Criminals who have been sheltered under TMC will be punished: PM Modi in Jadavpur, West Bengal
April 24th, 11:45 am
Addressing a massive public meeting in Jadavpur, West Bengal, PM Modi highlighted the scale of participation in the first phase of polling. He asserted that TMC may not even open its account in the first phase and urged voters in the second phase to give a decisive mandate for BJP for a developed Bengal. He also raised concerns about the situation in Jadavpur University and touched upon local issues affecting people.Bengal’s industries and MSMEs have been destroyed under TMC: PM Modi in Dum Dum
April 24th, 11:35 am
Prime Minister Narendra Modi today addressed a massive public gathering in Dum Dum, West Bengal, delivering a high-energy speech that resonated strongly with the people of Bengal. He congratulated the citizens for the visible wave of change and asserted that the first phase of polling had already signaled a decisive shift in the state’s political landscape.PM Modi ignites Dum Dum and Jadavpur with fiery addresses
April 24th, 11:30 am
Prime Minister Narendra Modi today addressed two massive public gatherings in Dum Dum and Jadavpur, West Bengal, delivering high-energy speeches that resonated strongly with the people of the state. He congratulated the citizens on the visible wave of change and asserted that the first phase of polling had already signaled a decisive shift in the state’s political landscape.୧୪ ମାର୍ଚ୍ଚରେ ପଶ୍ଚିମବଙ୍ଗ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
March 12th, 05:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୪ ମାର୍ଚ୍ଚ ୨୦୨୬ରେ ପଶ୍ଚିମବଙ୍ଗ ଗସ୍ତ କରିବେ । ଦିନ ୨ଟା ସମୟରେ, ପ୍ରଧାନମନ୍ତ୍ରୀ କୋଲକାତାରେ ପ୍ରାୟ ୧୮,୬୮୦ କୋଟି ଟଙ୍କାର ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ।ଜାନୁଆରୀ ୧୭-୧୮ରେ ପଶ୍ଚିମବଙ୍ଗ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ
January 16th, 01:55 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୭-୧୮ ଜାନୁଆରୀ, ୨୦୨୬ରେ ପଶ୍ଚିମବଙ୍ଗ ଗସ୍ତ କରିବେ । ଜାନୁଆରୀ ୧୭ ତାରିଖ ମଧ୍ୟାହ୍ନ ପ୍ରାୟ ୧୨ଟା ୪୫ ମିନିଟରେ ପ୍ରଧାନମନ୍ତ୍ରୀ ମାଲଦା ଗସ୍ତ କରିବେ ଏବଂ ହାଓଡ଼ା ଓ ଗୌହାଟୀ (କାମାକ୍ଷା) ମଧ୍ୟରେ ମାଲଦା ଟାଉନ ରେଳ ଷ୍ଟେସନରେ ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିବେ । ଏହାପରେ ଅପରାହ୍ଣ ପ୍ରାୟ ୧ଟା ୪୫ ମିନିଟରେ, ପ୍ରଧାନମନ୍ତ୍ରୀ ମାଲଦାରେ ଏକ ସାର୍ବଜନୀକ କାର୍ଯ୍ୟକ୍ରମରେ ୩,୨୫୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ରେଳ ଓ ସଡ଼କ ଭିତ୍ତିଭୂମି ପ୍ରକଳ୍ପକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ ଓ ଶିଳାନ୍ୟାସ କରିବେ ।କୋଲକାତା ପୋର୍ଟ ଟ୍ରଷ୍ଟର 150ତମ ବର୍ଷ ପୂର୍ତ୍ତି ସମାରୋହରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
January 11th, 08:10 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କୋଲକାତାଠାରେ କୋଲକାତା ପୋର୍ଟ ଟ୍ରଷ୍ଟର 150ତମ ବର୍ଷ ପୂର୍ତ୍ତି ସମାରୋହରେ ଯୋଗ ଦେଇଛନ୍ତି । ଏହି ଅବସରରେ ସେ କୋଲକାତାର ରବୀନ୍ଦ୍ର ସେତୁ (ହାଓଡ଼ା ବ୍ରିଜ) ଠାରେ ଆଲୋକ ଏବଂ ଶବ୍ଦ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ସମାରୋହସ୍ଥଳରେ ଆୟୋଜିତ ଅଭୂତପୂର୍ବ ସାଂସ୍କୃତିକ କାର୍ଯ୍ୟକ୍ରମକୁ ସେ ଉପଭୋଗ କରିଥିଲେ ।କୋଲକାତାରେ ପୁନରୁଦ୍ଧାର ହୋଇଥିବା 4ଟି ଐତିହ୍ୟ ଭବନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
January 11th, 05:31 pm
ଆଜି ଯେତେବେଳେ ଆପଣଙ୍କ ଗହଣରେ ଥିଲି, ଏହିସବୁ କଥାକୁ ଦେଖୁଥିଲି ତ ମନ ସେହି ସବୁ ଭାବରେ ଭରିଯାଉଥିଲା । ଆଉ ଏହି ପ୍ରଦର୍ଶନୀ, ଏପରି ଲାଗୁଥିଲା ଯେପରି ସେହିକ୍ଷଣ ମଧ୍ୟରେ ମୁଁ ସ୍ୱୟଂ ଜୀଇଁଛି ଯାହା ସେହି ମହାନ ଚିତ୍ରକରମାନେ, ରଙ୍ଗକାରମାନେ, କଳାକାରମାନେ ରଚନା କରିଛନ୍ତି, ଜୀଇଁଛନ୍ତି । ବଙ୍ଗଳା ଭୂମିର, ବଙ୍ଗଳା ମାଟିର ଏହି ଅଦ୍ଭୁତ ଶକ୍ତି, ମୋହିତ କରିବା ଭଳି । ମହକକୁ ପ୍ରଣାମ କରିବାର ଇଏ ହେଉଛି ମୋ ପାଇଁ ଅବସର । ଏହା ସହିତ ଜଡିତ ଅତୀତ ଏବଂ ବର୍ତ୍ତମାନର ସମସ୍ତ ଲୋକଙ୍କୁ ମଧ୍ୟ ମୁଁ ଶ୍ରଦ୍ଧାସୁମନ ଅର୍ପଣ କରୁଛି ।କୋଲକାତାରେ ପୁନରୁଦ୍ଧାର ହୋଇଥିବା 4ଟି ଐତିହ୍ୟ ଅଟ୍ଟାଳିକା ରାଷ୍ଟ୍ରକୁ ଉତ୍ସର୍ଗ କଲେ ପ୍ରଧାନମନ୍ତ୍ରୀ
January 11th, 05:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କୋଲକାତାରେ ପୁନରୁଦ୍ଧାର କରାଯାଇଥିବା 4ଟି ଐତିହାସିକ ଅଟ୍ଟାଳିକାକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ଏଥିରେ ଓଲ୍ଡ କରେନ୍ସିଂ ବିଲ୍ଡିଂ, ବେଲଭେଡିଅର ହାଉସ, ଭିକ୍ଟୋରିଆ ମେମୋରିଆଲ ହଲ ଏବଂ ମେଟକାଫେ ହାଉସ ସାମିଲ ରହିଛି ।Track all news & updates about PM Modi's programmes in Kolkata
January 10th, 03:30 pm
PM Modi will be in Kolkata, West Bengal where he will take in various programmes. The PM will be attending a programme at the Old Currency Building, launch light & sound show at the iconic Howrah Bridge, visit Belur Math. He will also attend the Sesquicentenary celebrations of Kolkata Port.