ତୃତୀୟ ଭାରତ-ନୋର୍ଡିକ୍ ଶିଖର ସମ୍ମିଳନୀ ଅବସରରେ ଆଇସଲ୍ୟାଣ୍ଡ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ
May 19th, 06:44 pm
ତୃତୀୟ ଭାରତ-ନୋର୍ଡିକ୍ ଶିଖର ସମ୍ମିଳନୀ ଅବସରରେ ଓସଲୋରେ ଆଇସଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ମହାମହିମ ସୁଶ୍ରୀ କ୍ରିଷ୍ଟର୍ଣ୍ଣ ଫ୍ରଷ୍ଟଡୋଟିରଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିଥିଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ।ତୃତୀୟ ଭାରତ-ନୋର୍ଡିକ୍ ଶିଖର ସମ୍ମିଳନୀରେ ମିଳିତ ପ୍ରେସ୍ ବିବୃତ୍ତି ସମୟରେ ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟ
May 19th, 04:25 pm
ଆଜି ତୃତୀୟ ଭାରତ-ନର୍ଡିକ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରି ମୁଁ ଅତ୍ୟନ୍ତ ଆନନ୍ଦିତ । ସର୍ବପ୍ରଥମେ, ମୁଁ ଏହି ଶିଖର ସମ୍ମିଳନୀ ଆୟୋଜନ କରିବା ପାଇଁ ନରୱେର ପ୍ରଧାନମନ୍ତ୍ରୀଙ୍କୁ ସହୃଦୟରୁ ଧନ୍ୟବାଦ ଜଣାଉଛି। ଏଠାରେ ଉପସ୍ଥିତ ସମସ୍ତ ନର୍ଡିକ ନେତାମାନଙ୍କୁ ମଧ୍ୟ ମୁଁ ସ୍ୱାଗତ କରୁଛି।ପ୍ରଧାନମନ୍ତ୍ରୀଙ୍କ ୟୁଏଇ, ନେଦରଲ୍ୟାଣ୍ଡ, ସ୍ୱିଡେନ, ନରୱେ ଏବଂ ଇଟାଲୀ ଗସ୍ତ (ମେ' 15 - 20, 2026)
May 11th, 09:00 pm
ପ୍ରଧାନମନ୍ତ୍ରୀ ମୋଦୀ 15 ମେ' ରୁ 20 ମେ' , 2026 ପର୍ଯ୍ୟନ୍ତ ୟୁଏଇ, ନେଦରଲ୍ୟାଣ୍ଡ, ସ୍ୱିଡେନ, ନରୱେ ଏବଂ ଇଟାଲୀ ଗସ୍ତ କରିବେ। ଏହି ଗସ୍ତ ସମୟରେ, ସେ ୟୁଏଇ ରାଷ୍ଟ୍ରପତି ଶେଖ ମହମ୍ମଦ ବିନ୍ ଜାଏଦ ଅଲ୍ ନାହ୍ୟାନଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ମତ ବିନିମୟ କରିବେ। ନେଦରଲ୍ୟାଣ୍ଡରେ, ପ୍ରଧାନମନ୍ତ୍ରୀ ରାଜା ୱିଲେମ-ଆଲେକଜାଣ୍ଡାରଙ୍କୁ ଭେଟି ପ୍ରଧାନମନ୍ତ୍ରୀ ରବ ଜେଟେନଙ୍କ ସହ ଆଲୋଚନା କରିବେ। ସ୍ୱିଡେନରେ, ସେ ପ୍ରଧାନମନ୍ତ୍ରୀ କ୍ରିଷ୍ଟରସନଙ୍କ ସହ ଆଲୋଚନା କରିବେ। ନରୱେରେ, ସେ ରାଜା ହାରାଲ୍ଡ ପଞ୍ଚମଙ୍କୁ ସାକ୍ଷାତ କରିବେ ଏବଂ ପ୍ରଧାନମନ୍ତ୍ରୀ ଜୋନାସ ଗାହର ଷ୍ଟୋରଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବେ। ପରେ, ସେ ପ୍ରଧାନମନ୍ତ୍ରୀ ଜୋର୍ଜିଆ ମେଲୋନିଙ୍କ ସହ ଆଲୋଚନା କରିବା ପାଇଁ ଇଟାଲୀ ଗସ୍ତ କରିବେ।ଦ୍ବିତୀୟ ଭାରତ ନୋର୍ଡିକ୍ ଶିଖର ସମ୍ମିଳନୀ
May 04th, 07:44 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦ୍ବିତୀୟ ଭାରତ-ନୋର୍ଡିକ ଶିଖର ସମ୍ମିଳନୀରେ ଡେନମାର୍କର ପ୍ରଧାନମନ୍ତ୍ରୀ ସୁଶ୍ରୀ ମେଟେ ଫେଡିରିକ୍ସେନ, ଆଇସଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ସୁଶ୍ରୀ କାଟରିନା ଜାକୋବ୍ସଡୋଟିର, ନରୱେର ପ୍ରଧାନମନ୍ତ୍ରୀ ଶ୍ରୀ ଜୋନାସ ଗହର ଷ୍ଟୋର, ସ୍ବିଡେନର ପ୍ରଧାନମନ୍ତ୍ରୀ ସୁଶ୍ରୀ ମେଣ୍ଡେଲିନା ଏଣ୍ଡରସନ ଏବଂ ଫିନଲାଣ୍ଡର ପ୍ରଧାନମନ୍ତ୍ରୀ ସୁଶ୍ରୀ ସନା ମାରିନଙ୍କ ସହିତ ଭାଗ ନେଇଛନ୍ତି।ଆଇସଲ୍ୟାଣ୍ଡ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
May 04th, 03:04 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦ୍ୱିତୀୟ ଇଣ୍ଡିଆ-ନର୍ଡିକ ଶିଖର ସମ୍ମିଳନୀ ଅବସରରେ କୋପେନହାଗେନ ଠାରେ ଆଇସଲ୍ୟାଣ୍ଡ ପ୍ରଧାନମନ୍ତ୍ରୀ ମହାମହିମ ସୁଶ୍ରୀ କାତ୍ରିନ ଜାକୋବ୍ସଦତ୍ତିରଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିଛନ୍ତି ।ଭାରତ ଓ ନର୍ଡିକ ରାଷ୍ଟ୍ରସମୂହର ଶିଖର ସମ୍ମିଳନୀରେ ମିଳିତ ପ୍ରେସ ବିବୃତି
April 18th, 12:57 pm
ଷ୍ଟକହୋମଠାରେ ଆଜି ସ୍ୱିଡେନ ପ୍ରଧାନମନ୍ତ୍ରୀ ଏବଂ ଭାରତର ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଆୟୋଜିତ ଏକ ଶିଖର ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଡେନମାର୍କର ପ୍ରଧାନମନ୍ତ୍ରୀ ଲାର୍ସ ଲୋକେ ରାସମୁସେନ, ଫିନଲାଣ୍ଡ ପ୍ରଧାନମନ୍ତ୍ରୀ ଜୁହା ସିପିଲା, ଆଇସଲାଣ୍ଡ ପ୍ରଧାନମନ୍ତ୍ରୀ କାଟ୍ରିନ ଜାକବ୍ସଡୋଟିର, ନରୱେ ପ୍ରଧାନମନ୍ତ୍ରୀ ଏର୍ଣ୍ଣା ସୋଲବର୍ଗ ଏବଂ ସ୍ୱିଡେନ ପ୍ରଧାନମନ୍ତ୍ରୀ ଷ୍ଟିଫାନ ଲୱେନ ଯୋଗ ଦେଇଥିଲେ ।ପ୍ରଧାନମନ୍ତ୍ରୀ ମୋଦୀ ଡେନମାର୍କ ,ଆଇସଲ୍ୟାଣ୍ଡ ,ଫିନଲ୍ୟାଣ୍ଡ ଏବଂ ନରୱେର ପ୍ରଧାନମନ୍ତ୍ରୀମାନଙ୍କ ସହ ଆଲୋଚନା କରିଛନ୍ତି
April 17th, 09:05 pm
ନିଜର ସ୍ଵିଡେନ ଯାତ୍ରା ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ଡେନମାର୍କ ,ଆଇସଲ୍ୟାଣ୍ଡ ,ଫିନଲ୍ୟାଣ୍ଡ ଏବଂ ନରୱେର ପ୍ରଧାନମନ୍ତ୍ରୀମାନଙ୍କ ସହ ବ୍ୟାପକ ଆଲୋଚନା କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ନେତାମାନଙ୍କ ସହ ଦ୍ୱିପାକ୍ଷିକ ସ୍ତରରେ ଆଲୋଚନା କରିଛନ୍ତି ଏବଂ ବିଭିନ୍ନ ଦେଶମାନଙ୍କ ସହ ଭାରତର ସମ୍ପର୍କକୁ ଆହୁରି ସୁଦୃଢ କରିବାର ପ୍ରକ୍ରିୟା ଉପରେ ବିଚାରବିମର୍ଶ କରିଛନ୍ତି ।PM greets the people of Iceland on Iceland's National Day
June 17th, 11:01 am