TMC government is run either by goons or only after High Court and Supreme Court orders: PM Modi in Arambagh, West Bengal
April 26th, 01:50 pm
Addressing a Vijay Sankalp rally in Arambagh, West Bengal, PM Modi remarked that after 15 years of intimidation, the people of Bengal are now determined to defeat injustice. He noted that the TMC government acts only after the court intervention. He concluded by urging people to vote decisively for BJP, stating that only a government free from fear, corruption and syndicate control can unlock Bengal’s true potential.The expiry date of this 15-year syndicate TMC raj is 4 May: PM Modi in Bangaon, West Bengal
April 26th, 01:30 pm
Addressing a massive public rally in Bangaon, West Bengal, PM Modi delivered a sharp message against TMC’s corruption, syndicate raj and fear politics. Stating that “Nari Shakti” has been the worst affected under TMC rule, he called upon women to lead the change. He also outlined BJP’s roadmap for development, security and prosperity in West Bengal and recalled the legacy of Syama Prasad Mookerjee.PM Modi’s impactful rallies in Bangaon and Arambagh, West Bengal
April 26th, 01:24 pm
PM Modi addressed massive public gatherings in Bangaon and Arambagh, delivering a sharp message against TMC’s corruption, syndicate raj and fear politics, while presenting BJP’s roadmap for development, security and prosperity in West Bengal.୧୪ ମାର୍ଚ୍ଚରେ ପଶ୍ଚିମବଙ୍ଗ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
March 12th, 05:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୪ ମାର୍ଚ୍ଚ ୨୦୨୬ରେ ପଶ୍ଚିମବଙ୍ଗ ଗସ୍ତ କରିବେ । ଦିନ ୨ଟା ସମୟରେ, ପ୍ରଧାନମନ୍ତ୍ରୀ କୋଲକାତାରେ ପ୍ରାୟ ୧୮,୬୮୦ କୋଟି ଟଙ୍କାର ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ।Today, India is placing strong emphasis on multi-modal connectivity and green mobility: PM Modi in Singur, West Bengal
January 18th, 03:30 pm
During the launch of multiple development projects at Singur, West Bengal, PM Modi said the past 24 hours have been unprecedented for the state’s rail connectivity. Launching projects linked to ports and river waterways, he said West Bengal has the potential to emerge as a major hub for manufacturing, trade and logistics, with ports, waterways, highways and airports being interconnected for seamless transport.PM Modi launches various development projects worth around ₹830 crore in Singur, West Bengal
January 18th, 03:00 pm
During the launch of multiple development projects at Singur, West Bengal, PM Modi said the past 24 hours have been unprecedented for the state’s rail connectivity. Launching projects linked to ports and river waterways, he said West Bengal has the potential to emerge as a major hub for manufacturing, trade and logistics, with ports, waterways, highways and airports being interconnected for seamless transport.ଜାନୁଆରୀ ୧୭-୧୮ରେ ପଶ୍ଚିମବଙ୍ଗ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ
January 16th, 01:55 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୭-୧୮ ଜାନୁଆରୀ, ୨୦୨୬ରେ ପଶ୍ଚିମବଙ୍ଗ ଗସ୍ତ କରିବେ । ଜାନୁଆରୀ ୧୭ ତାରିଖ ମଧ୍ୟାହ୍ନ ପ୍ରାୟ ୧୨ଟା ୪୫ ମିନିଟରେ ପ୍ରଧାନମନ୍ତ୍ରୀ ମାଲଦା ଗସ୍ତ କରିବେ ଏବଂ ହାଓଡ଼ା ଓ ଗୌହାଟୀ (କାମାକ୍ଷା) ମଧ୍ୟରେ ମାଲଦା ଟାଉନ ରେଳ ଷ୍ଟେସନରେ ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିବେ । ଏହାପରେ ଅପରାହ୍ଣ ପ୍ରାୟ ୧ଟା ୪୫ ମିନିଟରେ, ପ୍ରଧାନମନ୍ତ୍ରୀ ମାଲଦାରେ ଏକ ସାର୍ବଜନୀକ କାର୍ଯ୍ୟକ୍ରମରେ ୩,୨୫୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ରେଳ ଓ ସଡ଼କ ଭିତ୍ତିଭୂମି ପ୍ରକଳ୍ପକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ ଓ ଶିଳାନ୍ୟାସ କରିବେ ।ନୂଆଦିଲ୍ଲୀରେ ସାଂସଦମାନଙ୍କ ପାଇଁ ନବନିର୍ମିତ ଫ୍ଲାଟଗୁଡ଼ିକର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 11th, 11:00 am
କାର୍ଯ୍ୟକ୍ରମରେ ଉପସ୍ଥିତ ଶ୍ରୀ ଓମ ବିର୍ଲା ଜୀ, ମନୋହର ଲାଲ ଜୀ, କିରେନ ରିଜିଜୁ ଜୀ, ମହେଶ ଶର୍ମା ଜୀ, ସଂସଦରେ ସମସ୍ତ ସମ୍ମାନିତ ସାଂସଦଗଣ, ଲୋକସଭାର ମହାସଚିବ, ଭଦ୍ର ମହିଳା ଓ ଭଦ୍ରବ୍ୟକ୍ତିମାନେ !ନୂଆଦିଲ୍ଲୀରେ ସାଂସଦଙ୍କ ପାଇଁ ନବନିର୍ମିତ ଫ୍ଲାଟଗୁଡିକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 11th, 10:30 am
ପ୍ରଧାନମନ୍ତ୍ରୀ ବାବା ଖରକ ସିଂହ ମାର୍ଗରେ ସାଂସଦମାନଙ୍କ ପାଇଁ ନବନିର୍ମିତ ୧୮୪ଟି ଟାଇପ୍ - ୭ ବହୁତଳ ବିଶିଷ୍ଟ ଫ୍ଲାଟ୍ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ, ସେ କିଛି ଦିନ ତଳେ କର୍ତ୍ତବ୍ୟ ପଥଠାରେ କର୍ତ୍ତବ୍ୟ ଭବନ ଭାବରେ ଜଣାଶୁଣା ସାଧାରଣ କେନ୍ଦ୍ରୀୟ ସଚିବାଳୟକୁ ଉଦଘାଟନ କରିଥିଲେ ଏବଂ ଆଜି ତାଙ୍କୁ ସାଂସଦମାନଙ୍କ ପାଇଁ ଏକ ନବନିର୍ମିତ ଆବାସିକ କମ୍ପ୍ଲେକ୍ସ ଉଦଘାଟନ କରିବାର ସୁଯୋଗ ମିଳିଛି। ଭାରତର ଚାରୋଟି ମହାନ ନଦୀର ନାମ, ଯଥା : କୃଷ୍ଣା, ଗୋଦାବରୀ, କୋଶୀ ଏବଂ ହୁଗଳି ନାମରେ ନାମିତ ହୋଇଥିବା ଏହି କମ୍ପ୍ଲେକ୍ସର ଚାରୋଟି ଟାୱାର ସମ୍ପର୍କରେ ସେ ଉଲ୍ଲେଖ କରି କହିଥିଲେ ଯେ ଲକ୍ଷ ଲକ୍ଷ ଲୋକଙ୍କୁ ଜୀବନ ଦେଉଥିବା ଏହି ନଦୀଗୁଡ଼ିକ ଏବେ ଜନପ୍ରତିନିଧିଙ୍କ ଜୀବନରେ ଆନନ୍ଦର ଏକ ନୂତନ ଧାରା ପ୍ରବାହିତ କରିବ। ସେ ଆହୁରି ମଧ୍ୟ କହିଛନ୍ତି ଯେ, ନଦୀକୁ ନେଇ ନାମକରଣ ପରମ୍ପରା ଦେଶକୁ ଏକତାର ସୂତ୍ରରେ ବାନ୍ଧିଥାଏ। ନୂତନ କମ୍ପ୍ଲେକ୍ସ ଦିଲ୍ଲୀରେ ସାଂସଦମାନଙ୍କ ପାଇଁ ଜୀବନଧାରଣର ସହଜତା ବୃଦ୍ଧି କରିବ ବୋଲି ଶ୍ରୀ ମୋଦୀ ଉଲ୍ଲେଖ କରିଥିଲେ । ସେ କହିଥିଲେ ଯେ, ଦିଲ୍ଲୀରେ ସାଂସଦମାନଙ୍କ ପାଇଁ ସରକାରୀ ବାସଗୃହର ଉପଲବ୍ଧତା ଏବେ ବୃଦ୍ଧି ପାଇବ। ପ୍ରଧାନମନ୍ତ୍ରୀ ସମସ୍ତ ସାଂସଦଙ୍କୁ ଅଭିନନ୍ଦନ ଜଣାଇଥିଲେ ଏବଂ ଫ୍ଲାଟ ନିର୍ମାଣରେ ସାମିଲ ହୋଇଥିବା ଯନ୍ତ୍ରୀ ଏବଂ ଶ୍ରମଜୀବୀଙ୍କୁ ପ୍ରକଳ୍ପ ସମାପ୍ତ କରିବାରେ ସେମାନଙ୍କର ଉତ୍ସର୍ଗୀକୃତ ମନୋଭାବ ଏବଂ କଠିନ ପରିଶ୍ରମକୁ ପ୍ରଶଂସା କରିଥିଲେ।TMC goons threatening women in Sandeshkhali to protect culprits, says PM Modi in Hooghly
May 12th, 11:55 am
During his second rally in Hooghly, Prime Minister Modi emphasized the importance of legacy, stating, Whoever is elder in our families wishes to leave something for the children. Who is Modi's heir? All of you. That's why I want to build a Viksit Bharat for your children. Contrastingly, TMC focuses solely on looting you, building mansions for their heirs. What is Modi doing? Building solid homes for the poor, implementing the Swachh Bharat Mission, providing free rations, and making life easier for his sisters and daughters. Today, millions of women have affordable LPG cylinders through Ujjwala Yojana.PM Modi electrifies crowds with his speeches in Barrackpore, Hooghly, Arambagh & Howrah, West Bengal
May 12th, 11:30 am
Today, in anticipation of the 2024 Lok Sabha elections, Prime Minister Narendra Modi sparked enthusiasm and excitement among the audience with his speeches in Barrackpore, Hooghly, Arambagh and Howrah, West Bengal. Expressing gratitude to the numerous mothers and sisters in attendance, he remarked, This scene indicates a forthcoming change in Bengal. The victory of 2019 is poised to be even greater for the BJP this time around.