ବିଶ୍ୱକପ୍ ବିଜୟ ପାଇଁ ଭାରତର ୧୯ ବର୍ଷରୁ କମ୍ କ୍ରିକେଟ ଦଳକୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
February 06th, 09:33 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଶ୍ୱକପ୍ ଟାଇଟଲ୍ ଜିତିଥିବା ଭାରତର ୧୯ ବର୍ଷରୁ କମ୍ କ୍ରିକେଟ ଦଳର ଚମତ୍କାର ପ୍ରଦର୍ଶନକୁ ପ୍ରଶଂସା କରିଛନ୍ତି।ପ୍ରଧାନମନ୍ତ୍ରୀ ୧୯ବର୍ଷରୁ କମ୍ ଆଇସିସି ବିଶ୍ୱକପ ବିଜୟ ପାଇଁ ଭାରତୀୟ କ୍ରିକେଟ୍ ଦଳକୁ ଅଭିନନ୍ଦନ ଜଣାଇଛନ୍ତି
February 06th, 10:06 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୯ବର୍ଷରୁ କମ୍ ଆଇସିସି ବିଶ୍ୱକପ ବିଜୟ ପାଇଁ ଭାରତୀୟ କ୍ରିକେଟ୍ ଦଳକୁ ଅଭିନନ୍ଦନ ଜଣାଇଛନ୍ତି ।