ମନ କୀ ବାତରେ ଡିଜିଟାଲ ଜନଗଣନା 2027 ରେ ଭାଗ ନେବାକୁ ଦେଶବାସୀଙ୍କୁ ଅନୁରୋଧ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ

April 26th, 11:30 am

ଚଳିତ ମାସର ମନ୍ କୀ ବାତ୍ ଏପିସୋଡରେ ପ୍ରଧାନମନ୍ତ୍ରୀ ମୋଦୀ ଆଣବିକ ଏବଂ ପବନ ଶକ୍ତି କ୍ଷେତ୍ରରେ ଭାରତର ଅଗ୍ରଗତି ଉପରେ ଆଲୋକପାତ କରିଥିଲେ । ସେ ଭଗବାନ୍ ବୁଦ୍ଧଙ୍କ ଶିକ୍ଷା, ବିଟିଂ ରିଟ୍ରିଟ୍ ସମାରୋହ, ପ୍ରକୃତି ସଂରକ୍ଷଣ, ବାଉଁଶ କ୍ଷେତ୍ର, ପ୍ରାଚୀନ ଗ୍ରନ୍ଥ ଏବଂ ଗାଣିତିକ ଅଲିମ୍ପିଆଡ୍ କାର୍ଯ୍ୟକ୍ରମ ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ମଧ୍ୟ ଆଲୋକପାତ କରିଥିଲେ । ଚାଲିଥିବା ଡିଜିଟାଲ ଜନଗଣନା ଅଭିଯାନ ବିଷୟରେ ମଧ୍ୟ ପ୍ରଧାନମନ୍ତ୍ରୀ କହିଥିଲେ ଏବଂ ଏହି ପ୍ରକ୍ରିୟାରେ ଅଂଶଗ୍ରହଣ କରିବାକୁ ସମସ୍ତଙ୍କୁ ଅନୁରୋଧ କରିଥିଲେ ।

In India, Tradition meets innovation, Spirituality meets science, and curiosity meets creativity: PM Modi

August 12th, 04:34 pm

Addressing the 18th International Olympiad on Astronomy and Astrophysics, PM Modi affirmed that India is deeply committed to nurturing scientific curiosity and empowering young minds. The PM highlighted the ‘One Nation One Subscription’ scheme that provides access to reputed international journals to students and researchers. He encouraged participants to align their efforts with the goal of benefiting humanity.

ଅଷ୍ଟାଦଶ ଅନ୍ତର୍ଜାତୀୟ ଜ୍ୟୋତିର୍ବିଜ୍ଞାନ ଏବଂ ନଭୋବିଦ୍ୟା ବିଜ୍ଞାନ ଅଲମ୍ପିଆଡକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

August 12th, 04:33 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ଅଷ୍ଟାଦଶ ଅନ୍ତର୍ଜାତୀୟ ଜ୍ୟୋତିର୍ବିଜ୍ଞାନ ଏବଂ ନଭୋବିଦ୍ୟା ବିଜ୍ଞାନ (ଆଷ୍ଟ୍ରୋନୋମି ଏବଂ ଆଷ୍ଟ୍ରୋଫିଜିକ୍ସ) ଅଲମ୍ପିଆଡକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ, ପ୍ରଧାନମନ୍ତ୍ରୀ ୬୪ଟି ଦେଶର ୩୦୦ ରୁ ଅଧିକ ଅଂଶଗ୍ରହଣକାରୀଙ୍କ ସହ ଯୋଡି ହୋଇଥିବାରୁ ଆନନ୍ଦ ପ୍ରକାଶ କରିଛନ୍ତି । ସେ ଅନ୍ତର୍ଜାତୀୟ ଅଲମ୍ପିଆଡ ପାଇଁ ସେମାନଙ୍କୁ ଭାରତରେ ସ୍ୱାଗତ କରିଛନ୍ତି । ସେ କହିଛନ୍ତି, ଭାରତରେ, ପରମ୍ପରା ନବସୃଜନ ସହିତ, ଆଧ୍ୟାତ୍ମିକତା ବିଜ୍ଞାନ ସହିତ ଏବଂ କୌତୁହଳ ସୃଜନଶୀଳତା ସହିତ ମିଶିଛି । ଶହ ଶହ ବର୍ଷ ଧରି, ଭାରତୀୟମାନେ ଆକାଶକୁ ଅବଲୋକନ କରି ବଡ଼ ବଡ ପ୍ରଶ୍ନ ପଚାରି ଆସୁଛନ୍ତି ବୋଲି ଶ୍ରୀ ମୋଦୀ ସୂଚନା ଦେଇଥିଲେ। ପ୍ରଧାନମନ୍ତ୍ରୀ ଆର୍ଯ୍ୟଭଟ୍ଟଙ୍କ ଉଦାହରଣ ଦେଇଥିଲେ , ଯିଏକି ପଞ୍ଚମ ଶତାବ୍ଦୀରେ ଶୂନ (୦)ର ଉଦ୍ଭାବନ କରିଥିଲେ। ପୃଥିବୀ ନିଜ ଅକ୍ଷ ଚାରି ପାଖରେ ଘୂରେ ବୋଲି ସେ ପ୍ରଥମେ କହିଥିଲେ। ‘‘କହିବାକୁ ଗଲେ, ସେ ଶୂନ୍ୟରୁ ଆରମ୍ଭ କରିଥିଲେ ଏବଂ ଇତିହାସ ସୃଷ୍ଟି କରିଥିଲେ!’’ ବୋଲି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ।

ପଞ୍ଜାବର ମୋହାଲିଠାରେ ହୋମି ଭାଭା କ୍ୟାନସର ହସ୍ପିଟାଲ ଏବଂ ଗବେଷଣା କେନ୍ଦ୍ରଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରଦତ୍ତ ଅଭିଭାଷଣ

August 24th, 06:06 pm

ପଞ୍ଜାବର ରାଜ୍ୟପାଳ ଶ୍ରୀ ବନୱାରୀ ଲାଲ ପୁରୋହିତଜୀ, ମୁଖ୍ୟମନ୍ତ୍ରୀ ଶ୍ରୀମାନ ଭଗବନ୍ତ ମାନ୍‌ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସାଥୀ ଡକ୍ଟର ଜିତେନ୍ଦ୍ର ସିଂହଜୀ, ସଂସଦରେ ମୋର ସାଥୀ ଭାଇ ମନୀଷ ତିୱାରୀଜୀ, ସମସ୍ତ ଡାକ୍ତର, ଗବେଷକ, ପାରାମେଡ଼ିକ୍‌, ଅନ୍ୟ କର୍ମଚାରୀ ଏବଂ ପଞ୍ଜାବର କୋଣ ଅନୁକୋଣରୁ ଆସିଥିବା ମୋର ପ୍ରିୟ ଭାଇ ଓ ଭଉଣୀଗଣ!

PM dedicates Homi Bhabha Cancer Hospital & Research Centre to the Nation at Sahibzada Ajit Singh Nagar (Mohali)

August 24th, 02:22 pm

PM Modi dedicated Homi Bhabha Cancer Hospital & Research Centre to the Nation at Mohali in Punjab. The PM reiterated the government’s commitment to create facilities for cancer treatment. He remarked that a good healthcare system doesn't just mean building four walls. He emphasised that the healthcare system of any country becomes strong only when it gives solutions in every way, and supports it step by step.

ଅଗଷ୍ଟ ୨୪ ତାରିଖରେ ହରିୟାନା ଏବଂ ପଞ୍ଜାବ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

August 22nd, 01:55 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୪ ଅଗଷ୍ଟ ୨୦୨୨ ରେ ହରିୟାଣା ଏବଂ ପଞ୍ଜାବ ଗସ୍ତରେ ଯିବେ । ସେହିଦିନ ପ୍ରଧାନମନ୍ତ୍ରୀ ଦେଶ ଉଦ୍ଦେଶ୍ୟରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ ସ୍ୱାସ୍ଥ୍ୟ ବ୍ୟବସ୍ଥାର ଉଦଘାଟନ/ଉତ୍ସର୍ଗ କରିବାର କାର୍ଯ୍ୟକ୍ରମ ରହିଛି । ପୂର୍ବାହ୍ନ ପ୍ରାୟ ୧୧ ଟା ସମୟରେ ପ୍ରଧାନମନ୍ତ୍ରୀ ହରିୟାଣାର ଫରିଦାବାଦ ଠାରେ ଅମୃତା ହସ୍ପିଟାଲର ଉଦଘାଟନ କରିବେ । ଏହା ପରେ ପ୍ରଧାନମନ୍ତ୍ରୀ ମୋହାଲି ଯାତ୍ରା କରିବେ ଏବଂ ଅପରାହ୍ନ ପ୍ରାୟ ୨ଟା ୧୫ ରେ ମୁଲାନପୁର, ନୂଆ ଚଣ୍ଡିଗଡ଼, ସାହିବଜାଦା ଅଜିତ ସିଂହ ନଗର ଜିଲ୍ଲା (ମୋହାଲି) ଠାରେ ହୋମି ଭାବା କର୍କଟ ଡାକ୍ତରଖାନା ଏବଂ ଗବେଷଣା କେନ୍ଦ୍ର” କୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ ।