନ ଦେଇପାରିବା, ତେବେ ଆମେ ସବୁବେଳେ ତାହା କରିବାକୁ ଚେଷ୍ଟା କରୁଛୁ। ମୋ ଜୀବନ ଅତ୍ୟଧିକ ଦାରିଦ୍ର୍ୟରୁ ବାହାରିଥିଲା, ତଥାପି ଆମେ କେବେ ବି ଏହା ଦ୍ୱାରା ବୋଝ ଅନୁଭବ କରିନଥିଲୁ। ସାରା ଜୀବନ ଜୋତା ପିନ୍ଧିଥିବା ବ୍ୟକ୍ତି ଯଦି ହଠାତ୍ ଏହାକୁ ହରାଇଥାନ୍ତି, ତେବେ ସେମାନେ ହୁଏତ ସଂଘର୍ଷ କରିପାରନ୍ତି। କିନ୍ତୁ ଯେଉଁମାନେ କେବେ ଜୋତା ପିନ୍ଧି ନାହାନ୍ତି, ସେମାନଙ୍କ ପାଇଁ ଏଥିରୁ ବଞ୍ଚିତ ହେବାର କୌଣସି ଭାବନା ନଥାଏ- ଆମେ କେବଳ ସେମାନଙ୍କ ଭଳି ଜୀବନ ଅତିବାହିତ କରୁଛୁ।ଏକ ପଡ୍କାଷ୍ଟରେ ଲେକ୍ସ ଫ୍ରିଡ୍ମ୍ୟାନଙ୍କ ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସାକ୍ଷାତକାର
March 16th, 05:30 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ପଡ୍କାଷ୍ଟରେ ଲେକ୍ସ ଫ୍ରିଡ଼ମ୍ୟାନଙ୍କ ସହିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏହି ମନଖୋଲା ଆଲୋଚନାରେ କାହିଁକି ସେ ଉପବାସ କରନ୍ତି ଓ ଉପବାସ କରିବାରେ କିପରି ସକ୍ଷମ ହୁଅନ୍ତି ବୋଲି ପ୍ରଶ୍ନ କରାଯିବାରୁ ଉପବାସକୁ ପ୍ରଧାନମନ୍ତ୍ରୀଙ୍କ ପ୍ରତି ସମ୍ମାନ ଭାବେ ଗ୍ରହଣ କରିଥିବାରୁ ଲେକ୍ସ ଫ୍ରିଡମ୍ୟାନଙ୍କ ପ୍ରତି କୃତଜ୍ଞତା ଜ୍ଞାପନ କରିଥିଲେ ପ୍ରଧାନମନ୍ତ୍ରୀ। ଶ୍ରୀ ମୋଦୀ କହିଥିଲେ, ଭାରତରେ ଧାର୍ମିକ ପରମ୍ପରା ଦୈନନ୍ଦିନ ଜୀବନ ସହିତ ଓତଃପ୍ରୋତ ଭାବେ ଜଡ଼ିତ। ଭାରତର ସୁପ୍ରିମକୋର୍ଟଙ୍କ ବ୍ୟାଖ୍ୟା ଅନୁସାରେ ହିନ୍ଦୁ ଧର୍ମ କେବଳ ଧାର୍ମିକ ବିଧି ବିଧାନ ନୁହେଁ। ବରଂ ଏହା ହେଉଛି ମଣିଷ ଜୀବନକୁ ପଥ ପ୍ରଦର୍ଶନ କରୁଥିବା ଏକ ଦର୍ଶନ। ସେ କହିଥିଲେ ଯେ, ଶୃଙ୍ଖଳିତ ଜୀବନ ପାଇଁ ଉପବାସ ହେଉଛି ବେଶ୍ ଗୁରୁତ୍ୱପୂର୍ଣ୍ଣ। ଏହା ଜଣକର ଅନ୍ତଃ ଓ ବାହ୍ୟ ମଧ୍ୟରେ ସନ୍ତୁଳନ ରକ୍ଷା କରିଥାଏ। ପ୍ରଧାନମନ୍ତ୍ରୀ କହିଥିଲେ, ଉପବାସ ଜଣକର ଇନ୍ଦ୍ରିୟଗୁଡ଼ିକୁ ଆହୁରି ଶକ୍ତିଶାଳୀ କରିଥାଏ, ସେମାନଙ୍କୁ ଆହୁରି ସମ୍ବେଦନଶୀଳ ଓ ସଚେତନ କରିଥାଏ। ସେ ନିଜ ଅନୁଭବରୁ କହିଥିଲେ ଯେ, ଉପବାସ ସମୟରେ କୌଣସି ଟିକିଏ ସୂକ୍ଷ୍ମ କଥାକୁ ମଧ୍ୟ ଜଣେ ସ୍ପଷ୍ଟ ଭାବେ ମନେ ରଖିପାରେ। ସେ ଆହୁରି କହିଥିଲେ, ଚିନ୍ତନ ପ୍ରକ୍ରିୟାକୁ ଆହୁରି ତ୍ୱରାନ୍ୱିତ କରିଥାଏ ଉପବାସ। ଏହା ନୂଆ ଦୃଷ୍ଟିକୋଣ ପ୍ରଦାନ କରିବା ସହିତ ଅଭିନବ ଚିନ୍ତନ ପ୍ରକ୍ରିୟାକୁ ପ୍ରୋତ୍ସାହିତ କରିଥାଏ। ଶ୍ରୀ ମୋଦୀ ସ୍ପଷ୍ଟ କରିଥିଲେ ଯେ, କେବଳ ଖାଦ୍ୟ ନ ଖାଇବା ଉପବାସ ନୁହେଁ, ଏହା ହେଉଛି ପ୍ରସ୍ତୁତି ଓ ବିଶୁଦ୍ଧିକରଣର ଏକ ବୈଜ୍ଞାନିକ ପ୍ରକ୍ରିୟା। ସେ କହିଥିଲେ ଯେ, ଉପବାସ କରିବା ପୂର୍ବରୁ ବେଶ୍ କିଛି ଦିନ ଆୟୁର୍ବେଦିକ୍ ଓ ଯୋଗ ଜରିଆରେ ସେ ନିଜ ଶରୀରକୁ ଉପବାସ ପାଇଁ ପ୍ରସ୍ତୁତ କରନ୍ତି। ଏହି ସମୟରେ ନିୟମିତ ଓ ପର୍ଯ୍ୟାପ୍ତ ଭାବେ ପାଣି ପିଇବା ଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ। ଉପବାସ ଆରମ୍ଭ ହେବା ମାତ୍ରେ ଏହାକୁ ସେ ସମର୍ପଣ ଓ ଆତ୍ମଶୃଙ୍ଖଳା ଏକ କାମ ବୋଲି ବିଚାର କରନ୍ତି। ଏହା ସହିତ ଗଭୀର ଆତ୍ମଚିନ୍ତନ ଓ ଧ୍ୟାନକୁ ଗୁରୁତ୍ୱ ଦିଅନ୍ତି। ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଉପବାସ କରିବାର ଏହି ଅଭ୍ୟାସ ତାଙ୍କର ନିଜ ଜୀବନର ଏକ ଘଟଣାରୁ ଆରମ୍ଭ ହୋଇଥିଲା। ସ୍କୁଲରେ ପଢୁଥିବା ବେଳେ ମହାତ୍ମା ଗାନ୍ଧିଙ୍କ ପ୍ରେରଣାରୁ ହୋଇଥିବା ଏକ ଅଭିଯାନରୁ ଏହା ଆରମ୍ଭ ହୋଇଥିଲା। ଯେତେବେଳେ ସେ ପ୍ରଥମ ଥର ଉପବାସ କରିଥିଲେ, ତାଙ୍କ ଶରୀରରେ ଅଧିକ ଶକ୍ତି ଓ ଚେତନା ଆସିଥିବାର ସେ ଅନୁଭବ କରିଥିଲେ। ଏଥିରୁ ସେ ନିଶ୍ଚିତ ହେଲେ ଯେ, ଉପବାସର ଏକ ବଡ଼ ପରିବର୍ତ୍ତନକାରୀ ଶକ୍ତି ଅଛି। ସେ ଉଲ୍ଲେଖ କରିଥିଲେ, ଉପବାସ ତାଙ୍କୁ ମାନ୍ଦା କରିନଥାଏ, ବରଂ ଏହା ତାଙ୍କ କାର୍ଯ୍ୟଦକ୍ଷତାକୁ ଆହୁରି ବୃଦ୍ଧି କରିଥାଏ। ଉପବାସ ସମୟରେ ତାଙ୍କ ମନକୁ ସ୍ୱତଃପ୍ରବୃତ୍ତ ଭାବେ ସକରାତ୍ମକ ଚିନ୍ତନ ଓ ସୃଜନଶୀଳତା ଆପେ ଆପେ ଆସିଥାଏ। ନିଜକୁ ପରିପ୍ରକାଶ କରିବାରେ ଏହା ଏକ ଅତୁଳନୀୟ ଅନୁଭବ ପ୍ରଦାନ କରିଥାଏ ବୋଲି କହିଥିଲେ ପ୍ରଧାନମନ୍ତ୍ରୀ।ହିନ୍ଦୀ ଶିଖୁଥିବା ୟୁକ୍ରେନ ଛାତ୍ରଛାତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ
August 23rd, 06:33 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କିଭ୍ ସ୍ଥିତ ସ୍କୁଲ ଅଫ୍ ଓରିଏଣ୍ଟାଲ ଷ୍ଟଡିଜ୍ ରେ ହିନ୍ଦୀ ଭାଷା ଶିଖୁଥିବା ୟୁକ୍ରେନର ଛାତ୍ରଛାତ୍ରୀଙ୍କ ସହ ବାର୍ତ୍ତାଳାପ କରିଛନ୍ତି ।ଆଞ୍ଚଳିକ ଭାଷାରେ ନିଯୁକ୍ତି ପରୀକ୍ଷା ପରିଚାଳନାକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
April 19th, 03:20 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ହିନ୍ଦୀ ଓ ଇଂରାଜୀ ବ୍ୟତୀତ ୧୩ଟି ଆଞ୍ଚଳିକ ଭାଷାରେ ସରକାରୀ ଚାକିରି ପାଇଁ କର୍ମଚାରୀ ଚୟନ ଆୟୋଗ ମଲ୍ଟିଟାସ୍କିଂ ଷ୍ଟାଫ (ଏସଏସସି ଏମଟିଏସ) ପରୀକ୍ଷା ଓ ସିଏଚଏସଏଲଇ ପରୀକ୍ଷା ଆୟୋଜନ ଉପକ୍ରମକୁ ପ୍ରଶଂସା କରିଛନ୍ତି । ଏହା ଭାଷାଜନିତ ସମସ୍ୟା ଏଡାଇବା ସହ ଯୁବପୀଢିଙ୍କୁ ସମାନ ଅବସର ପ୍ରଦାନ କରିବ ।Social Media Corner 14th September
September 14th, 06:45 pm
Your daily does of governance updates from Social Media. Your tweets on governance get featured here daily. Keep reading and sharing!प्रधानमंत्री ने हिंदी दिवस के अवसर पर शुभकामनाएं दीं
September 14th, 05:47 pm
प्रधानमंत्री नरेंद्र मोदी ने हिन्दी दिवस के अवसर पर देश की जनता को शुभकानाएं दी। इस अवसर पर उन्होंने ट्वीट में लिखा, 'हिंदी दिवस की शुभकामनाएं'.PM bows to Rashtrakavi Ramdhari Singh Dinkar, on his birth anniversary
September 23rd, 07:30 am
PM greets the people on Hindi Diwas
September 14th, 08:10 pm
भाषा चैतन्य होती है और उस चेतना की अनुभूति आवश्यक होती है: प्रधानमंत्री मोदी
September 10th, 02:06 pm
PM to visit Bhopal 10th September, 2015
September 09th, 06:46 pm
Text of PM’s address at interaction with Indologists, Hindi students and Indian community in Tashkent
July 07th, 01:49 pm
PM addresses Indologists, Hindi language students and Indian community in Tashkent
July 07th, 11:12 am