Prime Minister meets Andhra Pradesh Chief Minister Shri N. Chandrababu Naidu and his family in Hyderabad
May 10th, 10:07 pm
PM Modi met the Chief Minister of Andhra Pradesh N. Chandrababu Naidu and his family at his residence in Hyderabad. The PM expressed happiness at meeting the Chief Minister and exchanging views on a wide range of subjects and perse issues.ବିଶ୍ୱ ଆହ୍ବାନ ମଧ୍ୟରେ ପ୍ରତ୍ୟେକ ଭାରତୀୟଙ୍କୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବଡ଼ ଅପିଲ
May 10th, 08:39 pm
ପ୍ରଧାନମନ୍ତ୍ରୀ ମୋଦୀ ହାଇଦ୍ରାବାଦରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରି ସାମ୍ପ୍ରତିକ ବିବାଦ ଏବଂ ଯୋଗାଣ ଶୃଙ୍ଖଳା ବ୍ୟାଘାତ ଯୋଗୁଁ ସୃଷ୍ଟି ହୋଇଥିବା ବିଶ୍ୱ ଅର୍ଥନୈତିକ ଆହ୍ୱାନ ବିଷୟରେ କହିଥିଲେ ଏବଂ ଭାରତର ସହନଶୀଳତାକୁ ମଜବୁତ କରିବା ପାଇଁ ସାମୂହିକ ଜାତୀୟ ଦାୟିତ୍ୱବୋଧ ପାଇଁ ଆହ୍ୱାନ ଦେଇଥିଲେ । ଇନ୍ଧନ ବ୍ୟବହାର ହ୍ରାସ କରିବା, କାରପୁଲିଂକୁ ପ୍ରୋତ୍ସାହିତ କରିବା, ସାଧାରଣ ପରିବହନ ବ୍ୟବହାର କରିବା ଏବଂ ବୈଦ୍ୟୁତିକ ଯାନକୁ ପ୍ରାଥମିକତା ଦେବା ଏବଂ ଆମଦାନୀ ଉପରେ ଚାପ ହ୍ରାସ କରିବା ଏବଂ ବୈଦେଶିକ ମୁଦ୍ରା ସଞ୍ଚୟ କରିବାରେ ସାହାଯ୍ୟ କରିବାକୁ ସେ ନାଗରିକମାନଙ୍କୁ ଅନୁରୋଧ କରିଥିଲେ।ହାଇଦ୍ରାବାଦରେ ସିନ୍ଧୁ ଡାକ୍ତରଖାନାର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ
May 10th, 07:10 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହାଇଦ୍ରାବାଦରେ ସିନ୍ଧୁ ଡାକ୍ତରଖାନାର ଉଦଘାଟନ କରିଛନ୍ତି।People are fed up off Congress and BRS' politics of nepotism: PM Modi in Hyderabad
May 10th, 06:05 pm
PM Modi addressed a massive public rally in Hyderabad, Telangana, where he spoke on India’s rising global stature, the significance of BJP’s recent electoral victories and the country’s collective responsibility during ongoing global economic and geopolitical challenges.PM Modi’s massive rally in Hyderabad focuses on self-reliance and a Viksit Telangana
May 10th, 06:00 pm
PM Modi addressed a massive public rally in Hyderabad, Telangana, where he spoke on India’s rising global stature, the significance of BJP’s recent electoral victories and the country’s collective responsibility during ongoing global economic and geopolitical challenges.Today's projects are being launched to transform Telangana into a major manufacturing powerhouse of the nation: PM Modi in Hyderabad
May 10th, 03:45 pm
PM Modi launched and inaugurated projects worth ₹9,400 crore in Telangana, saying they will boost infrastructure, connectivity and jobs. He added that projects like the PM MITRA Park and industrial corridor will strengthen manufacturing and energy security in the state.PM Modi launches multiple development projects worth around ₹9,400 crore in Hyderabad, Telangana
May 10th, 03:30 pm
PM Modi launched and inaugurated projects worth ₹9,400 crore in Telangana, saying they will boost infrastructure, connectivity and jobs. He added that projects like the PM MITRA Park and industrial corridor will strengthen manufacturing and energy security in the state.ମଇ ୧୦ ରେ କର୍ଣ୍ଣାଟକ ଏବଂ ତେଲଙ୍ଗାନା ଗସ୍ତ କରିବେ ପ୍ରଧାନମନ୍ତ୍ରୀ
May 09th, 11:17 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୦ ମଇ, ୨୦୨୬ରେ କର୍ଣ୍ଣାଟକ ଏବଂ ତେଲଙ୍ଗାନା ଗସ୍ତ କରିବେ। ସକାଳ ପ୍ରାୟ ୧୧ଟାରେ ପ୍ରଧାନମନ୍ତ୍ରୀ ବେଙ୍ଗାଲୁରୁରେ 'ଦ ଆର୍ଟ ଅଫ୍ ଲିଭିଂ ’ ର ୪୫ତମ ବାର୍ଷିକୀ ସମାରୋହରେ ଅଂଶଗ୍ରହଣ କରିବେ ଏବଂ ଏହି ଅବସରରେ ଉପସ୍ଥିତ ଜନସଭାକୁ ସମ୍ବୋଧିତ କରିବେ। ଏହା ପରେ ପ୍ରଧାନମନ୍ତ୍ରୀ ହାଇଦ୍ରାବାଦ ଗସ୍ତ କରିବେ ଏବଂ ଅପରାହ୍ନ ପ୍ରାୟ ୩ଟାରେ ସେ ପ୍ରାୟ ୯୪୦୦ କୋଟି ଟଙ୍କା ମୂଲ୍ୟର ଏକାଧିକ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ, ଉଦଘାଟନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ। ଏହି ଅବସରରେ ସେ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ। ଅପରାହ୍ନ ପ୍ରାୟ ୩ଟା ୪୫ ମିନିଟରେ ପ୍ରଧାନମନ୍ତ୍ରୀ ହାଇଦ୍ରାବାଦର ସିନ୍ଧୁ ଡାକ୍ତରଖାନାକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବେ।ଭାରତ-କାନାଡା ସିଇଓ ଫୋରମ୍ ସମୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 02nd, 02:30 pm
ମାନନୀୟ ପ୍ରଧାନମନ୍ତ୍ରୀ ମାର୍କ କାର୍ନି, ଉଭୟ ଦେଶର ବ୍ୟବସାୟ ନେତାଗଣ, ମାନନୀୟା ମହିଳା ଏବଂ ସଜ୍ଜନମାନେ, ନମସ୍କାର!Our collective goal is a developed Tamil Nadu for developed India: PM Modi in Madurai
March 01st, 03:30 pm
PM Modi launched multiple development projects in Madurai, Tamil Nadu, aimed at transforming connectivity, boosting the economy and creating significant job opportunities for youth. In his speech, he highlighted 9 Vande Bharat trains, 9 Amrit Bharat trains, and the renovation of railway stations serving the people of Tamil Nadu. The PM also inaugurated Akashvani’s new FM relay transmitters.ମଦୁରାଇରେ ୪,୪୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 01st, 03:00 pm
୦୧.୦୩.୨୦୨୬ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡୁର ମଦୁରାଇରେ ୪,୪୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବହୁବିଧ ବିକାଶ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ପବିତ୍ର ନଗରୀ ମଦୁରାଇରେ ଏକ ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ତାମିଲନାଡୁର ବିକାଶ ଯାତ୍ରାରେ ଏକ ଗର୍ବର ଅଧ୍ୟାୟ। ଏହି ପ୍ରକଳ୍ପଗୁଡ଼ିକ ସଂଯୋଗୀକରଣକୁ ପରିବର୍ତ୍ତନ କରିବା, ଅର୍ଥନୀତିକୁ ପ୍ରୋତ୍ସାହିତ କରିବା ଏବଂ ଯୁବକମାନଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଏବଂ ରାଜ୍ୟର ଲକ୍ଷ ଲକ୍ଷ ଲୋକଙ୍କ ଜୀବନକୁ ପରିବର୍ତ୍ତନ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି। ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ଯେ ଉଚ୍ଚମାନର ଭିତ୍ତିଭୂମି ନିର୍ମାଣ ମୌଳିକ ଭାବରେ ଲୋକଙ୍କୁ ସଶକ୍ତ କରିବ। ଏହି ବିକାଶର ଅର୍ଥ ହେଉଛି କୃଷକମାନଙ୍କ ପାଇଁ ବଜାରରେ ପହଞ୍ଚିବା ପାଇଁ ଉତ୍ତମ ରାସ୍ତା, ତୀର୍ଥଯାତ୍ରୀ ଏବଂ ପର୍ଯ୍ୟଟକଙ୍କ ପାଇଁ ସହଜ ଯାତ୍ରା ଏବଂ ବ୍ୟବସାୟ ପାଇଁ ଦ୍ରୁତ ପରିବହନ, ଶ୍ରୀ ମୋଦୀ ଆଲୋକପାତ କରିଥିଲେ।Cabinet approves the widening of National Highway-167 in Telangana worth Rs.3175.08 crore
February 14th, 01:00 pm
The Cabinet Committee on Economic Affairs, chaired by PM Modi, has approved the widening of National Highway-167 from Gudebellur to Mahabubnagar on the Hyderabad-Panaji Economic Corridor to 4-lane standards in Telangana, worth Rs. 3175.08 crore. It will provide seamless connectivity to key economic, social and logistics nodes across Telangana and provide employment opportunities.ହାଇଦ୍ରାବାଦରେ ସଫ୍ରାନ ଏୟାରକ୍ରାଫ୍ଟ ଇଞ୍ଜିନ ସର୍ଭିସେସ୍ ଇଣ୍ଡିଆ ସୁବିଧାର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 26th, 10:10 am
ମୋ ପାଖରେ ସମୟ କମ ରହିଛି କାରଣ ମୋତେ ସଂସଦରେ ପହଞ୍ଚିବାକୁ ପଡିବ । ସେଠାରେ ରାଷ୍ଟ୍ରପତିଙ୍କ ସହ ଏକ ବୈଠକ ରହିଛି । ସେଥିପାଇଁ ଭାଷଣକୁ ଲମ୍ବା ନକରି କେବଳ କିଛି ବିନ୍ଦୁ ଉପରେ ମୁଁ ମୋ କଥାକୁ ସମାପନ କରିବି । ଆଜିଠାରୁ ଭାରତର ବେସାମରିକ ବିମାନ ଚଳାଚଳ କ୍ଷେତ୍ରର ଉନ୍ନତି ହେବ । ସଫ୍ରାନର ଏହି ନୂଆ ଉଦ୍ୟମ ଭାରତକୁ ଏକ ବୈଶ୍ୱିକ ଏମଆରଓ ହବରେ ପରିଣତ କରିପାରିଛି । ବିଶ୍ୱର ଏରୋସ୍ପେଶ ସେକ୍ଟରରେ ଏହି ଏମଆରଓ ସୁବିଧା ଯୁବକମାନଙ୍କ ଲାଗି ନୂଆ ସୁଯୋଗ ସୃଷ୍ଟି କରିବ । ୨୪ ନଭେମ୍ବର ୨୦୨୫ରେ ମୁଁ ସଫ୍ରାନ ବୋର୍ଡ ଓ ପରିଚାଳନା କମିଟିକୁ ସାକ୍ଷାତ କରିଥିଲି । ପୂର୍ବରୁ ବି ସାକ୍ଷାତ କରିଥିଲି । ପ୍ରତି ସାକ୍ଷାତରେ ଭାରତକୁ ନେଇ ସେମାନଙ୍କର ଆଶା ଓ ବିଶ୍ୱାସ ରହିଛି ବୋଲି ମୁଁ ଅନୁଭବ କଲି । ମୋର ବିଶ୍ୱାସ ରହିଛି ଯେ ଭାରତବର୍ଷରେ ସାଫ୍ରନର ପୁଞ୍ଜି ନିବେଶ ଆଗକୁ ବି ଜାରି ରହିବ । ଏହି ସୁବିଧା ପାଇଁ ଟିମ ସଫ୍ରାନକୁ ମୁଁ ହୃଦୟରୁ କୃତଜ୍ଞତା ଜ୍ଞାପନ କରୁଛି ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ହାଇଦ୍ରାବାଦରେ ସଫରାନ ଏୟାରକ୍ରାଫ୍ଟ ଇଞ୍ଜିନ ସର୍ଭିସେସ୍ ଇଣ୍ଡିଆ (ଏସ୍ଏଇଏସ୍ଆଇ) ସୁବିଧାର ଉଦଘାଟନ କରିଛନ୍ତି
November 26th, 10:00 am
୨୬.୧୧.୨୦୨୫ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରର ଜିଏମଆର ଏରୋସ୍ପେସ୍ ଏବଂ ଇଣ୍ଡଷ୍ଟ୍ରିଆଲ୍ ପାର୍କ – ଏସଇଜେଡରେ ଅବସ୍ଥିତ ସଫରାନ୍ ଏୟାରକ୍ରାଫ୍ଟ ଇଞ୍ଜିନ୍ ସର୍ଭିସେସ୍ ଇଣ୍ଡିଆ (ଏସଏଇଏସଆଇ) ସୁବିଧାକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆଲୋକପାତ କରି କହିଥିଲେ ଯେ, ଆଜିଠାରୁ ଭାରତର ବିମାନ ଚଳାଚଳ କ୍ଷେତ୍ର ଏକ ନୂତନ ଉଡ଼ାଣ ନେଉଛି। ସଫରାନର ନୂତନ ସୁବିଧା ଭାରତକୁ ଏକ ବିଶ୍ୱସ୍ତରୀୟ ମେଣ୍ଟେନାନ୍ସ, ରିପେୟାର ଏବଂ ଓଭରହଲ୍ (ଏମଆରଓ) ହବ୍ ଭାବରେ ପ୍ରତିଷ୍ଠା କରିବାରେ ସାହାଯ୍ୟ କରିବ। ପ୍ରଧାନମନ୍ତ୍ରୀ ରେଖାଙ୍କିତ କରିଥିଲେ ଯେ ଏହି ଏମଆରଓ ସୁବିଧା ଉଚ୍ଚ-ପ୍ରଯୁକ୍ତିବିଦ୍ୟା ମହାକାଶ କ୍ଷେତ୍ରରେ ଯୁବପିଢ଼ି ପାଇଁ ନୂତନ ସୁଯୋଗ ସୃଷ୍ଟି କରିବ। ସେ ମନେ ପକାଇଥିଲେ ଯେ, ସେ ୨୪ ନଭେମ୍ବରରେ ସଫରାନ ବୋର୍ଡ ଏବଂ ପରିଚାଳନାକୁ ଭେଟିଥିଲେ ଏବଂ ଉଲ୍ଲେଖ କରିଥିଲେ ଯେ ପୂର୍ବରୁ ମଧ୍ୟ ସେମାନଙ୍କ ସହିତ ପ୍ରତ୍ୟେକ ଆଲୋଚନାରେ ସେ ଭାରତ ସମ୍ପର୍କରେ ସେମାନଙ୍କର ଆତ୍ମବିଶ୍ୱାସ ଏବଂ ଆଶା ଦେଖିଥିଲେ। ସେ ଆଶା ପ୍ରକାଶ କରିଥିଲେ ଯେ ଭାରତରେ ସଫରାନ ର ନିବେଶ ସମାନ ଗତିରେ ଜାରି ରହିବ। ତାଙ୍କର ଶୁଭକାମନା ଜଣାଇ ପ୍ରଧାନମନ୍ତ୍ରୀ ଏହି ନୂତନ ସୁବିଧା ପାଇଁ ଟିମ୍ ସଫରାନକୁ ଅଭିନନ୍ଦନ ଜଣାଇଥିଲେ।୨୬ ନଭେମ୍ବରରେ ସଫ୍ରାନ ଏୟାରକ୍ରାଫ୍ଟ ଇଞ୍ଜିନ ସର୍ଭିସେସ୍ ଇଣ୍ଡିଆ ସୁବିଧାର ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ
November 25th, 04:16 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୬ ନଭେମ୍ବର ସକାଳ ୧୦ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ବିମାନ ବନ୍ଦରର ଜିଏମଆର୍ ଏରୋସ୍ପେସ ଏବଂ ଶିଳ୍ପ ପାର୍କ – ଏସ୍ଇଜେଡରେ ଅବସ୍ଥିତ ସଫ୍ରାନ ଏୟାରକ୍ରାଫ୍ଟ ଇଞ୍ଜିନ ସର୍ଭିସେସ୍ ଇଣ୍ଡିଆ (ଏସ୍ଏଇଏସ୍ଆଇ) ସୁବିଧାର ଉଦ୍ଘାଟନ କରିବେ ।'ବନ୍ଦେ ମାତରମ୍'ର ଭାବନା ଭାରତର ଅମର ଚେତନା ସହିତ ଜଡିତ: ମନ କୀ ବାତରେ ପ୍ରଧାନମନ୍ତ୍ରୀ ମୋଦୀ
October 26th, 11:30 am
ଅକ୍ଟୋବର 31 ତାରିଖରେ ସର୍ଦ୍ଦାର ପଟେଲଙ୍କ 150ତମ ଜନ୍ମବାର୍ଷିକୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଛଠ ପୂଜା ଉତ୍ସବ, ପରିବେଶ ସୁରକ୍ଷା, ଭାରତୀୟ କୁକୁର ପ୍ରଜାତି, ଭାରତୀୟ କଫି, ଆଦିବାସୀ ସମ୍ପ୍ରଦାୟର ନେତା ଏବଂ ସଂସ୍କୃତ ଭାଷାର ଗୁରୁତ୍ୱ ଭଳି ଆକର୍ଷଣୀୟ ବିଷୟ ଉପରେ ମଧ୍ୟ ସେ ମତ ରଖିଛନ୍ତି । ପ୍ରଧାନମନ୍ତ୍ରୀ 'ବନ୍ଦେ ମାତରମ୍' ଗୀତର 150ତମ ବର୍ଷ ବିଷୟରେ ବିଶେଷ ଉଲ୍ଲେଖ କରିଥିଲେ।ଦେଶବାସୀଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 21st, 06:09 pm
ଶକ୍ତି ପୂଜାର ପର୍ବ ନବରାତ୍ରୀ, ଆସନ୍ତାକାଲିଠାରୁ ଆରମ୍ଭ ହେଉଛି। ଆପଣମାନଙ୍କୁ ସମସ୍ତଙ୍କୁ ଅନେକ ଅନେକ ଶୁଭେଚ୍ଛା! ନବରାତ୍ରୀର ପ୍ରଥମ ଦିନରୁ, ଦେଶ ଆତ୍ମନିର୍ଭରଶୀଳ ଭାରତ ଅଭିଯାନ ଦିଗରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ଏବଂ ବଡ଼ ପଦକ୍ଷେପ ନେଉଛି। ଆସନ୍ତାକାଲି, ସେପ୍ଟେମ୍ବର 22 ତାରିଖ ସୂର୍ଯ୍ୟୋଦୟ ସହିତ ନବରାତ୍ରୀର ପ୍ରଥମ ଦିନଠାରୁ ପରବର୍ତ୍ତୀ ପିଢ଼ିର ଜିଏସଟି ସଂସ୍କାର କାର୍ଯ୍ୟକାରୀ ହେବ। ଅନ୍ୟ ଅର୍ଥରେ କହିବାକୁ ଗଲେ ଆସନ୍ତାକାଲିଠାରୁ ଦେଶରେ ଏକ ଜିଏସଟି ସଞ୍ଚୟ ମହୋତ୍ସବ ଆରମ୍ଭ ହେବାକୁ ଯାଉଛି। ଏହି ଜିଏସଟି ସଞ୍ଚୟ ମହୋତ୍ସବ ଆପଣଙ୍କର ସଞ୍ଚୟ ବୃଦ୍ଧି କରିବ ଏବଂ ଆପଣ ଚାହୁଁଥିବା ଜିନିଷଗୁଡ଼ିକୁ ଅଧିକ ସହଜରେ କିଣିପାରିବେ। ଆମ ଦେଶର ଗରିବ, ମଧ୍ୟବିତ୍ତ ବର୍ଗର ଲୋକ, ନବମଧ୍ୟବିତ୍ତ ବର୍ଗ, ଯୁବବର୍ଗ, କୃଷକ, ମହିଳା, ଦୋକାନୀ, ବ୍ୟବସାୟୀ, ଉଦ୍ୟୋଗୀ, ସମସ୍ତେ ଏହି ସଞ୍ଚୟ ମହୋତ୍ସବରୁ ବହୁତ ଲାଭ ପାଇବେ। ଏହାର ଅର୍ଥ ହେଉଛି ଏହି ପାର୍ବଣ ଋତୁରେ ସମସ୍ତଙ୍କୁ କିଛି ମିଠା ଖାଇବାକୁ ମିଳିବ ଏବଂ ଦେଶର ପ୍ରତ୍ୟେକ ପରିବାର ଆଶୀର୍ବାଦ ପାଇବେ। ମୁଁ ଆଗାମୀ ପିଢ଼ିର ଜିଏସଟି ସଂସ୍କାର ଏବଂ ଏହି ସଞ୍ଚୟ ମହୋତ୍ସବ ପାଇଁ ଦେଶର କୋଟି କୋଟି ପରିବାରକୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭକାମନା ଜଣାଉଛି। ଏହି ସଂସ୍କାରଗୁଡ଼ିକ ଭାରତର ଅଭିବୃଦ୍ଧି କାହାଣୀକୁ ତ୍ୱରାନ୍ୱିତ କରିବ, ବ୍ୟବସାୟ କରିବା ସହଜ ହେବ, ନିବେଶ ଅଧିକ ଆକର୍ଷଣୀୟ ହେବ ଏବଂ ବିକାଶ ଦୌଡ଼ରେ ପ୍ରତ୍ୟେକ ରାଜ୍ୟକୁ ସମାନ ଅଂଶୀଦାର କରିବ।ଦେଶବାସୀଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
September 21st, 05:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ସେ ଶକ୍ତି ଉପାସନାର ପର୍ବ ନବରାତ୍ରୀ ପ୍ରାରମ୍ଭରେ ସବୁ ନାଗରିକଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ନବରାତ୍ରୀର ପ୍ରଥମ ଦିନରୁ ଦେଶ ଆତ୍ମନିର୍ଭର ଭାରତ ଅଭିଯାନରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଉଛି। 22 ସେପ୍ଟେମ୍ବର ସୂର୍ଯ୍ୟୋଦୟ ଠାରୁ ଦେଶ ପରବର୍ତ୍ତୀ ପିଢ଼ିର ଜିଏସଟି ସଂସ୍କାର କାର୍ଯ୍ୟକାରୀ କରିବ। ଏହାସହିତ ସମଗ୍ର ଭାରତରେ ‘ଜିଏସଟି ବଚତ’ ଉତ୍ସବ (ସଞ୍ଚୟ ମହୋତ୍ସବ)ର ଆରମ୍ଭ ହେବ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ । ସେ ଜୋର ଦେଇ କହିଥିଲେ ଯେ ଏହି ପର୍ବ ସଞ୍ଚୟକୁ ବୃଦ୍ଧି କରିବ ଏବଂ ଲୋକଙ୍କ ପାଇଁ ସେମାନଙ୍କର ପସନ୍ଦର ଜିନିଷ କିଣିବାକୁ ସହଜ କରିବ। ଏହି ସଞ୍ଚୟ ମହୋତ୍ସବର ଲାଭ ଗରିବ, ମଧ୍ୟବିତ୍ତ, ନବମଧ୍ୟବିତ୍ତ ବର୍ଗ, ଯୁବକ, କୃଷକ, ମହିଳା, ଦୋକାନୀ, ବ୍ୟବସାୟୀ ଏବଂ ଉଦ୍ୟୋଗୀମାନଙ୍କ ନିକଟରେ ପହଞ୍ଚିବ। ସେ ଆହୁରି କହିଛନ୍ତି, ଏହି ପାର୍ବଣ ଋତୁରେ ପ୍ରତ୍ୟେକ ପରିବାରର ସୁଖ ଏବଂ ମଧୁରତା ବୃଦ୍ଧି ପାଇବ। ପ୍ରଧାନମନ୍ତ୍ରୀ ଦେଶର କୋଟି କୋଟି ପରିବାରକୁ ପରବର୍ତ୍ତୀ ପିଢ଼ିର ଜିଏସଟି ସଂସ୍କାର ଏବଂ ଜିଏସଟି ସଞ୍ଚୟ ମହୋତ୍ସବ ପାଇଁ ଶୁଭକାମନା ଜଣାଇଥିଲେ। ସେ କହିଥିଲେ, ଏହି ସଂସ୍କାରଗୁଡ଼ିକ ଭାରତର ଅଭିବୃଦ୍ଧି କାହାଣୀକୁ ତ୍ୱରାନ୍ୱିତ କରିବ, ବ୍ୟବସାୟିକ କାର୍ଯ୍ୟକୁ ସରଳ କରିବ, ନିବେଶକୁ ଅଧିକ ଆକର୍ଷଣୀୟ କରିବ ଏବଂ ବିକାଶ ଦୌଡ଼ରେ ପ୍ରତ୍ୟେକ ରାଜ୍ୟ ସମାନ ଅଂଶୀଦାର ହେବ।'ଭୋକାଲ୍ ଫର୍ ଲୋକାଲ୍' – ମନ୍ କି ବାତ୍ ରେ ସ୍ୱଦେଶୀ ଗର୍ବର ସହ ପର୍ବପର୍ବାଣୀ ପାଳନ କରିବାକୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅନୁରୋଧ
August 31st, 11:30 am
ଚଳିତ ମାସର ମନ୍ କି ବାତ୍ ଅଭିଭାଷଣରେ ପ୍ରଧାନମନ୍ତ୍ରୀ ମୋଦୀ ବନ୍ୟା ଏବଂ ଭୂସ୍ଖଳନ ପ୍ରଭାବିତ ଲୋକଙ୍କୁ ସାହାଯ୍ୟ କରିଥିବା ସୁରକ୍ଷା ବାହିନୀ ଏବଂ ନାଗରିକମାନଙ୍କୁ ହୃଦୟରୁ କୃତଜ୍ଞତା ଜଣାଇଛନ୍ତି। ଜମ୍ମୁ-କଶ୍ମୀରରେ କ୍ରୀଡ଼ା ପ୍ରତିଯୋଗିତା, ସୌରଶକ୍ତି, 'ଅପରେସନ୍ ପୋଲୋ' ଏବଂ ଭାରତୀୟ ସଂସ୍କୃତିର ବିଶ୍ବବ୍ୟାପୀ ପ୍ରସାର ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ସେ ଆଲୋକପାତ କରିଥିଲେ। ପାର୍ବଣ ଋତୁରେ ମେଡ୍ ଇନ୍ ଇଣ୍ଡିଆ ଉତ୍ପାଦ କିଣିବା ଏବଂ ସ୍ୱଚ୍ଛତା ବଜାୟ ରଖିବାର ଗୁରୁତ୍ୱ ବିଷୟରେ ପ୍ରଧାନମନ୍ତ୍ରୀ ନାଗରିକମାନଙ୍କୁ ସ୍ମରଣ କରାଇଥିଲେ ।ତେଲଙ୍ଗାନାର ହାଇଦ୍ରାବାଦରେ ଅଗ୍ନିକାଣ୍ଡରେ ହୋଇଥିବା ପ୍ରାଣହାନୀ ଘଟଣାରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
May 18th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତେଲଙ୍ଗାନାର ହାଇଦ୍ରାବାଦରେ ଘଟିଥିବା ଅଗ୍ନିକାଣ୍ଡରେ ହୋଇଥିବା ପ୍ରାଣହାନୀ ଯୋଗୁଁ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶ୍ରୀ ମୋଦୀ ଦୁର୍ଘଟଣାରେ ଆହତଙ୍କ ଆଶୁ ଆରୋଗ୍ୟ କାମନା ମଧ୍ୟ କରିଛନ୍ତି ।