ଭାରତ ପ୍ରଧାନମନ୍ତ୍ରୀଙ୍କ ନେଦରଲ୍ୟାଣ୍ଡ ଗସ୍ତ ସମ୍ପର୍କରେ ଭାରତ-ନେଦରଲ୍ୟାଣ୍ଡ ମିଳିତ ବିବୃତ୍ତି
May 17th, 03:45 am
ନେଦରଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ରବ ଜେଟେନଙ୍କ ନିମନ୍ତ୍ରଣ କ୍ରମେ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୬-୧୭ ମେ ୨୦୨୬ ରେ ନେଦରଲ୍ୟାଣ୍ଡକୁ ସରକାରୀ ଗସ୍ତ କରିଥିଲେ। ଏହା ପ୍ରଧାନମନ୍ତ୍ରୀ ମୋଦୀଙ୍କର ନେଦରଲ୍ୟାଣ୍ଡକୁ ଦ୍ୱିତୀୟ ଗସ୍ତ ଥିଲା।ଭାରତ-ନେଦରଲ୍ୟାଣ୍ଡ ରଣନୀତିକ ଭାଗିଦାରୀର ରୋଡମ୍ୟାପ୍ [୨୦୨୬-୨୦୩୦]
May 17th, 03:15 am
ନୂଆଦିଲ୍ଲୀ: ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ନେଦରଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ଶ୍ରୀ ରବ୍ ଜେଟେନ୍ ମେ’୧୬ ତାରିଖରେ ଦି ହେଗ୍ଠାରେ ଅନୁଷ୍ଠିତ ସେମାନଙ୍କ ବୈଠକ ଅବସରରେ, ଲକ୍ଷ୍ୟଭିତ୍ତିକ, ସମୟବଦ୍ଧ ପଦକ୍ଷେପ ଏବଂ ମିଳିତ କାର୍ଯ୍ୟପନ୍ଥା ଅନୁସରଣ କରି ଭାରତ-ନେଦରଲ୍ୟାଣ୍ଡ ଦ୍ୱିପାକ୍ଷିକ ସମ୍ପର୍କକୁ ଏକ 'ରଣନୀତିକ ଭାଗିଦାରୀ' ସ୍ତରକୁ ଉନ୍ନୀତ କରିବା ପାଇଁ ସହମତ ହୋଇଛନ୍ତି। ଏହି ଉଦ୍ଦେଶ୍ୟରେ, ଭାରତ ଏବଂ ନେଦରଲ୍ୟାଣ୍ଡ ଆଗାମୀ ୫ ବର୍ଷ ପାଇଁ ଭାରତ-ନେଦରଲ୍ୟାଣ୍ଡ ରଣନୀତିକ ଭାଗିଦାରୀର ରୋଡମ୍ୟାପ୍କୁ ଗ୍ରହଣ କରିଛନ୍ତି। ଉଭୟ ପକ୍ଷ ସହମତ ହୋଇଥିବା ବିଷୟଗୁଡ଼ିକୁ ନିମ୍ନରେ ଉଲ୍ଲେଖ କରାଗଲା।India – Finland Joint Statement on the State Visit of President of the Republic of Finland
March 05th, 08:03 pm
At the invitation of PM Modi, Finland President Alexander Stubb is on a State Visit to India from 4-7 March 2026. They held wide-ranging discussions during a bilateral meeting. The two leaders affirmed the deep and enduring friendship between India and Finland, built on a foundation of mutual respect and the values of democracy and rule of law, as well as commitment to global peace, security and international law.ମାଲେସିଆ ପ୍ରଧାନମନ୍ତ୍ରୀଙ୍କ ସହ ଆନୁଷ୍ଠାନିକ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
February 08th, 11:19 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ମାଲେସିଆର ପ୍ରଧାନମନ୍ତ୍ରୀ ମହାମହିମ ଦାତୋ ସେରୀ ଅନୱର ଇବ୍ରାହିମ ପେରଡାନା ପୁତ୍ରା ପରିସରରେ ସ୍ୱାଗତ କରିଛନ୍ତି । ସେଠାରେ ତାଙ୍କୁ ଆନୁଷ୍ଠାନିକ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଛି। ଏହା ପରେ, ଦୁଇ ନେତା ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ସରକାରୀ ବାସଭବନ ସେରୀ ପେରଡାନାରେ ସୀମିତ ଏବଂ ପ୍ରତିନିଧିସ୍ତରୀୟ ଆଲୋଚନା କରିଛନ୍ତି ।ଏଆଇ କ୍ଷେତ୍ରରେ କାର୍ଯ୍ୟ କରୁଥିବା ସିଇଓ ଏବଂ ବିଶେଷଜ୍ଞଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
January 29th, 06:33 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲୋକ କଲ୍ୟାଣ ମାର୍ଗ ସ୍ଥିତ ତାଙ୍କ ବାସଭବନରେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରରେ କାର୍ଯ୍ୟ କରୁଥିବା ସିଇଓ ଏବଂ ବିଶେଷଜ୍ଞମାନଙ୍କ ସହିତ ଆଲୋଚନା କରିଛନ୍ତି ।ମରିସସ୍ର ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତର ଫଳାଫଳ
September 11th, 02:10 pm
ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ସହଯୋଗ ପାଇଁ ଭାରତ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗ ଓ ମରିସସ୍ର ଟର୍ସିଆରି ଶିକ୍ଷା, ବିଜ୍ଞାନ ଓ ଗବେଷଣା ମନ୍ତ୍ରାଳୟ ମଧ୍ୟରେ ବୁଝାମଣାପତ୍ରମରିସସ ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତ୍ତି: ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
September 11th, 12:30 pm
ଏହା ମୋ ପାଇଁ ଗର୍ବର କଥା ଯେ, ମୁଁ ଆପଣଙ୍କୁ ମୋର ସଂସଦୀୟ କ୍ଷେତ୍ରରେ ସ୍ୱାଗତ କରିବାର ସୁଯୋଗ ପାଇଛି। କାଶୀ ଅନାଦି କାଳରୁ ଭାରତର ସଭ୍ୟତା ଏବଂ ସାଂସ୍କୃତିକ ଐତିହ୍ୟର ପ୍ରତୀକ ହୋଇଆସିଛି ।