Let us together make the India-Austria partnership innovation-centric and future-ready: PM Modi at the India-Austria Joint Press Meet
April 16th, 11:55 am
In his address at the India-Austria Joint Press Meet, PM Modi said that Chancellor Stocker’s visit marks the beginning of a new era in India-Austria relations. Highlighting the partnership in infrastructure, innovation and sustainability, he noted that the visit will inject fresh momentum into trade and investment. He reiterated that military conflict cannot provide solutions to problems, whether in Ukraine or West Asia.TMC came to power by lying in the name of “Maa, Maati, Manush”: PM Modi in Dakshin Dinajpur, West Bengal
April 11th, 11:40 am
PM Modi addressed a massive rally Dakshin Dinajpur, West Bengal. In his speech, he prioritised women’s safety, justice, and empowerment, outlining measures like fast-tracking cases, increasing women police recruitment, and financial support initiatives. He remarked that while the BJP believes in Sabka Saath, Sabka Vikas, it will also ensure that ‘hisaab’ is fulfilled in West Bengal.The BJP’s resolve is a declaration to end TMC’s jungle raj and syndicate rule: PM Modi in Jangipur, West Bengal
April 11th, 11:38 am
PM Modi addressed a massive rally in Jangipur, West Bengal. In his speech, he lauded BJP’s manifesto, outlining six key guarantees focused on ending syndicate raj, ensuring women’s empowerment, boosting education infrastructure, and delivering transparent governance. He also promised employment opportunities and benefits for government employees.Massive public meetings in Purba Bardhaman, Jangipur & Dakshin Dinajpur, West Bengal
April 11th, 11:30 am
Tapping into the growing momentum in West Bengal, PM Modi addressed a massive public gathering in Purba Bardhaman, highlighting BJP’s vision for a fear-free, Viksit Bengal while launching a sharp attack on the TMC government over corruption, lawlessness and appeasement politics.Barak Valley will become a major logistics and trade hub for the North East: PM Modi in Silchar, Assam
March 14th, 11:10 am
Launching multiple development projects worth ₹23,550 crore in Silchar, Assam, PM Modi said the projects will further empower Barak Valley as a logistics hub for the entire North East. He laid the foundation stone for the Shillong–Silchar High-Speed Corridor, noting it will boost local industry, agriculture and tourism. He cautioned that the hard-won era of peace and progress must be protected from regressive forces.ସିଲଚରରେ ₹୨୩,୫୫୦ କୋଟି ଟଙ୍କାର ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 14th, 10:45 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସିଲଚରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ସେ କହିଥିଲେ ଯେ ସଂସ୍କୃତି ଓ ପ୍ରାଣବନ୍ତ ପରମ୍ପରାରେ ସମୃଦ୍ଧ ବରାକ ଉପତ୍ୟକା ପରିଦର୍ଶନ ସଦା ତାଙ୍କ ପାଇଁ ଏକ ବିଶେଷ ଅଭିଜ୍ଞତା। ସେ ଉଲ୍ଲେଖ କରିଥିଲେ ଯେ ସିଲଚର ଏହି ଉପତ୍ୟକାର ପ୍ରବେଶଦ୍ୱାର ଭାବେ ପରିଚିତ, ଯେଉଁଠାରେ ଇତିହାସ ଓ ଭାଷା ମିଶି ଏକ ବିଶିଷ୍ଟ ଆଞ୍ଚଳିକ ପରିଚୟ ଗଢ଼ିଉଠିଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହି ଅଞ୍ଚଳର ଶକ୍ତି ଏହାର ବିବିଧତାରେ ନିହିତ, ଯେଉଁଠାରେ ବଙ୍ଗଳା, ଆସାମିଆ ଓ ଆଦିବାସୀ ପରମ୍ପରାର ସମନ୍ୱୟ ଏକତ୍ର ପ୍ରତିଫଳିତ ହୁଏ। “ବରାକ ଉପତ୍ୟକାର ବିବିଧତା ଏହାର ସର୍ବଶ୍ରେଷ୍ଠ ସମ୍ପଦ, ଯାହା ଏଠାର ଲୋକମାନଙ୍କ ମଧ୍ୟରେ ଭାଇଚାରାର ଭାବନାକୁ ଶକ୍ତିଶାଳୀ କରେ,” ବୋଲି ସେ କହିଥିଲେ।ଭିଡିଓ କନଫରେନ୍ସିଂ ମାଧ୍ୟମରେ କୋଟା ବିମାନବନ୍ଦରର ଶିଳାନ୍ୟାସ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 07th, 03:15 pm
ଗତ ସପ୍ତାହରେ, ମୋତେ ରାଜସ୍ଥାନ ଗସ୍ତ କରିବାର ସୁଯୋଗ ମିଳିଥିଲା। ଆଜମେରର ପବିତ୍ର ଭୂମିରୁ, ଆମେ ରାଜସ୍ଥାନର ବିକାଶ ସହିତ ଜଡିତ ହଜାର ହଜାର କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିଥିଲୁ। ସେହି କାର୍ଯ୍ୟକ୍ରମରେ, ରାଜସ୍ଥାନର ୨୧,୦୦୦ ରୁ ଅଧିକ ଯୁବ ସହକର୍ମୀଙ୍କୁ ନିଯୁକ୍ତି ପତ୍ର ମଧ୍ୟ ବଣ୍ଟନ କରାଯାଇଥିଲା। ଆଜମେର ଗସ୍ତର ମାତ୍ର କିଛି ଦିନ ବ୍ୟବଧାନ ପରେ,ଏବେ, ମୋ ପାଖରେ କୋଟା ସହିତ ଜଡିତ ଏହି ଗୁରୁତ୍ୱପୂର୍ଣ୍ଣ ବିମାନବନ୍ଦର ପ୍ରକଳ୍ପର ଶୁଭାରମ୍ଭ କରିବାର ସୁଯୋଗ ମିଳିଛି। ରାଜସ୍ଥାନରେ ଗୋଟିଏ ସପ୍ତାହରେ ଆରମ୍ଭ ହୋଇଥିବା ଏହି ଦୁଇଟି ପ୍ରମୁଖ ବିକାଶ କାର୍ଯ୍ୟକ୍ରମର ଏକ ଶକ୍ତିଶାଳୀ ବାର୍ତ୍ତା ଦେଉଛି। ଏହା ଦର୍ଶାଏ ଯେ ରାଜସ୍ଥାନ ଆଜି ଦ୍ରୁତ ଗତିରେ ପ୍ରଗତି କରୁଛି। ଭିତ୍ତିଭୂମି ହେଉ, ଯୁବକମାନଙ୍କ ପାଇଁ ନିଯୁକ୍ତି ସୁଯୋଗ ହେଉ, କୃଷକ ଏବଂ ମା' ଏବଂ ଭଉଣୀମାନଙ୍କ ପାଇଁ ଯୋଜନା ହେଉ, ରାଜସ୍ଥାନର ପ୍ରତ୍ୟେକ କ୍ଷେତ୍ରରେ କାମ ଦ୍ରୁତ ଗତିରେ ଆଗକୁ ବଢ଼ୁଛି।ହାଡୋତି ଅଞ୍ଚଳର ପରିବର୍ତ୍ତନ ବିଷୟରେ ଉଲ୍ଲେଖ କରିବା ସହ କୋଟା ବିମାନବନ୍ଦରର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 07th, 02:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ ବାର୍ତ୍ତା ମାଧ୍ୟମରେ କୋଟା ବିମାନବନ୍ଦରର ଶିଳାନ୍ୟାସ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି। ଏହା ହାଡୋତି ଅଞ୍ଚଳ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ଭାବେ ପରିଗଣିତ ହେଉଛି। ରାଜସ୍ଥାନ ଏକ ଅଭୂତପୂର୍ବ ଗତିରେ ଅଗ୍ରସର ହେଉଛି ଓ ନୂତନ ବିମାନବନ୍ଦର ଅର୍ଥନୈତିକ ଏବଂ ଶିଳ୍ପ ଅଭିବୃଦ୍ଧି ପାଇଁ ଏକ ପ୍ରେରକ ଶକ୍ତି ହେବାକୁ ଯାଉଛି ବୋଲି ଶ୍ରୀ ମୋଦୀ ଗୁରୁତ୍ୱାରୋପ କରିଛନ୍ତି।ଏଆଇ କ୍ଷେତ୍ରରେ କାର୍ଯ୍ୟ କରୁଥିବା ସିଇଓ ଏବଂ ବିଶେଷଜ୍ଞଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
January 29th, 06:33 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲୋକ କଲ୍ୟାଣ ମାର୍ଗ ସ୍ଥିତ ତାଙ୍କ ବାସଭବନରେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରରେ କାର୍ଯ୍ୟ କରୁଥିବା ସିଇଓ ଏବଂ ବିଶେଷଜ୍ଞମାନଙ୍କ ସହିତ ଆଲୋଚନା କରିଛନ୍ତି ।ଓମାନରେ ଭାରତୀୟ ଛାତ୍ର ଏବଂ ଭାରତୀୟ ସମ୍ପ୍ରଦାୟକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
December 18th, 12:32 pm
ଏହି ଯୁବ ଉତ୍ସାହ, ତୁମର ଶକ୍ତି, ଏଠାକାର ସମ୍ପୂର୍ଣ୍ଣ ପରିବେଶକୁ ଚଳଚଞ୍ଚଳ କରିଦେଇଛି । ମୁଁ ସେହି ସମସ୍ତ ଭାଇ-ଭଉଣୀମାନଙ୍କୁ ମଧ୍ୟ ପ୍ରଣାମ କରୁଛି ଯେଉଁମାନେ ସ୍ଥାନର ଅଭାବ ଯୋଗୁଁ ଏହି ହଲରେ ନାହାନ୍ତି ଏବଂ ନିକଟବର୍ତ୍ତୀ ହଲ୍ରେ ସ୍କ୍ରିନରେ ଏହି କାର୍ଯ୍ୟକ୍ରମକୁ ଲାଇଭ ଦେଖୁଛନ୍ତି । ଏବେ ଆପଣ କଳ୍ପନା କରିପାରିବେ, ଯଦି ଏତେ ଦୂର ଆସିଲେ ଏବଂ ଭିତରକୁ ଆସିପାରିଲେ ନାହିଁ, ତେବେ ସେମାନଙ୍କ ମନରେ କ’ଣ ଚାଲିଥିବ ।ଓମାନରେ ଭାରତୀୟ ସମୁଦାୟକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 18th, 12:31 pm
ସମାବେଶକୁ ସମ୍ବୋଧିତ କରି, ପ୍ରଧାନମନ୍ତ୍ରୀ ଭାରତରେ ରହୁଥିବା ପରିବାର ଏବଂ ବନ୍ଧୁମାନଙ୍କ ତରଫରୁ ସମୁଦାୟକୁ ଶୁଭେଚ୍ଛା ଜଣାଇଥିଲେ। ସେ ସେମାନଙ୍କର ଅତି ଚମତ୍କାର ଏବଂ ରଙ୍ଗାରଙ୍ଗ ସ୍ୱାଗତ ପାଇଁ ଧନ୍ୟବାଦ ଜଣାଇଥିଲେ। ସେ କହିଥିଲେ ଯେ ଓମାନରେ ବସବାସ କରୁଥିବା ଭାରତର ବିଭିନ୍ନ ଅଂଶରୁ ଲୋକଙ୍କୁ ଭେଟି ସେ ଖୁବ୍ ଆନନ୍ଦିତ, ଏବଂ ଉଲ୍ଲେଖ କରିଥିଲେ ଯେ ବିବିଧତା ହେଉଛି ଭାରତୀୟ ସଂସ୍କୃତିର ମୂଳଦୁଆ - ଏକ ମୂଲ୍ୟ ଯାହା ସେମାନଙ୍କୁ ଯେକୌଣସି ସମାଜର ଅଂଶ ହେବାରେ ସାହାଯ୍ୟ କରେ। ଓମାନରେ ଭାରତୀୟ ସମ୍ପ୍ରଦାୟକୁ କେତେ ଭଲ ଭାବରେ ସମ୍ମାନିତ କରାଯାଏ ସେ, ବିଷୟରେ କହିବାକୁ ଯାଇ ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ଯେ, ସହାବସ୍ଥାନ ଏବଂ ସହଯୋଗ ଭାରତୀୟ ପ୍ରବାସୀମାନଙ୍କର ଏକ ପ୍ରମୁଖ ପରିଚୟ।RJD forced Congress to surrender its CM claim at gunpoint: PM Modi in Bhagalpur, Bihar
November 06th, 12:01 pm
In the Bhagalpur rally, PM Modi criticised RJD and Congress for never understanding the value of self-reliance or Swadeshi. He reminded the people that the Congress can never erase the stain of the Bhagalpur riots. Outlining NDA’s roadmap for progress, PM Modi said the government is working to make Bihar a hub for textiles, tourism and technology.No IIT, no IIM, no National Law University — a whole generation’s future was devoured by RJD’s leadership: PM Modi in Araria, Bihar
November 06th, 11:59 am
PM Modi addressed a large public gathering in Araria, Bihar, where people turned up in huge numbers to express their support for the NDA. Speaking with conviction, PM Modi said that the people of Bihar have already made up their minds – ‘Phir Ekbar, NDA Sarkar!’PM Modi stirs up massive rallies with his addresses in Araria & Bhagalpur, Bihar
November 06th, 11:35 am
PM Modi addressed large public gatherings in Araria & Bhagalpur, Bihar, where people turned up in huge numbers to express their support for the NDA. Speaking with conviction, PM Modi said that the people of Bihar have already made up their minds – ‘Phir Ekbar, NDA Sarkar!’ଉଦୀୟମାନ ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା ଏବଂ ନବସୃଜନ ସମ୍ମିଳନୀ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 03rd, 11:00 am
ଆମ ମଧ୍ୟରେ ଉପସ୍ଥିତ ଦେଶର ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଡକ୍ଟର ଜିତେନ୍ଦ୍ର ସିଂହ, ଭାରତ ସରକାରଙ୍କ ପ୍ରମୁଖ ବୈଜ୍ଞାନିକ ପରାମର୍ଶଦାତା ଅଜୟ କୁମାର ସୁଦ, ନୋବେଲ ପୁରସ୍କାର ବିଜେତା ସାର ଆଣ୍ଡ୍ରେ ଗାଇମ, ସମସ୍ତ ବୈଜ୍ଞାନିକ, ଉଦ୍ଭାବକ, ଶିକ୍ଷାବିତ୍, ଭାରତ ଏବଂ ବିଦେଶର ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ସଜ୍ଜନଗଣ!ଉଦୀୟମାନ ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା ଓ ନବସୃଜନ ସମ୍ମିଳନୀ ୨୦୨୫କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 03rd, 10:30 am
ଏକବିଂଶ ଶତାବ୍ଦୀକୁ ଅଭୂତପୂର୍ବ ପରିବର୍ତ୍ତନର ସମୟ ଭାବରେ ବର୍ଣ୍ଣନା କରି ଶ୍ରୀ ମୋଦୀ କହିଛନ୍ତି ଯେ ବିଶ୍ୱ ବ୍ୟବସ୍ଥା ଏକ ପରିବର୍ତ୍ତନର ସମ୍ମୁଖୀନ ହେଉଛି, କିନ୍ତୁ ଏହି ପରିବର୍ତ୍ତନର ଗତି ସାଧାରଣ ନୁହେଁ, ବରଂ ଅସାଧାରଣ। ଏହି ପରିପ୍ରେକ୍ଷୀରେ, ଭାରତ ଆଗକୁ ବଢ଼ୁଛି ଏବଂ ଉଦୀୟମାନ ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା ଏବଂ ନବସୃଜନ ସହିତ ଜଡିତ ବିଭିନ୍ନ ଦିଗ ଉପରେ ନିରନ୍ତର ଧ୍ୟାନ ଦେଉଛି। ଉଦାହରଣ ସ୍ୱରୂପ, ସେ ଗବେଷଣା ପାଣ୍ଠି କ୍ଷେତ୍ର ଉପରେ ଆଲୋକପାତ କରିଥିଲେ। ପ୍ରଧାନମନ୍ତ୍ରୀ ଜୟ ଜବାନ, ଜୟ କିଷାନର ପ୍ରସିଦ୍ଧ ଜାତୀୟ ଚିନ୍ତାଧାରାକୁ ମନେ ପକାଇ କହିଥିଲେ ଏବଂ କହିଥିଲେ ଯେ ଗବେଷଣା ଉପରେ ନୂତନ ଗୁରୁତ୍ୱ ଦେଇ, ଏହି ଚିନ୍ତାଧାରାରେ ଜୟ ବିଜ୍ଞାନ ଏବଂ ଜୟ ଅନୁସନ୍ଧାନ ଯୋଗ କରାଯାଇଛି । ସେ ସୂଚନା ଦେଇଥିଲେ ଯେ ଭାରତୀୟ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହିତ କରିବା ପାଇଁ ଜାତୀୟ ଗବେଷଣା ଫାଉଣ୍ଡେସନ ଫର ରିସର୍ଚ୍ଚ ପ୍ରତିଷ୍ଠା କରାଯାଇଛି। ଏହା ବ୍ୟତୀତ, ପ୍ରଧାନମନ୍ତ୍ରୀ ୧ ଲକ୍ଷ କୋଟି ଟଙ୍କାର ଆବଣ୍ଟନ ସହିତ ଗବେଷଣା, ବିକାଶ ଏବଂ ନବସୃଜନ ଯୋଜନା ଆରମ୍ଭ କରିବାର ଘୋଷଣା କରିଥିଲେ। ସେ କହିଥିଲେ ଯେ ଘରୋଇ କ୍ଷେତ୍ରରେ ଗବେଷଣା ଏବଂ ବିକାଶକୁ ପ୍ରୋତ୍ସାହିତ କରିବା ପାଇଁ ମଧ୍ୟ ପ୍ରୟାସ କରାଯାଉଛି। ପ୍ରଥମ ଥର ପାଇଁ, ଅଧିକ ବିପଦ ଥିବା ଓ ଉଚ୍ଚ-ପ୍ରଭାବ ସଂପନ୍ନ ପ୍ରକଳ୍ପ ପାଇଁ ପାଣ୍ଠି ଯୋଗାଇଦିଆଯାଉଛି, ଶ୍ରୀ ମୋଦୀ କହିଥିଲେ।ଝାରସୁଗୁଡାରେ ବିକାଶ ମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 27th, 11:45 am
ଏଠାକାର କିଛି ଯୁବ ବନ୍ଧୁ ଅନେକ କଳାକୃତି ସାଥିରେ ନେଇ ଆସିଛନ୍ତି। ଓଡ଼ିଶାବାସୀଙ୍କ କଳା ପ୍ରତି ଥିବା ଅନୁରାଗ ବିଶ୍ୱ ପ୍ରସିଦ୍ଧ। ମୁଁ ଆପଣ ସମସ୍ତଙ୍କଠାରୁ ଏହି ଉପହାର ଗ୍ରହଣ କରୁଛି ଏବଂ ମୋର ଏସ୍ପିଜି ସହକର୍ମୀମାନଙ୍କୁ ଅନୁରୋଧ କରୁଛି ଯେ, ସେମାନେ ସେଗୁଡ଼ିକୁ ଆପଣଙ୍କଠାରୁ ସଂଗ୍ରହ କରିନିଅନ୍ତୁ। ଯଦି ଆପଣମାନେ ପଛରେ ଆପଣଙ୍କର ନାମ ଏବଂ ଠିକଣା ଲେଖିଥିବେ, ତେବେ ଆପଣ ନିଶ୍ଚିତ ଭାବରେ ମୋଠାରୁ ଏକ ଚିଠି ପାଇବେ। ସେଠାରେ, ପଛରେ ମଧ୍ୟ ଏକ ପିଲା କିଛି ଧରି ଠିଆ ହୋଇଛି; ତାଙ୍କ ହାତ ଯନ୍ତ୍ରଣା କରୁଥିବ। ସେ ବହୁ ସମୟ ହେଲା ଏହାକୁ ଧରି ଠିଆ ହୋଇଛି। ଦୟାକରି ତାହା ମଧ୍ୟ ସଂଗ୍ରହ କରିନିଅନ୍ତୁ, ଭାଇ। ଦୟାକରି ତାଙ୍କୁ ସାହାଯ୍ୟ କରନ୍ତୁ। ଯଦି ଆପଣ ପଛରେ ଆପଣଙ୍କର ନାମ ଲେଖିଛନ୍ତି, ତେବେ ମୁଁ ନିଶ୍ଚିତ ଭାବରେ ଆପଣଙ୍କୁ ଚିଠି ଲେଖିବି। ଆପଣ ଆତ୍ମୀୟତାର ସହିତ ଏହି କଳାକୃତି ସୃଷ୍ଟି କରିଥିବାରୁ ମୁଁ ସମସ୍ତ ଯୁବକ, ମହିଳା ଏବଂ ଛୋଟ ପିଲାମାନଙ୍କୁ ମୋର ଆନ୍ତରିକ କୃତଜ୍ଞତା ଜଣାଉଛି।ଝାରସୁଗୁଡାଠାରେ 60,000 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
September 27th, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଝାରସୁଗୁଡାଠାରେ 60,000 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ପ୍ରଧାନମନ୍ତ୍ରୀ ସମାବେଶକୁ ସମ୍ବୋଧିତ କରି ସେଠାରେ ଉପସ୍ଥିତ ସମସ୍ତ ବିଶିଷ୍ଟ ବ୍ୟକ୍ତିଙ୍କୁ ଶୁଭେଚ୍ଛା ଜଣାଇଥିଲେ। ସେ କହିଥିଲେ, ବର୍ତ୍ତମାନ ନବରାତ୍ରି ପର୍ବ ପାଳନ କରାଯାଉଛି । ଏହି ପବିତ୍ର ଦିନରେ ମା’ ସମଲେଇ ଏବଂ ମା’ ରାମଚଣ୍ଡୀଙ୍କ ପବିତ୍ର ଭୂମିକୁ ଆସିବା ଏବଂ ଆଜିର କାର୍ଯ୍ୟକ୍ରମରେ ସମବେତ ଲୋକମାନଙ୍କୁ ଭେଟିବାର ସୌଭାଗ୍ୟ ତାଙ୍କୁ ମିଳିଛି। ସେ କାର୍ଯ୍ୟକ୍ରମରେ ବହୁ ସଂଖ୍ୟକ ମା’ ଏବଂ ଭଉଣୀଙ୍କ ଉପସ୍ଥିତି ବିଷୟରେ ଉଲ୍ଲେଖ କରି କହିଥିଲେ, ସେମାନଙ୍କର ଆଶୀର୍ବାଦ ହିଁ ଶକ୍ତିର ପ୍ରକୃତ ଉତ୍ସ। ଏହି ଅବସରରେ ସବୁ ଲୋକମାନଙ୍କୁ ସେ ପ୍ରଣାମ ଜଣାଇଥିଲେ।ଝାରସୁଗୁଡାରେ 60,000 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
September 26th, 09:05 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 27 ସେପ୍ଟେମ୍ବରରେ ଓଡ଼ିଶା ଗସ୍ତରେ ଆସିବେ। ପୂର୍ବାହ୍ନ ପ୍ରାୟ 11:30 ସମୟରେ, ସେ ଝାରସୁଗୁଡାରେ 60,000 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବେ। ଏହି ଅବସରରେ ସେ ଏକ ସାଧାରଣ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ। ଏହି ପ୍ରକଳ୍ପଗୁଡ଼ିକ ଦୂରସଞ୍ଚାର, ରେଳବାଇ, ଉଚ୍ଚଶିକ୍ଷା, ସ୍ୱାସ୍ଥ୍ୟସେବା, ଦକ୍ଷତା ବିକାଶ, ଗ୍ରାମୀଣ ଗୃହ ନିର୍ମାଣ କ୍ଷେତ୍ର ସମେତ ଅନ୍ୟାନ୍ୟ କ୍ଷେତ୍ର ସହ ଜଡ଼ିତ।କର୍ଣ୍ଣାଟକର ବେଙ୍ଗଲୁରରେ ବିଭିନ୍ନ ମେଟ୍ରୋ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
August 10th, 01:30 pm
କର୍ଣ୍ଣାଟକର ରାଜ୍ୟପାଳ ଶ୍ରୀ ଥାଓ୍ୱରଚନ୍ଦ ଗହଲୋଟ ଜୀ, ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଜୀ, କେନ୍ଦ୍ରରେ ମୋର ସହଯୋଗୀ ମନୋହରଲାଲ ଖଟ୍ଟର ଜୀ, ଏଚ୍ ଡି କୁମାରସ୍ୱାମୀ ଜୀ, ଅଶ୍ୱିନୀ ବୈଷ୍ଣବ ଜୀ, ବି. ସୋମନ୍ନା ଜୀ, ସୁଶ୍ରୀ ଶୋଭା ଜୀ, ଉପମୁଖ୍ୟମନ୍ତ୍ରୀ ଡି.କେ. ଶିବକୁମାର ଜୀ, କର୍ଣ୍ଣାଟକ ସରକାରଙ୍କ ମନ୍ତ୍ରୀ ବି.ସୁରେଶ ଜୀ, ବିରୋଧୀ ଦଳ ନେତା ଆର୍. ଅଶୋକ ଜୀ, ସାଂସଦ ତେଜସ୍ୱୀ ସୂର୍ଯ୍ୟା ଜୀ, ଡାକ୍ତର ମଂଜୁନାଥ ଜୀ, ଏମଏଲଏ ବିଜୟେନ୍ଦ୍ର ୟେଡିୟୁରପ୍ପା ଜୀ ଓ କର୍ଣ୍ଣାଟକର ମୋର ଭାଇ ଓ ଭଉଣୀମାନେ,