ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମ୍ 2026ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 21st, 09:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମ-୨୦୨୬କୁ ସମ୍ବୋଧିତ କରିଛନ୍ତି ।‘ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମ-୨୦୨୬’କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
August 21st, 08:25 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇକୋନୋମିକ୍ ଟାଇମ୍ସ ୱାର୍ଲ୍ଡ ଲିଡର୍ସ ଫୋରମ-୨୦୨୬କୁ ସମ୍ବୋଧିତ କରିଛନ୍ତି ।Participants of Viksit Vibrant Village Programme share their experiences with PM Modi
July 26th, 10:27 pm
PM Modi interacts with participants of the Viksit Vibrant Village Programme 2026, as MYBharat volunteers share inspiring stories from India's border villages. Participants recount how the journey transformed their perspectives through interactions with local communities, firsthand experiences of life in border villages and a deeper understanding of the spirit of Ek Bharat, Shreshtha Bharatବିକଶିତ ଭାଇବ୍ରାଣ୍ଟ ଭିଲେଜ୍ କାର୍ଯ୍ୟକ୍ରମ ୨୦୨୬ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 26th, 05:00 pm
ଆଜିର ଏହି କାର୍ଯ୍ୟକ୍ରମ ଅତ୍ୟନ୍ତ ସ୍ୱତନ୍ତ୍ର। ଦେଶର ପ୍ରାୟ ୨୫୦ଟି ଜିଲ୍ଲାର ଯୁବ ସାଥୀମାନେ ଏହି କାର୍ଯ୍ୟକ୍ରମ ସହ ଯୋଡ଼ି ହୋଇଛନ୍ତି। ମୁଁ ଆପଣମାନଙ୍କ ସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି।PM Modi Interacts with Participants of Viksit Vibrant Village Programme 2026
July 26th, 04:30 pm
PM Modi today interacted with participants of the Viksit Vibrant Village Programme 2026, lauding the young friends of MY Bharat for their commendable work across the country. He highlighted the official redesignation of border settlements from the 'last' to the 'first villages' of India, noted the newly established infrastructure and praised the local inhabitants for living and breathing patriotism.ସେଶେଲ୍ସକୁ ଗସ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
June 28th, 08:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ୨୭-୨୯ ଜୁନ୍ ୨୦୨୬ ପର୍ଯ୍ୟନ୍ତ ସେଶେଲ୍ସକୁ ରାଜ୍ୟ ଗସ୍ତର ଅଂଶ ସ୍ୱରୂପ, ପ୍ରଧାନମନ୍ତ୍ରୀ ଏବଂ ସେସେଲ୍ସର ରାଷ୍ଟ୍ରପତି ମହାମହିମ ଡକ୍ଟର ପାଟ୍ରିକ୍ ହର୍ମିନି ଆଜି ଭିକ୍ଟୋରିଆ, ମାହେସ୍ଥିତ ଷ୍ଟେଟ୍ ହାଉସରେ ସରକାରୀ ଆଲୋଚନା କରିଥିଲେ।ଫଳାଫଳ ତାଲିକା: ପ୍ରଧାନମନ୍ତ୍ରୀଙ୍କ ସେଶେଲ୍ସ ଗସ୍ତ
June 28th, 08:17 pm
ସେଶେଲ୍ସ ସରକାରଙ୍କୁ ଗୋଟିଏ ଦ୍ରୁତଗାମୀ ପାଟ୍ରୋଲ ଜାହାଜ ଉପହାରପଶ୍ଚିମବଙ୍ଗର ତାରକେଶ୍ୱରରେ ପଶ୍ଚିମବଙ୍ଗ ଦିବସ ପାଳନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 20th, 05:13 pm
ନିର୍ବାଚନ ଏବଂ ଶପଥ ଗ୍ରହଣ ପରେ ପ୍ରଥମ ଥର ପାଇଁ ମୋତେ ଆପଣମାନଙ୍କ ସହିତ ରହିବାର ସୌଭାଗ୍ୟ ମିଳିଛି । ବାବା ତାରକନାଥ ଏବଂ ବଙ୍ଗଳାର ଏହି ପବିତ୍ର ଭୂମିରେ ପଶ୍ଚିମବଙ୍ଗ ଦିବସର ଐତିହାସିକ ଦିବସ ଅବସରରେ ଏତେ ସଂଖ୍ୟାରେ ଆପଣମାନଙ୍କର ଯୋଗଦାନ ଦେଖି ମୁଁ ବହୁତ ଖୁସି । ପଶ୍ଚିମବଙ୍ଗର ପବନରେ ଏକ ନୂତନ ସତେଜତା ଅଛି, ଏହାର ପ୍ରତ୍ୟେକ କୋଣ ଅନୁକୋଣରୁ ଏକ ନୂତନ ସୁଗନ୍ଧ ବାହରୁଛି, ଏପରି ମନେ ହେଉଛି, ଯେମିତିକି ପଶ୍ଚିମବଙ୍ଗ ଏବେ ଶିକୁଳିରୁ ମୁକ୍ତ ହୋଇଛି । ଯେପରିକି ବଙ୍ଗଳାର ଗୌରବ ଫେରାଇ ଆଣିବାର କାର୍ଯ୍ୟ ଆରମ୍ଭ ହୋଇଛି । ଆମର ବଙ୍ଗଳା ନିଜର ନୂତନ ଭବିଷ୍ୟତର ନିର୍ମାଣରେ ନିୟୋଜିତ ହୋଇଛି ବୋଲି ଆଜିର କାର୍ଯ୍ୟକ୍ରମ ଏବଂ ଏହି ପ୍ରକଳ୍ପଗୁଡିକର ଶୁଭାରମ୍ଭ ହେଉଛି ସାକ୍ଷୀ । ବଙ୍ଗର ଲୋକଙ୍କ ମୁହଁରେ ଏହି ଚମକ, ପ୍ରତ୍ୟେକ ଗାଁରେ ଖୁସି ଏବଂ ଆତ୍ମବିଶ୍ୱାସର ଭାବନା, ଆଉ ମୁଁ ଆପଣଙ୍କ ସହିତ ଏହି ଖୁସି ବାଣ୍ଟିବାକୁ ଆସିଛି । ଆପଣଙ୍କର ଗୋଟିଏ ଭୋଟ ଏବଂ ଗୋଟିଏ ନିର୍ବାଚନ କେତେ ପରିବର୍ତ୍ତନ ଆଣିପାରେ ତାହା ପଶ୍ଚିମବଙ୍ଗରେ ସ୍ପଷ୍ଟ ଭାବରେ ଦୃଶ୍ୟମାନ ।ପଶ୍ଚିମବଙ୍ଗର ହୁଗଲି ଠାରେ ଆୟୋଜିତ ‘ପଶ୍ଚିମବଙ୍ଗ ଦିବସ’ ସମାରୋହରେ ଯୋଗଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
June 20th, 05:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପଶ୍ଚିମବଙ୍ଗ ଦିବସ ସମାରୋହରେ ଯୋଗ ଦେଇଥିଲେ। ରାଜ୍ୟସ୍ତରୀୟ ଏହି ଉତ୍ସବ ହୁଗ୍ଲି ଜିଲ୍ଲାର ତାରକେଶ୍ୱରଠାରେ ଆୟୋଜିତ ହୋଇଥିଲା, ଯାହା ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ସହ ଜଡ଼ିତ ଏକ ଐତିହାସିକ ସ୍ଥାନ। ଚଳିତ ବର୍ଷ ପଶ୍ଚିମବଙ୍ଗ ଦିବସର ବିଷୟବସ୍ତୁ ଥିଲା: “ପଶ୍ଚିମବଙ୍ଗ: ଐତିହ୍ୟ, ସମନ୍ୱୟ ଏବଂ ବିକାଶ”, ଯାହା ରାଜ୍ୟର ସାଂସ୍କୃତିକ ସମୃଦ୍ଧି, ସାମାଜିକ ସଂହତି ଏବଂ ବିକାଶମୂଳକ ଆକାଂକ୍ଷାକୁ ପ୍ରତିଫଳିତ କରେ।ମଇ ୧୦ ରେ କର୍ଣ୍ଣାଟକ ଏବଂ ତେଲଙ୍ଗାନା ଗସ୍ତ କରିବେ ପ୍ରଧାନମନ୍ତ୍ରୀ
May 09th, 11:17 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୦ ମଇ, ୨୦୨୬ରେ କର୍ଣ୍ଣାଟକ ଏବଂ ତେଲଙ୍ଗାନା ଗସ୍ତ କରିବେ। ସକାଳ ପ୍ରାୟ ୧୧ଟାରେ ପ୍ରଧାନମନ୍ତ୍ରୀ ବେଙ୍ଗାଲୁରୁରେ 'ଦ ଆର୍ଟ ଅଫ୍ ଲିଭିଂ ’ ର ୪୫ତମ ବାର୍ଷିକୀ ସମାରୋହରେ ଅଂଶଗ୍ରହଣ କରିବେ ଏବଂ ଏହି ଅବସରରେ ଉପସ୍ଥିତ ଜନସଭାକୁ ସମ୍ବୋଧିତ କରିବେ। ଏହା ପରେ ପ୍ରଧାନମନ୍ତ୍ରୀ ହାଇଦ୍ରାବାଦ ଗସ୍ତ କରିବେ ଏବଂ ଅପରାହ୍ନ ପ୍ରାୟ ୩ଟାରେ ସେ ପ୍ରାୟ ୯୪୦୦ କୋଟି ଟଙ୍କା ମୂଲ୍ୟର ଏକାଧିକ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ, ଉଦଘାଟନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ। ଏହି ଅବସରରେ ସେ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ। ଅପରାହ୍ନ ପ୍ରାୟ ୩ଟା ୪୫ ମିନିଟରେ ପ୍ରଧାନମନ୍ତ୍ରୀ ହାଇଦ୍ରାବାଦର ସିନ୍ଧୁ ଡାକ୍ତରଖାନାକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବେ।ଉତ୍ତର ପ୍ରଦେଶର ବାରାଣସୀରେ ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
April 28th, 05:30 pm
ଉତ୍ତର ପ୍ରଦେଶ ରାଜ୍ୟପାଳ ଆନନ୍ଦୀବେନ ପଟେଲ, ଏହାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ , ସଂସଦରେ ମୋର ସହଯୋଗୀ ଏବଂ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ନୀତିନ ନବୀନ , ଉତ୍ତର ପ୍ରଦେଶର ସାଂସଦ ଏବଂ ୟୁପି ବିଜେପି ସଭାପତି ଶ୍ରୀଯୁକ୍ତ ପଙ୍କଜ ଚୌଧୁରୀ , ଜିଲ୍ଲା ପଞ୍ଚାୟତ ଅଧ୍ୟକ୍ଷା ଭଉଣୀ ପୁନମ ମୌର୍ଯ୍ୟ , ମଞ୍ଚରେ ଉପସ୍ଥିତ କାଶୀର ମହିଳା ପରିଷଦର ଏବଂ ଗ୍ରାମମୁଖ୍ୟମାନେ, ଅନ୍ୟାନ୍ୟ ଜନପ୍ରତିନିଧି ଏବଂ ଏଠାରେ ବହୁ ସଂଖ୍ୟାରେ ଏକତ୍ରିତ ହୋଇଥିବା ମୋର ମା, ଭଉଣୀ ଏବଂ ଝିଅମାନେ। ଆପଣମାନଙ୍କୁ ସମସ୍ତଙ୍କୁ ଶୁଭେଚ୍ଛା।ବାରଣାସୀରେ ମହିଳା ସମ୍ମିଳନୀରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
April 28th, 05:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବାରଣାସୀରେ ଏକ ସମ୍ମିଳନୀରେ ମହିଳାମାନଙ୍କ ଏକ ବିଶାଳ ସମାବେଶକୁ ସମ୍ବୋଧିତ କରିଥିଲେ, ଯେଉଁଠାରେ ସେ ଅନେକ ବିକାଶ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଥିଲେ।Cabinet approves construction of 1720 MW Kamala Hydro Electric Project in Arunachal Pradesh
April 08th, 04:26 pm
The Cabinet Committee on Economic Affairs, chaired by PM Modi has approved investment of Rs.26,069.50 crore for construction of Kamala Hydro Electric Project (HEP) in Kamle, Kra Daadi & Kurung Kumey Districts of Arunachal Pradesh. The project will significantly improve infrastructure in the state and provide essential facilities, benefiting local communities.ମଥୁରା ଯମୁନା ଏକ୍ସପ୍ରେସୱେରେ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ପ୍ରତି ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
March 16th, 12:05 pm
ଉତ୍ତର ପ୍ରଦେଶର ମଥୁରାରେ ଯମୁନା ଏକ୍ସପ୍ରେସୱେରେ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ପ୍ରତି ଗଭୀର ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ। ଶ୍ରୀ ମୋଦୀ ଦୁର୍ଘଟଣାରେ ଆହତଙ୍କ ଆଶୁ ଆରୋଗ୍ୟ କାମନା ମଧ୍ୟ କରିଛନ୍ତି।Arya Vaidya Sala has played a significant role in preserving, protecting and advancing Ayurveda: PM Modi
January 28th, 02:39 pm
Addressing the centenary celebrations of Arya Vaidya Sala Charitable Hospital in Kerala, PM Modi said the institution has played a key role in preserving, protecting and advancing Ayurveda. Highlighting the growing holistic approach to healthcare, he noted the opening of 12,000 Ayush Wellness Centres. He expressed happiness that Arya Vaidyasala has consistently validated Ayurveda through science and research, and stressed that Ayurveda must increasingly adopt modern technology and AI.କେରଳର ଆର୍ଯ୍ୟ ବୈଦ୍ୟଶାଳା ଦାତବ୍ୟ ଚିକିତ୍ସାଳୟର ଶତବାର୍ଷିକୀ ସମାରୋହକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 28th, 02:25 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କେରଳସ୍ଥିତ ଆର୍ଯ୍ୟ ବୈଦ୍ୟଶାଳା ଦାତବ୍ୟ ଚିକିତ୍ସାଳୟର ଶତବାର୍ଷିକୀ ସମାରୋହକୁ ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ସମ୍ବୋଧନ କରିଛନ୍ତି। ସେ କହିଥିଲେ ଯେ, ଏହି ପବିତ୍ର ଅବସରରେ ସମସ୍ତଙ୍କ ସହିତ ଯୋଡ଼ିହେବା ତାଙ୍କ ପାଇଁ ଏକ ଆନନ୍ଦର ବିଷୟ। ଆୟୁର୍ବେଦର ସଂରକ୍ଷଣ, ସୁରକ୍ଷା ଓ ଉନ୍ନତି ଦିଗରେ ଆର୍ଯ୍ୟ ବୈଦ୍ୟଶାଳା ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଆସୁଛି। ନିଜର ୧୨୫ ବର୍ଷର ଯାତ୍ରାରେ ଏହି ଅନୁଷ୍ଠାନ ଆୟୁର୍ବେଦକୁ ଏକ ପ୍ରଭାବୀ ଚିକିତ୍ସା ବ୍ୟବସ୍ଥାରେ ପରିଣତ କରିଆସିଛି। ସେ ଏହି ଅବସରରେ ଆର୍ଯ୍ୟ ବୈଦ୍ୟଶାଳାର ପ୍ରତିଷ୍ଠାତା ବୈଦ୍ୟରତ୍ନ ପି.ଏ.ଓ୍ବାରିୟରଙ୍କ ଅବଦାନ ବିଷୟରେ ସ୍ମରଣ କରି କହିଥିଲେ, ଆୟୁର୍ବେଦ ପ୍ରତି ତାଙ୍କର ଆଭିମୁଖ୍ୟ ଓ ଜନ ମଙ୍ଗଳ ପ୍ରତି ସମର୍ପଣଭାବ ଅନୁପ୍ରାଣିତ କରିଚାଲିବ।ଆସାମର ନାମରୂପରେ ୟୁରିଆ ପ୍ଲାଣ୍ଟର ଭୂମି ପୂଜନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 21st, 04:25 pm
ଆସାମର ରାଜ୍ୟପାଳ ଶ୍ରୀ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ, ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱ ଶର୍ମା, କେନ୍ଦ୍ର ସରକାରରେ ମୋର ସାଥୀ ଏବଂ ଏଠାରେ ଉପସ୍ଥିତ ଆପଣମାନଙ୍କର ପ୍ରତିନିଧି, ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋୱାଲ, ଆସାମ ସରକାରଙ୍କ ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକବୃନ୍ଦ, ଅନ୍ୟ ମହାନୁଭବଗଣ, ଏବଂ ବିଶାଳ ସଂଖ୍ୟାରେ ଆମକୁ ଆଶୀର୍ବାଦ ଦେବା ପାଇଁ ଆସିଥିବା ମୋର ସମସ୍ତ ଭାଇ ଓ ଭଉଣୀମାନେ । ମୁଁ ସେଠାରେ ଏହାଠାରୁ ଅଧିକ ଉତ୍ସାହୀ ଲୋକମାନଙ୍କୁ ଦେଖିପାରୁଛି ।ଆସାମ ଭ୍ୟାଲି ଫର୍ଟିଲାଇଜର ଆଣ୍ଡ କେମିକାଲ କମ୍ପାନୀ ଲିମିଟେଡର ଆମୋନିଆ-ୟୁରିଆ ସାର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 21st, 12:00 pm
ଶ୍ରୀ ମୋଦୀ କହିଥିଲେ ଯେ ସେ ଦେଖୁଛନ୍ତି ଯେ, ଆଗକୁ ବହୁ ସଂଖ୍ୟାରେ ଲୋକମାନେ ଏକାଠି ହୋଇ ସେମାନଙ୍କ ଭଲପାଇବାକୁ ବଢାଉଛନ୍ତି । ସେ ବିଶେଷ କରି ମାଆ ଏବଂ ଭଉଣୀମାନଙ୍କ ଉପସ୍ଥିତି ଉପରେ ଆଲୋକପାତ କରି କହିଥିଲେ ଯେ ସେମାନେ ଆଣିଥିବା ପ୍ରେମ ଏବଂ ଆଶୀର୍ବାଦ ଅସାଧାରଣ ଥିଲା। ସେ କହିଥିଲେ ଯେ ଅନେକ ଭଉଣୀ ଆସାମର ଚା' ବଗିଚାର ସୁଗନ୍ଧ ନେଇ ଆସିଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହି ସୁଗନ୍ଧ ଆସାମ ସହିତ ତାଙ୍କର ସମ୍ପର୍କରେ ଏକ ଅନନ୍ୟ ଅନୁଭବ ସୃଷ୍ଟି କରିଥାଏ। ସେ ଉପସ୍ଥିତ ସମସ୍ତଙ୍କୁ ପ୍ରଣାମ କରିଥିଲେ ଏବଂ ସେମାନଙ୍କ ସ୍ନେହ ଓ ଭଲପାଇବା ପାଇଁ କୃତଜ୍ଞତା ବ୍ୟକ୍ତ କରିଥିଲେ।ବାରାଣସୀରେ ଚାରୋଟି ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଲୋକାର୍ପଣ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 08th, 08:39 am
ଉତ୍ତର ପ୍ରଦେଶର କର୍ମଠ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସାଥୀ ତଥା ବିକଶିତ ଭାରତର ମଜବୁତ୍ ଭିତ୍ତି ରଖିବା ପାଇଁ ଯେଉଁ ଟେକ୍ନୋଲୋଜି କ୍ଷେତ୍ରରେ ଆଜି ଉତ୍ତମ କାର୍ଯ୍ୟ ହେଉଛି, ତାହାର ନେତୃତ୍ୱ ନେଉଥିବା ଅଶ୍ୱିନୀ ବୈଷ୍ଣବ ଜୀ, ଟେକ୍ନୋଲୋଜି ଜରିଆରେ ଆମ ସହିତ ଏର୍ଣ୍ଣାକୁଲମରୁ ଏହି କାର୍ଯ୍ୟକ୍ରମରେ ଯୋଡ଼ି ହୋଇଥିବା କେରଳର ରାଜ୍ୟପାଳ ଶ୍ରୀ ରାଜେନ୍ଦ୍ର ଆର୍ଲେକର ଜୀ, କେନ୍ଦ୍ରରେ ମୋର ସାଥୀ ସୁରେଶ ଗୋପୀ ଜୀ ଏବଂ ଜର୍ଜ କୁରିଏନ ଜୀ, କେରଳରେ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଅନ୍ୟ ସମସ୍ତ ମନ୍ତ୍ରୀ, ଜନପ୍ରତିନିଧିଗଣ, ଫିରୋଜପୁରରୁ ଯୋଡ଼ି ହୋଇଥିବା କେନ୍ଦ୍ରରେ ମୋର ସାଥୀ, ପଞ୍ଜାବର ନେତା ରବନୀତ ସିଂ ବିଟ୍ଟୁ ଜୀ, ସେଠାରେ ଉପସ୍ଥିତ ସମସ୍ତ ଜନପ୍ରତିନିଧି, ଲକ୍ଷ୍ନୌରୁ ଯୋଡ଼ି ହୋଇଥିବା ଉପମୁଖ୍ୟମନ୍ତ୍ରୀ ବ୍ରଜେଶ ପାଠକ ଜୀ, ଅନ୍ୟ ମହାନୁଭବ ଏବଂ ଏଠାରେ ଉପସ୍ଥିତ କାଶୀର ମୋର ପରିବାରଜନ ।ବାରାଣସୀରୁ ଚାରୋଟି ନୂତନ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 08th, 08:15 am
୦୮.୧୧.୨୦୨୫ : ଭାରତର ଆଧୁନିକ ରେଳ ଭିତ୍ତିଭୂମିକୁ ବିସ୍ତାର କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ବାରାଣସୀରୁ ଚାରୋଟି ନୂତନ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ ସମସ୍ତ ସମ୍ମାନନୀୟ ବ୍ୟକ୍ତିଙ୍କୁ ସ୍ୱାଗତ କରିଥିଲେ ଏବଂ ବାବା ବିଶ୍ୱନାଥଙ୍କ ପବିତ୍ର ନଗରୀ ବାରାଣସୀର ସମସ୍ତ ପରିବାରକୁ ତାଙ୍କର ଶୁଭେଚ୍ଛା ଜଣାଇଥିଲେ। ସେ ଦେବ ଦୀପାବଳି ଉତ୍ସବ ବିଷୟରେ ମତାମତ ଦେଇଥିଲେ ଏବଂ ଉଲ୍ଲେଖ କରିଥିଲେ ଯେ, ଆଜି ଏକ ଶୁଭ ଅବସର ଏବଂ ବିକାଶର ଏହି ପର୍ବ ପାଇଁ ସମସ୍ତଙ୍କୁ ଶୁଭକାମନା ଜଣାଇଥିଲେ।